Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 18, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଚୀନର ଅଭିଯୋଗ: ଟ୍ରମ୍ପ ଦୁଇ ଦେଶର ଯୁଦ୍ଧକୁ ...

ରାଜ୍ୟ
Home ›› ରାଜ୍ୟ ››ପିପିଲି ଭୋଟ : ଦଶମ ରାଉଣ୍ଡରେ କାହାକୁ ମିଳିଲା କେତେ ଭୋଟ

ପିପିଲି ଭୋଟ : ଦଶମ ରାଉଣ୍ଡରେ କାହାକୁ ମିଳିଲା କେତେ ଭୋଟ

2021-10-03 08:58:29
15412
Share:
Facebook
Twitter
E-Mail
WhatsApp
Telegram
ପିପିଲି ଭୋଟ : ଦଶମ ରାଉଣ୍ଡରେ କାହାକୁ ମିଳିଲା କେତେ ଭୋଟ

ଭୁବନେଶ୍ୱର : ପିପିଲି ଭୋଟ ଗଣତି ଜାରି ରହିଛି  । ପ୍ରଥମ ରାଉଣ୍ଡରେ ବିଜେଡ଼ିର ରୁଦ୍ର ପ୍ରସାଦ ମହାରଥିଙ୍କୁ ୪୦୫୫ ଖଣ୍ଡ ଭୋଟ, ବିଜେପିର ଆଶ୍ରୀତ ପଟ୍ଟନାୟକଙ୍କୁ ୨୬୪୯ ଖଣ୍ଡ ଭୋଟ ଓ କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କୁ ୭୬୬ ଖଣ୍ଡ ଭୋଟ ମିଳିଥିଲା ।  ଦ୍ୱିତୀୟ ରାଉଣ୍ଡରେ ବିଜେଡ଼ିକୁ ୪୯୭୫ଖଣ୍ଡ, ବିଜେପିକୁ ୩୦୬୪ ଖଣ୍ଡ ଓ କଂଗ୍ରେସକୁ ୨୧୫ଖଣ୍ଡ ଭୋଟ ମିଳିଥିଲା । ତୃତୀୟ ରାଉଣ୍ଡରେ ବିଜେଡିକୁ ୪୫୮୧ ଖଣ୍ଡ ଭୋଟ ମିଳିଥିବାବେଳେ ବିଜେପିକୁ ୨୮୫୪ ଖଣ୍ଡ  ଓ କଂଗ୍ରେସକୁ ୧୯୯ଖଣ୍ଡ ଭୋଟ ମିଳିଥିଲା । ଚତୁର୍ଥ ରାଉଣ୍ଡରେ ବିଜେଡିକୁ ୩୩୫୭  ଖଣ୍ଡ ଭୋଟ ମିଳିଥିବାବେଳେ ବିଜେପିକୁ ୩୨୬୧ ଖଣ୍ଡ  ଓ କଂଗ୍ରେସକୁ ୨୦୨ଖଣ୍ଡ ଭୋଟ ମିଳିଥିଲା ।  ପଞ୍ଚମ ରାଉଣ୍ଡରେ ବିଜେଡିକୁ ୩୧୫୭ ଖଣ୍ଡ ଭୋଟ ମିଳିଥିବାବେଳେ ବିଜେପିକୁ ୨୫୧୦ ଖଣ୍ଡ  ଓ କଂଗ୍ରେସକୁ ୧୬୩ଖଣ୍ଡ  ଭୋଟ ମିଳିଥିଲା ।  ଷଷ୍ଠ ରାଉଣ୍ଡରେ ବିଜେଡିକୁ ୩୩୩୭ ଖଣ୍ଡ ଭୋଟ ମିଳିଥିବାବେଳେ ବିଜେପିକୁ ୨୮୦୦ ଖଣ୍ଡ ଓ କଂଗ୍ରେସକୁ ୨୩୯ଖଣ୍ଡ ଭୋଟ ମିଳିଥିଲା ।  