Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇନଷ୍ଟାଗ୍ରାମରେ ଅଧିକ ସକ୍ରିୟ ରହି ...

  • ପ୍ରଶ୍ନପତ୍ର ପ୍ରଘଟ ରୋକିବା ପାଇଁ ...

  • ୪୭ ଅଧିକାରୀଙ୍କୁ ବହିଷ୍କାର କଲା NTA

  • ରବନୀତ ସିଂ ବିଟ୍ଟୁଙ୍କ ଇସ୍ତଫା

  • ଟାଟା ସୁମୋ ଉପରେ ଖସିଲା ପାହାଡ଼ ; ୧୩ ମୃତ

  • ୧୫ଟି ରାଜ୍ୟରେ ପ୍ରବଳ ବର୍ଷା ପାଇଁ ଆଲର୍ଟ ...

  • କ୍ୟାମେରାମ୍ୟାନକୁ ବିବାହ କଲେ ତିନି ...

  • ପୁଣି ଅମରନାଥ ଯାତ୍ରା ଆରମ୍ଭ, ...

  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ...

  • ଏହା ଛାତ୍ର ଆନ୍ଦୋଳନ ନୁହେଁ, ବରଂ ଦେଶରେ ...

ରାଜ୍ୟ
Home ›› ରାଜ୍ୟ ››ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ବୈଠକ, ଡ୍ରେନ ସମସ୍ୟାକୁ ନେଇ ଆଲୋଚନା

ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ବୈଠକ, ଡ୍ରେନ ସମସ୍ୟାକୁ ନେଇ ଆଲୋଚନା

2021-10-06 06:34:06
14475
Share:
Facebook
Twitter
E-Mail
WhatsApp
Telegram
ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ବୈଠକ, ଡ୍ରେନ ସମସ୍ୟାକୁ ନେଇ ଆଲୋଚନା

ଭୁବନେଶ୍ବର: ଆଜି ବସିଛି ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ବୈଠକ। ସହରାଞ୍ଚଳରେ ଡ୍ରେନେଜ ଓ ଜଳବନ୍ଦୀ ସମସ୍ୟାର ସମାଧାନ ନେଇ ବିଧାନସଭାର ଷ୍ଟାଣ୍ଡିଙ୍ଗ କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି। ବିଧାୟକ ପ୍ରଫୁଲ ସାମଲଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି । ଏହି ବୈଠକରେ ବିଧାୟକ ମହମ୍ମଦ ମୋକିମ, ଅମର ଶତପଥୀ, ନଗର ଉନ୍ନୟନ ସଚିବ ଜି ମାଥିଭାଥନ ଓ ଅଧିକାରୀ ଉପସ୍ଥିତ ଥିଲେ। ଏହି ବୈଠକରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ନିଷ୍ପତି ନିଆଯାଇଛି ।

ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ବୈଠକରେ ସହରାଞ୍ଚଳରେ ବନ୍ୟା ବଡ଼ ପ୍ରସଙ୍ଗ ଭାବରେ ଆଲୋଚନା କରାଯାଇଛି । ବିଶେଷ କରି ସ୍ମାର୍ଟସିଟି ଭୁବନେଶ୍ବର,ପୁରୀ,ବ୍ରହ୍ମପୁର,କଟକ ଭଳି ସହରାଞ୍ଚଳରେ ଡ୍ରେନ ସମସ୍ୟାକୁ ନେଇ ବୈଠକରେ ଆଲୋଚନା କରାଯାଇଛି । ମୁଖ୍ୟତଃ ୪ ଟି ଦିଗ ଉପରେ ଗୁରୁତ୍ବ ଦିଆଯାଇଛି । ସହର ଗୁଡିକର ମୁକୁଳା ଡ୍ରେନ ଉପରେ ସ୍ଲାବ ପଡିବ, ଜାଲି ଲାଗିବ, ଜବରଦଖଲକୁ ଚିହ୍ନଟ କରି ଉଚ୍ଛେଦ କରାଯିବ। ଯେଉଁଠି ଡ୍ରେନ ନାହିଁ ସେଠାରେ ନୂଆ ଡ୍ରେନ ପାଇଁ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖାଯିବ। ଏହାସହ ଡ୍ରେନେଜ ବ୍ୟବସ୍ଥାର ସ୍ଥାୟୀ ସମାଧାନ କରାଯିବ।ସେହିପରି ଏହି ବୈଠକରେ କଟକରେ ଡ୍ରେନେଜ ସମସ୍ୟା ନେଇ ଉଦବେଗ ପ୍ରକାଶ କରିଥିଲେ କଟକ ବିଧାୟକ ମହମ୍ମଦ ମୋକିମ । ଜାଇକାକୁ ନେଇ ଭଗବାନଙ୍କ ନାମ ଠାରୁ ଅଧିକ ଜାଇକା ନାମ ନେଉଛନ୍ତି କଟକବାସୀ । ତେବେ ପ୍ରକଳ୍ପ ଗୁଡିକ କାର୍ୟ୍ୟକାରୀ, ସ୍ଥାୟୀ ସମାଧାନ ନଗର ଉନ୍ନୟନ ବିଭାଗ ପକ୍ଷରୁ ତୁରନ୍ତ କରାଯାଉ ବୋଲି ଆଲୋଚନା ହୋଇଛି ।

Powered by Froala Editor

Tags meeting

Related articles Odisha News Lens 4.1

  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା
    ବିଶେଷ

    କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15313
    Jul 25, 2026
  • ଇନଷ୍ଟାଗ୍ରାମରେ ଅଧିକ ସକ୍ରିୟ ରହି ଯୁବପିଢ଼ିଙ୍କ ସହ ସିଧାସଳଖ ସମ୍ପର୍କ ସ୍ଥାପନ ...
    ଦେଶ-ଦେଶାନ୍ତର

    ଇନଷ୍ଟାଗ୍ରାମରେ ଅଧିକ ସକ୍ରିୟ ରହି ଯୁବପିଢ଼ିଙ୍କ ସହ ସିଧାସଳଖ ସମ୍ପର୍କ ସ୍ଥାପନ ...

    13568
    Jul 25, 2026
  • ୧୫ଟି ରାଜ୍ୟରେ ପ୍ରବଳ ବର୍ଷା ପାଇଁ ଆଲର୍ଟ ଜାରି
    ଦେଶ-ଦେଶାନ୍ତର

    ୧୫ଟି ରାଜ୍ୟରେ ପ୍ରବଳ ବର୍ଷା ପାଇଁ ଆଲର୍ଟ ଜାରି

    13693
    Jul 25, 2026
  • ପୁଣି ଅମରନାଥ ଯାତ୍ରା ଆରମ୍ଭ, ଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସାହ
    ଦେଶ-ଦେଶାନ୍ତର

    ପୁଣି ଅମରନାଥ ଯାତ୍ରା ଆରମ୍ଭ, ଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସାହ

    13797
    Jul 25, 2026
  • ୪୭ ଅଧିକାରୀଙ୍କୁ ବହିଷ୍କାର କଲା NTA
    ଦେଶ-ଦେଶାନ୍ତର

    ୪୭ ଅଧିକାରୀଙ୍କୁ ବହିଷ୍କାର କଲା NTA

    13649
    Jul 25, 2026
  • ଏହା ଛାତ୍ର ଆନ୍ଦୋଳନ ନୁହେଁ, ବରଂ ଦେଶରେ ଅରାଜକତା ସୃଷ୍ଟି କରିବାର ଆନ୍ଦୋଳନ : ଶ୍ରୀ ...
    ରାଜନୀତି

    ଏହା ଛାତ୍ର ଆନ୍ଦୋଳନ ନୁହେଁ, ବରଂ ଦେଶରେ ଅରାଜକତା ସୃଷ୍ଟି କରିବାର ଆନ୍ଦୋଳନ : ଶ୍ରୀ ...

