Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭିସା ଆବେଦନ ପୂର୍ବରୁ କଣ କରିବେ ଜାଣନ୍ତୁ....

  • ପେରାମ୍ବୁର ଏବଂ ତ୍ରିଚି ଆସନରୁ ...

  • ମନ୍ କି ବାତ୍ କାର୍ଯ୍ୟକ୍ରମରେ ଲୋକଙ୍କୁ ...

  • ଲିଭ୍‌-ଇନ୍‌ରେ ରହିପାରିବେ ବିବାହିତ ପୁରୁଷ

  • ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ...

  • ପୁଣି ଏମରଜେନ୍ସିଂ ଲ୍ୟାଣ୍ଡ କଲା ବିମାନ

  • ମା’ ହେବା ପରେ ଆୱାର୍ଡ ଉତ୍ସବରେ କିଆରା

  • ପରକୀୟା ପ୍ରୀତିରୁ ଯୁବକକୁ ହତ୍ୟା

  • ଓଜନ କମାଇବାର ସହଜ ଉପାୟ

  • ଭାରତ ସହିତ ମିଶି କାମ କରିବାକୁ ଖୁବ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କାର୍ଯ୍ୟକାରିଣୀ ସଦସ୍ୟଙ୍କ ନାଁ ଘୋଷଣା କଲା ବିଜେପି : ବାଦ୍ ପଡ଼ିଲେ ମେନକା, ବରୁଣ

କାର୍ଯ୍ୟକାରିଣୀ ସଦସ୍ୟଙ୍କ ନାଁ ଘୋଷଣା କଲା ବିଜେପି : ବାଦ୍ ପଡ଼ିଲେ ମେନକା, ବରୁଣ

2021-10-07 20:49:22
15081
Share:
Facebook
Twitter
E-Mail
WhatsApp
Telegram
କାର୍ଯ୍ୟକାରିଣୀ ସଦସ୍ୟଙ୍କ ନାଁ ଘୋଷଣା କଲା ବିଜେପି : ବାଦ୍ ପଡ଼ିଲେ ମେନକା, ବରୁଣ

ଜାତୀୟ କାର୍ଯ୍ୟକାରିଣୀ କମିଟି ସଦସ୍ୟଙ୍କ ନାଁ ଘୋଷଣା କରିଛି ବିଜେପି। କମିଟିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ୮୦ ଜଣଙ୍କ ନାଁ ରହିଛି। ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏହି ଘୋଷଣା କରିଛନ୍ତି।  ୮୦ ଜଣ ନିୟମିତ ସଦସ୍ୟଙ୍କ ଜାତୀୟ କାର୍ଯ୍ୟକାରିଣୀରେ ୫୦ ଜଣ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ୧୭୯ ଜଣ ସ୍ଥାୟୀ ସଦସ୍ୟଙ୍କୁ ସ୍ଥାନ ଦିଆଯାଇଛି। 

ଏହି କମିଟିରେ ବରିଷ୍ଠ ନେତା ଲାଲକୃଷ୍ଣ ଆଡ଼ଭାନୀ, ମୁରଲୀ ମନୋହର ଯୋଶୀଙ୍କ ସହିତ କେନ୍ଦ୍ର ମନ୍ତ୍ରୀ ରାଜନାଥ ସିଂହ, ଅମିତ ଶାହ, ନୀତିନ ଗଡ଼କରୀ ଓ ପୀୟୂଷ ଗୋୟଲ ପ୍ରମୁଖ ସ୍ଥାନ ପାଇଛନ୍ତି। ନିକଟରେ ଅନ୍ୟ ଦଳଛାଡ଼ି ବିଜେପିରେ ସାମିଲ ହୋଇଥିବା ନେତାଙ୍କ ମଧ୍ୟରୁ ୧୦ଜଣଙ୍କୁ କାର୍ଯ୍ୟକାରିଣୀରେ ସ୍ଥାନ ମିଳିଛି । ମଧ୍ୟପ୍ରଦେଶ କଂଗ୍ରେସ ଛାଡ଼ି ବିଜେପିକୁ ଆସିଥିବା ଜ୍ୟୋତିରାଦିତ୍ୟ ସିନ୍ଧିଆ, ବିଏସପି ଛାଡ଼ିଥିବା ସ୍ବାମୀପ୍ରସାଦ ମୌର୍ଯ୍ୟ,ବ୍ରୁଜେଶ ପାଠକ, ଦାରାସିଂ ଚୌହାନ ପ୍ରମୁଖଙ୍କୁ କାର୍ଯ୍ୟକରିଣୀରେ ସାମିଲ କରାଯାଇଛି । ସେହିପରି ଦଳ ପକ୍ଷରୁ ମିଥୁନ ଚକ୍ରବର୍ତ୍ତୀଙ୍କୁ ମଧ୍ୟ କାର୍ଯ୍ୟକାରିଣୀରେ ସାମିଲ କରିଛି । 

ଓଡ଼ିଶାରୁ ଏହି କମିଟିରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନୀ ବୈଷ୍ଣବଙ୍କ ସହିତ ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ ସ୍ଥାନ ପାଇଛନ୍ତି।  ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଭାବେ ସାଂସଦ ବସନ୍ତ ପଣ୍ଡା, ସ୍ଥାୟୀ ନିମନ୍ତ୍ରିତ ସଦସ୍ୟ ଭାବେ ସମୀର ମହାନ୍ତି, ପ୍ରଦୀପ୍ତ ନାଏକ ଓ ମାନସ ମହାନ୍ତି ଅଛନ୍ତି। 

