Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, March 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏସସିବି ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ...

  • ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ...

  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ...

  • ଏକ୍ସପ୍ରେସୱେର ଭୂମି ପୂଜନ କଲେ ମୋଦୀ

  • ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ...

  • ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ ...

  • ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....

  • LPG ସଙ୍କଟ : ୮୮ ଲକ୍ଷ ବୁକିଂ

  • ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ...

Home ›› ››ସବୁ ସରକାରଙ୍କ ଲକ୍ଷ୍ୟ ହେଉଛି ଲୋକଙ୍କୁ ସେବା ଯୋଗାଇଦେବା: ନବୀନ

ସବୁ ସରକାରଙ୍କ ଲକ୍ଷ୍ୟ ହେଉଛି ଲୋକଙ୍କୁ ସେବା ଯୋଗାଇଦେବା: ନବୀନ

2021-10-06 06:35:46
15677
Share:
Facebook
Twitter
E-Mail
WhatsApp
Telegram
ସବୁ ସରକାରଙ୍କ ଲକ୍ଷ୍ୟ ହେଉଛି ଲୋକଙ୍କୁ ସେବା ଯୋଗାଇଦେବା: ନବୀନ

ଭୁବନେଶ୍ୱର: ରାଜ୍ୟରେ ମୋ ସରକାରର ଅଗ୍ରଗତି ସମ୍ପର୍କରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିଛନ୍ତି । ଏ କ୍ଷେତ୍ରରେ ଆହୁରି କ୍ରିୟାଶୀଳ ହୋଇ କାର୍ୟ୍ୟ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସମସ୍ତେ ବିଭିନ୍ନ କ୍ଷେତ୍ରରେ ସରକାରୀ ସେବା ପାଉଛନ୍ତି ବା ବିଭିନ୍ନ କଲ୍ୟାଣକାରୀ ଯୋଜନାର ହିତାଧିକାରୀ ଅଟନ୍ତି । ଏ ସମସ୍ତଙ୍କର ଫିଡବ୍ୟାକ ରେକର୍ଡ କରାଯାଇ ଏହା ଭିତ୍ତିରେ କାର୍ୟ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯାଇଛି । ବର୍ତ୍ତମାନ ଏହାକୁ ପରବର୍ତ୍ତୀ ସ୍ତରକୁ ନେବାର ସମୟ ଆସିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ତେଣୁ ସବୁ ସ୍ତରରେ, ସବୁ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ଲୋକଙ୍କ ଠାରୁ ଅଧିକରୁ ଅଧକ ଫିଡବ୍ୟାକ୍‌ ନେବାପାଇଁ ସେ ପରାମର୍ଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ସବୁ ସରକାରଙ୍କ ଲକ୍ଷ୍ୟ ହେଉଛି ଲୋକଙ୍କୁ ସେବା ଯୋଗାଇଦେବା । ତେଣୁ ଲୋକଙ୍କ ଠାରୁ ନିୟମିତ ଭାବରେ ଫିଡବ୍ୟାକ୍‌ ଗ୍ରହଣ କରି ଏବଂ ତାହାକୁ ଭିତ୍ତିକରି ପରବର୍ତ୍ତୀ କାର୍ୟ୍ୟାନୁଷ୍ଠାନ ନେଲେ କିମ୍ବା ନୀତି ବା ପ୍ରକ୍ରିୟାରେ ଆବଶ୍ୟକ ସଂଶୋଧନ କରିବା ଦ୍ୱାରା ଲୋକଙ୍କ ପାଖରେ ସରକାରଙ୍କ ପ୍ରାସଙ୍ଗିକତା ରହିବ ।

ରାଜ୍ୟ ସରକାରଙ୍କ ପ୍ରଶାସନ ୫ଞ ନୀତି ଦ୍ୱାରା ପରିଚାଳିତ ଏବଂ ଏହାଦ୍ୱାରା ସବୁ କ୍ଷେତ୍ରରେ ରୂପାନ୍ତର ଆଣିବା ଆମର ଲକ୍ଷ୍ୟ । ବିଭିନ୍ନ କ୍ଷେତ୍ରରେ ଓଡ଼ିଶା ଏବେ ଯେଉଁ ଉଲ୍ଲେଖନୀୟ ପଦକ୍ଷେପ ନେଇ ସାରା ବିଶ୍ୱର ନଜରକୁ ଆସିପାରିଛି । ମହିଳା ସଶକ୍ତିକରଣ ଠାରୁ ଆରମ୍ଭ କରି କୃଷକ ମାନଙ୍କୁ ସହାୟତା, ସହରାଞ୍ଚଳ ପରିଚାଳନା ବ୍ୟବସ୍ଥା, କ୍ରୀଡ଼ା, ଦକ୍ଷତା ବିକାଶ, ସ୍ୱାସ୍ଥ୍ୟ ସେବା ଓ ସ୍କୁଲ ରୂପାନ୍ତର ଆଦି କାର୍ୟ୍ୟକ୍ରମ ଗୁଡ଼ିକରେ ରାଜ୍ୟ ଅନେକ ପ୍ରଶଂସା ପାଇଛି ।

