Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, October 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏୟାର ମାର୍ଶାଲ ଆଶୁତୋଷ ଦୀକ୍ଷିତଙ୍କୁ ...

  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ...

  • ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ...

  • ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ...

  • ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

  • ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ...

  • ସୁପ୍ରିମକୋର୍ଟରେ ନୂତନ ବିଚାରପତି ...

  • କୁନୋରେ ୫ ଚିତା ଛୁଆଙ୍କ ଜନ୍ମ

  • ଆସାମରେ ୪.୫ ତୀବ୍ରତାର ଭୂମିକମ୍ପ ଝଟକା

  • ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ ...

ବିଶେଷ
Home ›› ବିଶେଷ ››ପ୍ରେସର କୁକରରେ ଖାଦ୍ୟ ପ୍ରସ୍ତୁତ କରିବା କେତେ ସ୍ୱାସ୍ଥ୍ୟକର ?

ପ୍ରେସର କୁକରରେ ଖାଦ୍ୟ ପ୍ରସ୍ତୁତ କରିବା କେତେ ସ୍ୱାସ୍ଥ୍ୟକର ?

2021-10-05 05:53:31
15454
Share:
Facebook
Twitter
E-Mail
WhatsApp
Telegram
ପ୍ରେସର କୁକରରେ ଖାଦ୍ୟ ପ୍ରସ୍ତୁତ କରିବା କେତେ ସ୍ୱାସ୍ଥ୍ୟକର ?

ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ପ୍ରେସର କୁକର ସମସ୍ତଙ୍କ ରୋଷେଇ ଘରେ ରହିଥାଏ। ପ୍ରେସର କୁକରରେ ଭାତ ଠାରୁ ଆରମ୍ଭ କରି ଡାଲି, ଚିକେନ୍, ମାଂସ ଆଦି ପ୍ରସ୍ତୁତ କରିବା ପାଇଁ ଅଧିକାଂଶ ଲୋକ ବ୍ୟବହାର କରିଥାଆନ୍ତି। ତେବେ ପ୍ରେସର କୁକରରେ ପ୍ରସ୍ତୁତ ହେଉଥିବା ଖାଦ୍ୟ ଆମ ଶରୀର ପାଇଁ କେତେ ସ୍ୱାସ୍ଥ୍ୟକର ଆସନ୍ତୁ ଜାଣିବା। ଏହା ଏଭଳି ଏକ ଉପାୟ ଯାହାକି ବନ୍ଦ ଷ୍ଟିମ୍ ଅର୍ଥାତ ବାମ୍ଫ ଜରିଆରେ ଖାଦ୍ୟ ପଦାର୍ଥକୁ ପ୍ରସ୍ତୁତ କରାଯାଇଥାଏ। କୁକର ଭିତରେ ଥିବା ପାଣିକୁ ଯେତେବେଳେ ଗରମ କରାଯାଏ ତାହାର ପ୍ରେସର ବଢ଼ିଥାଏ ଓ ବାମ୍ଫ ଜରିଆରେ ଖାଦ୍ୟ ତିଆରି ଶୀଘ୍ର ତିଆରି ହୋଇଥାଏ।

କେତେକ ଲୋକଙ୍କ ଧାରଣା ପ୍ରେସର କୁକରରେ ଅଧିକ ତାପମାତ୍ରାରେ ଖାଦ୍ୟ ପ୍ରସ୍ତୁତ ହୋଇଥାଏ ଯାହା ଶରୀର ପାଇଁ ଠିକ୍ ହୋଇ ନଥାଏ। କାରଣ ଅଧିକ ତାପମାତ୍ରାରେ ପ୍ରସ୍ତୁତ ହେଉଥିବା ଖାଦ୍ୟରେ ଥିବା ପୋଷକ ତତ୍ତ୍ୱ ନଷ୍ଟ ହୋଇଯାଇଥାଏ। ଆଉ କେତେକ ଲୋକଙ୍କ ଧାରଣା ରୋଷେଇ କରିବାର ଏହି ପଦ୍ଧତି ସ୍ୱାସ୍ଥ୍ୟକର ଅଟେ। କାରଣ ଖାଦ୍ୟ ବାମ୍ଫ ଦ୍ୱାରା ପ୍ରସ୍ତୁତ ହେଉଥିବାରୁ ଏଥିରେ ଥିବା ପୋଷାକ ତତ୍ତ୍ୱ ମହଜୁଦ ରହିଥାଏ।

