Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, March 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ...

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ...

  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ...

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ...

  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ ...

Home ›› ››ଆର୍ଥର ରୋଡ୍ ଜେଲ୍‌ର ପ୍ରଥମ ଫ୍ଲୋର୍ ବାରାକ୍ ନମ୍ବର-୧ରେ କଟିଲା ଆର୍ୟନଙ୍କ ପ୍ରଥମ ରାତି

ଆର୍ଥର ରୋଡ୍ ଜେଲ୍‌ର ପ୍ରଥମ ଫ୍ଲୋର୍ ବାରାକ୍ ନମ୍ବର-୧ରେ କଟିଲା ଆର୍ୟନଙ୍କ ପ୍ରଥମ ରାତି

2021-10-09 07:24:48
14568
Share:
Facebook
Twitter
E-Mail
WhatsApp
Telegram
ଆର୍ଥର ରୋଡ୍ ଜେଲ୍‌ର ପ୍ରଥମ ଫ୍ଲୋର୍ ବାରାକ୍ ନମ୍ବର-୧ରେ କଟିଲା ଆର୍ୟନଙ୍କ ପ୍ରଥମ ରାତି

ମୁମ୍ବାଇ: ମୁମ୍ବାଇ ଡ୍ରଗ୍‌ସ ପାର୍ଟି ମାମଲାରେ ଗିରଫ ହୋଇଥିବା ବଲିଉଡ୍ ସୁପରଷ୍ଟାର ଶାହାରୁଖ୍ ଖାନ୍‌ଙ୍କ ପୁଅ ଆର୍ୟନ୍ ଖାନ୍‌ଙ୍କ ଜାମିନ୍ ଆବେଦନ ଖାରଜ ହୋଇଛି । ଏହାପରେ ତାଙ୍କୁ ଆର୍ଥର ରୋଡ୍ ଜେଲ୍‌ର ପ୍ରଥମ ଫ୍ଲୋର୍ ବାରାକ୍ ନମ୍ବର-୧ରେ ରଖାଯାଇଥିଲା । ସେଠାରେ ତାଙ୍କର ପ୍ରଥମ ରାତି କଟିଛି । ତାଙ୍କ ସମେତ ଗିରଫ ହୋଇଥିବା ଅନ୍ୟ ୮ ଜଣ ମଧ୍ୟ ସେଠାରେ ରହିଛନ୍ତି । ସମସ୍ତଙ୍କୁ କ୍ୱାରେଣ୍ଟାଇନ୍‌ରେ ରଖାଯାଇଥିବା ବେଳେ କରୋନା ପରୀକ୍ଷା କରାଯାଇଥିଲା । ରିପୋର୍ଟ ନେଗେଟିଭ୍ ଆସିଛି । ଆଉ ୫ ଦିନ ସେଠାରେ ସମସ୍ତଙ୍କୁ ରଖାଯିବ । ଯଦି କାହାର ଲକ୍ଷଣ ଦେଖାଯାଏ ତେବେ ଆଉ ଥରେ କରୋନା ପରୀକ୍ଷା ହେବ ।

ବର୍ତ୍ତମାନ କାହାରିକୁ ଜେଲ୍ ୟୁନିଫର୍ମ ଦିଆଯାଇନି । ହେଲେ ସମସ୍ତଙ୍କୁ ଜେଲ୍ ଅନ୍ତେବାସୀ ଭାବେ ରହିବାକୁ ପଡ଼ିବ । ଜେଲରେ ଘର ଖାଇବା ଚାହିଁଲେ କୋର୍ଟଙ୍କ ଅନୁମତି ଆଣିବାକୁ ହେବ । ଜେଲ୍ ରୁଟିନ୍ ମାନିବାକୁ ପଡ଼ିବ । ସକାଳ ୬ଟାରେ ଉଠିବେ । ୭ଟାରେ ଜଳଖିଆ ମିଳିବ । ୧୧ଟାରେ ଦିନବେଳା ଖାଇବା ଦିଆଯିବ । ଦିନ ଓ ରାତି ବେଳା ଖାଇବାରେ ରୋଟି, ତରକାରୀ, ଭାତ ଓ ଡାଳି ଦିଆଯିବ । ସନ୍ଧ୍ୟା ୬ଟା ଅନ୍ତେବସୀଙ୍କୁ ଦିଆଯାଏ ରାତି ଖାଇବା । ଅଲଗା ଖାଇବା ଜେଲ୍ କ୍ୟାଣ୍ଟିନରୁ ମଗାଇ ପାରିବେ । ଏଥିପାଇଁ ଟଙ୍କା ମନି ଅର୍ଡର କରିବାକୁ ହେବ ।

ସେପଟେ ଏନସିବି ଅଧିକାରୀଙ୍କ ନିକଟରେ ସତ ମାନିଛନ୍ତି ଆର୍ୟନ୍ । ଚରସ ସେବନ କରୁଥିବା ନେଇ ସ୍ୱୀକାର କରିଛନ୍ତି । ତାଙ୍କ ବନ୍ଧୁ ଅରବାଜ ମର୍ଚାଣ୍ଟ ତାଙ୍କ ଜୋତାରେ ୬ ଗ୍ରାମର ପ୍ୟାକେଟ ଲୁଚାଇ ରଖିଥିଲେ । ଯିଏକି, ସେହି ବିଳାସପୂର୍ଣ୍ଣ କ୍ରୁଜରେ ଯାଉଥିଲେ । ସମୁଦ୍ରରେ କ୍ରୁଜ ପାର୍ଟିରେ ଲିପ୍ତ ଥିଲେ । ପଚରାଉଚରା ବେଳେ ନିଜେ ଉକ୍ତ ଡ୍ରଗ୍ସକୁ ଜୋତା ଭିତରୁ ବାହାର କରି ଏନ୍‌ସିବିକୁ ଦେଇଥିଲେ । ଏହା ମଧ୍ୟ ସ୍ୱୀକାର କରିଥିଲେ କି, ଯେ ସେ ଆର୍ୟନ୍ ଖାନଙ୍କ ସହ ଚରସ ନେଉଛନ୍ତି । ଏହାସହ ସେମାନେ କ୍ରୁଜରେ ମଧ୍ୟ ନିଶା ସପ୍ଲାଏ କରିବାକୁ ଯୋଜନା କରିଥିଲେ ବୋଲି ଏନସିବି ରିପୋର୍ଟରେ ସ୍ପଷ୍ଟ କରାଯାଇଛି ।

Powered by Froala Editor

Tags aryan-khan

Related articles Odisha News Lens 4.1

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି
    ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14614
    Mar 03, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    14994
    Mar 04, 2026
  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା
    ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14335
    Mar 02, 2026
  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି
    ଦେଶ-ଦେଶାନ୍ତର

    ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14757
    Mar 02, 2026
  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ
    ଦେଶ-ଦେଶାନ୍ତର

    ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14223
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ
    ବିଶେଷ

    ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13824
    Mar 02, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14060
    Mar 04, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14586
    Mar 03, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15307
    Mar 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    14994
    Mar 04, 2026
  • ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    14978
    Mar 04, 2026
  • ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15307
    Mar 04, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17358
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17426
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17772
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16245
    Apr 03, 2021

ବିଶେଷ

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14614
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13824
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15008
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14628
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14429
    Feb 26, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15124
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14975
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14488
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16107
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15307
    Mar 04, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13824
    Mar 02, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14060
    Mar 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In