Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ...

  • ମନ କି ବାତ୍ କାର୍ୟ୍ୟକ୍ରମରେ ...

  • ଇରାନର ସାତଦିନିଆ ଅସ୍ତ୍ରବିରତି ...

  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ...

  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର ...

ରାଜନୀତି
Home ›› ରାଜନୀତି ››ଚାଷୀ ହତ୍ୟା ପ୍ରତିବାଦରେ ପିସିସି ପକ୍ଷରୁ ମୌନବ୍ରତ କାର୍ଯ୍ୟକ୍ରମ

ଚାଷୀ ହତ୍ୟା ପ୍ରତିବାଦରେ ପିସିସି ପକ୍ଷରୁ ମୌନବ୍ରତ କାର୍ଯ୍ୟକ୍ରମ

2021-10-11 16:27:14
15204
Share:
Facebook
Twitter
E-Mail
WhatsApp
Telegram
ଚାଷୀ ହତ୍ୟା ପ୍ରତିବାଦରେ ପିସିସି ପକ୍ଷରୁ ମୌନବ୍ରତ କାର୍ଯ୍ୟକ୍ରମ

ଭୁବନେଶ୍ୱର  - କେନ୍ଦ୍ର ସରକାର ପ୍ରଣୀତ କରିଥିବା ତିନିଗୋଟି କଳା କୃଷି ଆଇନକୁ ପ୍ରତ୍ୟାହାର ଦାବିରେ ଉତର ପ୍ରଦେଶର ଲଖିମପୁର ଖେରି ଠାରେ ବିକ୍ଷୋଭ କରୁଥିବା ଚାଷୀମାନଙ୍କୁ ଗାଡ଼ି ଚପାଇ ବର୍ବରୋଚିତ ଭାବେ ହତ୍ୟା କରିବା ପ୍ରତିବାଦରେ ନିଖିଳ ଭାରତ କଂଗ୍ରେସ କମିଟିର ଆହ୍ୱାନକ୍ରମେ ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ମୌନବ୍ରତ ପ୍ରତିବାଦ ଅନୁଷ୍ଠିତ ହୋଇଥିଲା । ରାଜଭବନ ଛକ ଠାରେ ଏହି ମୌନବ୍ରତ ପ୍ରତିବାଦ କାର୍ଯ୍ୟକ୍ରମ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଦିବା ୧୧ ଘଂଟା ଠାରୁ ୧ ଘଂଟା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମରେ ଯୋଗଦେଇଥିବା ସମସ୍ତ କଂଗ୍ରେସ ନେତୃବୃନ୍ଦ ମୌନ ରହି ଘଟଣାର ପ୍ରତିବାଦ କରିଥିଲେ । କାର୍ଯ୍ୟକ୍ରମ ପରେ ପିସିସି ସଭାପତି ଶ୍ରୀ ପଟ୍ଟନାୟକ କହିଥିଲେ ଯେ କୃଷକମାନେ ହେଉଛନ୍ତି ଦେଶର ଅନ୍ନଦାତା । ଏହି ଅନ୍ନଦାତାମାନଙ୍କୁ ଯେଭଳି ନିଷ୍ଠୁର ଭାବରେ ହତ୍ୟା କରାଗଲା ତାହା ଅତ୍ୟନ୍ତ ଅଗଣତାନ୍ତ୍ରିକ ଓ ନିନ୍ଦନୀୟ । ଏହି ଘଟଣାରେ ଆମେ କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି କରୁଛୁ । କଂଗ୍ରେସ ଦଳ ସର୍ବଦା ଅନ୍ନଦାତା ମାନଙ୍କ ସ୍ୱାର୍ଥ ପାଇଁ କାର୍ଯ୍ୟ କରିଛି ଓ ଆଜି ମଧ୍ୟ ସେମାନଙ୍କ ପଛରେ ଦୃଢ଼ ଭାବରେ ଛିଡା ହୋଇଛି । ଯେପର୍ଯ୍ୟନ୍ତ ଏହି ଆଇନ ସରକାର ପ୍ରତ୍ୟାହାର କରି ନାହାନ୍ତି ସେ ପର୍ଯ୍ୟନ୍ତ କଂଗ୍ରେସ ଦଳ ତାର ସଂଗ୍ରାମ ଜାରି ରଖିବ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ । 