ବିଶେଷଜ୍ଞଙ୍କ ଅନୁସାରେ, ପ୍ରେସର କୁକରରେ ପ୍ରସ୍ତୁତ ହେଉଥିବା ଖାଦ୍ୟରେ ପୋଷକ ତତ୍ତ୍ୱ ନଷ୍ଟ ହୋଇ ନଥାଏ। ଯଦି ପନିପରିବାକୁ ଅନ୍ୟ କୌଣସି ବାସନରେ ସିଝା ଯାଏ ଏଥିପାଇଁ ଅଧିକ ଗରମ କରିବା ସହିତ ଅଧିକ ସମୟ ଲାଗିଥାଏ। ତେଣୁ ଖାଦ୍ୟରେ ଥିବା ପୋଷକ ତତ୍ତ୍ୱ ନଷ୍ଟ ହୋଇଯାଇଥାଏ।

ପ୍ରେସର କୁକର ପ୍ରତ୍ୟେକ ଖାଦ୍ୟ ପଦାର୍ଥ ପାଇଁ ଅଲଗା ଭାବେ କାମ କରିଥାଏ। ଉଦାହରଣ ସ୍ୱରୂପ- କୁକରରେ ପ୍ରସ୍ତୁତ ଭାତ ଓ ହାଣ୍ଡିରେ ପ୍ରସ୍ତୁତ ହେଉଥିବା ଭାତ ତୁଳନାରେ ଅଧିକ ଭାରୀ ରହିଥାଏ। ପ୍ରେସର କୁକୁରରେ ପ୍ରସ୍ତୁତ ହେଉଥିବା ବିଲାତି ବାଇଗଣ ଅଧିକ ସ୍ୱାସ୍ଥ୍ୟକର ରହିଥାଏ। ସେହିପରି କୁକରରେ ପ୍ରସ୍ତୁତ ମାଂସ ଖାଇବା ଦ୍ୱାରା ସହଜରେ ହଜମ ହୋଇଥାଏ। ଅନ୍ୟପକ୍ଷରେ ପ୍ରେସର କୁକରରେ ପ୍ରସ୍ତୁତ ହେଉଥିବା ଭାତ, ଆଳୁ ଓ ପାସ୍ତାରେ ଏକ୍ରିଲାମାଇଡ୍ ନାମକ ହାନିକାରକ କ୍ୟାମିକାଲ ଜାତ ହୋଇଥାଏ। ଏହାକୁ ନିୟମିତ ରୁପେ ଖାଇବା ଦ୍ୱାରା ନପୁଂସକ, କର୍କଟ ଆଦି ହେବାର ଆଶଙ୍କା ଅଧିକ ରହିଥାଏ।

Powered by Froala Editor

Tags pressure cooker

Related articles Odisha News Lens 4.1

  • ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼
    ମନୋରଞ୍ଜନ

    ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

    14776
    Oct 06, 2026
  • ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ଫାନ୍ସିସ ହାଲ୍‌ଜେନ
    ଦେଶ-ଦେଶାନ୍ତର

    ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ଫାନ୍ସିସ ହାଲ୍‌ଜେନ

    14199
    Oct 06, 2026
  • ଏୟାର ମାର୍ଶାଲ ଆଶୁତୋଷ ଦୀକ୍ଷିତଙ୍କୁ ବାୟୁସେନା ମୁଖ୍ୟ ଭାବେ ନିଯୁକ୍ତ କଲେ କେନ୍ଦ୍ର ...
    ଦେଶ-ଦେଶାନ୍ତର

    ଏୟାର ମାର୍ଶାଲ ଆଶୁତୋଷ ଦୀକ୍ଷିତଙ୍କୁ ବାୟୁସେନା ମୁଖ୍ୟ ଭାବେ ନିଯୁକ୍ତ କଲେ କେନ୍ଦ୍ର ...

