Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ...

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ...

  • ୫୨୬ କିଲୋଗ୍ରାମ ହେରୋଇନ ଓ ...

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ...

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ ...

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ...

  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ...

  • ଭାରତରେ ‘Apple Pay’ ପ୍ରବେଶ

ରାଜ୍ୟ
Home ›› ରାଜ୍ୟ ››ଅକ୍ଟୋବର ଗାଇଡ୍‌ଲାଇନ୍‌ ଜାରି : ପାର୍ବଣରେ ବାଣ ଫୁଟା ଓ ବିକ୍ରି ହୋଇପାରିବ ନାହିଁ

ଅକ୍ଟୋବର ଗାଇଡ୍‌ଲାଇନ୍‌ ଜାରି : ପାର୍ବଣରେ ବାଣ ଫୁଟା ଓ ବିକ୍ରି ହୋଇପାରିବ ନାହିଁ

2021-09-30 20:16:03
14056
Share:
Facebook
Twitter
E-Mail
WhatsApp
Telegram
ଅକ୍ଟୋବର ଗାଇଡ୍‌ଲାଇନ୍‌ ଜାରି : ପାର୍ବଣରେ ବାଣ ଫୁଟା ଓ ବିକ୍ରି ହୋଇପାରିବ ନାହିଁ

ଅକ୍ଟୋବର ମାସ ପାଇଁ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି ରାଜ୍ୟ ସରକାର । ପାର୍ବଣ ଋତୁରେ ଅଧିକ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ୍‌ କମିଶନର୍‌ ପ୍ରଦୀପ ଜେନା ସୂଚନା ଦେଇଛନ୍ତି । ପୂଜା ପାର୍ବଣରେ ବାଣ ବିକ୍ରି ହୋଇପାରିବ ନାହିଁ ବୋଲି ସରକାର କହିଛନ୍ତି । ସାମାଜିକ ଦୂରତା ରଖିବାକୁ ସରକାର ନିବେଦନ କରିବା ସହିତ ବାହାରେ ଅଯଥା ଗହଳି ନକରିବାକୁ ସରକାର ସତର୍କ କରାଇଛନ୍ତି । ବର୍ତ୍ତମାନ କୋଭିଡ୍‌ ମାମଲା ସ୍ଥିର ରହିଛି । ଏହାର ସଂକ୍ରମଣ ବଢ଼ିଲେ ଚିନ୍ତା ବଢ଼ିବ ବୋଲି ସେ କହିଛନ୍ତି ।   

ସହରାଞ୍ଚଳ ଗୁଡ଼ିକରେ ରାତ୍ରୀକାଳିନୀ କର୍ଫ୍ୟୁ ଜାରି ରହିବ । ରାତି ୧୦ରୁ ସକାଳ ୬ଟା ପର୍ଯ୍ୟନ୍ତ କର୍ଫ୍ୟୁ ରହିବ । ଟ୍ୱିନ୍‌ସିଟିରେ କଡ଼ାକଡ଼ି ହୋଇଛି ରାତ୍ରୀକାଳୀନ କର୍ଫ୍ୟୁ । ବିଶେଷ ଭାବେ ୧୧ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଏବଂ କଟକରେ ରାତ୍ରି ୮ଟାରୁ ସକାଳ ୫ଟା ପର୍ଯ୍ୟନ୍ତ କର୍ଫ୍ୟୁ ଜାରି ରହିବ । ପୂର୍ବ ପରି ଦୋକାନ ସକାଳ ୫ଟାରୁ ରାତି ୧୦ଟା ଯାଏଁ ଖୋଲା ରହିବ। ବିବାହ, ବ୍ରତ ଓ ଶୁଦ୍ଧିକ୍ରିୟା ଗତ ମାସ ଥିବା ନିୟମ ଲାଗୁ ରହିବ । ୨୫୦ ଜଣ ଲୋକଙ୍କୁ ନେଇ ଆୟୋଜନ କରାଯାଇ ପାରିବ। ସେହିପରି ବିବାହ ଶୋଭାଯାତ୍ରାକୁ ମିଳିଥିବା ଅନୁମତି ବଳବତ୍ତର ରହିବ । ଶୋଭାଯାତ୍ରାରେ ପୂର୍ବପରି ୫୦ ଜଣ ସାମିଲ ହୋଇ ପାରିବେ। ପୂର୍ଣ୍ଣ କ୍ଷମତା ସହ ମଧ୍ୟ ସିନେମା ହଲ୍ ଚାଲିବ।  ନଭେମ୍ୱର ପହିଲା ଯାଏଁ ଏହି ଗାଇଡ୍‌ଲାଇନ୍ ବଳବତ୍ତର ରହିବ ବୋଲି ସେ କହିଛନ୍ତି ।    

