Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

  • ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ...

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ...

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

  • ଭାରତ ମହାସାଗରରେ ଆମେରିକା ନୌସେନା ...

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଫୋର୍ବସର ଧନୀ ତାଲିକା : ଅମ୍ବାନୀ ଶୀର୍ଷରେ, ଆଦାନୀ ଦ୍ୱିତୀୟରେ

ଫୋର୍ବସର ଧନୀ ତାଲିକା : ଅମ୍ବାନୀ ଶୀର୍ଷରେ, ଆଦାନୀ ଦ୍ୱିତୀୟରେ

2021-10-07 20:39:41
15506
Share:
Facebook
Twitter
E-Mail
WhatsApp
Telegram
ଫୋର୍ବସର ଧନୀ ତାଲିକା : ଅମ୍ବାନୀ ଶୀର୍ଷରେ, ଆଦାନୀ ଦ୍ୱିତୀୟରେ

ଫୋର୍ବସ ପକ୍ଷରୁ ଭାରତର ୧୦୦ ସବୁଠାରୁ ଧନୀ ବ୍ୟକ୍ତିଙ୍କ ତାଲିକା ଗୁରୁବାର ପ୍ରକାଶ ପାଇଛି। ଚଳିତ ବର୍ଷ ତାଙ୍କ ସମ୍ପତ୍ତି ୪ ବିଲିୟନ ଡଲାର ବୃଦ୍ଧି ପାଇ ୯୨.୭ ବିଲିୟନ ଡଲାରରେ ପହଞ୍ଚିଛି। ୨୦୨୧ରେ ମଧ୍ୟ ରିଲାଏନ୍ସ ଏଣ୍ଟରପ୍ରାଇଜେସ୍‌ ମାଲିକ ମୁକେଶ ଅମ୍ବାନୀ ଦେଶର ଧନୀ ତାଲିକାର ଶୀର୍ଷରେ ରହିଛନ୍ତି। ୨୦୦୮ ମସିହାରୁ ସେ ଏହି ସ୍ଥାନରେ ଅଛନ୍ତି। 

ଆଦାନୀ ଗ୍ରୁପ୍‌ ମାଲିକ ଗୌତମ ଆଦାନୀ ଦ୍ବିତୀୟ ସ୍ଥାନରେ ରହିଛନ୍ତି। ତାଙ୍କ ମୋଟ୍‌ ସମ୍ପତ୍ତିର ମୂଲ୍ୟ ୭୪.୮ ବିଲିୟନ ଡଲାର, ଯାହା ମୁକେଶ ଅମ୍ବାନୀଙ୍କଠାରୁ ୧୭.୯ ବିଲିୟନ ଡଲାର କମ୍‌। ଏଚସିଏଲ ଟେକ୍ନୋଲୋଜିର ପ୍ରତିଷ୍ଠାତା ତଥା ଚେୟାରମ୍ୟାନ୍‌ ଶିବ ନାଡର ଧନୀ ତାଲିକାର ତୃତୀୟ ସ୍ଥାନରେ ଅଛନ୍ତି। ତାଙ୍କ ସମ୍ପତ୍ତି ୧୦.୬ ବିଲୟନ୍ ଡଲାର ବୃଦ୍ଧି ପାଇ ୩୧ ବିଲୟନ ଡଲାରରେ ପହଞ୍ଚିଛି। ଆଭେନ୍ୟୁ ସୁପରମାର୍ଟର ୬୬ ବର୍ଷୀୟ ରାଧାକିଷନ ଦମାନୀ ୨୯.୪ ବିଲୟନ ଡଲାରର ସମ୍ପତ୍ତି ସହ ଭାରତର ଚତୁର୍ଥ ସ୍ଥାନରେ ଅଛନ୍ତି।  ସିରମ୍‌ ଇନଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆର ସାଇରସ୍‌ ପୁନାୱାଲା ପଞ୍ଚମ ସ୍ଥାନରେ ଅଛନ୍ତି। ତାଙ୍କ ମୋଟ୍‌ ସମ୍ପତ୍ତିର ମୂଲ୍ୟ ୧୯ ବିଲିୟନ ଡଲାର।

ତାଲିକାରେ ୬ ମହିଳା :