ମୋ ସରକାର ହେଉଛି ଏଭଳି ଏକ ସୁଦୂରପ୍ରସାରୀ ଚିନ୍ତାଧାରା, ଯାହାକି ଆମର ପ୍ରଶାସନିକ ବ୍ୟବସ୍ଥାର ପରୀକ୍ଷା ନିଏ । ଲୋକଙ୍କ ସେବା ଦିଗରେ ଆମର ଉଦ୍ୟମକୁ ପ୍ରମାଣିତ କରେ ଏବଂ ସରକାରଙ୍କୁ ଲୋକଙ୍କ ନିକଟତର କରାଏ । ମୋ ସରକାର କାର୍ୟ୍ୟକ୍ରମରେ ଟେକ୍ନୋଲୋଜି ସହାୟତାରେ ଆମେ ଲୋକଙ୍କ ଠାରୁ ସିଧାସଳଖ ଫିଡବ୍ୟାକ ନେଇପାରୁଛୁ । ଏହା ବ୍ୟବସ୍ଥାର ପରିବର୍ତ୍ତନର ସୂଚକ ।

ମୋ ସରକାର ଏକ ଭାଗିଦାରୀଭିତ୍ତିକ ଗଣତନ୍ତ୍ରର ସ୍ତମ୍ଭକୁ ସୁଦୃଢ କରେ ଏବଂ ଏହାଦ୍ୱାରା ଓଡ଼ିଶାରେ ଆମେ ଏକ ସର୍ବଜନହିତକାରୀ ସମାଜ ଗଠନକୁ ଆମେ ସୁନିଶ୍ଚିତ କରିବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ଆମକୁ ଲୋକଙ୍କୁ ନ୍ୟାୟ ଦେବାରେ ସାହାଯ୍ୟ କରିବା ସହିତ ଜନସାଧାରଣଙ୍କ ବିଶ୍ୱାସକୁ ଭିତ୍ତିକରି ସବୁସ୍ତରରେ ବିଭିନ୍ନ ପ୍ରଶାସନିକ ସଂସ୍ଥା ଗୁଡ଼ିକୁ ଅଧିକ ଦକ୍ଷ, ଉତ୍ତରଦାୟୀ ଓ ସର୍ବଜନ ହିତକାରୀ କରିବାରେ ସହାୟକ ହେବ ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀ କେତେକ ହିତାଧିକାରୀଙ୍କ ସହିତ ଟେଲିଫୋନ୍‌ରେ ସିଧାସଳଖ କଥା ହୋଇ ସେମାନଙ୍କ ଠାରୁ ଫିଡବ୍ୟାକ ନେଇଥିଲେ । ଜାତିଗତ ପ୍ରମାଣପତ୍ର ନେବା ପାଇଁ ତହସିଲକୁ ଯାଇଥିବା ବ୍ୟକ୍ତି, ମ୍ୟୁନିସିପାଲଟିକୁ ସେବା ପାଇଁ ଯାଇଥିବା ବ୍ୟକ୍ତି, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ବେସରକାରୀ ହସ୍ପିଟାଲରେ ଚିକିତ୍ସା ପାଉଥିବା ବ୍ୟକ୍ତି, ଥାନାକୁ ବିଭିନ୍ନ ଅଭିଯୋଗ ନେଇ ଯାଇଥିବା ବ୍ୟକ୍ତି ମାନଙ୍କ ସହିତ ମୁଖ୍ୟମନ୍ତ୍ରୀ କଥା ହୋଇଥିଲେ ଏବଂ ସେମାନେ କିପରି ସେବା ପାଇଲେ, ସେମାନଙ୍କ ସହିତ ଉତ୍ତମ ବ୍ୟବହାର କରାଯାଇଥିଲା କି ନାହିଁ, କିମ୍ବା ସେମାନଙ୍କ ଠାରୁ କୌଣସି ପ୍ରକାର ଅର୍ଥ ମଗାଯାଇଥିଲା କି ନାହିଁ, ସେ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପଚାରି ବୁଝିଛନ୍ତି ।

