Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, April 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହୁଗୁଳୀ ନଦୀରେ ଡଙ୍ଗା ଯାତ୍ରା କଲେ ...

  • ପ୍ରଥମ ପର୍ଯ୍ୟାୟରେ ଲୋକମାନେ ରାଜ୍ୟର ...

  • ଜନ୍ମଦିନରେ ପତ୍ନୀଙ୍କ ସହ କେକ୍ କାଟିଲେ ...

  • ରାଘବ ଚଢା, ସନ୍ଦୀପ ପାଠକ ଓ ଅଶୋକ ମିତ୍ତଲ ...

  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

  • କମ ଶୋଇଲେ ଭୋଗିବେ ଏହିସବୁ ଅସୁବିଧା

  • ମାତୃତ୍ବକାଳୀନ ଛୁଟିକୁ ନେଇ ...

  • ପିୟୁସି ବିନା ମିଳିବ ନାହିଁ ପେଟ୍ରୋଲ ...

  • ପଶ୍ଚିମବଙ୍ଗ ନିର୍ବାଚନ: ଅପରାହ୍ନ ୩ଟା ...

  • ଭୋଟିଂ ବେଳେ ସଂଘର୍ଷ, ହୁମାୟୁନ କବୀରଙ୍କ ସହ ...

Home ›› ››ପିପିଲି ଭୋଟ : ନବମ ରାଉଣ୍ଡରେ କାହାକୁ ମିଳିଲା କେତେ ଭୋଟ

ପିପିଲି ଭୋଟ : ନବମ ରାଉଣ୍ଡରେ କାହାକୁ ମିଳିଲା କେତେ ଭୋଟ

2021-10-03 08:56:41
15437
Share:
Facebook
Twitter
E-Mail
WhatsApp
Telegram
ପିପିଲି ଭୋଟ : ନବମ ରାଉଣ୍ଡରେ କାହାକୁ ମିଳିଲା କେତେ ଭୋଟ

