Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 04, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍

ରାଜ୍ୟ
Home ›› ରାଜ୍ୟ ›› କ୍ୟାବିନେଟ: ୧୬ଟି ପ୍ରସ୍ତାବ ଉପରେ ବାଜିଲା ମୋହର, କେଉଁ ପ୍ରସ୍ତାବ ଜାଣନ୍ତୁ

କ୍ୟାବିନେଟ: ୧୬ଟି ପ୍ରସ୍ତାବ ଉପରେ ବାଜିଲା ମୋହର, କେଉଁ ପ୍ରସ୍ତାବ ଜାଣନ୍ତୁ

2021-10-11 10:42:22
15291
Share:
Facebook
Twitter
E-Mail
WhatsApp
Telegram
 କ୍ୟାବିନେଟ: ୧୬ଟି ପ୍ରସ୍ତାବ ଉପରେ ବାଜିଲା ମୋହର, କେଉଁ ପ୍ରସ୍ତାବ ଜାଣନ୍ତୁ

ଭୁବନେଶ୍ୱର: ଶେଷ ହୋଇଛି ଗୁରୁତ୍ବପୂର୍ଣ୍ଣ ରାଜ୍ୟ କ୍ୟାବିନେଟ ବୈଠକ । ପୂର୍ବାହ୍ନ ପ୍ରାୟ ୧୧ଟା ୩୦ ପରେ ଏହି ଗୁରୁତ୍ବପୂର୍ଣ୍ଣ ବୈଠକ ଆରମ୍ଭ ହୋଇଥିଲା । ମୋଟ ୧୬ଟି ପ୍ରସ୍ତାବ ଉପରେ ମୋହର ବାଜିଥିବା ସୂଚନା ମିଳିଛି । 

 ରାଜ୍ୟ କ୍ୟାବିନେଟ୍ ବୈଠକର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ଉଚ୍ଛେଦ ହେଲା ଠିକା ନିଯୁକ୍ତି । ଠିକା କର୍ମଚାରୀଙ୍କୁ ଆଉ କୁହାଯିବନି ଠିକା କର୍ମଚାରୀ । ସେମନାଙ୍କୁ ଇନିସିଆଲ ଆପଏଣ୍ଟିଜ୍ ବୋଲି କୁହାଯିବ । ଠିକା ଭିତ୍ତିରେ ୬ ବର୍ଷ ପରେ ସ୍ଥାୟୀ ନିଯୁକ୍ତି ମିଳୁଥିଲା । ଏବେ ପ୍ରଥମ ବର୍ଷରୁ ସ୍ଥାୟୀ ନିଯୁକ୍ତିର ୫୦ ପ୍ରତିଶତ ଦରମା ପାଇବେ । ଠିକା କର୍ମଚାରୀଙ୍କୁ ମିଳିବ ମେଡିକାଲ ଟ୍ରିଟମେଣ୍ଟ ରିଇମ୍ବର୍ସମେଣ୍ଟ ସୁବିଧା । ଉପକୃତ ହେବେ ରାଜ୍ୟର ସବୁ ଠିକା କର୍ମଚାରୀ ।

ଏ ବାବଦରେ ବାର୍ଷିକ ରାଜ୍ୟ ସରକାର ୨୫୦କୋଟି ଅତିରିକ୍ତ ଖର୍ଚ୍ଚ କରିବେ । ରାଜ୍ୟର ପ୍ରତ୍ୟେକ ପରିବାରକୁ ମିଲିବ ସ୍ବଚ୍ଛ ପାନୀୟ ଜଳ । ୪ ଜିଲ୍ଲାର ୧୨ ଲକ୍ଷ ଲୋକଙ୍କୁ ମିଳିବ ସ୍ୱଚ୍ଛ ପାନୀୟ ଜଳ । ୪ ଜିଲ୍ଲା ପାଇଁ ୧୨୮୦କୋଟି ଟଙ୍କାର ପ୍ରକଳ୍ପକୁ ମଞ୍ଜୁରୀ । ଗଞ୍ଜାମ, ରାୟଗଡ଼ା, କନ୍ଧମାଳ ଓ ବୌଦ୍ଧ ଜିଲ୍ଲା ଉପକୃତ ହେବ । ଏ ସମ୍ପର୍କୀତ ୩ଟି ଟେଣ୍ଡରକୁ କ୍ୟାବିନେଟ୍ ମଞ୍ଜୁରୀ । ଓଡିଶା ଅବକାରୀ ସେବା ନିଯୁକ୍ତି ସର୍ତ୍ତାବଳୀରେ ସଂଶୋଧନ । ବୈଧ ମାପ ବିଜ୍ଞାନ ସେବା କ୍ୟାଡର ପୁର୍ନବିନ୍ୟାସକୁ ମ଼ଞ୍ଜୁରୀ ।

