Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ...

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ...

  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ...

  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ...

  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ...

  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ ...

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ...

  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ...

ବାଣିଜ୍ୟ
Home ›› ବାଣିଜ୍ୟ ››ଏସୟୁଡି ଲାଇଫ ପ୍ରଚଳନ କରୁଛି ଇ-ୱେଲ୍‍ଥ ରୟାଲ

ଏସୟୁଡି ଲାଇଫ ପ୍ରଚଳନ କରୁଛି ଇ-ୱେଲ୍‍ଥ ରୟାଲ

2021-10-09 11:18:36
28646
Share:
Facebook
Twitter
E-Mail
WhatsApp
Telegram
ଏସୟୁଡି ଲାଇଫ ପ୍ରଚଳନ କରୁଛି ଇ-ୱେଲ୍‍ଥ ରୟାଲ

ମୁମ୍ବଇ : ବ୍ୟାଙ୍କ ଅଫ ଇଣ୍ଡିଆ (ବିଓଆଇ), ୟୁନିଅନ ବ୍ୟାଙ୍କ ଅଫ ଇଣ୍ଡିଆ (ୟୁବିଆଇ) ଏବଂ ଦାଇ-ଇଚି ଲାଇଫର ଏକ ମିଳିତ ଉଦ୍ୟୋଗ ଏସୟୁଡି ଲାଇଫ ଏକ ନୂଆ ଉତ୍ପାଦ ଇ-ୱେଲ୍‍ଥ ରୟାଲକୁ ଚଳିତ ଅକ୍ଟୋବର ୭ ତାରିଖ ଦିନ ଗୋଆରେ ଆୟୋଜିତ ଏକ ଉତ୍ସବରେ ପ୍ରଚଳନ କରିଛି । ଷ୍ଟାର ଦାଇ-ଇଚି ଲାଇଫ ଇନସ୍ୟୁରାନ୍ସ (ଏସୟୁଡି ଲାଇଫ)ର ଏମଡି ଏବଂ ସିଇଓ ଅଭୟ ତିୱାରୀ ଏହି ଉତ୍ପାଦର ଶୁଭାରମ୍ଭ କରାଇଥିଲେ । 

ଇ-ୱେଲ୍‍ଥ ରୟାଲ ଏକ ୟୁନିଟ ଲିଙ୍କଡ ଅଣ ଅଂଶଗ୍ରହଣକାରୀ, ବ୍ୟକ୍ତିଗତ ଜୀବନ ବୀମା ଯୋଜନା ଯାହା ଜଣଙ୍କୁ ତାଙ୍କର ନିଜସ୍ୱ ସର୍ତ୍ତ ମୁତାବକ ସଂପତ୍ତି ସୃଷ୍ଟି ନିମନ୍ତେ ନମନୀୟତା ପସନ୍ଦ କରିବା ସହିତ ଲାଇଫ କଭର ଯୋଗାଇ ଦେଉଛି । 

ଏହି ଉତ୍ପାଦ ଜଣଙ୍କୁ ଏକ ପ୍ଲାଟିନମ ଅଥବା ପ୍ଲାଟିନମ ପ୍ଲସ ବାଛିବାର ନମନୀୟତା ପ୍ରଦାନ କରୁଛି ଯେଉଁଥିରେ ମୃତ୍ୟୁ, ସମ୍ପୂର୍ଣ୍ଣ ଏବଂ ସ୍ଥାୟୀ ଭାବରେ ଅକ୍ଷମ ହୋଇଯିବା କ୍ଷେତ୍ରରେ ପ୍ରିମିୟମ ଛାଡର ଅନ୍ତଃନିର୍ମିତ ବ୍ୟବସ୍ଥା ରହିଛି । ଏଥିସହିତ ଜଣେ ପରବର୍ତ୍ତୀ ସମୟରେ ପ୍ରିମିୟମ ପୈଠର ଅବଧି (ପିପିଟି) ଏବଂ ପଲିସି ଅବଧି ବୃଦ୍ଧି କରିବାର ଐଛିକ ସୁବିଧା ମଧ୍ୟ ପାଇପାରିବେ । 

ଉତ୍ପାଦର ଅନ୍ୟାନ୍ୟ ବୈଶିଷ୍ଟ୍ୟ ମଧ୍ୟରେ ଜଣେ ଚାହିଁଲେ ନମନୀୟ ନିବେଶ କୌଶଳକୁ ବାଛିପାରିବେ । ସେଥିମଧ୍ୟରେ ରହିଛି ଆତ୍ମ ପରିଚାଳିତ ନିବେଶ କୌଶଳ ଏବଂ ବୟସ ଆଧାରିତ ନିବେଶ କୌଶଳ । ପ୍ରଥମଟି କ୍ଷେତ୍ରରେ ଜଣେ ବ୍ୟକ୍ତିଗତ ଆପଦାବଳୀ ସଂଯୁକ୍ତ ନିଜ ପସନ୍ଦ ମୁତାବକ ଫଣ୍ଡ୍‍ ବାଛିପାରିବେ ଏବଂ ଦ୍ୱିତୀୟ କୌଶଳ ବୟସ ଆଧାରରେ କରାଯାଇପାରିବ ଏବଂ ସେଥିରେ ସମୟ ଭିତ୍ତିରେ ପୁନଃ ଭାରସାମ୍ୟ ରଖାଯାଇପାରିବ । 

