Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ...

  • ସ୍ବଚ୍ଛ ବାୟୁ ସର୍ବେକ୍ଷଣ-୨୦୨୬ର ଫଳାଫଳ: ...

  • ବିଜ୍ଞାପନରେ ଦେବୀ ଦୁର୍ଗାଙ୍କର ୧୧ଟି ହାତ, ...

  • ରାତିରେ ବୁଲିବାକୁ ଦେଉନଥିଲେ ଶଶୁର, ଚାକର ...

  • ଜାପାନର ସବୁଠାରୁ ବୟସ୍କା ନାଗରିକ ଶିଗେକୋ ...

  • ସୁପ୍ରିମକୋର୍ଟରେ ପୁଣିଥରେ ଘୁଞ୍ଚିଲା ...

  • ନେପାଳ ବନ୍ୟା: ୧୩୮୫ରେ ପହଞ୍ଚିଲା ମୃତ୍ୟୁ ...

  • ମନ୍ତ୍ରୀଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ...

  • ବିମାନ ଲ୍ୟାଣ୍ଡିଂ ବେଳେ ...

  • ଧାରୁଆ ଅସ୍ତ୍ରରେ ନେତାଙ୍କୁ ହତ୍ୟା

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ସମସ୍ତେ କଟକଣା ମାନିଲେ ଲକଡାଉନର ଆବଶ୍ୟକ ପଡ଼ିବ ନାହିଁ : ମୋଦି

ସମସ୍ତେ କଟକଣା ମାନିଲେ ଲକଡାଉନର ଆବଶ୍ୟକ ପଡ଼ିବ ନାହିଁ : ମୋଦି

2021-04-20 18:38:17
15570
Share:
Facebook
Twitter
E-Mail
WhatsApp
Telegram
 ସମସ୍ତେ କଟକଣା ମାନିଲେ ଲକଡାଉନର ଆବଶ୍ୟକ ପଡ଼ିବ ନାହିଁ : ମୋଦି

ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ପ୍ରବାହ ବେଶ୍ ଚିନ୍ତାଜନକ ଥିବାବେଳେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କରୋନାର ଦ୍ୱିତୀୟ ଲହର ଦେଶକୁ ଏକ ଝଡ଼ ଭଳି ଆଘାତ ଦେଇଛି। ଏହାଦ୍ୱାରା ଦେଶରେ ସୃଷ୍ଟି ହୋଇଛି ଭୟଙ୍କର ପରିସ୍ଥିତି। କିନ୍ତୁ ଲକ୍‌ଡାଉନକୁ ଶେଷ ଅସ୍ତ୍ର ହେଉ ବୋଲି ଦେଶକୁ ସମ୍ବୋଧନ ଦେଇ ମଙ୍ଗଳବାର ରାତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଲକଡାଉନ ବଦଳରେ ମାଇକ୍ରୋ କଣ୍ଟେନମେଣ୍ଟ ଉପରେ ଅଧିକ ଗୁରୁତ୍ୱ ଦେବାକୁ ହେବ। ସମସ୍ତେ କଟକଣା ମାନିଲେ ଲକଡାଉନର ଆବଶ୍ୟକ ପଡ଼ିବ ନାହିଁ। ଆମକୁ ଜୀବନ ସହ ଜୀବିକାକୁ ମଧ୍ୟ ଦେଖିବାକୁ ପଡ଼ିବ। ଏଣୁ ଲକଡାଉନ ଠାରୁ ଦୂରେଇ ରହିବା ହିଁ ଭଲ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

କରୋନା ବିରୋଧରେ ଦେଶ ଆଜି ବଡ଼ ଲଢ଼େଇ କରୁଛି । କିଛି ସପ୍ତାହ ପୂର୍ବ ଯାଏ ସ୍ଥିତି ଠିକ୍ ଥିଲା । ଏବେ କରୋନାର ଦ୍ୱିତୀୟ ପ୍ରବାହ ଭୟଙ୍କର ହେଉଛି । ଯେଉଁ କଷ୍ଟ ଆପଣ ସହିଥିଲେ, ସହୁଛନ୍ତି ତାହ ମୋତେ ଜଣା ଅଛି । ଯେଉଁ ଲୋକ ନିଜର ପରିଜନକୁ ହରାଇଛନ୍ତି । ସେମାନଙ୍କ ସହ ମୋର ସମବେଦନା ରହିଛି । ପରିବାରର ସଦସ୍ୟ ଭାବେ ମୁଁ ଆପଣମାନଙ୍କ ଦୁଃଖରେ ସାମିଲ୍ ଥିବା କହିଛନ୍ତି ପ୍ରଧାନମନ୍ତ୍ରୀ ।