ଲୋକାୟୁକ୍ତ ରିପୋର୍ଟ ୨୦୨୦କୁ ମଞ୍ଜୁରୀ । ବେସାମରିକ ଯୋଗାଣ ନିଯୁକ୍ତି ସର୍ତ୍ତାବଳୀକୁ ମଞ୍ଜୁରୀ । ଖରିଫ୍ ୨୦୨୧-୨୨ ଖାଦ୍ୟ ସଂଗ୍ରହ ନୀତିକୁ ମଞ୍ଜୁରୀ । ଖରିଫ୍ ୨୦୨୧-୨୨ରେ ୫୨ ଲକ୍ଷ ମେଟ୍ରିକ ଟନ୍ ଚାଉଳ ସଂଗ୍ରହ ଲକ୍ଷ । ରବିରେ ୧୪ ଲକ୍ଷ ମେଟ୍ରିକ ଟନ୍ ଧାନ ସଂଗ୍ରହ ଲକ୍ଷ । ମଣ୍ଡିକୁ ଅଧିକ ଧାନ ଆସିଲେ, ପଞ୍ଜୀକୃତ ଚାଷୀଙ୍କଠାରୁ ଧାନ କିଣିବେ ସରକାର । ନବେମ୍ବର ୨୦୨୧ରୁ ଆରମ୍ଭ ହେବ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା । ମେ ୨୦୨୨ରୁ ଆରମ୍ଭ ହେବ ରବି ଧାନ ସଂଗ୍ରହ ପ୍ରକ୍ରିୟା ।

ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଭିଡ଼ିଓ କନଫରେନ୍ସିଂ ଜରିଆରେ ଏହି ବୈଠକରେ ସାମିଲ ହୋଇଥିଲେ । ବିଭିନ୍ନ ଜିଲ୍ଲା ଗସ୍ତ କରିଥିବା ରାଜ୍ୟ କ୍ୟାବିନେଟ ମନ୍ତ୍ରୀ ଜିଲ୍ଲା ମୁଖ୍ୟ କାର୍ୟ୍ୟାଳୟରୁ ବୈଠକରେ ଯୋଡ଼ି ହୋଇଥିବା ବେଳେ ଅନ୍ୟ କିଛି ମନ୍ତ୍ରୀ ଲୋକସେବା ଭବନରୁ ବୈଠକରେ ସାମିଲ ହୋଇଥିଲେ ।

Powered by Froala Editor

Tags Cabinet

Related articles Odisha News Lens 4.1

  • ଜ୍ୟୋତିଙ୍କ ପରେ ଆଉ ଜଣେ ୟୁଟ୍ୟୁବର ଗିରଫ
    ଦେଶ-ଦେଶାନ୍ତର

    ଜ୍ୟୋତିଙ୍କ ପରେ ଆଉ ଜଣେ ୟୁଟ୍ୟୁବର ଗିରଫ

    14177
    Jun 04, 2025
  • ୨୦୨୭ ମାର୍ଚ୍ଚ ୧ରୁ ହୋଇପାରେ ଜନଗଣନା
    ଦେଶ-ଦେଶାନ୍ତର

    ୨୦୨୭ ମାର୍ଚ୍ଚ ୧ରୁ ହୋଇପାରେ ଜନଗଣନା

    15436
    Jun 04, 2025
  • RCBର ବିଜୟ ରାଲିରେ ଦଳାଚକଟା, ୧୧ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    RCBର ବିଜୟ ରାଲିରେ ଦଳାଚକଟା, ୧୧ ଜଣଙ୍କ ମୃତ୍ୟୁ