ଅନ୍ୟପଟେ ଲେଖିପୁର ହିଂସାକୁ ନେଇ ସୋସିଆଲ ମିଡିଆରେ ଫଟୋ, ଭିଡିଓ ସେୟାର କରିଥିବା ଦଳୀୟ ନେତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ବିଜେପି । ଦଳର କାର୍ଯ୍ୟକାରିଣୀରୁ ବିଦା ହୋଇଛନ୍ତି ବରୁଣ ଗାନ୍ଧି ଓ ମାନେକା ଗାନ୍ଧି । ଉତ୍ତରପ୍ରଦେଶ, ପଞ୍ଜାବ, ଉତ୍ତରାଖଣ୍ଡରେ ଆସନ୍ତା ବର୍ଷ ନିର୍ବାଚନ ଥିବା ବେଳେ ଏହା ପୂର୍ବରୁ କାର୍ଯ୍ୟକାରିଣୀ ପରିବର୍ତ୍ତନ କରିଛି ବିଜେପି ।

Powered by Froala Editor

Tags BJP

Related articles Odisha News Lens 4.1

  • ମା’ ହେବା ପରେ ଆୱାର୍ଡ ଉତ୍ସବରେ କିଆରା
    ମନୋରଞ୍ଜନ

    ମା’ ହେବା ପରେ ଆୱାର୍ଡ ଉତ୍ସବରେ କିଆରା

    15389
    Mar 28, 2026
  • ପେରାମ୍ବୁର ଏବଂ ତ୍ରିଚି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ ଟିଭିକେ ମୁଖ୍ୟ ବିଜୟ
    ଦେଶ-ଦେଶାନ୍ତର

    ପେରାମ୍ବୁର ଏବଂ ତ୍ରିଚି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ ଟିଭିକେ ମୁଖ୍ୟ ବିଜୟ

    14601
    Mar 29, 2026
  • ଭିସା ଆବେଦନ ପୂର୍ବରୁ କଣ କରିବେ ଜାଣନ୍ତୁ....
    ଦେଶ-ଦେଶାନ୍ତର

    ଭିସା ଆବେଦନ ପୂର୍ବରୁ କଣ କରିବେ ଜାଣନ୍ତୁ....

    14482
    Mar 29, 2026
  • ଓଜନ କମାଇବାର ସହଜ ଉପାୟ
    ବିଶେଷ

    ଓଜନ କମାଇବାର ସହଜ ଉପାୟ

    15726
    Mar 28, 2026
  • ପରକୀୟା ପ୍ରୀତିରୁ ଯୁବକକୁ ହତ୍ୟା
    ଅପରାଧ

    ପରକୀୟା ପ୍ରୀତିରୁ ଯୁବକକୁ ହତ୍ୟା

    15068
    Mar 28, 2026
  • ମନ୍ କି ବାତ୍ କାର୍ଯ୍ୟକ୍ରମରେ ଲୋକଙ୍କୁ ଏକଜୁଟ୍ ହୋଇ ରହିବାକୁ ଅପିଲ୍ କଲେ ...
    ଦେଶ-ଦେଶାନ୍ତର

    ମନ୍ କି ବାତ୍ କାର୍ଯ୍ୟକ୍ରମରେ ଲୋକଙ୍କୁ ଏକଜୁଟ୍ ହୋଇ ରହିବାକୁ ଅପିଲ୍ କଲେ ...

    13874
    Mar 29, 2026
  • ଲିଭ୍‌-ଇନ୍‌ରେ ରହିପାରିବେ ବିବାହିତ ପୁରୁଷ
    ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ରେ ରହିପାରିବେ ବିବାହିତ ପୁରୁଷ

    15229
    Mar 28, 2026
  • ପୁଣି ଏମରଜେନ୍ସିଂ ଲ୍ୟାଣ୍ଡ କଲା ବିମାନ
    ଦେଶ-ଦେଶାନ୍ତର

    ପୁଣି ଏମରଜେନ୍ସିଂ ଲ୍ୟାଣ୍ଡ କଲା ବିମାନ

    15505
    Mar 28, 2026
  • ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ଅନେକ ଗାଡ଼ି
    ଦେଶ-ଦେଶାନ୍ତର

    ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ଅନେକ ଗାଡ଼ି

    14228
    Mar 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ଅନେକ ଗାଡ଼ି

    14228
    Mar 28, 2026
  • ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ରେ ରହିପାରିବେ ବିବାହିତ ପୁରୁଷ

    15229
    Mar 28, 2026
  • ଦେଶ-ଦେଶାନ୍ତର

    ପୁଣି ଏମରଜେନ୍ସିଂ ଲ୍ୟାଣ୍ଡ କଲା ବିମାନ

    15505
    Mar 28, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17389
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17454
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17803
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16273
    Apr 03, 2021

ବିଶେଷ

  • ଓଜନ କମାଇବାର ସହଜ ଉପାୟ

    15726
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15180
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15433
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15057
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    14036
    Mar 22, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15030
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15536
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13831
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14272
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭିସା ଆବେଦନ ପୂର୍ବରୁ କଣ କରିବେ ଜାଣନ୍ତୁ....

    14482
    Mar 29, 2026
  • ପୁଣି ଏମରଜେନ୍ସିଂ ଲ୍ୟାଣ୍ଡ କଲା ବିମାନ

    15505
    Mar 28, 2026
  • ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ଅନେକ ଗାଡ଼ି

    14228
    Mar 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In