Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ...

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ...

  • ୫୨୬ କିଲୋଗ୍ରାମ ହେରୋଇନ ଓ ...

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ...

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ ...

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ...

  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ...

ରାଜ୍ୟ
Home ›› ରାଜ୍ୟ ››ପିପିଲି ଭୋଟ : ପଞ୍ଚମ ରାଉଣ୍ଡରେ କାହାକୁ ମିଳିଲା କେତେ ଭୋଟ

ପିପିଲି ଭୋଟ : ପଞ୍ଚମ ରାଉଣ୍ଡରେ କାହାକୁ ମିଳିଲା କେତେ ଭୋଟ

2021-10-03 07:44:20
14291
Share:
Facebook
Twitter
E-Mail
WhatsApp
Telegram
ପିପିଲି ଭୋଟ : ପଞ୍ଚମ ରାଉଣ୍ଡରେ କାହାକୁ ମିଳିଲା କେତେ ଭୋଟ


ଭୁବନେଶ୍ୱର : ପିପିଲି ଭୋଟ ଗଣତି ଜାରି ରହିଛି  ।  ପ୍ରଥମ ରାଉଣ୍ଡରେ ବିଜେଡ଼ିର ରୁଦ୍ର ପ୍ରସାଦ ମହାରଥିଙ୍କୁ ୪୦୫୫ ଖଣ୍ଡ ଭୋଟ, ବିଜେପିର ଆଶ୍ରୀତ ପଟ୍ଟନାୟକଙ୍କୁ ୨୬୪୯ ଖଣ୍ଡ ଭୋଟ ଓ କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କୁ ୭୬୬ ଖଣ୍ଡ ଭୋଟ ମିଳିଥିଲା ।  ଦ୍ୱିତୀୟ ରାଉଣ୍ଡରେ ବିଜେଡ଼ିକୁ ୪୯୭୫ଖଣ୍ଡ, ବିଜେପିକୁ ୩୦୬୪ ଖଣ୍ଡ ଓ କଂଗ୍ରେସକୁ ୨୧୫ଖଣ୍ଡ ଭୋଟ ମିଳିଥିଲା । ତୃତୀୟ ରାଉଣ୍ଡରେ ବିଜେଡିକୁ ୪୫୮୧ ଖଣ୍ଡ ଭୋଟ ମିଳିଥିବାବେଳେ ବିଜେପିକୁ ୨୮୫୪ ଖଣ୍ଡ  ଓ କଂଗ୍ରେସକୁ ୧୯୯ଖଣ୍ଡ ଭୋଟ ମିଳିଥିଲା । ଚତୁର୍ଥ ରାଉଣ୍ଡରେ ବିଜେଡିକୁ ୩୩୫୭  ଖଣ୍ଡ ଭୋଟ ମିଳିଥିବାବେଳେ ବିଜେପିକୁ ୩୨୬୧ ଖଣ୍ଡ  ଓ କଂଗ୍ରେସକୁ ୨୦୨ଖଣ୍ଡ ଭୋଟ ମିଳିଥିଲା । 
ତେବେ ପଞ୍ଚମ ରାଉଣ୍ଡରେ ବିଜେଡିକୁ ୩୧୫୭ ଖଣ୍ଡ(ମୋଟ ୨୦୧୨୫) ଭୋଟ ମିଳିଥିବାବେଳେ ବିଜେପିକୁ ୨୫୧୦ ଖଣ୍ଡ (ମୋଟ ୧୪୩୩୮) ଓ କଂଗ୍ରେସକୁ ୧୬୩ଖଣ୍ଡ (ମୋଟ ୧୫୪୫)  ଭୋଟ ମିଳିଛି ।
ଦୁଇଟି ହଲରେ ଇଭିଏମ ଓ ଗୋଟିଏ ହଲରେ ପୋଷ୍ଟାଲ ଭୋଟ ଗଣତି ହେଉଛି । ଗୋଟିଏ ହଲରେ ୭ଟି ଲେଖାଏଁ ଟେବୁଲ ଥିବାବେଳେ ଦୁଇଟି ହଲରେ ୧୪ଟି ଟେବୁଲ ପଡ଼ିଛି  । ଭୋଟ ଗଣତି ପାଇଁ ୬୨ ଜଣ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି  ।
ଚଳିତ ଉପନିର୍ବାଚନରେ ୧୯୯୫ ପରେ ସର୍ବାଧିକ ମତଦାନ ହୋଇଛି । ନିର୍ବାଚନମଣ୍ଡଳୀରେ ୨ ଲକ୍ଷ ୨୯ ହଜାର ୯୧୮ ଭୋଟର ଥିବାବେଳେ ୭୮.୨୫ ପ୍ରତିଶତ ମତଦାନ କରିଛନ୍ତି । ୯୫ ହଜାର ୩୮୩ ଜଣ ପୁରୁଷ ଓ ୮୪ ହଜାର ୫୯୭ ଜଣ ମହିଳା ମତଦାନ କରିଛନ୍ତି । ମୋଟ ଉପରେ ୧ ଲକ୍ଷ ୭୯ ହଜାର ୯୮୦ ଜଣ ମତଦାନ କରିଥିବାବେଳେ କିଏ ବାଜିମାତ କରିବ ତାହାକୁ ନେଇ ଉତ୍କଣ୍ଠା ଲାଗିରହିଛି ।

Powered by Froala Editor

Tags Pipili election

Related articles Odisha News Lens 4.1

  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି
    ଦେଶ-ଦେଶାନ୍ତର

    ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି

    14461
    Sep 30, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15049
    Sep 30, 2026
  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ
    ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    15009
    Sep 30, 2026
  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ
    ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14958
    Sep 30, 2026
  •  ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...
    ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...

    15324
    Oct 01, 2026
  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା
    ଅପରାଧ

    ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15344
    Sep 30, 2026
  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି
    ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15107
    Oct 01, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14411
    Oct 01, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’
    ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14773
    Sep 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14773
    Sep 30, 2026
  • ଦେଶ-ଦେଶାନ୍ତର

    ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି

    14461
    Sep 30, 2026
  • ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14958
    Sep 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17139
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17828
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17794
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18210
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15154
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14010
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15749
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15315
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14690
    Sep 18, 2026

ବାଣିଜ୍ୟ

ଭାରତରେ ‘Apple Pay’ ପ୍ରବେଶ

ପ୍ରାୟ ୧୨ ବର୍ଷର ଦୀର୍ଘ ଅପେକ୍ଷା ପରେ ଭାରତୀୟ ବଜାରରେ ‘ଆପଲ୍ ପେ’ ପ୍ରବେଶ କରିଛି । ଏହି ସେବା ଆସିବା ପରେ ଏବେ ଦେଶର ଆଇଫୋନ୍, ଆଇପ୍ୟାଡ୍ ଏବଂ ଆପଲ୍ ୱାଚ୍ ୟୁଜର୍ସମାନେ ଅତି ସହଜରେ ଡିଜିଟାଲ୍ ପେମେଣ୍ଟ କରିପାରିବେ । ବର୍ତ୍ତମାନ ପାଇଁ ଏହା କେବଳ ଏକ୍ସିସ୍ ବ୍ୟାଙ୍କର ଭିସା ଏବଂ ମାଷ୍ଟରକାର୍ଡ କ୍ରେଡିଟ୍ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14383
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14340
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15953
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14437
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14411
    Oct 01, 2026
  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି

    14461
    Sep 30, 2026
  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15344
    Sep 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In