Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ...

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ...

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

  • ମାସକରେ ୧୫ ହଜାର ଖସିଲାଣି ସୁନା

  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ...

ରାଜନୀତି
Home ›› ରାଜନୀତି ››ହାଇଦର ଖସିଯିବା ପଛରେ ରାଜ୍ୟ ଗୃହ ବିଭାଗ : ଲେଖାଶ୍ରୀ ସାମନ୍ତସିଂହାର

ହାଇଦର ଖସିଯିବା ପଛରେ ରାଜ୍ୟ ଗୃହ ବିଭାଗ : ଲେଖାଶ୍ରୀ ସାମନ୍ତସିଂହାର

2021-04-20 11:02:57
14230
Share:
Facebook
Twitter
E-Mail
WhatsApp
Telegram
ହାଇଦର ଖସିଯିବା ପଛରେ ରାଜ୍ୟ ଗୃହ ବିଭାଗ : ଲେଖାଶ୍ରୀ ସାମନ୍ତସିଂହାର

ଭୁବନେଶ୍ୱର - ରାଜ୍ୟ ସରକାରଙ୍କ ଦ୍ୱାରା ରାଜ୍ୟରେ ଅପରାଧ ଓ ଅପରାଧୀମାନଙ୍କୁ ପ୍ରୋତ୍ସାହନ ଦେଉଥିବାର ଆଉ ଏକ ସ୍ପଷ୍ଟ ପ୍ରମାଣ ମିଳିଛି । ଓଡିଶା ଜେଲ ମାନୁଆଲ ନିୟମ ଅନୁଯାୟୀ, କୈାଣସି ଅପରାଧୀ ଜେଲ୍ ବାହାରକୁ ଚିକିତ୍ସା ପାଇଁ ଯିବାକୁ ହେଲେ ସେହି କଏଦୀକୁ ଉକ୍ତ ଜେଲର ମେଡିକାଲ ଅଫିସର ଓ ଜେଲ ଅଧିକ୍ଷକଙ୍କ ସୁପାରିଶକ୍ରମେ ଜେଲ ମହାନିର୍ଦ୍ଦେଶକ ଅନୁମତି ପ୍ରଦାନ କରିବା ଆବଶ୍ୟକ । କଏଦୀଟି ବାହାରେ ରହି ଚିକିତ୍ସିତ ହେଉଥିବାବେଳେ ଜେଲ ବିଭାଗର ଜଣେ ଉଚ୍ଚପଦସ୍ତ ଅଧିକାରୀ ପ୍ରତିଦିନ ଅନୁଧ୍ୟାନ କରିବା ସହ ଏ ସଂପର୍କରେ ପ୍ରତିଦିନ ଏକ ରିପୋର୍ଟ ଜେଲ ବିଭାଗକୁ ପ୍ରଦାନ କରିବା ଆବଶ୍ୟକ । ମାତ୍ର କୁଖ୍ୟାତ ଓ ଦୁର୍ଦ୍ଦାନ୍ତ ଅପରାଧୀ ହାଇଦର କ୍ଷେତ୍ରରେ ଜେଲ କତୃପକ୍ଷ ସମସ୍ତ ଆଇନ ଓ ବ୍ୟବସ୍ଥାକୁ ଜଳାଞ୍ଜଳୀ ଦେଇ ଜାଣିଶୁଣି ଅବହେଳା ପ୍ରଦର୍ଶନ କରିବା ସହ ଅକ୍ଷମଣୀୟ ଅପରାଧ କରିଛନ୍ତି ।ହାଇଦର ଖସିଯିବା ପଛରେ ଗୃହ ବିଭାଗ ରହିଛି ଏବଂ ଏଥିପାଇଁ ରାଜ୍ୟ ଗୃହ ବିଭାଗ ସଂପୂର୍ଣ୍ଣ ଦାୟୀ । ମାତ୍ର ବର୍ତମାନ ସୁଦ୍ଧା ଜେଲ୍ ମହାନିର୍ଦ୍ଦେଶକ ସନ୍ତୋଷ ଉପାଧ୍ୟାୟ, ସମ୍ବଲପୁର ଜେଲ୍ ଅଧିକ୍ଷକ ଏବଂ ଜେଲ୍ ଚିକିତ୍ସାଧିକାରୀଙ୍କୁ ଉତରଦାୟୀ କରାନଯିବା ଅତ୍ୟନ୍ତ ଦର୍ଭାଗ୍ୟଜନକ ବୋଲି ରାଜ୍ୟ ସାଧାରଣ ସଂପାଦକ ଡ.ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି ।


ଜେଲ କତୃପକ୍ଷ ଓ ପୋଲିସ ସହାୟତାରେ କୁଷ୍ୟାତ ଅପାରଧୀ ହାଇଦରକୁ ଖସାଇ ଦିଆଗଲା । ତେଲେଙ୍ଗାନା ରାଜ୍ୟ ପୋଲିସ ହାଇଦରକୁ ଧରିଲେ । ନିଜ ଦୋଷ ଦୁର୍ବଳତାକୁ ଲୁଚାଇବା ପାଇଁ ରାଜ୍ୟର ଗୃହବିଭାଗ ପୋଲିସ ଜରିଆରେ ଗଣମାଧ୍ୟମ ସମ୍ମୁଖକୁ ଆସି ଧରିଥିବାର କହି ବାଃ ବାଃ ସାଉଁଟିଲେ ବୋଲି ଡ.ଲେଖାଶ୍ରୀ କହିଛନ୍ତି ।

