Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, April 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

  • ଡେପୁଟି କମିଶନରଙ୍କ ବାସଭବନରେ ଇଡି ଚଢାଉ

  • ଦ୍ୱିତୀୟ ସନ୍ତାନ ଅପେକ୍ଷାରେ ଅଭିନେତ୍ରୀ ...

  • ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ...

  • ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ...

  • ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ...

  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ...

  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ...

  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ...

  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ...

ରାଜନୀତି
Home ›› ରାଜନୀତି ››ବିଜୁ ଯୁବ-ଛାତ୍ର ଜନତା ଦଳ ପକ୍ଷରୁ ମହାତ୍ମା ଗାନ୍ଧୀ ଜୟନ୍ତୀରୁ ସାମାଜିକ ସେବା କାର୍ଯ୍ୟକ୍ରମ ର ଆୟୋଜନ

ବିଜୁ ଯୁବ-ଛାତ୍ର ଜନତା ଦଳ ପକ୍ଷରୁ ମହାତ୍ମା ଗାନ୍ଧୀ ଜୟନ୍ତୀରୁ ସାମାଜିକ ସେବା କାର୍ଯ୍ୟକ୍ରମ ର ଆୟୋଜନ

2021-10-01 01:45:04
14366
Share:
Facebook
Twitter
E-Mail
WhatsApp
Telegram
ବିଜୁ ଯୁବ-ଛାତ୍ର ଜନତା ଦଳ ପକ୍ଷରୁ ମହାତ୍ମା ଗାନ୍ଧୀ ଜୟନ୍ତୀରୁ ସାମାଜିକ ସେବା କାର୍ଯ୍ୟକ୍ରମ ର ଆୟୋଜନ

ଭୁବନେଶ୍ୱର :- ବିଜୁ ଜନତା ଦଳର ରାଜ୍ୟ ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ସଂପ୍ରତି  କୋଭିଡ୍ ସଂକ୍ରମଣ କୁ ଦୃଷ୍ଟିରେ ରଖି  ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ଠାରୁ  ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ଦୀର୍ଘ ଏକ ମାସ ଧରି ସାମାଜିକ ସେବା କାର୍ଯ୍ୟକ୍ରମ ର ଆୟୋଜନ କରିବ  ବିଜୁ ଯୁବ- ଛାତ୍ର ଜନତା ଦଳ ।ଆଜି ବିଜୁ ଯୁବ ଜନତା ଦଳ କାର୍ଯ୍ୟାଳୟ ରେ ଅନୁଷ୍ଠିତ ଓ୍ବେବିନାର ରେ ମୂଖ୍ୟ ଅତିଥି ଭାବେ ଯୋଗ ଦେଇ ବିଜେଡ଼ି ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁର ର ମାନ୍ୟବର ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସ କହିଥିଲେ କି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ  ବିଜୁ ଜନତା ଦଳର  ପ୍ରତ୍ୟେକ ଯୁବକ ଏବଂ ଛାତ୍ରମାନେ  ସେବାବ୍ରତୀ ହୋଇ ଏହି ସାମାଜିକ କାର୍ଯକ୍ରମ ମାଧ୍ୟମରେ ସମାଜର ପ୍ରତ୍ୟେକ ବ୍ୟକ୍ତି ବିଶେଷ ଙ୍କୁ  ସାହାଯ୍ୟ କରିବାକୁ ଆହ୍ୱାନ କରୁଛି।ବିଜୁ ଯୁବ ଜନତା ଦଳ ରାଜ୍ୟ ସଭାପତି ତଥା ମାନ୍ୟବର ବିଧାୟକ ଚାନ୍ଦବାଲି ଡଃ ବ୍ୟୋମକେଶ ରାୟ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଓ୍ବେବିନାର ରେ ସମ୍ମାନିତ ଅତିଥି ଭାବେ ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ (ଯୁବ-ଛାତ୍ର ବ୍ୟାପାର) ତଥା ମାନ୍ୟବର ବିଧାୟକ ଧର୍ମଶାଳା ଶ୍ରୀ ପ୍ରଣବ କୁମାର ବଳବନ୍ତରାୟ, ଏବଂ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ତଥା ମାନ୍ୟବର ବିଧାୟକ ବାଙ୍କୀ ଶ୍ରୀ ଦେବୀ ରଞ୍ଜନ ତ୍ରିପାଠୀ  ଯୋଗ ଦେଇ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମ କୁ ତ୍ବରାନ୍ବିତ କରିବା ବିଷୟରେ ସବିଶେଷ ଖସଡ଼ା ପ୍ରଦାନ କରିଥିଲେ।। ଏଠାରେ ସୁଚନା ଥାଉ କି କୋଭିଡ୍ ର ସଂକ୍ରମଣ କୁ ଦୃଷ୍ଟିରେ ରଖି ପ୍ରତ୍ୟେକ ବର୍ଷ ଆୟୋଜନ କରାଯାଉଥିବା ଜନ ସଂପର୍କ ପଦଯାତ୍ରା ପରିବର୍ତ୍ତେ ସେବା କାର୍ଯ୍ୟକ୍ରମ ମାଧ୍ୟମରେ ଦୀର୍ଘ ଏକ ମାସ ଧରି  ଓଡ଼ିଶାର ସମସ୍ତ ପଞ୍ଚାୟତ ସ୍ତରରୁ ଆରମ୍ଭ କରି  ଜିଲ୍ଲାସ୍ତରରେ  ବିଭିନ୍ନସାମାଜିକ ସେବା ଯଥା ରକ୍ତଦାନ କାର୍ଯ୍ୟକ୍ରମ, ଶ୍ରମଦାନ କାର୍ଯ୍ୟକ୍ରମର ଆୟୋଜନ କରାଯିବ। ବିଜୁ ଯୁବ ଜନତା ଦଳ ପକ୍ଷରୁ ବିଭିନ୍ନ  ଚିକିତ୍ସାଳୟ ର ପରିସର , ନିକଟସ୍ଥ ରାସ୍ତାଘାଟ ତଥା ସାଧାରଣ ସୁବିଧା କେନ୍ଦ୍ର ପ୍ରଭୁତି ସ୍ଥାନ କୁ ପରିଷ୍କାର ପରିଚ୍ଛନ୍ନ ରଖିବାର କାର୍ଯ୍ୟକ୍ରମ ଥିବା ବେଳେ ବିଜୁ ଛାତ୍ର ଜନତା ପକ୍ଷରୁ   ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ବିଶ୍ବବିଦ୍ୟାଳୟ ର ପରିସର, ଏବଂ ଏହାର ପାରିପାର୍ଶ୍ବିକ ସ୍ଥାନ ତଥା ରାସ୍ତା ଘାଟ କୁ ପରିଷ୍କାର ପରିଚ୍ଛନ୍ନ ରଖିବାର  କାର୍ଯ୍ୟକ୍ରମ  ରହିଛି। ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଏହି ସାମାଜିକ ସେବା କାର୍ଯ୍ୟକ୍ରମ ଅନନ୍ୟ ଉଦାହରଣ ସୃଷ୍ଟି କରିବ ।ଏହି ଓ୍ବେବିନାର ରେ ବିଜୁ ଯୁବ ଛାତ୍ର ଜନତା ଦଳର ସମସ୍ତ ରାଜ୍ୟ କର୍ମକର୍ତ୍ତାଙ୍କ ସହ ଜୋନ୍ ସଭାପତି ଜିଲ୍ଲା ସଭାପତି, ବ୍ଲକ ସଭାପତି,ଆଇ.ଟି ସଂଯୋଜକ ଏବଂ ଡିଜିଟାଲ ସେକ୍ରେଟାରୀ ପ୍ରମୁଖ ଯୋଗ ଦେଇଥିଲେ ବୋଲି ବିଜୁ ଯୁବ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ଆଶିଷ ରଞ୍ଜନ ମିଶ୍ର ଏକ ପ୍ରେସ୍ ଇସ୍ତାହାର ମାଧ୍ୟମରେ ସୂଚନା ପ୍ରଦାନ କରିଛନ୍ତି।

