Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ...

  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ...

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କରୋନା ସ୍ଥିତି ଭୟଙ୍କର, ଦେଶରେ ଦିନକରେ ୨ ଲକ୍ଷ ୯୫ ହଜାର ଆକ୍ରାନ୍ତ, ୨୦୨୩ ମୃତ

କରୋନା ସ୍ଥିତି ଭୟଙ୍କର, ଦେଶରେ ଦିନକରେ ୨ ଲକ୍ଷ ୯୫ ହଜାର ଆକ୍ରାନ୍ତ, ୨୦୨୩ ମୃତ

2021-04-21 05:13:11
15143
Share:
Facebook
Twitter
E-Mail
WhatsApp
Telegram
କରୋନା ସ୍ଥିତି ଭୟଙ୍କର, ଦେଶରେ  ଦିନକରେ ୨ ଲକ୍ଷ ୯୫ ହଜାର ଆକ୍ରାନ୍ତ, ୨୦୨୩ ମୃତ

ଭୁବନେଶ୍ୱର : ଦେଶରେ କରୋନା ସ୍ଥିତି ଭୟଙ୍କର ହେବାରେ ଲାଗିଛି  । ସାରା ଦେଶରେ ଏବେ କରୋନା ତାଣ୍ଡବ କରୁଛି  । ଗତ ୨୪ ଘଂଟା ମଧ୍ୟରେ ଦେଶରେ ୨ ଲକ୍ଷ ୯୫ ହଜାର ଲୋକ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ ୨୦୨୩ ଜଣଙ୍କର ମୃତୁ୍ୟ ଘଟିଛି  । ଫଳରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୫୬ ଲକ୍ଷ ୧୬ ହଜାର ୧୩୦ ହୋଇଥିବାବେଳେ ମୃତୁ୍ୟ ସଂଖ୍ୟା ୧ ଲକ୍ଷ ୮୨ ହଜାର ୫୫୩ରେ ପହଁଚିଛି  । ଅପରପକ୍ଷରେ ଦେଶରେ ସମ୍ପ୍ରତି ୨୧ ଲକ୍ଷ ୫୭ ହଜାର ୫୩୮ ଜଣ ଚିକିତ୍ସିତ ହେଉଛନ୍ତି  ।

କରୋନା ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ଦେଶରେ କେତେକ ସ୍ଥାନରେ ଅକ୍ସିଜେନ ସଂକଟ ବି ପରିଲକ୍ଷିତ ହୋଇଛି  । ଅନେକ ରାଜ୍ୟରେ ଲକଡାଉନ ମଧ୍ୟ କରାଯାଇଥିବାବେଳେ କରୋନା କଟକଣାକୁ କଠୋର କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଏନେଇ ଜନସାଧାରଣଙ୍କୁ ନିବେଦନ କରିଛନ୍ତି  ।



Powered by Froala Editor

Tags corona india

Related articles Odisha News Lens 4.1

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା
    ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14405
    Oct 18, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ
    ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14455
    Oct 17, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    14017
    Oct 18, 2026
  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    13983
    Oct 18, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ
    ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15151
    Oct 19, 2026
  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    14830
    Oct 19, 2026
  •  ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ
    ଦେଶ-ଦେଶାନ୍ତର

    ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    15157
    Oct 18, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    13946
    Oct 19, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    15063
    Oct 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14455
    Oct 17, 2026
  • ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15151
    Oct 19, 2026
  • ଦେଶ-ଦେଶାନ୍ତର

    ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    15157
    Oct 18, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17195
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17890
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17835
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18258
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14405
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15372
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14710
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14809
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15809
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14624
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13991
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15107
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15817
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    15157
    Oct 18, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14455
    Oct 17, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15512
    Oct 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In