ଭୁବନେଶ୍ୱର : ପିପିଲି ଭୋଟ ଗଣତି ଜାରି ରହିଛି  । ପ୍ରଥମ ରାଉଣ୍ଡରେ ବିଜେଡ଼ିର ରୁଦ୍ର ପ୍ରସାଦ ମହାରଥିଙ୍କୁ ୪୦୫୫ ଖଣ୍ଡ ଭୋଟ, ବିଜେପିର ଆଶ୍ରୀତ ପଟ୍ଟନାୟକଙ୍କୁ ୨୬୪୯ ଖଣ୍ଡ ଭୋଟ ଓ କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କୁ ୭୬୬ ଖଣ୍ଡ ଭୋଟ ମିଳିଥିଲା ।  ଦ୍ୱିତୀୟ ରାଉଣ୍ଡରେ ବିଜେଡ଼ିକୁ ୪୯୭୫ଖଣ୍ଡ, ବିଜେପିକୁ ୩୦୬୪ ଖଣ୍ଡ ଓ କଂଗ୍ରେସକୁ ୨୧୫ଖଣ୍ଡ ଭୋଟ ମିଳିଥିଲା । ତୃତୀୟ ରାଉଣ୍ଡରେ ବିଜେଡିକୁ ୪୫୮୧ ଖଣ୍ଡ ଭୋଟ ମିଳିଥିବାବେଳେ ବିଜେପିକୁ ୨୮୫୪ ଖଣ୍ଡ  ଓ କଂଗ୍ରେସକୁ ୧୯୯ଖଣ୍ଡ ଭୋଟ ମିଳିଥିଲା । ଚତୁର୍ଥ ରାଉଣ୍ଡରେ ବିଜେଡିକୁ ୩୩୫୭  ଖଣ୍ଡ ଭୋଟ ମିଳିଥିବାବେଳେ ବିଜେପିକୁ ୩୨୬୧ ଖଣ୍ଡ  ଓ କଂଗ୍ରେସକୁ ୨୦୨ଖଣ୍ଡ ଭୋଟ ମିଳିଥିଲା ।  ପଞ୍ଚମ ରାଉଣ୍ଡରେ ବିଜେଡିକୁ ୩୧୫୭ ଖଣ୍ଡ ଭୋଟ ମିଳିଥିବାବେଳେ ବିଜେପିକୁ ୨୫୧୦ ଖଣ୍ଡ  ଓ କଂଗ୍ରେସକୁ ୧୬୩ଖଣ୍ଡ  ଭୋଟ ମିଳିଥିଲା ।  ଷଷ୍ଠ ରାଉଣ୍ଡରେ ବିଜେଡିକୁ ୩୩୩୭ ଖଣ୍ଡ ଭୋଟ ମିଳିଥିବାବେଳେ ବିଜେପିକୁ ୨୮୦୦ ଖଣ୍ଡ ଓ କଂଗ୍ରେସକୁ ୨୩୯ଖଣ୍ଡ ଭୋଟ ମିଳିଥିଲା ।  ସପ୍ତମ ରାଉଣ୍ଡରେ ବିଜେଡିକୁ ୪୦୫୫ ଖଣ୍ଡ ଭୋଟ ମିଳିଥିବାବେଳେ ବିଜେପିକୁ ୨୭୪୯ ଖଣ୍ଡ ଓ କଂଗ୍ରେସକୁ ୨୪୩ଖଣ୍ଡ  ଭୋଟ ମିଳିଥିଲା । ଅଷ୍ଟମ ରାଉଣ୍ଡରେ ବିଜେଡିକୁ ୩୯୪୦ଖଣ୍ଡ ଭୋଟ ମିଳିଥିବାବେଳେ ବିଜେପିକୁ ୨୭୧୪ ଖଣ୍ଡ  ଓ କଂଗ୍ରେସକୁ ୯୫ଖଣ୍ଡ ଭୋଟ ମିଳିଥିଲା । 
ତେବେ ନବମ  ରାଉଣ୍ଡରେ ବିଜେଡିକୁ ୩୪୫୬ଖଣ୍ଡ(ମୋଟ ୩୪୯୧୩) ଭୋଟ ମିଳିଥିବାବେଳେ ବିଜେପିକୁ ୨୯୩୦ ଖଣ୍ଡ (ମୋଟ ୨୫୫୩୧) ଓ କଂଗ୍ରେସକୁ ୧୫୯ଖଣ୍ଡ (ମୋଟ ୨୨୮୧)  ଭୋଟ ମିଳିଛି ।
ଦୁଇଟି ହଲରେ ଇଭିଏମ ଓ ଗୋଟିଏ ହଲରେ ପୋଷ୍ଟାଲ ଭୋଟ ଗଣତି ହେଉଛି । ଗୋଟିଏ ହଲରେ ୭ଟି ଲେଖାଏଁ ଟେବୁଲ ଥିବାବେଳେ ଦୁଇଟି ହଲରେ ୧୪ଟି ଟେବୁଲ ପଡ଼ିଛି  । ଭୋଟ ଗଣତି ପାଇଁ ୬୨ ଜଣ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି  ।
ଚଳିତ ଉପନିର୍ବାଚନରେ ୧୯୯୫ ପରେ ସର୍ବାଧିକ ମତଦାନ ହୋଇଛି । ନିର୍ବାଚନମଣ୍ଡଳୀରେ ୨ ଲକ୍ଷ ୨୯ ହଜାର ୯୧୮ ଭୋଟର ଥିବାବେଳେ ୭୮.୨୫ ପ୍ରତିଶତ ମତଦାନ କରିଛନ୍ତି । ୯୫ ହଜାର ୩୮୩ ଜଣ ପୁରୁଷ ଓ ୮୪ ହଜାର ୫୯୭ ଜଣ ମହିଳା ମତଦାନ କରିଛନ୍ତି । ମୋଟ ଉପରେ ୧ ଲକ୍ଷ ୭୯ ହଜାର ୯୮୦ ଜଣ ମତଦାନ କରିଥିବାବେଳେ କିଏ ବାଜିମାତ କରିବ ତାହାକୁ ନେଇ ଉକôଣ୍ଠା ଲାଗିରହିଛି ।

Powered by Froala Editor

Tags Pipili election

Related articles Odisha News Lens 4.1

  • କମ ଶୋଇଲେ ଭୋଗିବେ ଏହିସବୁ ଅସୁବିଧା
    ବିଶେଷ

    କମ ଶୋଇଲେ ଭୋଗିବେ ଏହିସବୁ ଅସୁବିଧା

    13491
    Apr 23, 2026
  • ହୁଗୁଳୀ ନଦୀରେ ଡଙ୍ଗା ଯାତ୍ରା କଲେ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    ହୁଗୁଳୀ ନଦୀରେ ଡଙ୍ଗା ଯାତ୍ରା କଲେ ପ୍ରଧାନମନ୍ତ୍ରୀ