ସପ୍ତମ ରାଉଣ୍ଡରେ ବିଜେଡିକୁ ୪୦୫୫ ଖଣ୍ଡ ଭୋଟ ମିଳିଥିବାବେଳେ ବିଜେପିକୁ ୨୭୪୯ ଖଣ୍ଡ ଓ କଂଗ୍ରେସକୁ ୨୪୩ଖଣ୍ଡ  ଭୋଟ ମିଳିଥିଲା । ଅଷ୍ଟମ ରାଉଣ୍ଡରେ ବିଜେଡିକୁ ୩୯୪୦ଖଣ୍ଡ ଭୋଟ ମିଳିଥିବାବେଳେ ବିଜେପିକୁ ୨୭୧୪ ଖଣ୍ଡ  ଓ କଂଗ୍ରେସକୁ ୯୫ଖଣ୍ଡ ଭୋଟ ମିଳିଥିଲା ।  ନବମ  ରାଉଣ୍ଡରେ ବିଜେଡିକୁ ୩୪୫୬ଖଣ୍ଡ ଭୋଟ ମିଳିଥିବାବେଳେ ବିଜେପିକୁ ୨୯୩୦ ଖଣ୍ଡ  ଓ କଂଗ୍ରେସକୁ ୧୫୯ଖଣ୍ଡ  ଭୋଟ ମିଳିଥିଲା । 
ତେବେ ଦଶମ ରାଉଣ୍ଡରେ ବିଜେଡିକୁ ୩୬୭୬ଖଣ୍ଡ(ମୋଟ ୩୮୫୮୯) ଭୋଟ ମିଳିଥିବାବେଳେ ବିଜେପିକୁ ୨୬୦୭ ଖଣ୍ଡ (ମୋଟ ୨୮୧୩୮) ଓ କଂଗ୍ରେସକୁ ୧୪୩ଖଣ୍ଡ (ମୋଟ ୨୪୨୪)  ଭୋଟ ମିଳିଛି ।
ଦୁଇଟି ହଲରେ ଇଭିଏମ ଓ ଗୋଟିଏ ହଲରେ ପୋଷ୍ଟାଲ ଭୋଟ ଗଣତି ହେଉଛି । ଗୋଟିଏ ହଲରେ ୭ଟି ଲେଖାଏଁ ଟେବୁଲ ଥିବାବେଳେ ଦୁଇଟି ହଲରେ ୧୪ଟି ଟେବୁଲ ପଡ଼ିଛି  । ଭୋଟ ଗଣତି ପାଇଁ ୬୨ ଜଣ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି  ।
ଚଳିତ ଉପନିର୍ବାଚନରେ ୧୯୯୫ ପରେ ସର୍ବାଧିକ ମତଦାନ ହୋଇଛି । ନିର୍ବାଚନମଣ୍ଡଳୀରେ ୨ ଲକ୍ଷ ୨୯ ହଜାର ୯୧୮ ଭୋଟର ଥିବାବେଳେ ୭୮.୨୫ ପ୍ରତିଶତ ମତଦାନ କରିଛନ୍ତି । ୯୫ ହଜାର ୩୮୩ ଜଣ ପୁରୁଷ ଓ ୮୪ ହଜାର ୫୯୭ ଜଣ ମହିଳା ମତଦାନ କରିଛନ୍ତି । ମୋଟ ଉପରେ ୧ ଲକ୍ଷ ୭୯ ହଜାର ୯୮୦ ଜଣ ମତଦାନ କରିଥିବାବେଳେ କିଏ ବାଜିମାତ କରିବ ତାହାକୁ ନେଇ ଉକôଣ୍ଠା ଲାଗିରହିଛି ।

Powered by Froala Editor

Tags Pipili election

Related articles Odisha News Lens 4.1

  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ
    ବିଶେଷ

    ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15960
    Jun 16, 2025
  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ
    ବିଶେଷ

    ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14196
    Jun 18, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ
    ବିଶେଷ

    ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14427
    Jun 17, 2025
  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି
    ବିଶେଷ

    ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15591
    Jun 17, 2025
  • ଚୀନର ଅଭିଯୋଗ: ଟ୍ରମ୍ପ ଦୁଇ ଦେଶର ଯୁଦ୍ଧକୁ ଉତ୍ତେଜିତ କରୁଛନ୍ତି
    ଦେଶ-ଦେଶାନ୍ତର

    ଚୀନର ଅଭିଯୋଗ: ଟ୍ରମ୍ପ ଦୁଇ ଦେଶର ଯୁଦ୍ଧକୁ ଉତ୍ତେଜିତ କରୁଛନ୍ତି

    13406
    Jun 18, 2025
  • ଆଉ ଦୁଇଟି ଏୟାର ଇଣ୍ଡିଆ ବିମାନ ବାତିଲ
    ଦେଶ-ଦେଶାନ୍ତର

    ଆଉ ଦୁଇଟି ଏୟାର ଇଣ୍ଡିଆ ବିମାନ ବାତିଲ

    15486
    Jun 17, 2025
  • ଚାରିଧାମ ପାଇଁ  ହେଲିକପ୍ଟର ସେବା ପୁନଃ ଆରମ୍ଭ
    ଦେଶ-ଦେଶାନ୍ତର

    ଚାରିଧାମ ପାଇଁ ହେଲିକପ୍ଟର ସେବା ପୁନଃ ଆରମ୍ଭ

    13637
    Jun 17, 2025
  • ରାଜା ରଘୁବଂଶୀ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତଙ୍କୁ ନେଇ ଘଟଣା ସ୍ଥଳରେ ସିନ୍‍ ...
    ଦେଶ-ଦେଶାନ୍ତର

    ରାଜା ରଘୁବଂଶୀ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତଙ୍କୁ ନେଇ ଘଟଣା ସ୍ଥଳରେ ସିନ୍‍ ...

    15702
    Jun 17, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ...
    ବାଣିଜ୍ୟ

    ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ...

    13576
    Jun 17, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14196
    Jun 18, 2025
  • ବିଶେଷ

    ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14427
    Jun 17, 2025
  • ବାଣିଜ୍ୟ

    ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13576
    Jun 17, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16669
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16973
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15498
    Apr 03, 2021

ବିଶେଷ

  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14196
    Jun 18, 2025
  • ଶୋଇବା ପୂର୍ବରୁ ଖାଆନ୍ତୁ ମାତ୍ର ୨ ଗୁଜୁରାତି, ମିଳିବ ଚମତ୍କାର ଲାଭ

    13919
    Jun 18, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14427
    Jun 17, 2025
  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15591
    Jun 17, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15960
    Jun 16, 2025

ବାଣିଜ୍ୟ

ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

ଭୁବନେଶ୍ୱର: ଅଜିମ ପ୍ରେମଜୀ ଫାଉଣ୍ଡେସନ ସ୍ନାତକୋତର ଡାକ୍ତର (ପିଜି) ମାନଙ୍କ ନିମନ୍ତେ  ୧୮ ମାସର ନିମଗ୍ନକାରୀ ଶିକ୍ଷଣ ଅଭିଜ୍ଞତା ହାସଲ କରିବାକୁ ‘ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ’ ପ୍ର ...

  • ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15380
    Jun 14, 2025
  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14486
    May 30, 2025
  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15707
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16338
    Feb 21, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14196
    Jun 18, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14427
    Jun 17, 2025
  • ରାଜା ରଘୁବଂଶୀ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତଙ୍କୁ ନେଇ ଘଟଣା ସ୍ଥଳରେ ସିନ୍‍ ରିକ୍ରିଏସନ କରୁଛି ସିଲଂ ପୁଲିସ

    15702
    Jun 17, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In