ବୀମାକୃତଙ୍କ ପାଇଁ ବ୍ଲୁ ଚିପ୍‍ ଇକ୍ୱିଟି, ମିଡ୍‍ କ୍ୟାପ ଇକ୍ୱିଟି, ଡାଇନାମିକ ଗ୍ରୋଥ ପ୍ଲସ, ବାଲାନ୍ସଡ ପ୍ଲସ ଇନକମ, ଗିଲ୍‍ଟ ମନି ମାର୍କେଟ ଫଣ୍ଡ୍‍ ଭଳି ବହୁବିଧ ଫଣ୍ଡ୍‍ର ପସନ୍ଦ ରହିବ । 

ଏଥିସହିତ ବର୍ଷକୁ ୧୨ଟି ମାଗଣା ପରିବର୍ତ୍ତନର ସୁବିଧା ରହିଛି ଯେଉଁଥିରେ ପରିବର୍ତ୍ତନ ପାଇଁ କୌଣସି କ୍ୟାପିଟାଲ ଗେନ୍ସ ଟିକସ ଲାଗିବ ନାହିଁ । ଏହା ଏହି ଉତ୍ପାଦର ସ୍ୱତନ୍ତ୍ରତା । ଇ-ୱେଲ୍‍ଥ ରୟାଲକୁ ବାସ୍ତବରେ ସମ୍ପତ୍ତି ସୃଷ୍ଟିର ଏକ ଉତ୍ପାଦ ବୋଲି କୁହାଯାଇପାରିବ ଯାହା ବୀମାକୃତ ଓ ତାଙ୍କ ପରିବାର ପାଇଁ ଖୁସି ଆଣିଦେବ । ଏଥିପାଇଁ ସର୍ବନିମ୍ନ ବୀମାକୃତ ରାଶି ୫ ଲକ୍ଷ ଟଙ୍କା ଏବଂ ସର୍ବାଧିକ ୨୫ ଲକ୍ଷ ଟଙ୍କା ରଖାଯାଇଛି । ପ୍ରିମିୟମ ମାସିକ, ତ୍ରୟମାସିକ, ଷଡମାସିକ ଅଥବା ବାର୍ଷିକ ଆକାରରେ ପୈଠ କରାଯାଇପାରିବ । ପ୍ରିମିୟମ ଦେବା ଅବଧି ୫ ବର୍ଷ, ୭ ବର୍ଷ, ୧୦ ବର୍ଷ ଏବଂ ନିୟମିତ ପିପିଟି । ପଲିସି ପରିପକ୍ୱ ହେବା ବୟସ ସର୍ବନିମ୍ନ ୧୮ ବର୍ଷ ଓ ସର୍ବାଧିକ ୭୫ ବର୍ଷ ରଖାଯାଇଛି । ଏଥିରେ ପଲିସି ଆରମ୍ଭ ହେବାର ଷଷ୍ଠ ବର୍ଷରୁ ଲୟାଲଟି ଯୋଗ ଏବଂ ୧୦ମ ବର୍ଷରୁ ୱେଲ୍‍ଥ ବୁଷ୍ଟର ଭଳି ସ୍ୱତନ୍ତ୍ର ଫାଇଦା ରହିଛି । ତାହାସହିତ ପ୍ରିମିୟମ ଦେୟ ଉପରେ ଆୟକର ଆଇନର ଧାରା ୮୦ସି ଏବଂ ପରିପକ୍ୱ ରାଶି ଉପରେ ଧାରା ୧୦(୧୦ଡି) ଅନୁଯାୟୀ ଛାଡ ମିଳିବ । 


Powered by Froala Editor

Tags sud life

Related articles Odisha News Lens 4.1

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର
    ବିଶେଷ

    ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15512
    Aug 02, 2026
  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ
    ଦେଶ-ଦେଶାନ୍ତର

    ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ

    13424
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ
    ବିଶେଷ

    ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14456
    Jul 31, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...

    13915
    Aug 01, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...
    ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...

    14181
    Jul 31, 2026
  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର
    ଦେଶ-ଦେଶାନ୍ତର

    ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର

    14890
    Aug 01, 2026
  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ

    15267
    Aug 01, 2026
  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15851
    Jul 31, 2026
  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା
    ଦେଶ-ଦେଶାନ୍ତର

    ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14460
    Jul 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ

    14566
    Aug 01, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ...

    13915
    Aug 01, 2026
  • ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର ...

    14181
    Jul 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17012
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17617
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17670
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18071
    Sep 06, 2023

ବିଶେଷ

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15512
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14456
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14371
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15993
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15879
    Jul 25, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

ବେଦାନ୍ତ ଆଲୁମିନିୟମର ତୀରନ୍ଦାଜୀ ତାଲିମ କାର୍ଯ୍ୟକ୍ରମରେ କ୍ଷୀରୋଦ କୁମାର ଏବଂ ଓଙ୍କାର ମାଝୀ ଗତ ଚାରି ବର୍ଷ ଧରି ପ୍ରଶିକ୍ଷଣ ନେଉଛନ୍ତି

ଭୁବନେଶ୍ୱର 01.08.2026: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14181
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14246
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15032
    Jul 28, 2026
  • ଫିକା ପଡିବ ସୁନାର ଚମକ

    14133
    Jul 27, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ

    13424
    Aug 02, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

    13915
    Aug 01, 2026
  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ

    15267
    Aug 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In