    13946
    Apr 24, 2026
  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ
    ବିଶେଷ

    ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

    13828
    Apr 24, 2026
  • ଭୋଟିଂ ବେଳେ ସଂଘର୍ଷ, ହୁମାୟୁନ କବୀରଙ୍କ ସହ ଟିଏମସି ସମର୍ଥକ ହାତାହାତି
    ଦେଶ-ଦେଶାନ୍ତର

    ଭୋଟିଂ ବେଳେ ସଂଘର୍ଷ, ହୁମାୟୁନ କବୀରଙ୍କ ସହ ଟିଏମସି ସମର୍ଥକ ହାତାହାତି

    13998
    Apr 23, 2026
  • ଜନ୍ମଦିନରେ ପତ୍ନୀଙ୍କ ସହ କେକ୍ କାଟିଲେ ସଚିନ
    ଦେଶ-ଦେଶାନ୍ତର

    ଜନ୍ମଦିନରେ ପତ୍ନୀଙ୍କ ସହ କେକ୍ କାଟିଲେ ସଚିନ

    14805
    Apr 24, 2026
  • ମାତୃତ୍ବକାଳୀନ ଛୁଟିକୁ ନେଇ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ମାତୃତ୍ବକାଳୀନ ଛୁଟିକୁ ନେଇ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି, ଜାଣନ୍ତୁ କ’ଣ ?

    15578
    Apr 23, 2026
  • ପଶ୍ଚିମବଙ୍ଗ ନିର୍ବାଚନ: ଅପରାହ୍ନ ୩ଟା ସୁଦ୍ଧା ୭୮.୭୭ ପ୍ରତିଶତ ମତଦାନ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ନିର୍ବାଚନ: ଅପରାହ୍ନ ୩ଟା ସୁଦ୍ଧା ୭୮.୭୭ ପ୍ରତିଶତ ମତଦାନ

    13940
    Apr 23, 2026
  • ପିୟୁସି ବିନା ମିଳିବ ନାହିଁ ପେଟ୍ରୋଲ ଡିଜେଲ
    ଦେଶ-ଦେଶାନ୍ତର

    ପିୟୁସି ବିନା ମିଳିବ ନାହିଁ ପେଟ୍ରୋଲ ଡିଜେଲ

    14587
    Apr 23, 2026
  •  ରାଘବ ଚଢା, ସନ୍ଦୀପ ପାଠକ ଓ ଅଶୋକ ମିତ୍ତଲ ଛାଡିଲେ ଆପ୍
    ଦେଶ-ଦେଶାନ୍ତର

    ରାଘବ ଚଢା, ସନ୍ଦୀପ ପାଠକ ଓ ଅଶୋକ ମିତ୍ତଲ ଛାଡିଲେ ଆପ୍

    13610
    Apr 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ନିର୍ବାଚନ: ଅପରାହ୍ନ ୩ଟା ସୁଦ୍ଧା ୭୮.୭୭ ପ୍ରତିଶତ ମତଦାନ

    13940
    Apr 23, 2026
  • ଦେଶ-ଦେଶାନ୍ତର

    ପିୟୁସି ବିନା ମିଳିବ ନାହିଁ ପେଟ୍ରୋଲ ଡିଜେଲ

    14587
    Apr 23, 2026
  • ଦେଶ-ଦେଶାନ୍ତର

    ହୁଗୁଳୀ ନଦୀରେ ଡଙ୍ଗା ଯାତ୍ରା କଲେ ପ୍ରଧାନମନ୍ତ୍ରୀ

    13946
    Apr 24, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17431
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17485
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17844
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16314
    Apr 03, 2021

ବିଶେଷ

  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

    13828
    Apr 24, 2026
  • କମ ଶୋଇଲେ ଭୋଗିବେ ଏହିସବୁ ଅସୁବିଧା

    13491
    Apr 23, 2026
  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14549
    Apr 21, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13909
    Apr 20, 2026
  • ଅସ୍ଥି ମଜଭୁତ କରେ ଖଜୁରି

    16222
    Apr 16, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15351
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15084
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15584
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13882
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭୋଟିଂ ବେଳେ ସଂଘର୍ଷ, ହୁମାୟୁନ କବୀରଙ୍କ ସହ ଟିଏମସି ସମର୍ଥକ ହାତାହାତି

    13998
    Apr 23, 2026
  • ହୁଗୁଳୀ ନଦୀରେ ଡଙ୍ଗା ଯାତ୍ରା କଲେ ପ୍ରଧାନମନ୍ତ୍ରୀ

    13946
    Apr 24, 2026
  • ମାତୃତ୍ବକାଳୀନ ଛୁଟିକୁ ନେଇ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି, ଜାଣନ୍ତୁ କ’ଣ ?

    15578
    Apr 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In