୨-୨ ଥର ଆଜୀବନ କାରାଦଣ୍ଡ ଭୋଗି ସମ୍ବଲପୁର ଜେଲରେ ବନ୍ଦୀ ଥିବା କୁଖ୍ୟାତ ଓ ଦୁର୍ଦ୍ଦାନ୍ତ ଅପରାଧୀ ହାଇଦରଚିକିତ୍ସାର ମିଛ ଆଳ ଦେଖାଇ ବାରମ୍ବାର କଟକ କେମିତି ଆସୁଥିଲା ? ତା ପାଖରେ ମୋବାଇଲ ଫୋନ, ନଗଦ ଟଙ୍କା ଆଦି କେମିତି ରହୁଥିଲା ? ଚିକିତ୍ସିତ ଅବସ୍ଥାରେ ଡାକ୍ତରଖାନାରେ ରହି ବିରିୟାନୀ କିପରି ଖାଉଥିଲା ? ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ସମୟରେ ହାଇଦର ପାଖରେ ପୋଲିସ ସୁରକ୍ଷା ବ୍ୟବସ୍ଥା ନଥିଲା, କିନ୍ତୁ ତାର ଯୁବତୀ ବନ୍ଧୁ ଏବଂ ଅନ୍ୟ ଅପରାଧୀ ତତ୍ୱ ସାଙ୍ଗରେ ରହୁଥିଲେ । ଶେଷରେ କେମିତି ଓ କାହା ସହାୟତାରେ ଖସି ପଳାଇବାକୁ ସକ୍ଷମ ହୋଇଥିଲା ? ଏହି ଷଡଯନ୍ତ୍ର ପଛରେ ବହୁ ଅଧିକାରୀଙ୍କ ପ୍ରତ୍ୟକ୍ଷ ସଂପୃକ୍ତି ରହିଛି ଏବଂ ଏହାର ପର୍ଦ୍ଦାଫାଶ ହେବା ନିହାତି ଆବଶ୍ୟକ ବୋଲି ଡ.ଲେଖାଶ୍ରୀ କହିଛନ୍ତି ।


ଜେଲ୍ ବିଭାଗର ମୁଖ୍ୟ ହେଲେ ଗୃୃହମନ୍ତ୍ରୀ ତଥା ଖୋଦ୍ ମୁଖ୍ୟମନ୍ତ୍ରୀ ।ରାଜ୍ୟ ଜେଲ ମହାନିର୍ଦ୍ଦେଶକ, ସମ୍ବଲପୁର ଜେଲ ଅଧିକ୍ଷକ ଓ ଜେଲ ଚିକିତ୍ସାଧିକାରୀ ଏବଂ ସହଯୋଗ କରିଥିବା ପୋଲିସ ଅଧିକାରୀଙ୍କୁ ତଦନ୍ତ କରାଯିବା ସହ ଉଚିତ୍ ଦଣ୍ଡବିଧାନ ପ୍ରଦାନ ନିହାତି ଆବଶ୍ୟକ । ତେଣୁ ମୁଖ୍ୟମନ୍ତ୍ରୀ ଏଭଳି ସ୍ପର୍ଷକତା ଘଟଣାରେ ତୁରନ୍ତ ହସ୍ତକ୍ଷେପ କରି ସଂପୃକ୍ତ ଦୋଷୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡ.ଲେଖାଶ୍ରୀ ଦାବୀ କରିଛନ୍ତି ।


ରାଜ୍ୟରେ ଥିବା ସମସ୍ତ ୯୧ଟି ଜେଲରେ ଥିବା କୁଖ୍ୟାତ ଓ ଦୁର୍ଦ୍ଦାନ୍ତ କଏଦୀମାନେ ବିଳାସମୟ ଜୀବନଯାପନ ବିତାଇବା ସହ ଜେଲ କତୃପକ୍ଷଙ୍କ ସହାୟତା ଏବଂ ପ୍ରୋତ୍ସାହନ ପାଇ ନିର୍ଭୟରେ ନିଜ ନିଜ ଅପରାଧିକ ସାମ୍ରାଜ୍ୟ ବିସ୍ତାର କରିଚାଲିଛନ୍ତି । ଏଭଳି ଘଟଣାରେ ରାଜ୍ୟ ସରକାର ତୁରନ୍ତ କଠୋର ଆଭିମୁଖ୍ୟ ଗ୍ରହଣ କରିବା ସହ ସମସ୍ତ ୯୧ଟି ଜେଲରେ ପରିସ୍ଥିତି କଣ ଅଛି, ତାର ଏକ ରିପୋଟ ଶ୍ୱେତପତ୍ର ଜରିଆରେ ପ୍ରକାଶ କରିବା ପଇଁ ଡ.ଲେଖାଶ୍ରୀ ଦାବୀ କରିଛନ୍ତି ।


Powered by Froala Editor

Tags lekhashree samantasinghar , bjp odisha

Related articles Odisha News Lens 4.1

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା
    ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14475
    Jul 03, 2026
  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ

    14793
    Jul 01, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା
    ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15159
    Jul 01, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14142
    Jul 02, 2026
  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ
    ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15245
    Jul 01, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14680
    Jul 02, 2026
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ
    ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13695
    Jul 01, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା
    ବାଣିଜ୍ୟ

    ମାସକରେ ୧୫ ହଜାର ଖସିଲାଣି ସୁନା

    14237
    Jul 01, 2026
  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି
    ଦେଶ-ଦେଶାନ୍ତର

    ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି

    15581
    Jul 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14475
    Jul 03, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ

    14793
    Jul 01, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14142
    Jul 02, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16960
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17572
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17623
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18020
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14475
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14502
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14270
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15890
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15763
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15439
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13799
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14901
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14680
    Jul 02, 2026
  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15245
    Jul 01, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15159
    Jul 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In