Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 14, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁପରକିଙ୍ଗ ଏୟାର ବିମାନ ଦୁର୍ଘଟଣା ...

  • ଭାରତୀୟ ରେଳର ବଡ଼ ନିଷ୍ପତ୍ତି: ଟ୍ରେନ୍ ବଗି ...

  • ଗାଜାରେ ଇସ୍ରାଏଲ ସେନାର ଆକ୍ରମଣ, ୧୦୦ ମୃତ

  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

  • ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ...

  • ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ...

  • ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ...

  • ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ...

  • ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଜାହାଜରେ ଡ୍ରଗ୍ସ ପାର୍ଟି : କିଙ୍ଗଖାନ୍‌ଙ୍କ ପୁଅକୁ ପଚରାଉଚରା କରୁଛି ଏନ୍‌ସିବି

ଜାହାଜରେ ଡ୍ରଗ୍ସ ପାର୍ଟି : କିଙ୍ଗଖାନ୍‌ଙ୍କ ପୁଅକୁ ପଚରାଉଚରା କରୁଛି ଏନ୍‌ସିବି

2021-10-03 07:58:40
15958
Share:
Facebook
Twitter
E-Mail
WhatsApp
Telegram
ଜାହାଜରେ ଡ୍ରଗ୍ସ ପାର୍ଟି : କିଙ୍ଗଖାନ୍‌ଙ୍କ ପୁଅକୁ ପଚରାଉଚରା କରୁଛି ଏନ୍‌ସିବି

ମୁମ୍ବାଇରେ ହାଇ ପ୍ରୋଫାଇଲ୍‌ ଡ୍ରଗ୍ସ ପାର୍ଟି ଉପରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(NCB) ରେଡ୍‌ ହୋଇଛି । ଏହି ସମୟରେ କ୍ରୁଜ୍‌ ଜାହାଜରୁ ବହୁ ପରିମାଣର ବ୍ୟାନ୍‌ ହୋଇଥିବା ଗଞ୍ଜେଇ, କୋକେନ୍, ଏମ୍‌ଡି ଇତ୍ୟାଦି ଜବତ ହୋଇଛି । ଘଟଣାରେ ଏନ୍‌ସିବି ୧୦ ଜଣଙ୍କୁ ଅଟକ ରଖିଛି । ସେମାନଙ୍କ ମଧ୍ୟରେ ସୁପର୍‌ଷ୍ଟାର୍‌ ଶାହାରୁଖ୍‌ ଖାନଙ୍କ ପୁଅ ଆର୍ଯ୍ୟାନ୍‌  ମଧ୍ୟ ରହିଛନ୍ତି । ଘଟଣା ସହ ତାଙ୍କର କଣ ସମ୍ପୃକ୍ତି ରହିଛି ସେ ନେଇ ଖୋଳତାଡ଼ କରାଯାଉଛି । ଡ୍ରଗ୍ସ ପାର୍ଟି’ରେ ଯୋଗ ଦେବା ଲାଗି ଦିଲ୍ଲୀରୁ ଆସିଥିବା ତିନିଜଣ ଝିଅଙ୍କୁ ମଧ୍ୟ ଅଟକ ରଖାଯାଇ ପଚରାଉଚୁରା କରାଯାଉଛି। ସେମାନେ କେତେକ ପ୍ରମୁଖ ବ୍ୟବସାୟୀଙ୍କ ଝିଅ ବୋଲି ସୂଚନା ମିଳିଛି। 

ସୂଚନା ମୁତାବକ, ଏହି ଜାହାଜ ମୁମ୍ବାଇରୁ ଗୋଆ ଯିବା ପାଇଁ ଯୋଜନା ଥିଲା । ଏକ ବିବୃତିରେ ‘ଏନ୍‌ସିବି’ କହିଛି, ‘କ୍ରୁଜ୍‌’ରୁ ‘ଏକ୍‌ଷ୍ଟେସି’, ‘କୋକେନ୍‌’, ‘ମେଫିଡ୍ରୋନ୍‌’ ଏବଂ ‘ଚରସ୍‌’ ଭଳି ମାଦକ ଦ୍ରବ୍ୟ ଜବତ କରାଯିବା ପରେ ଏକ ମାମଲା ରୁଜୁ କରାଯାଇଛି। ଦୁଇଜଣ ମହିଳାଙ୍କ ସମେତ ୮ଜଣଙ୍କୁ ଅଟକ ରଖି ‘ଏନ୍‌ସିବି’ ସେମାନଙ୍କର ଭୂମିକା ବିଷୟରେ ତଦନ୍ତ ଆରମ୍ଭ କରିଛି। 

