Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

  • ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ...

  • ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ...

  • ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ ...

  • ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ...

  • ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

  • ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

  • ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ...

  • କରଭା ଚୌଥ ପାଇଁ ଚୁଡ଼ି ଏବଂ ବିନ୍ଦି ମାଗିଲେ ...

  • ଅର୍ଣ୍ଣବ ନେଲା ୮ ଜୀବନ

ବିଶେଷ
Home ›› ବିଶେଷ ›› କରୋନାର ନୂଆ ଷ୍ଟ୍ରେନ ନୂଆ ଲକ୍ଷଣ ବିଷୟରେ ଜାଣନ୍ତୁ

କରୋନାର ନୂଆ ଷ୍ଟ୍ରେନ ନୂଆ ଲକ୍ଷଣ ବିଷୟରେ ଜାଣନ୍ତୁ

2021-04-21 05:42:19
15301
Share:
Facebook
Twitter
E-Mail
WhatsApp
Telegram
 କରୋନାର ନୂଆ ଷ୍ଟ୍ରେନ ନୂଆ ଲକ୍ଷଣ ବିଷୟରେ ଜାଣନ୍ତୁ

ଦେଶରେ ଏବେ ପ୍ରତିଦିନ ଏକ ଲକ୍ଷରୁ ଅଧିକ କରୋନାର ନୂଆ ମାମଲା ସାମ୍ନାକୁ ଆସୁଛି। କାଶ, ଜ୍ୱର, ସ୍ୱାଦ ଏବଂ ଘ୍ରାଣ ଶକ୍ତି ହରାଇବା ଏହି ମାରାତ୍ମକ ମହାମାରୀର ସାଧାରଣ ଲକ୍ଷଣ ଥିଲା। ଏବେ କିନ୍ତୁ ଏସବୁ ଲକ୍ଷଣ ନଥାଇ ବି ଲୋକେ କରୋନାରେ ଆକ୍ରାନ୍ତ ହେଉଛନ୍ତି।  କରୋନାର ନୂଆ ଷ୍ଟ୍ରେନ ତା’ର ଏବେ ନୂଆ ଲକ୍ଷଣ ଦେଖାଉଛି। ସାମ୍ନାକୁ ଆସିଛି ଏହି କିଲର ଭାଇରସର ନୂଆ ରୂପ, ଯାହା ପୂର୍ବ ଲକ୍ଷଣଠାରୁ ପୂରାପୁରି ଭିନ୍ନ।
ନିକଟରେ ହୋଇଥିବା ଏକ ଅଧ୍ୟୟନ ମୁତାବକ, ଏବେ କରୋନାରେ ଆକ୍ରାନ୍ତ ହୋଇଥିବା ବ୍ୟକ୍ତିଙ୍କ ଆଖି ନାଲି ପଡିବା ସହ ଫୁଲି ଯାଉଛି। ଏଥିସହ ଆଖିରୁ ଲଗାତର ପାଣି ବାହାରିବା ଭଳି ସମସ୍ୟା ଦେଖାଦେଉଛି। ଇଣ୍ଟରନ୍ୟାସନାଲ ଜର୍ଣ୍ଣାଲ ଅଫ୍ ଅଡିଓଲୋଜିରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, କୋଭିଡ-୧୯ ର ନୂଆ ଷ୍ଟ୍ରେନ୍ କାନ ସମସ୍ୟା ସୃଷ୍ଟି କରୁଛି। ଅଧ୍ୟୟନରେ ପ୍ରାୟ ୫୬ ପ୍ରତିଶତ ଲୋକଙ୍କ ମଧ୍ୟରେ ଏହି ସମସ୍ୟା ପରିଲକ୍ଷିତ ହୋଇଛି। ଯଦି ଆପଣ ମଧ୍ୟ ଏପରି କୌଣସି ସମସ୍ୟା ଅନୁଭବ କରୁଛନ୍ତି ତେବେ ଏହା କରୋନା ଜୀବାଣୁର ଏକ ନୂଆ ସଙ୍କେତ ହୋଇପାରେ।
କେବଳ ସେତିକି ନୁହେଁ ପେଟ ଜନିତ ସମସ୍ୟା ମଧ୍ୟ ସୃଷ୍ଟି ହୋଇପାରେ। କରୋନର ଏହି ନୂଆ ଷ୍ଟ୍ରେନରେ ପାକସ୍ଥଳି ସହ ଜଡିତ ସମସ୍ୟା ମଧ୍ୟ ଉତ୍ପନ୍ନ ହେଉଥିବା ଅନୁସନ୍ଧାନକାରୀମାନେ ଦାବି କରିଛନ୍ତି। ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇଥିବା ବ୍ୟକ୍ତିଙ୍କ କେବଳ ଶ୍ୱାସକ୍ରିୟା ଜନିତ ସମସ୍ୟା ରହୁଥିଲା, କିନ୍ତୁ ଏବେ ପେଟ ଜନିତ ସମସ୍ୟା ମଧ୍ୟ ସାମ୍ନାକୁ ଆସୁଛି। ଏହି ଷ୍ଟ୍ରେନ୍‌ରେ ସଂକ୍ରମିତ ବ୍ୟକ୍ତି ଝାଡ଼ା, ବାନ୍ତି, ପେଟ ଯନ୍ତ୍ରଣା ଏବଂ ହଜମ ପ୍ରକ୍ରିୟାରେ ଅସୁବିଧା ଅନୁଭବ କରୁଛନ୍ତି।
କରୋନାର ଦ୍ୱିତୀୟ ଲହରରେ ସଂକ୍ରମିତ ହୋଇଥିବା ବ୍ୟକ୍ତିଙ୍କ ଠାରେ ନ୍ୟୁରୋଲଜିକାଲ ଡିସଅର୍ଡର ସମସ୍ୟା ମଧ୍ୟ ଦେଖିବାକୁ ମିଳିଛି।