ତହସିଲ ଓ ସବ୍ ରେଜିଷ୍ଟାର ଅଫିସରେ ଦିଆ ଯାଉଥିବା ସେବାରେ ଉନ୍ନତି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ । ଯେଉଁ ବିଭାଗ ଗୁଡ଼ିକର ଫିଡବ୍ୟାକ୍ ଗ୍ରହଣ ସନ୍ତୋଷ ଜନକ ନୁହେଁ ସେ ବିଭାଗ ଗୁଡ଼ିକର କାର୍ୟ୍ୟ ସମୀକ୍ଷା କରି ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଭି.କେ. ପାଣ୍ଡିଆନ ମୋ ସରକାର କାର୍ୟ୍ୟକ୍ରମ ସମ୍ପର୍କରେ ଆଲୋକପାତ କରି କହିଛନ୍ତି, ବ୍ୟବସ୍ଥା କିପରି କାମ କରୁଛି, ତାକୁ ଜାଣିବା ହେଉଛି ମୋ ସରକାରର ଲକ୍ଷ୍ୟ । ଲୋକଙ୍କୁ ସମ୍ମାନର ସହିତ ସେବା ଯୋଗାଇଦେବା ହେଉଛି ସରକାରଙ୍କ ଦାୟିତ୍ୱ । ସେମାନେ ଯେପରି କୌଣସି କାର୍ୟ୍ୟାଳୟରେ ଖରାପ ବ୍ୟବହାର ନ ପାଆନ୍ତି ଏବଂ ବୃତ୍ତିଗତ ସେବା ପାଆନ୍ତି, ତାକୁ ସୁନିଶ୍ଚିତ କରିବା ହେଉଛି ମୋ ସରକାରର ଲକ୍ଷ୍ୟ ବୋଲି ସେ କହିଥିଲେ ।

ଇଲେକ୍ଟ୍ରୋନିକ୍‌ସ ଓ ଆଇ.ଟି ସଚିବ ମନୋଜ କୁମାର ମିଶ୍ର ମୋ ସରକାର ଉପରେ ଏକ ଉପସ୍ଥାପନା ରଖି କହିଥିଲେ, ବର୍ତ୍ତମାନ ୨୭ଟି ବିଭାଗର ୨୨୫ଟି ସେବା ମୋ ସରକାରରେ ଅନ୍ତର୍ଭୁକ୍ତ ହୋଇଛି । ଆଉ ମାସକ ମଧ୍ୟରେ ୨୫୦ଟି ସେବା ଅନ୍ତର୍ଭୁକ୍ତ ହେବ। ଏହି କାର୍ୟ୍ୟକ୍ରମରେ ବର୍ତ୍ତମାନ ସୁଦ୍ଧା ସାରା ରାଜ୍ୟରେ ୨ କୋଟି ଲୋକଙ୍କ ଡାଟାବେସ୍‌ ରଖାଯାଇଛି। ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • LPG ସଙ୍କଟ : ୮୮ ଲକ୍ଷ ବୁକିଂ
    ଦେଶ-ଦେଶାନ୍ତର

    LPG ସଙ୍କଟ : ୮୮ ଲକ୍ଷ ବୁକିଂ

    14348
    Mar 15, 2026
  • ଏକ୍ସପ୍ରେସୱେର ଭୂମି ପୂଜନ କଲେ ମୋଦୀ
    ଦେଶ-ଦେଶାନ୍ତର

    ଏକ୍ସପ୍ରେସୱେର ଭୂମି ପୂଜନ କଲେ ମୋଦୀ

    14617
    Mar 15, 2026
  • ଏସସିବି ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ...
    ଦେଶ-ଦେଶାନ୍ତର

    ଏସସିବି ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ...

    13561
    Mar 16, 2026
  • ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ହେବ ଘୋଷଣା
    ଦେଶ-ଦେଶାନ୍ତର

    ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ହେବ ଘୋଷଣା

    13713
    Mar 15, 2026
  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ
    ଦେଶ-ଦେଶାନ୍ତର

    ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ

    14775
    Mar 14, 2026
  • ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ “ଓ଼୍ବାର୍କ ଫର୍ମ ହୋମ”, ଫିଲିପାଇନ୍ସରେ ୪ ଦିନିଆ ...
    ଦେଶ-ଦେଶାନ୍ତର

    ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ “ଓ଼୍ବାର୍କ ଫର୍ମ ହୋମ”, ଫିଲିପାଇନ୍ସରେ ୪ ଦିନିଆ ...

    13682
    Mar 15, 2026
  • ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ
    ମନୋରଞ୍ଜନ

    ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

    14670
    Mar 15, 2026
  • ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....
    ଦେଶ-ଦେଶାନ୍ତର

    ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....

    15025
    Mar 15, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର
    ବିଶେଷ

    ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13650
    Mar 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13650
    Mar 15, 2026
  • ଦେଶ-ଦେଶାନ୍ତର

    LPG ସଙ୍କଟ : ୮୮ ଲକ୍ଷ ବୁକିଂ

    14348
    Mar 15, 2026
  • ମନୋରଞ୍ଜନ

    ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

    14670
    Mar 15, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17372
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17436
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17782
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16254
    Apr 03, 2021

ବିଶେଷ

  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13650
    Mar 15, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    14174
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13939
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14509
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15124
    Mar 08, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15681
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15143
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14992
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14503
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ୮ ଆହତ

    14596
    Mar 16, 2026
  • ଏସସିବି ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

    13561
    Mar 16, 2026
  • ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

    14670
    Mar 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In