Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ...

  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

  • ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

  • ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ...

  • ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ...

  • ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ...

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ...

  • କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ...

  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ...

  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ...

Home ›› ››ପିପିଲି ଭୋଟ : ବିଜେଡି ୧୦,୧୩୮ଖଣ୍ଡ ଭୋଟରେ ଆଗୁଆ

ପିପିଲି ଭୋଟ : ବିଜେଡି ୧୦,୧୩୮ଖଣ୍ଡ ଭୋଟରେ ଆଗୁଆ

2021-10-03 09:00:16
15259
Share:
Facebook
Twitter
E-Mail
WhatsApp
Telegram
ପିପିଲି ଭୋଟ : ବିଜେଡି ୧୦,୧୩୮ଖଣ୍ଡ ଭୋଟରେ ଆଗୁଆ


ଭୁବନେଶ୍ୱର : ପିପିଲି ଭୋଟ ଗଣତି ଜାରି ରହିଛି  । ପ୍ରଥମ ରାଉଣ୍ଡରେ ବିଜେଡ଼ିର ରୁଦ୍ର ପ୍ରସାଦ ମହାରଥିଙ୍କୁ ୪୦୫୫ ଖଣ୍ଡ ଭୋଟ, ବିଜେପିର ଆଶ୍ରୀତ ପଟ୍ଟନାୟକଙ୍କୁ ୨୬୪୯ ଖଣ୍ଡ ଭୋଟ ଓ କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କୁ ୭୬୬ ଖଣ୍ଡ ଭୋଟ ମିଳିଥିଲା ।  ଦ୍ୱିତୀୟ ରାଉଣ୍ଡରେ ବିଜେଡ଼ିକୁ ୪୯୭୫ଖଣ୍ଡ, ବିଜେପିକୁ ୩୦୬୪ ଖଣ୍ଡ ଓ କଂଗ୍ରେସକୁ ୨୧୫ଖଣ୍ଡ ଭୋଟ ମିଳିଥିଲା । ତୃତୀୟ ରାଉଣ୍ଡରେ ବିଜେଡିକୁ ୪୫୮୧ ଖଣ୍ଡ ଭୋଟ ମିଳିଥିବାବେଳେ ବିଜେପିକୁ ୨୮୫୪ ଖଣ୍ଡ  ଓ କଂଗ୍ରେସକୁ ୧୯୯ଖଣ୍ଡ ଭୋଟ ମିଳିଥିଲା । ଚତୁର୍ଥ ରାଉଣ୍ଡରେ ବିଜେଡିକୁ ୩୩୫୭  ଖଣ୍ଡ ଭୋଟ ମିଳିଥିବାବେଳେ ବିଜେପିକୁ ୩୨୬୧ ଖଣ୍ଡ  ଓ କଂଗ୍ରେସକୁ ୨୦୨ଖଣ୍ଡ ଭୋଟ ମିଳିଥିଲା ।  ପଞ୍ଚମ ରାଉଣ୍ଡରେ ବିଜେଡିକୁ ୩୧୫୭ ଖଣ୍ଡ ଭୋଟ ମିଳିଥିବାବେଳେ ବିଜେପିକୁ ୨୫୧୦ ଖଣ୍ଡ  ଓ କଂଗ୍ରେସକୁ ୧୬୩ଖଣ୍ଡ  ଭୋଟ ମିଳିଥିଲା ।  ଷଷ୍ଠ ରାଉଣ୍ଡରେ ବିଜେଡିକୁ ୩୩୩୭ ଖଣ୍ଡ ଭୋଟ ମିଳିଥିବାବେଳେ ବିଜେପିକୁ ୨୮୦୦ ଖଣ୍ଡ ଓ କଂଗ୍ରେସକୁ ୨୩୯ଖଣ୍ଡ ଭୋଟ ମିଳିଥିଲା ।  ସପ୍ତମ ରାଉଣ୍ଡରେ ବିଜେଡିକୁ ୪୦୫୫ ଖଣ୍ଡ ଭୋଟ ମିଳିଥିବାବେଳେ ବିଜେପିକୁ ୨୭୪୯ ଖଣ୍ଡ ଓ କଂଗ୍ରେସକୁ ୨୪୩ଖଣ୍ଡ  ଭୋଟ ମିଳିଥିଲା । ଅଷ୍ଟମ ରାଉଣ୍ଡରେ ବିଜେଡିକୁ ୩୯୪୦ଖଣ୍ଡ ଭୋଟ ମିଳିଥିବାବେଳେ ବିଜେପିକୁ ୨୭୧୪ ଖଣ୍ଡ  ଓ କଂଗ୍ରେସକୁ ୯୫ଖଣ୍ଡ ଭୋଟ ମିଳିଥିଲା ।  ନବମ  ରାଉଣ୍ଡରେ ବିଜେଡିକୁ ୩୪୫୬ଖଣ୍ଡ ଭୋଟ ମିଳିଥିବାବେଳେ ବିଜେପିକୁ ୨୯୩୦ ଖଣ୍ଡ  ଓ କଂଗ୍ରେସକୁ ୧୫୯ଖଣ୍ଡ  ଭୋଟ ମିଳିଥିଲା । 
ତେବେ ଦଶମ ରାଉଣ୍ଡରେ ବିଜେଡିକୁ ୩୬୭୬ଖଣ୍ଡ(ମୋଟ ୩୮୫୮୯) ଭୋଟ ମିଳିଥିବାବେଳେ ବିଜେପିକୁ ୨୬୦୭ ଖଣ୍ଡ (ମୋଟ ୨୮୧୩୮) ଓ କଂଗ୍ରେସକୁ ୧୪୩ଖଣ୍ଡ (ମୋଟ ୨୪୨୪)  ଭୋଟ ମିଳିଛି ।
ଦଶମ ରାଉଣ୍ଡ ସୁଦ୍ଧା ବିଜେଡିର ରୁଦ୍ର ପ୍ରସାଦ ମହାରଥି ବିଜେପିର ଆଶ୍ରୀତ ପଟ୍ଟନାୟକଙ୍କୁ ଠାରୁ ୧୦,୧୩୮ଖଣ୍ଡ ଭୋଟରେ ଆଗୁଆ ଥିବା ଜଣାଯାଇଛି ।