Powered by Froala Editor

Tags ncb

Related articles Odisha News Lens 4.1

  • ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ
    ଦେଶ-ଦେଶାନ୍ତର

    ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

    15692
    Jul 13, 2025
  • ଗାଜାରେ ଇସ୍ରାଏଲ ସେନାର ଆକ୍ରମଣ, ୧୦୦ ମୃତ
    ଦେଶ-ଦେଶାନ୍ତର

    ଗାଜାରେ ଇସ୍ରାଏଲ ସେନାର ଆକ୍ରମଣ, ୧୦୦ ମୃତ

    14698
    Jul 14, 2025
  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....
    ବିଶେଷ

    ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    14102
    Jul 13, 2025
  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ
    ଦେଶ-ଦେଶାନ୍ତର

    ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ

    15277
    Jul 12, 2025
  • ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କଲେ ରାଷ୍ଟ୍ରପତି

    15033
    Jul 13, 2025
  • ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର
    ଦେଶ-ଦେଶାନ୍ତର

    ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର

    15279
    Jul 13, 2025
  • ସୁପରକିଙ୍ଗ ଏୟାର ବିମାନ ଦୁର୍ଘଟଣା ଗ୍ରସ୍ତ
    ଦେଶ-ଦେଶାନ୍ତର

    ସୁପରକିଙ୍ଗ ଏୟାର ବିମାନ ଦୁର୍ଘଟଣା ଗ୍ରସ୍ତ

    13937
    Jul 14, 2025
  • ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ହଟିବ ‘ବ୍ୟାକ୍ ବେଞ୍ଚ’, ନୂଆ ଢାଞ୍ଚରେ ହେବ ...
    ଦେଶ-ଦେଶାନ୍ତର

    ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ହଟିବ ‘ବ୍ୟାକ୍ ବେଞ୍ଚ’, ନୂଆ ଢାଞ୍ଚରେ ହେବ ...

    14918
    Jul 12, 2025
  • ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ
    ଦେଶ-ଦେଶାନ୍ତର

    ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ

    15885
    Jul 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ହଟିବ ‘ବ୍ୟାକ୍ ବେଞ୍ଚ’, ନୂଆ ଢାଞ୍ଚରେ ହେବ ପାଠପଢା

    14918
    Jul 12, 2025
  • ଦେଶ-ଦେଶାନ୍ତର

    ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

    15692
    Jul 13, 2025
  • ଦେଶ-ଦେଶାନ୍ତର

    ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର

    15279
    Jul 13, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16619
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16735
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17048
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15538
    Apr 03, 2021

ବିଶେଷ

  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    14102
    Jul 13, 2025
  • ସମୟର ସଦୁପଯୋଗ କରନ୍ତୁ ଏହିପରି

    14921
    Jul 12, 2025
  • ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ

    15787
    Jul 12, 2025
  • ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ

    14776
    Jul 11, 2025
  • ନିରୋଗ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ

    14935
    Jul 10, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ଛାତ୍ର ଛାତ୍ରୀ

ଭୁବନେଶ୍ୱର:- ଆଦିତ୍ୟ ଆଲୁମିନିୟମ ପାରିପାର୍ଶ୍ବିକ ଉନ୍ନୟନ କାର୍ଯ୍ୟକ୍ରମରେ  ମାଟ୍ରିକ ରେ ୭୦% ରୁ ଅଧିକ ମାର୍କ ରଖି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସାମୁହିକ ପ୍ରତିଭା ସମ୍ମାନ କାର୍ ...

  • ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

    15873
    Jul 04, 2025
  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    16412
    Jul 01, 2025
  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14059
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15580
    Jun 25, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    14102
    Jul 13, 2025
  • ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ

    15885
    Jul 12, 2025
  • ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର

    15279
    Jul 13, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In