ଏଥିସହ ହସ୍ପିଟାଲ ଗୁଡ଼ିକରେ ଶଯ୍ୟା ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି କରାଯାଉଛି । କିଛି ସହରରେ ଚାହିଦାକୁ ଦେଖି ବଡ଼ ବଡ଼ କୋଭିଡ୍ ହସ୍ପିଟାଲ ନିର୍ମାଣ ହେଉଛି । ଗତବର୍ଷ କରୋନାର ଅଳ୍ପ କିଛି ମାମଲା ଆସିଥିଲା । ଆମ ବୈଜ୍ଞାନିକ ଦିନରାତି କାମ କରି କରୋନା ଭ୍ୟାକ୍ସିନ୍ ପ୍ରସ୍ତୁତ କରିଥିଲେ । ଦୁନିଆରେ ଭାରତରେ ସବୁଠାରୁ ଶସ୍ତା ଭ୍ୟାକ୍ସିନ୍ ମିଳୁଛି । ଭାରତରେ କୋଲ୍ଡ ଚେନ୍ ବ୍ୟବସ୍ଥା ଅନୁକୂଳ ଟିକା ଆମ ପାଖରେ ଅଛି । ଟିମ୍ ୱାର୍କ ଯୋଗୁଁ ଭାରତ ୨ଟି ଦେଶୀ ଟିକା ସହ ଟିକାକରଣ ଆରମ୍ଭ କରିପାରିଥିଲା । ଅଧିକରୁ ଅଧିକ ଅଞ୍ଚଳରେ ଲୋକଙ୍କୁ ଟିକା ଦିଆଯିବା ପରେ ଗୁରୁତ୍ୱ ଦିଆଯାଉଛି । ଏବେ ସୁଦ୍ଧା ୧୨ କୋଟି ଲୋକଙ୍କୁ ଟିକା ଦିଆଗଲାଣି । ଆମ ସ୍ୱାସ୍ଥ୍ୟକର୍ମୀ, ସମ୍ମୁଖ କରୋନା ଯୋଦ୍ଧା ଓ ବରିଷ୍ଠ ନାଗରିକଙ୍କ ବଡ଼ ଶତକଡ଼ା ଭ୍ୟାକ୍ସିନ୍ ନେଇ ସାରିଲେଣି । 

ମେ ୧ରୁ ୧୮ ବର୍ଷରୁ ଅଧିକ ବୟସ୍କ ଯେକୌଣସି ବ୍ୟକ୍ତି ଭ୍ୟାକ୍ସିନ୍ ନେଇପାରିବେ । ଭାରତରେ ପ୍ରସ୍ତୁତ ଭ୍ୟାକ୍ସିନର ଅଧା ସିଧାସଳଖ ରାଜ୍ୟ ଓ ହସ୍ପିଟାଲଗୁଡ଼ିକୁ ମିଳିବ । ଗରିବ, ବୃଦ୍ଧ, ନିମ୍ନ ମଧ୍ୟବିତ୍ତ ଓ ୪୫ ବର୍ଷରୁ ଅଧିକ ଲୋକଙ୍କୁ କରାଯାଉଥିବା ଟିକାକରଣ ଜାରି ରହିବ । ପୂର୍ବଭଳି ସରକାରୀ ହସ୍ପିଟାଲରେ ମାଗଣା କୋଭିଡ୍ ଟିକାକରଣ ଜାରି ରହିବ । ଆମ ସମସ୍ତଙ୍କ ପ୍ରୟାସ ଜୀବନ ବଞ୍ଚାଇବା  । ଏଥିସହ ଆର୍ଥିକ ଗତିବିଧି ସହ ଜୀବନଜୀବିକାକୁ ଜାରି ରଖିବା  ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। 

Powered by Froala Editor

Tags modi

Related articles Odisha News Lens 4.1

  • ଜାପାନର ସବୁଠାରୁ ବୟସ୍କା ନାଗରିକ ଶିଗେକୋ କାଗାୱାଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ଜାପାନର ସବୁଠାରୁ ବୟସ୍କା ନାଗରିକ ଶିଗେକୋ କାଗାୱାଙ୍କ ଦେହାନ୍ତ

    14946
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ
    ବାଣିଜ୍ୟ

    କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14186
    Sep 08, 2026
  •   ସୁପ୍ରିମକୋର୍ଟରେ ପୁଣିଥରେ ଘୁଞ୍ଚିଲା ଡିଜିପି ନିଯୁକ୍ତି ସଂକ୍ରାନ୍ତ ମାମଲାର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ପୁଣିଥରେ ଘୁଞ୍ଚିଲା ଡିଜିପି ନିଯୁକ୍ତି ସଂକ୍ରାନ୍ତ ମାମଲାର ...

