Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ...

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ ...

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ...

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ...

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ ...

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

Home ›› ››ହାତୀ ମୃତ୍ୟୁ ରୋକିବାକୁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ, ଜାଣନ୍ତୁ କଣ

ହାତୀ ମୃତ୍ୟୁ ରୋକିବାକୁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ, ଜାଣନ୍ତୁ କଣ

2021-10-03 05:42:12
14911
Share:
Facebook
Twitter
E-Mail
WhatsApp
Telegram
ହାତୀ ମୃତ୍ୟୁ ରୋକିବାକୁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ, ଜାଣନ୍ତୁ କଣ

ଭୁବନେଶ୍ୱର: ହାତୀ ମୃତ୍ୟୁ ରୋକିବାକୁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ବିଦ୍ୟୁତ ଠାରୁ ହାତୀଙ୍କୁ ବଞ୍ଚାଇ ରଖିବାକୁ ଶକ୍ତି ବିଭାଗର ୪୪୫ କୋଟି ୭୫ ଲକ୍ଷ ଟଙ୍କାର ପ୍ୟାକେଜ୍ । ହାତୀ କରିଡର ଦେଇଯାଇଥିବା ୩୩ କେଭି, ୧୧ କେଭି ଲାଇନ୍ ଗ୍ରାଉଣ୍ଡ କ୍ଲିୟରାନ୍ସ ବଢାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ଆବଣ୍ଟନ ହୋଇଥିବା ଟଙ୍କା ବିଦ୍ୟୁତ ବିତରଣ କମ୍ପାନୀ ଖର୍ଚ୍ଚ କରିବେ । ବିଦ୍ୟୁତ ଓ ଜଙ୍ଗଲ ବିଭାଗର ସହଭାଗିତାରେ ଏହି କାର୍ୟ୍ୟକ୍ରମ ହେବ । ସ୍ଥାନୀୟ ଲୋକ ମଧ୍ୟ ଏହି କାର୍ୟ୍ୟକ୍ରମରେ ସମ୍ପୃକ୍ତ ରହିବେ ।

ବେଆଇନ୍ ହୁକିଂ ଏବଂ ଶୀକାର କରୁଥିବା ଲୋକଙ୍କ ଉପରେ ନଜର ରଖାଯିବ । ସେମାନଙ୍କ ବିଷୟରେ କେହି ସୂଚନା ଦେଲେ ସେମାନଙ୍କୁ ପୁରସ୍କାର ରାଶି ପ୍ରଦାନ କରାଯିବ । ବିଦ୍ୟୁତ ଆଘାତରେ ଗୋଟିଏ ବି ହାତୀଙ୍କର ଯେମିତି ମୃତ୍ୟୁ ନହୁଏ ସେଥିପ୍ରତି ନଜର ରଖାଯିବ । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିବା ବେଳେ ଏନେଇ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ୨୦୦୯ରୁ ୨୦୧୯ ଭିତରେ ରାଜ୍ୟରେ ୭୩୨ଟି ହାତୀଙ୍କର ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଥିବା ବିଧାନସଭାରେ ଉତ୍ତର ରଖିଥିଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ । ସେହିଭଳି ବର୍ଷକୁ ୧୧ଟି ହାତୀଙ୍କର ମୃତ୍ୟୁ ହେଉଥିବା ସେ କହିଥିଲେ ।

Powered by Froala Editor

Tags Elephant

Related articles Odisha News Lens 4.1

  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15234
    Jun 24, 2026
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...
    ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...

    14955
    Jun 22, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    14067
    Jun 23, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14616
    Jun 24, 2026
  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    14098
    Jun 23, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ
    ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15189
    Jun 23, 2026
  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା
    ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15821
    Jun 23, 2026
  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା
    ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13770
    Jun 23, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା
    ବିଶେଷ

    ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14911
    Jun 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14616
    Jun 24, 2026
  • ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13770
    Jun 23, 2026
  • ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15821
    Jun 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16942
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17560
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17609
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18006
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14911
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15079
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14941
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15625
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14489
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13783
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14874
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15489
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15240
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14911
    Jun 24, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14616
    Jun 24, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15698
    Jun 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In