Powered by Froala Editor

Tags Pipili election

Related articles Odisha News Lens 4.1

  •  ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା
    ଦେଶ-ଦେଶାନ୍ତର

    ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

    15067
    May 27, 2026
  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ
    ଦେଶ-ଦେଶାନ୍ତର

    ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

    15220
    May 27, 2026
  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ
    ଦେଶ-ଦେଶାନ୍ତର

    ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ

    14860
    May 26, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ
    ବିଶେଷ

    ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14821
    May 27, 2026
  • ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ
    ଦେଶ-ଦେଶାନ୍ତର

    ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ

    13596
    May 27, 2026
  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ
    ଦେଶ-ଦେଶାନ୍ତର

    ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13612
    May 26, 2026
  • ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ
    ଦେଶ-ଦେଶାନ୍ତର

    ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ

    15308
    May 27, 2026
  • ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି
    ଦେଶ-ଦେଶାନ୍ତର

    ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି

    13755
    May 27, 2026
  • କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ମମତା
    ଦେଶ-ଦେଶାନ୍ତର

    କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ମମତା

    13742
    May 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14821
    May 27, 2026
  • ଦେଶ-ଦେଶାନ୍ତର

    ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି

    13755
    May 27, 2026
  • ଦେଶ-ଦେଶାନ୍ତର

    ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

    15067
    May 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16885
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17507
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17554
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17937
    Sep 06, 2023

ବିଶେଷ

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14821
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14753
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15761
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    15048
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14459
    May 20, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15427
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15169
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15658
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13995
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ

    14860
    May 26, 2026
  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

    15220
    May 27, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14821
    May 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In