Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, May 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ...

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ...

  • ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ...

  • ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ...

  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ...

  • ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ...

  • ଛୋଟ ଡ୍ରେସ୍ ପିନ୍ଧି ରିଲ୍ସ କରୁଥିଲା ବୋହୂ, ...

  • ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ...

  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ...

  • ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ...

ରାଜ୍ୟ
Home ›› ରାଜ୍ୟ ››ପୁଣି ବଢିଲା ରନ୍ଧନ ଗ୍ୟାସ ଦର, କେତେ ଜାଣନ୍ତୁ ?

ପୁଣି ବଢିଲା ରନ୍ଧନ ଗ୍ୟାସ ଦର, କେତେ ଜାଣନ୍ତୁ ?

2021-10-06 09:33:56
14140
Share:
Facebook
Twitter
E-Mail
WhatsApp
Telegram
ପୁଣି ବଢିଲା ରନ୍ଧନ ଗ୍ୟାସ ଦର, କେତେ ଜାଣନ୍ତୁ ?

ଭୁବନେଶ୍ୱର: ପୁଣି ବଢିଲା ରନ୍ଧନ ଗ୍ୟାସ ଦର । ସିଲିଣ୍ଡର ପିଛା ୧୫ ଟଙ୍କା ବଢିଛି ଦର । ଫଳରେ ରାଜଧାନୀ ଭୁବନେଶ୍ୱରରେ ଗ୍ୟାସ ସିଲିଣ୍ଡର ପିଛା ଦର ୯୨୬ ଟଙ୍କାରେ ପହଂଚିଛି । ଦିଲ୍ଲୀରେ ଦର ୮୯୯ ଟଙ୍କା ୫୦ ପଇସାରେ ପହଞ୍ଚିଛି । ସେହିପରି ୫କେଜିଆ ସିଲିଣ୍ଡର ଦର ୫୦୨ ଟଙ୍କାରେ ପହଞ୍ଚିଛି । ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳଦର ବୃଦ୍ଧି ଫଳରେ ଖୁଚୁରା ବଜାରରେ ମହଙ୍ଗା ହୋଇଛି ପେଟ୍ରୋଲିୟମ ଉତ୍ପାଦର ଦର । ଲଗାତାର ଭାବେ ଏଲପିଜି ଗ୍ୟାସ ଦର ମହଙ୍ଗା ହୋଇଛି । ଜୁଲାଇରେ ୨୫ ଟଙ୍କା ୫୦ ପଇସା, ଅଗଷ୍ଟରେ ୨୫ ଟଙ୍କା ଓ ପୁଣି ସେପ୍ଟେମ୍ବରରେ ସିଲିଣ୍ଡର ପିଛା ଦର ୨୫ ଟଙ୍କା ବୃଦ୍ଧି ହୋଇଥିଲା । ପେଟ୍ରୋଲ ଓ ଡିଜେଲ ଦର ମଧ୍ୟ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୩୧ପଇସା ଓ ପେଟ୍ରୋଲ ଲିଟର ପିଛା ୩୯ପଇସା ବୃଦ୍ଧି ପାଇଛି । ପେଟ୍ରୋଲ ଦର ଭୁବନେଶ୍ୱରରେ ଲିଟର ୧୦୩ଟଙ୍କା ୮୪ପଇସାକୁ ବୃଦ୍ଧି ପାଇଥିବା ବେଳେ ଡିଜେଲ ଲିଟର ୯୯ଟଙ୍କା ୭୨ପଇସାରେ ପହଞ୍ଚିଛି ।

Powered by Froala Editor

Tags Gas cylinder

Related articles Odisha News Lens 4.1

  • ଛୋଟ ଡ୍ରେସ୍ ପିନ୍ଧି ରିଲ୍ସ କରୁଥିଲା ବୋହୂ, ବିଷ ପିଇଦେଲେ ଶାଶୂ-ଶ୍ୱଶୁର
    ଦେଶ-ଦେଶାନ୍ତର

    ଛୋଟ ଡ୍ରେସ୍ ପିନ୍ଧି ରିଲ୍ସ କରୁଥିଲା ବୋହୂ, ବିଷ ପିଇଦେଲେ ଶାଶୂ-ଶ୍ୱଶୁର

    13947
    May 11, 2026
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ
    ଦେଶ-ଦେଶାନ୍ତର

    ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ

    14918
    May 11, 2026
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ
    ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ

    15482
    May 11, 2026
  • ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ:  ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ
    ଦେଶ-ଦେଶାନ୍ତର

    ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ

    13670
    May 11, 2026
  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?

    13697
    May 10, 2026
  • ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    13248
    May 11, 2026
  • ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ୱାର୍କଫ୍ରମ ହୋମ୍ ଓ ଲକ୍‌ଡାଉନ
    ଦେଶ-ଦେଶାନ୍ତର

    ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ୱାର୍କଫ୍ରମ ହୋମ୍ ଓ ଲକ୍‌ଡାଉନ

    14230
    May 11, 2026
  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...
    ରାଜନୀତି

    ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...

    13536
    May 11, 2026
  • ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ
    ଦେଶ-ଦେଶାନ୍ତର

    ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ

    14391
    May 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    13248
    May 11, 2026
  • ଦେଶ-ଦେଶାନ୍ତର

    ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?

    13697
    May 10, 2026
  • ରାଜନୀତି

    ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...

    13536
    May 11, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17469
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17518
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17877
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16350
    Apr 03, 2021

ବିଶେଷ

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15909
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14498
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15457
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15205
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    14005
    May 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15391
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15131
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15624
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13945
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଛୋଟ ଡ୍ରେସ୍ ପିନ୍ଧି ରିଲ୍ସ କରୁଥିଲା ବୋହୂ, ବିଷ ପିଇଦେଲେ ଶାଶୂ-ଶ୍ୱଶୁର

    13947
    May 11, 2026
  • ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ୱାର୍କଫ୍ରମ ହୋମ୍ ଓ ଲକ୍‌ଡାଉନ

    14230
    May 11, 2026
  • ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ

    13670
    May 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In