Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ...

  • ମନ କି ବାତ୍ କାର୍ୟ୍ୟକ୍ରମରେ ...

  • ଇରାନର ସାତଦିନିଆ ଅସ୍ତ୍ରବିରତି ...

  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମେଡ଼ିସିନରେ ୨ ଆମେରିକୀୟ ଭେଷଜ ବିଜ୍ଞାନୀଙ୍କୁ ନୋବେଲ ପୁରସ୍କାର

ମେଡ଼ିସିନରେ ୨ ଆମେରିକୀୟ ଭେଷଜ ବିଜ୍ଞାନୀଙ୍କୁ ନୋବେଲ ପୁରସ୍କାର

2021-10-04 19:32:28
15681
Share:
Facebook
Twitter
E-Mail
WhatsApp
Telegram
ମେଡ଼ିସିନରେ ୨ ଆମେରିକୀୟ ଭେଷଜ ବିଜ୍ଞାନୀଙ୍କୁ ନୋବେଲ ପୁରସ୍କାର

ମେଡିସିନ୍ କ୍ଷେତ୍ରରେ ଚଳିତ ବର୍ଷ ଡେଭିଡ ଜୁଲିଅସ୍ ଓ ଆର୍ଡେମ ପାଟାପୋସିଆନ ପୁରସ୍କାର ପାଇବେ। ୨ ଆମେରିକୀୟ ଭେଷଜ ବିଜ୍ଞାନୀ ଏହି ପୁରସ୍କାର ପାଇବାରେ ଯୋଗ୍ୟ ବିବେଚିତ ହୋଇଛନ୍ତି। ଉଭୟେ ବଡି ଟେମ୍ପରେଚର ଓ ସ୍ପର୍ଶ ପାଇଁ ରେସ୍‌ପେଟର୍ସର ଆବିଷ୍କାର କରିଥିବାରୁ  ସେମାନଙ୍କୁ ନୋବେଲ ମିଳିବ। ଏହି ସମ୍ମାନଜନକ ପୁରସ୍କାର ବାବଦରେ ଗୋଟିଏ ସ୍ୱର୍ଣ୍ଣ ପଦକ ସହ ଏବଂ 10 ନିୟୁତ ସ୍ୱିଡେନ କ୍ରୋନୋର (1.14 ମିଲିୟନ ଡଲାରରୁ ଅଧିକ) ଆର୍ଥିକ ରାଶି ମିଳିବ।

ଡେଭିଡ୍ ଜୁଲିଅସ୍ କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟର ଜଣେ ପ୍ରଫେସର ହୋଇଥିବାବେଳେ ପାଟାପୋସିଆନ ହେଉଛନ୍ତି ଲା ଜୋଲାର ସ୍କ୍ରିପ୍ସ ପ୍ରତିଷ୍ଠାନର ଜଣେ ବୈଜ୍ଞାନିକ । ଉଲ୍ଲେଖନୀୟ ବିଷୟ ହେଉଛି, ତାପମାତ୍ରା, ଯନ୍ତ୍ରଣା ଏବଂ ଚାପ ଆମର ଇନ୍ଦ୍ରିୟର ଏକ ଅଂଶ ହୋଇଥିବାବେଳେ ଏହା ବିଷୟରେ ଅଧିକ ସୂଚନା ଉପଲବ୍ଧ ନାହିଁ । ଏହା ଉପରେ ଜୁଲିଅସ୍  ଏବଂ ପାଟାପୋସିଆନ ଅନୁସନ୍ଧାନ କରିଛନ୍ତି | ଯନ୍ତ୍ରଣା ଗ୍ରହଣକାରୀ ବା ରିସେପ୍ଟରସ ଚିହ୍ନଟ କରିବା ପରେ, ଅନେକ ପ୍ରକାରର ରୋଗ ଯୋଗୁଁ ହେଉଥିବା ଯନ୍ତ୍ରଣାକୁ ରୋକିହେବ ବୋଲି ବିଶ୍ୱାସ କରାଯାଉଛି ।  

ଯକୃତ ସମ୍ପର୍କିତ ହେପାଟାଇଟିସ୍ ସି ଭାଇରସ ଆବିଷ୍କାର କରିଥିବାରୁ ଗତ ବର୍ଷ ୩ ଜଣ ବୈଜ୍ଞାନିକଙ୍କୁ  ନୋବେଲ ପୁରସ୍କାର ମିଳିଥିଲା। 

Powered by Froala Editor

Tags medicine

Related articles Odisha News Lens 4.1

  •  ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ
    ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13875
    Sep 28, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15494
    Sep 27, 2026
  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    13974
    Sep 28, 2026
  • ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15753
    Sep 27, 2026
  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା
    ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14672
    Sep 28, 2026
  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି
    ମନୋରଞ୍ଜନ

    ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି

    15591
    Sep 27, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....
    ବିଶେଷ

    ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14742
    Sep 29, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର
    ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14673
    Sep 28, 2026
  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା
    ଦେଶ-ଦେଶାନ୍ତର

    ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

    14173
    Sep 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

    14173
    Sep 27, 2026
  • ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    13974
    Sep 28, 2026
  • ଦେଶ-ଦେଶାନ୍ତର

    ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15753
    Sep 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17135
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17823
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17790
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18204
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14742
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13810
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15701
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15267
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14641
    Sep 18, 2026

ବାଣିଜ୍ୟ

ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

ଏଣିକି ଗ୍ରାହକଙ୍କୁ ଆଉ ୨୮ ଦିନ ନୁହେଁ, ବରଂ ପୂରା ୩୦ ଦିନର ରିଚାର୍ଜ ପ୍ଲାନ୍ ମିଳିବ । ଏହା ସହ ଶସ୍ତା ଭଏସ୍ ପ୍ଲାନ୍ ବି ଉପଲବ୍ଧ ହେବ । ରବିବାର କେନ୍ଦ୍ର ସରକାର ଟେଲିକମ୍ ଗ୍ରାହକ ସୁରକ୍ଷା (ତ୍ରୟୋଦଶ ସଂଶୋଧନ) ନିୟମାବଳୀ ୨୦୨୬ କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଗ୍ରାହକଙ୍କୁ ଏବେ ବର୍ଷକୁ ୧୩ଟି ରିଚାର୍ଜରୁ ମ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14192
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15943
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14432
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15625
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13875
    Sep 28, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14673
    Sep 28, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14027
    Sep 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In