    13670
    Jun 04, 2025
  • ୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍
    ଦେଶ-ଦେଶାନ୍ତର

    ୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍

    14021
    Jun 04, 2025
  • ଜୁଲାଇ ୨୧ରୁ ମୌସୁମୀ ଅଧିବେଶନ ଆରମ୍ଭ
    ଦେଶ-ଦେଶାନ୍ତର

    ଜୁଲାଇ ୨୧ରୁ ମୌସୁମୀ ଅଧିବେଶନ ଆରମ୍ଭ

    13819
    Jun 04, 2025
  • ଭୁଶୁଡ଼ିଲା ପୁରୁଣା ଛାତ; ୩ ଶ୍ରମିକ ଗୁରୁତର
    ଜିଲ୍ଲା ପରିକ୍ରମା

    ଭୁଶୁଡ଼ିଲା ପୁରୁଣା ଛାତ; ୩ ଶ୍ରମିକ ଗୁରୁତର

    15367
    Jun 04, 2025
  • ଧାରୁଆ ଛୁରୀରେ ପ୍ରେମିକାକୁ ଆକ୍ରମଣ କଲା ପ୍ରେମିକ
    ଦେଶ-ଦେଶାନ୍ତର

    ଧାରୁଆ ଛୁରୀରେ ପ୍ରେମିକାକୁ ଆକ୍ରମଣ କଲା ପ୍ରେମିକ

    15513
    Jun 04, 2025
  • ICUରେ ଦୀପିକା, କର୍କଟ ଅସ୍ତ୍ରୋପଚାର ଶେଷ
    ମନୋରଞ୍ଜନ

    ICUରେ ଦୀପିକା, କର୍କଟ ଅସ୍ତ୍ରୋପଚାର ଶେଷ

    14850
    Jun 04, 2025
  • ୨୧ରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ
    ଦେଶ-ଦେଶାନ୍ତର

    ୨୧ରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ

    13514
    Jun 04, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଜିଲ୍ଲା ପରିକ୍ରମା

    ଭୁଶୁଡ଼ିଲା ପୁରୁଣା ଛାତ; ୩ ଶ୍ରମିକ ଗୁରୁତର

    15367
    Jun 04, 2025
  • ଦେଶ-ଦେଶାନ୍ତର

    ଜ୍ୟୋତିଙ୍କ ପରେ ଆଉ ଜଣେ ୟୁଟ୍ୟୁବର ଗିରଫ

    14177
    Jun 04, 2025
  • ଦେଶ-ଦେଶାନ୍ତର

    ଜୁଲାଇ ୨୧ରୁ ମୌସୁମୀ ଅଧିବେଶନ ଆରମ୍ଭ

    13819
    Jun 04, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16644
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16937
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15472
    Apr 03, 2021

ବିଶେଷ

  • ଅଧା କପ୍‌ ବିଟ୍‌ ରସର କରାମତି

    13698
    Jun 04, 2025
  • ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....

    13533
    Jun 04, 2025
  • କୋଲେଷ୍ଟରଲ କମାଏ ଅଁଳାରସ

    13576
    Jun 03, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15177
    Jun 03, 2025
  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    15278
    Jun 02, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15688
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16305
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14015
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14812
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍

    14021
    Jun 04, 2025
  • ଜ୍ୟୋତିଙ୍କ ପରେ ଆଉ ଜଣେ ୟୁଟ୍ୟୁବର ଗିରଫ

    14177
    Jun 04, 2025
  • ଧାରୁଆ ଛୁରୀରେ ପ୍ରେମିକାକୁ ଆକ୍ରମଣ କଲା ପ୍ରେମିକ

    15513
    Jun 04, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In