Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ...

  • ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ...

  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ...

  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ...

  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ...

  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ...

  • ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ...

  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ପୁଅ ଗିରଫ

କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ପୁଅ ଗିରଫ

2021-10-10 10:05:44
15775
Share:
Facebook
Twitter
E-Mail
WhatsApp
Telegram
କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ପୁଅ ଗିରଫ

ଲକ୍ଷ୍ନୌ: କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରା ଗିରଫ  । ଲଖିମପୁର ଖେରିରେ ଚାଷୀଙ୍କୁ ଗାଡ଼ି ଚଢାଇ ହତ୍ୟା କରିବା ଅଭିଯୋଗର ମୁଖ୍ୟ କାର୍ପଟଦାର ଭାବେ ମାମଲା ଋଜୁ ହୋଇଥିବା ବେଳେ ଶନିବାର ଦୀର୍ଘ ସମୟର ପଚରା ଉଚରା ପରେ ଗିରଫ କରିଛି କ୍ରାଇମବ୍ରାଞ୍ଚ  ।  ଶୁକ୍ରବାର କ୍ରାଇମବ୍ରାଞ୍ଚର ନୋଟିସ ପରେ ଶନିବାର ହାଜର ହୋଇଥିଲେ ଆଶିଷ ମିଶ୍ରା  । ଚାଷୀଙ୍କୁ ହତ୍ୟା କରିଥିବାନେଇ ଗୋଟେପଟେ ସମଗ୍ର ଦେଶରେ ଆନ୍ଦୋଳନର ନିଆଁ କୁହୁଳୁଥିବା ବେଳେ ଗିରଫ ନେଇ ବିଭିନ୍ନ ଦିଗରୁ ଚାପ ପଡିଥିଲା  । ଆଶିଷ ମିଶ୍ରା ଗିରଫ ହୋଇଥିବା ନେଇ ସୂଚନା ପ୍ରଦାନ କରିଛନ୍ତି ସାହାରନପୁର ଡିଆଇଜି ଉପେନ୍ଦ୍ର ଅଗ୍ରୱାଲ  ।

ସ୍ୱତନ୍ତ୍ର ତଦନ୍ତକାରୀ ଟିମ ଆଶିଷ ମିଶ୍ରାଙ୍କୁ ଦୀର୍ଘ ୧୨ ଘଣ୍ଟା ଧରି ପଚରା ଉଚରା ଜାରି ରଖିଥିଲା  । କିନ୍ତୁ ସାହାରନପୁର ଡିଆଇଜିଙ୍କ କହିବା ମୁତାବକ ଦୀର୍ଘ ୧୨ ଘଣ୍ଟାର ତଦନ୍ତ ବେଳେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଆଶିଷ ମିଶ୍ରା ତଦନ୍ତକାରୀ ଟିମକୁ ସହଯୋଗ କରିନଥିଲେ  । ଅନେକ ପ୍ରଶ୍ନର ଉଚ୍ଚର ମଧ୍ୟ ଦେଇନଥିଲେ  । ଆଶିଷ ମିଶ୍ରାଙ୍କ ସମ୍ପୃକ୍ତି ରହିଥିବା କ୍ରାଇମବ୍ରାଞ୍ଚର ଏହି ତଦନ୍ତକାରୀ ଟିମ ଜାଣିବାକୁ ପାଇଥିଲା  । ପରେ ଆଇନ ମୁତାବକ ଆଶିଷ ମିଶ୍ରାଙ୍କୁ ଗିରଫ କରାଯାଇଥିବା କହିଛନ୍ତି ସାହାରନପୁର ଡିଆଇଡି ଉପେନ୍ଦ୍ର ଅଗ୍ରୱାଲ  ।

Powered by Froala Editor

Tags Arrested

Related articles Odisha News Lens 4.1

  •  ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି
    ଦେଶ-ଦେଶାନ୍ତର

    ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି

    15326
    Mar 31, 2026
  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ
    ଦେଶ-ଦେଶାନ୍ତର

    ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

    13800
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ
    ବିଶେଷ

    ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    14986
    Mar 30, 2026
  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ

    14652
    Mar 30, 2026
  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା
    ଦେଶ-ଦେଶାନ୍ତର

    ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା

    13991
    Mar 30, 2026
  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌
    ଦେଶ-ଦେଶାନ୍ତର

    ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌

    13445
    Mar 30, 2026
  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ,  କଡ଼ା ଭାଷାରେ ନିନ୍ଦା ...
    ଦେଶ-ଦେଶାନ୍ତର

    ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ, କଡ଼ା ଭାଷାରେ ନିନ୍ଦା ...

    14425
    Mar 30, 2026
  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....
    ଦେଶ-ଦେଶାନ୍ତର

    ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....

    13974
    Mar 31, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ
    ବିଶେଷ

    ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15289
    Mar 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....

    13974
    Mar 31, 2026
  • ବିଶେଷ

    ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    14986
    Mar 30, 2026
  • ଦେଶ-ଦେଶାନ୍ତର

    ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା

    13991
    Mar 30, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17389
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17454
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17803
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16273
    Apr 03, 2021

ବିଶେଷ

  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15289
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    14986
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16098
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15366
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15477
    Mar 25, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15031
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15537
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13832
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14272
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

    13800
    Mar 31, 2026
  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା

    13991
    Mar 30, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15289
    Mar 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In