    15485
    Oct 07, 2026
  • ଆସାମରେ ୪.୫ ତୀବ୍ରତାର ଭୂମିକମ୍ପ ଝଟକା
    ଦେଶ-ଦେଶାନ୍ତର

    ଆସାମରେ ୪.୫ ତୀବ୍ରତାର ଭୂମିକମ୍ପ ଝଟକା

    14034
    Oct 06, 2026
  • ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ବିପଦ, ବେଲବନ ଆଶ୍ରମକୁ ଚାଲି ଗଲେ
    ଦେଶ-ଦେଶାନ୍ତର

    ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ବିପଦ, ବେଲବନ ଆଶ୍ରମକୁ ଚାଲି ଗଲେ

    13619
    Oct 06, 2026
  • ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ଭାବେ ନିଯୁକ୍ତ କଲେ ମାୟାବତୀ
    ଦେଶ-ଦେଶାନ୍ତର

    ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ଭାବେ ନିଯୁକ୍ତ କଲେ ମାୟାବତୀ

    14319
    Oct 06, 2026
  • କୁନୋରେ ୫ ଚିତା ଛୁଆଙ୍କ ଜନ୍ମ
    ଦେଶ-ଦେଶାନ୍ତର

    କୁନୋରେ ୫ ଚିତା ଛୁଆଙ୍କ ଜନ୍ମ

    15109
    Oct 06, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି
    ବାଣିଜ୍ୟ

    ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15008
    Oct 06, 2026
  • ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ କ୍ରାସ୍, ୩୨ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ କ୍ରାସ୍, ୩୨ ଜଣଙ୍କ ମୃତ୍ୟୁ

    14471
    Oct 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ଫାନ୍ସିସ ହାଲ୍‌ଜେନ

    14199
    Oct 06, 2026
  • ଦେଶ-ଦେଶାନ୍ତର

    ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ କ୍ରାସ୍, ୩୨ ଜଣଙ୍କ ମୃତ୍ୟୁ

    14471
    Oct 06, 2026
  • ଦେଶ-ଦେଶାନ୍ତର

    ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ବିପଦ, ବେଲବନ ଆଶ୍ରମକୁ ଚାଲି ଗଲେ

    13619
    Oct 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17157
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17848
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17808
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18224
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14232
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14479
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15496
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14169
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15906
    Sep 23, 2026

ବାଣିଜ୍ୟ

ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

ଶିଳ୍ପ-ପ୍ରାସଙ୍ଗିକ ଦକ୍ଷତା ଏବଂ ଅର୍ଥପୂର୍ଣ୍ଣ ସୁଯୋଗ ଓଡ଼ିଶା ଏବଂ ଛତିଶଗଡ଼ରେ ଯୁବକମାନଙ୍କୁ ଉଜ୍ଜ୍ୱଳ ଭବିଷ୍ୟତ ନିର୍ମାଣ କରିବାରେ ସାହାଯ୍ୟ କରୁଛି

ଭୁବନେଶ୍ୱର, ଅକ୍ଟୋବର ୬: ଗ୍ରାମାଞ୍ଚଳର ଯୁବକମାନ ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14010
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15389
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15055
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14404
    Sep 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏୟାର ମାର୍ଶାଲ ଆଶୁତୋଷ ଦୀକ୍ଷିତଙ୍କୁ ବାୟୁସେନା ମୁଖ୍ୟ ଭାବେ ନିଯୁକ୍ତ କଲେ କେନ୍ଦ୍ର ସରକାର

    15485
    Oct 07, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15008
    Oct 06, 2026
  • ଆସାମରେ ୪.୫ ତୀବ୍ରତାର ଭୂମିକମ୍ପ ଝଟକା

    14034
    Oct 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In