    14508
    Sep 07, 2026
  • ବିଜ୍ଞାପନରେ ଦେବୀ ଦୁର୍ଗାଙ୍କର ୧୧ଟି ହାତ, ସାର୍ବଜନୀନ ଭାବେ କ୍ଷମା ମାଗିଲେ ଶୁଭେନ୍ଦୁ ...
    ଦେଶ-ଦେଶାନ୍ତର

    ବିଜ୍ଞାପନରେ ଦେବୀ ଦୁର୍ଗାଙ୍କର ୧୧ଟି ହାତ, ସାର୍ବଜନୀନ ଭାବେ କ୍ଷମା ମାଗିଲେ ଶୁଭେନ୍ଦୁ ...

    13934
    Sep 08, 2026
  • ସ୍ବଚ୍ଛ ବାୟୁ ସର୍ବେକ୍ଷଣ-୨୦୨୬ର ଫଳାଫଳ: ଉତ୍ତମ ପାହ୍ୟା ହାସଲ କରିଛି ରାଜଧାନୀ ଦିଲ୍ଲୀ
    ଦେଶ-ଦେଶାନ୍ତର

    ସ୍ବଚ୍ଛ ବାୟୁ ସର୍ବେକ୍ଷଣ-୨୦୨୬ର ଫଳାଫଳ: ଉତ୍ତମ ପାହ୍ୟା ହାସଲ କରିଛି ରାଜଧାନୀ ଦିଲ୍ଲୀ

    14720
    Sep 08, 2026
  • ଧାରୁଆ ଅସ୍ତ୍ରରେ ନେତାଙ୍କୁ ହତ୍ୟା
    ଦେଶ-ଦେଶାନ୍ତର

    ଧାରୁଆ ଅସ୍ତ୍ରରେ ନେତାଙ୍କୁ ହତ୍ୟା

    15572
    Sep 07, 2026
  • ନେପାଳ ବନ୍ୟା: ୧୩୮୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
    ଦେଶ-ଦେଶାନ୍ତର

    ନେପାଳ ବନ୍ୟା: ୧୩୮୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

    13738
    Sep 07, 2026
  • ରାତିରେ ବୁଲିବାକୁ ଦେଉନଥିଲେ ଶଶୁର, ଚାକର ହାତରେ ବୋହୂ ନେଇଗଲା ଜୀବନ
    ଦେଶ-ଦେଶାନ୍ତର

    ରାତିରେ ବୁଲିବାକୁ ଦେଉନଥିଲେ ଶଶୁର, ଚାକର ହାତରେ ବୋହୂ ନେଇଗଲା ଜୀବନ

    14447
    Sep 08, 2026
  • ମନ୍ତ୍ରୀଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ହେବ ବୈଠକ
    ଦେଶ-ଦେଶାନ୍ତର

    ମନ୍ତ୍ରୀଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ହେବ ବୈଠକ

    14290
    Sep 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନେପାଳ ବନ୍ୟା: ୧୩୮୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

    13738
    Sep 07, 2026
  • ଦେଶ-ଦେଶାନ୍ତର

    ବିଜ୍ଞାପନରେ ଦେବୀ ଦୁର୍ଗାଙ୍କର ୧୧ଟି ହାତ, ସାର୍ବଜନୀନ ଭାବେ କ୍ଷମା ମାଗିଲେ ଶୁଭେନ୍ଦୁ ଅଧିକାରୀ

    13934
    Sep 08, 2026
  • ଦେଶ-ଦେଶାନ୍ତର

    ରାତିରେ ବୁଲିବାକୁ ଦେଉନଥିଲେ ଶଶୁର, ଚାକର ହାତରେ ବୋହୂ ନେଇଗଲା ଜୀବନ

    14447
    Sep 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17083
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17748
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17750
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18154
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14495
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13807
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14614
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14919
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14870
    Aug 27, 2026

ବାଣିଜ୍ୟ

କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

ଭୁବନେଶ୍ୱର: କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ୭ ସେପ୍ଟେମ୍ବର ୨୦୨୬ରେ ଐତିହାସିକ ସହର ଭୁବନେଶ୍ୱରଠାରେ ଉଦ୍‌ଯାପିତ ହୋଇଯାଇଛି । ଏଥିସହିତ ବ୍ୟାପକ ବିମର୍ଷ, ନବୋନ୍ମେଷୀ ଚିନ୍ତାଧାରା ଏବଂ ...

  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15011
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14981
    Sep 03, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    14075
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14599
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାତିରେ ବୁଲିବାକୁ ଦେଉନଥିଲେ ଶଶୁର, ଚାକର ହାତରେ ବୋହୂ ନେଇଗଲା ଜୀବନ

    14447
    Sep 08, 2026
  • ମନ୍ତ୍ରୀଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ହେବ ବୈଠକ

    14290
    Sep 07, 2026
  • ବିଜ୍ଞାପନରେ ଦେବୀ ଦୁର୍ଗାଙ୍କର ୧୧ଟି ହାତ, ସାର୍ବଜନୀନ ଭାବେ କ୍ଷମା ମାଗିଲେ ଶୁଭେନ୍ଦୁ ଅଧିକାରୀ

    13934
    Sep 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In