Powered by Froala Editor

Tags corona

Related articles Odisha News Lens 4.1

  • ଅର୍ଣ୍ଣବ ନେଲା ୮ ଜୀବନ
    ଦେଶ-ଦେଶାନ୍ତର

    ଅର୍ଣ୍ଣବ ନେଲା ୮ ଜୀବନ

    13881
    Oct 29, 2026
  • ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ

    13978
    Oct 29, 2026
  • ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି
    ଦେଶ-ଦେଶାନ୍ତର

    ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

    14258
    Oct 29, 2026
  • କରଭା ଚୌଥ ପାଇଁ ଚୁଡ଼ି ଏବଂ ବିନ୍ଦି ମାଗିଲେ ମୁସ୍କାନ
    ଦେଶ-ଦେଶାନ୍ତର

    କରଭା ଚୌଥ ପାଇଁ ଚୁଡ଼ି ଏବଂ ବିନ୍ଦି ମାଗିଲେ ମୁସ୍କାନ

    14106
    Oct 29, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....
    ବିଶେଷ

    ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15030
    Oct 30, 2026
  • ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ
    ଦେଶ-ଦେଶାନ୍ତର

    ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ

    14629
    Oct 29, 2026
  • ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ମାଗିଲେ ଜବାବ  ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ମାଗିଲେ ଜବାବ ସୁପ୍ରିମକୋର୍ଟ

    14477
    Oct 29, 2026
  • ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !
    ମନୋରଞ୍ଜନ

    ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

    14874
    Oct 29, 2026
  •  ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ କିସ୍ତି ଟଙ୍କା
    ଦେଶ-ଦେଶାନ୍ତର

    ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ କିସ୍ତି ଟଙ୍କା

    13709
    Oct 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

    14258
    Oct 29, 2026
  • ବିଶେଷ

    ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15030
    Oct 30, 2026
  • ଦେଶ-ଦେଶାନ୍ତର

    ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ମାଗିଲେ ଜବାବ ସୁପ୍ରିମକୋର୍ଟ

    14477
    Oct 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17235
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17934
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17876
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18300
    Sep 06, 2023

ବିଶେଷ

  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15030
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14825
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16019
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14946
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15678
    Oct 23, 2026

ବାଣିଜ୍ୟ

କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

ଭୁବନେଶ୍ୱରର ଅଗ୍ରଣୀ ଡାଏଗ୍ନୋଷ୍ଟିକ ସେଣ୍ଟର ୨୦୨୬ ନଭେମ୍ବର ୧୫ ପର୍ଯ୍ୟନ୍ତ ସୋନୋମାମ୍ମୋଗ୍ରାଫି ଉପରେ ଫ୍ଲାଟ୍ ୧୫% ରିହାତି ଘୋଷଣା କଲା

ଭୁବନେଶ୍ୱର : ଭୁବନେଶ୍ୱର ଟଙ୍କପାଣି ରୋଡରେ କିଓରବେ ଦ୍ଵାରା ପ ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    16101
    Oct 26, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14293
    Oct 25, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15135
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14835
    Oct 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ

    14085
    Oct 29, 2026
  • ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ମାଗିଲେ ଜବାବ ସୁପ୍ରିମକୋର୍ଟ

    14477
    Oct 29, 2026
  • ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ

    14629
    Oct 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In