ତେବେ ଫୋର୍ବସ ତାଲିକାରେ ଭାରତର ୧୦୦ ଧନୀବ୍ୟକ୍ତିଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି ୬ ମହିଳା। ସେମାନଙ୍କ ମଧ୍ୟରେ ଓ.ପି. ଜିନ୍ଦଲ ଗ୍ରୁପ୍‌ର ସାବିତ୍ରୀ ଜିନ୍ଦଲ(୭୧)ଙ୍କ ସମ୍ପତ୍ତି ସର୍ବାଧିକ ଥିବାବେଳେ ତାଲିକାର ୭ ନମ୍ବରରେ ରହିଛନ୍ତି। ତାଙ୍କ ମୋଟ ସମ୍ପତ୍ତି ପ୍ରାୟ ୧୩.୪୬ ଲକ୍ଷ କୋଟି ଟଙ୍କା ହେବ। ୨୪ ତମ ସ୍ଥାନରେ ଥିବା ଦ୍ୱିତୀୟ ଧନୀ ମହିଳା ହାଭେଲ୍ସର ବିନୋଦ ରାୟ ଗୁପ୍ତା(୭୬)ଙ୍କ ସମ୍ପତ୍ତି ପ୍ରାୟ ୫.୬୮ ଲକ୍ଷ କୋଟି ହେବ। ତାଲିକାରେ ୪୩ ତମ ର଼୍ୟାଙ୍କ୍‌ ପାଇଥିବା ଫାର୍ମା କମ୍ପାନୀ ୟୁଏସ୍‌ଭି ପ୍ରା. ଲିମିଟେଡ୍‌ର ଲିନା ତିଓ୍ବାରୀ(୪୩) ପ୍ରାୟ ୩.୨୮ ଲକ୍ଷ କୋଟି ଟଙ୍କା ସହ ତୃତୀୟ ଧନୀ ମହିଳା ହୋଇଛନ୍ତି। ବାଇଜୁସ୍‌ ପ୍ରତିଷ୍ଠାତା ଦିବ୍ୟା ଗୋକୁଳନାଥ (୩୫) ପରବର୍ତ୍ତୀ ବିତ୍ତଶାଳୀ ମହିଳା ଭାବେ ୪୭ ତମ ର଼୍ୟାଙ୍କ୍‌ ପାଇଛନ୍ତି। ତାଙ୍କ ମୋଟ ସମ୍ପତ୍ତି ୩.୦୨ ଲକ୍ଷ କୋଟି ରହିଛି।  କରୋନା କାଳରେ ଡିଜିଟାଲ ଶିକ୍ଷାଦାନର ଚାହିଦା ବଢ଼ିବାରୁ ତାଙ୍କ ସମ୍ପତ୍ତି ପ୍ରାୟ ୭,୪୭୭ କୋଟି ଟଙ୍କା ବୃଦ୍ଧି ପାଇଛି। ବାୟୋକନ୍‌ର କିରଣ ମଜୁମଦାର ଶ'(୬୮) ଫୋର୍ବସ ତାଲିକାର ୫୩ ତମ ସ୍ଥାନରେ ରହିଥିବାବେଳେ ୫ମ ଧନୀ ମହିଳା ଭାବେ ସେ ପ୍ରାୟ ୨.୯୧ ଲକ୍ଷ କୋଟି ଟଙ୍କାର ଅଧିକାରୀ। ୨୦୨୦ରେ ସେ ୩.୪୩ ଲକ୍ଷ କୋଟି ଟଙ୍କାର ମାଲିକାଣୀ ଥିବାବେଳେ ଚଳିତବର୍ଷ ତାଙ୍କ ସମ୍ପତ୍ତି ହ୍ରାସ ପାଇଛି। ଟ୍ରାକ୍ଟର ଏବଂ କୃଷି ଉପକରଣ ନିର୍ମାଣକାରୀ କମ୍ପାନୀ ଅମଲାଗେମେଶନ୍‌ ଫାମିଲିର ମଲ୍ଲିକା ଶ୍ରୀନିବାସନ୍‌ ୨.୧୬ ଲକ୍ଷ କୋଟି ଟଙ୍କା ସହ ତାଲିକାର ୭୩ତମ ସ୍ଥାନରେ ରହିଛନ୍ତି। ଧନୀ ମହିଳାଙ୍କ ମଧ୍ୟରେ ସେ ଷଷ୍ଠରେ ରହିଛନ୍ତି।

ମହାମାରୀର ଦ୍ୱିତୀୟ ବର୍ଷରେ ଭାରତର ସବୁଠାରୁ ଧନୀ ଲୋକଙ୍କର ସମୁଦାୟ ଧନ ୫୦ ପ୍ରତିଶତ ବୃଦ୍ଧି ପାଇଛି। ଫୋର୍ବସ୍ ଅନୁଯାୟୀ ଭାରତର ୧୦୦ ଧନୀ ବ୍ୟକ୍ତିଙ୍କ ସମ୍ପତ୍ତି ହେଉଛି ୭୭୫ ବିଲିୟନ ଡ଼ଲାର୍। 

Powered by Froala Editor

Tags FORBES

Related articles Odisha News Lens 4.1

  •  ଏହି  ସ୍ଥାନରେ କଳାଜାଇ ଥିଲେ  ଖୋଲେ ପୂର୍ବଜନ୍ମର ରହସ୍ୟ
    ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14039
    Mar 07, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...
    ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...

    13927
    Mar 05, 2026
  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା
    ଦେଶ-ଦେଶାନ୍ତର

    ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13580
    Mar 07, 2026
  • ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ
    ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    14073
    Mar 06, 2026
  •  ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର
    ଦେଶ-ଦେଶାନ୍ତର

    ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର

    14120
    Mar 07, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15153
    Mar 05, 2026
  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14675
    Mar 05, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14840
    Mar 06, 2026
  •  UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ
    ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13408
    Mar 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14039
    Mar 07, 2026
  • ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ...

    13927
    Mar 05, 2026
  • ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15153
    Mar 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14039
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14675
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15142
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14350
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15067
    Feb 28, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15668
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15127
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14978
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14492
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15153
    Mar 05, 2026
  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13408
    Mar 06, 2026
  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13580
    Mar 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In