ଆଜିର ଏହି କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ପଂଚାନନ କାନୁନଗୋ, ସୁରେଶ କୁମାର ରାଉତରାୟ, ଶରତ ରାଉତ, ଶିବାନନ୍ଦ ରାୟ, ଯଜେ୍ଞଶ୍ୱର ବାବୁ, ନକୁଳ ନାୟକ, ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର, କିଶୋର ଜେନା, ଦେବାଶିଷ ପଟ୍ଟନାୟକ, ମନୋରଞ୍ଜନ ଦାଶ, ଚିନ୍ମୟ ସୁନ୍ଦର ଦାସ,  ଅନୁଲେଖା ବୋଷା, ଜ୍ଞାନଦେବ ବେଉରା, ଜାନକୀ ବଲ୍ଲଭ ପଟ୍ଟନାୟକ, ବିଶ୍ୱଜିତ ଦାଶ, ଅମିୟ କୁମାର ପଟ୍ଟନାୟକ, ଦୀପକ ମହାପାତ୍ର, ସୁବ୍ରତ ମହାପାତ୍ର,  ନାରାୟଣ ଜେନା, ରଶ୍ମି ମହାପାତ୍ର, ବନ୍ଦିତା ପରିଡ଼ା, ପଦ୍ମାକର ଗୁରୁ, ୟାସିର ନୱାଜ, ଲିଙ୍ଗରାଜ ସାହୁ, ସୁରେନ୍ଦ୍ର ନାଥ କର, ବିସ୍ମୟ ମହାପାତ୍ର, ପ୍ରଶାନ୍ତ ଶତପଥି, ଅମିୟ ପାଣ୍ଡବ, ନାସିର ଅହମ୍ମଦ, ରଜନୀ ମହାନ୍ତି, ସୁଶାନ୍ତ ତ୍ରିପାଠୀ, ପ୍ରଣତୀ ମିଶ୍ର, ଶ୍ରୀୟାସ୍ମତା ପଣ୍ଡା, ସଂକୁନା କହଁର, କୁସୁମ ପ୍ରଧାନ, ମୋହନ ଜେନା, ସମ୍ଭୁ ପାଣିଗ୍ରାହୀ, ପ୍ରକାଶ ମିଶ୍ର, ରାଜକିଶୋର ବାରିକ, ମନୋରଞ୍ଜନ ରାଉତରାୟ, କୈଳାସ ସାହୁ, ଦେବୀପ୍ରସାଦ ବାହାଲିଆ, ରାଜୀବ ମହାପାତ୍ର, ମିହିର ଆଚାର୍ଯ୍ୟ, ଅଶୋକ ଦାସ, ଆଲୋକ ଲେଙ୍କା, ବଟକୃଷ୍ଣ ରାଉତରାୟ, ଶୈଳେନ୍ଦୁ ମଜୁମଦାର, ବ୍ରହ୍ମାନନ୍ଦ ସାହୁ, ଗିତାଞ୍ଜଳି ମହାନ୍ତି, ଅଭିଶେକ ରାଉତ, ଇନ୍ଦ୍ରଜିତ ପରିଡ଼ା, ସନ୍ତୋଷ ନନ୍ଦ, ମନୋଜ ସାହୁ,  ସୁନାକର ମହାରଣା, ନିମାଇ ରାଉତରାୟ, ସଂଜୀବ ମହାନ୍ତି, ସାଗର ପରିଡ଼ା, ଜୟକୃଷ୍ଣ ସୁବୁଦ୍ଧି, ମହମ୍ମଦ ସାହାଦୁଲ୍ଲା, ତାପସ ସେଠୀ, ବାବୁ ଜେନା, ବିଶ୍ୱଭୂଷଣ ମହାପାତ୍ର, ବୁନା ମହାନ୍ତି, ମଂଟୁ ମଲ୍ଲିକ, ଦେବରାଜ ମିଶ୍ର, ସୁବ୍ରତ ସେନାପତି, ଆଶିଷ ମଲ୍ଲିକ ପ୍ରମୁଖ ବହୁ କଂଗ୍ରେସ ନେତୃବୃନ୍ଦ ଓ କର୍ମୀ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ ।

Powered by Froala Editor

Tags pcc , odisha congress , congress

Related articles Odisha News Lens 4.1

  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...
    ଅପରାଧ

    ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...

    13628
    Sep 27, 2026
  •  ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ
    ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13718
    Sep 28, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର
    ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14508
    Sep 28, 2026
  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା
    ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14527
    Sep 28, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15342
    Sep 27, 2026
  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    13819
    Sep 28, 2026
  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି
    ମନୋରଞ୍ଜନ

    ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି

    15437
    Sep 27, 2026
  • ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15602
    Sep 27, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍
    ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    13883
    Sep 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15602
    Sep 27, 2026
  • ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    13819
    Sep 28, 2026
  • ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ମୋଦୀ

    15342
    Sep 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17135
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17822
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17790
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18204
    Sep 06, 2023

ବିଶେଷ

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13657
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15684
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15248
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14623
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14861
    Sep 11, 2026

ବାଣିଜ୍ୟ

ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

ଏଣିକି ଗ୍ରାହକଙ୍କୁ ଆଉ ୨୮ ଦିନ ନୁହେଁ, ବରଂ ପୂରା ୩୦ ଦିନର ରିଚାର୍ଜ ପ୍ଲାନ୍ ମିଳିବ । ଏହା ସହ ଶସ୍ତା ଭଏସ୍ ପ୍ଲାନ୍ ବି ଉପଲବ୍ଧ ହେବ । ରବିବାର କେନ୍ଦ୍ର ସରକାର ଟେଲିକମ୍ ଗ୍ରାହକ ସୁରକ୍ଷା (ତ୍ରୟୋଦଶ ସଂଶୋଧନ) ନିୟମାବଳୀ ୨୦୨୬ କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଗ୍ରାହକଙ୍କୁ ଏବେ ବର୍ଷକୁ ୧୩ଟି ରିଚାର୍ଜରୁ ମ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14056
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15943
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14432
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15624
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    13819
    Sep 28, 2026
  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13718
    Sep 28, 2026
  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି

    15437
    Sep 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In