Powered by Froala Editor

Tags Bjd , biju janata dal , Gandhi jayanti

Related articles Odisha News Lens 4.1

  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର
    ଦେଶ-ଦେଶାନ୍ତର

    ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର

    15285
    Apr 18, 2026
  •  ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ଉପରେ ଗୁଳିମାଡ଼
    ଦେଶ-ଦେଶାନ୍ତର

    ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ଉପରେ ଗୁଳିମାଡ଼

    14843
    Apr 18, 2026
  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା
    ଦେଶ-ଦେଶାନ୍ତର

    ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା

    15162
    Apr 18, 2026
  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର
    ଦେଶ-ଦେଶାନ୍ତର

    ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର

    14471
    Apr 18, 2026
  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ
    ଦେଶ-ଦେଶାନ୍ତର

    ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ

    15798
    Apr 18, 2026
  • ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ହତ୍ୟା

    14389
    Apr 19, 2026
  • ଡେପୁଟି କମିଶନରଙ୍କ ବାସଭବନରେ ଇଡି ଚଢାଉ
    ଦେଶ-ଦେଶାନ୍ତର

    ଡେପୁଟି କମିଶନରଙ୍କ ବାସଭବନରେ ଇଡି ଚଢାଉ

    13586
    Apr 19, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ
    ବିଶେଷ

    ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13309
    Apr 20, 2026
  • ଦ୍ୱିତୀୟ ସନ୍ତାନ ଅପେକ୍ଷାରେ ଅଭିନେତ୍ରୀ ଦୀପିକା ପାଦୁକୋଣ
    ଦେଶ-ଦେଶାନ୍ତର

    ଦ୍ୱିତୀୟ ସନ୍ତାନ ଅପେକ୍ଷାରେ ଅଭିନେତ୍ରୀ ଦୀପିକା ପାଦୁକୋଣ

    14422
    Apr 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ

    15798
    Apr 18, 2026
  • ଦେଶ-ଦେଶାନ୍ତର

    ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର

    14471
    Apr 18, 2026
  • ଦେଶ-ଦେଶାନ୍ତର

    ଦ୍ୱିତୀୟ ସନ୍ତାନ ଅପେକ୍ଷାରେ ଅଭିନେତ୍ରୀ ଦୀପିକା ପାଦୁକୋଣ

    14422
    Apr 19, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17424
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17478
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17836
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16307
    Apr 03, 2021

ବିଶେଷ

  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13309
    Apr 20, 2026
  • ଅସ୍ଥି ମଜଭୁତ କରେ ଖଜୁରି

    16072
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15806
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16163
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14782
    Apr 11, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15343
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15074
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15576
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13873
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ ସହ କୁଶପୁତ୍ତଳିକା ଦାହ କଲା ମହିଳା ମୋର୍ଚ୍ଚା

    13602
    Apr 18, 2026
  • ଡେପୁଟି କମିଶନରଙ୍କ ବାସଭବନରେ ଇଡି ଚଢାଉ

    13586
    Apr 19, 2026
  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା

    15162
    Apr 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In