ସୂଚନାଯୋଗ୍ୟ, ଦଶହରା ଓ ଦୀପାବଳି ସମୟରେ ଲୋକେ ବହୁ ମାତ୍ରାରେ ବାଣ ଫୁଟାଇଥାନ୍ତି। ଦଶହରା ଦିନ ଦୁର୍ଗାପୂଜାର ଆୟୋଜକ କମିଟି ମାନେ ରାବଣର କୁଶପୁତ୍ତଳିକା ଦାହ ସମୟରେ ବାଣ ଫୁଟାଇଥାନ୍ତି। ‘ଦୀପାବଳି’ରେ ଲୋକେ ଘରେ ଘରେ ଦୀପ ଜାଳିବା ସହିତ ବାଣ ଫୁଟାଇଥାନ୍ତି। ଆସନ୍ତା ଅକ୍ଟୋବର ୭ ତାରିଖ ଠାରୁ ନବରାତ୍ରୀ ଆରମ୍ଭ ହେଉଛି। ଏହା ଅକ୍ଟୋବର ୧୪ ତାରିଖରେ ଶେଷ ହେବ। ଅକ୍ଟୋବର ୧୫ ତାରିଖରେ ଦଶହରା ପର୍ବ ପାଳନ ହେବ। ସେହିଭଳି ନଭେମ୍ବର ୪ ତାରିଖରେ ଦୀପାବଳି ପାଳନ ହେବ। ୩ୟ ଲହରକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପାର୍ବଣ ଘର ଭିତରେ ପାଳନ କରିବା, ବାହାରେ ଭିଡ କରିବା ନାହିଁ ବୋଲି ଶ୍ରୀ ଜେନା କହିଛନ୍ତି।


Powered by Froala Editor

Tags 3rd

Related articles Odisha News Lens 4.1

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ
    ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    15000
    Sep 30, 2026
  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ
    ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14949
    Sep 30, 2026
  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି
    ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15098
    Oct 01, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’
    ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14765
    Sep 30, 2026
  • ଭାରତରେ  ‘Apple Pay’ ପ୍ରବେଶ
    ବାଣିଜ୍ୟ

    ଭାରତରେ ‘Apple Pay’ ପ୍ରବେଶ

    14587
    Sep 30, 2026
  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି
    ଦେଶ-ଦେଶାନ୍ତର

    ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି

    14452
    Sep 30, 2026
  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା
    ଅପରାଧ

    ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15335
    Sep 30, 2026
  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ
    ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15548
    Oct 01, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14402
    Oct 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15098
    Oct 01, 2026
  • ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    15000
    Sep 30, 2026
  • ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15040
    Sep 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17139
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17828
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17794
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18210
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15145
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14009
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15748
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15314
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14689
    Sep 18, 2026

ବାଣିଜ୍ୟ

ଭାରତରେ ‘Apple Pay’ ପ୍ରବେଶ

ପ୍ରାୟ ୧୨ ବର୍ଷର ଦୀର୍ଘ ଅପେକ୍ଷା ପରେ ଭାରତୀୟ ବଜାରରେ ‘ଆପଲ୍ ପେ’ ପ୍ରବେଶ କରିଛି । ଏହି ସେବା ଆସିବା ପରେ ଏବେ ଦେଶର ଆଇଫୋନ୍, ଆଇପ୍ୟାଡ୍ ଏବଂ ଆପଲ୍ ୱାଚ୍ ୟୁଜର୍ସମାନେ ଅତି ସହଜରେ ଡିଜିଟାଲ୍ ପେମେଣ୍ଟ କରିପାରିବେ । ବର୍ତ୍ତମାନ ପାଇଁ ଏହା କେବଳ ଏକ୍ସିସ୍ ବ୍ୟାଙ୍କର ଭିସା ଏବଂ ମାଷ୍ଟରକାର୍ଡ କ୍ରେଡିଟ୍ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14380
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14340
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15953
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14437
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14402
    Oct 01, 2026
  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15098
    Oct 01, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15040
    Sep 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In