    15427
    Jul 24, 2026
  • ଟାଟା ସୁମୋ ଉପରେ ଖସିଲା ପାହାଡ଼ ; ୧୩ ମୃତ
    ଦେଶ-ଦେଶାନ୍ତର

    ଟାଟା ସୁମୋ ଉପରେ ଖସିଲା ପାହାଡ଼ ; ୧୩ ମୃତ

    14488
    Jul 25, 2026
  • ରବନୀତ ସିଂ ବିଟ୍ଟୁଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ରବନୀତ ସିଂ ବିଟ୍ଟୁଙ୍କ ଇସ୍ତଫା

    15437
    Jul 25, 2026
  • ପ୍ରଶ୍ନପତ୍ର ପ୍ରଘଟ ରୋକିବା ପାଇଁ ପବ୍ଲିକ୍ ଏକ୍‌ଜାମିନେସନ୍ସ ସଂଶୋଧନ ବିଲ୍‌କୁ ...
    ଦେଶ-ଦେଶାନ୍ତର

    ପ୍ରଶ୍ନପତ୍ର ପ୍ରଘଟ ରୋକିବା ପାଇଁ ପବ୍ଲିକ୍ ଏକ୍‌ଜାମିନେସନ୍ସ ସଂଶୋଧନ ବିଲ୍‌କୁ ...

    14624
    Jul 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରବନୀତ ସିଂ ବିଟ୍ଟୁଙ୍କ ଇସ୍ତଫା

    15437
    Jul 25, 2026
  • ଦେଶ-ଦେଶାନ୍ତର

    କ୍ୟାମେରାମ୍ୟାନକୁ ବିବାହ କଲେ ତିନି ଇନ୍‌ଫ୍ଲୁଏନ୍ସର୍ ଭଉଣୀ

    15149
    Jul 25, 2026
  • ଦେଶ-ଦେଶାନ୍ତର

    ୪୭ ଅଧିକାରୀଙ୍କୁ ବହିଷ୍କାର କଲା NTA

    13649
    Jul 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16994
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17601
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17654
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18055
    Sep 06, 2023

ବିଶେଷ

  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15313
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15318
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    15978
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14228
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14506
    Jul 15, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ କୋଇଲା ଖଣି, ସୁନ୍ଦରଗଡ ଜିଲ୍ଲାର ବାଲିଶଙ୍କରା ବ୍ଲକର ୧୮୦ ରୁ ଅଧିକ ଯକ୍ଷ୍ମା (ଟିବି) ରୋଗୀଙ୍କ ପାଇଁ ପୁଷ୍ଟିକର ସହାୟତା, ପରାମର୍ଶ ଏବ ...

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15886
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15292
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13892
    Jul 20, 2026
  • ‘ଆଶୀର୍ବାଦ’ ବିଶ୍ୱକର୍ମା ମହାରଣାମାନଙ୍କୁ ଗୁଣାତ୍ମକ ପରମ୍ପରା ଅଭିଯାନ ଜରିଆରେ ଅଭିବାଦନ ଜଣାଇଲା

    14107
    Jul 19, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କ୍ୟାମେରାମ୍ୟାନକୁ ବିବାହ କଲେ ତିନି ଇନ୍‌ଫ୍ଲୁଏନ୍ସର୍ ଭଉଣୀ

    15149
    Jul 25, 2026
  • ୪୭ ଅଧିକାରୀଙ୍କୁ ବହିଷ୍କାର କଲା NTA

    13649
    Jul 25, 2026
  • ପ୍ରଶ୍ନପତ୍ର ପ୍ରଘଟ ରୋକିବା ପାଇଁ ପବ୍ଲିକ୍ ଏକ୍‌ଜାମିନେସନ୍ସ ସଂଶୋଧନ ବିଲ୍‌କୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

    14624
    Jul 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In