Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, March 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ ...

  • ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

  • ଧର୍ମ ପରିବର୍ତ୍ତନ କଲେ କରିପାରିବନି ଏହି ...

  • ୧୩ ବର୍ଷର ସଂଘର୍ଷ ପରେ ଆଖି ବୁଜିଲେ ହରିଶ

  • ଯୁଦ୍ଧର ପ୍ରଭାବକୁ ହ୍ରାସ କରିବା ପାଇଁ ...

  • ପୁଣି କମିଲା ସୁନା ଦର, ଜାଣନ୍ତୁ କେତେ ?

  • ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ...

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ...

  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ...

  • ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି

Home ›› ››ଡେଭିଡ଼ କାର୍ଡ, ଜୋସୁଆ ଡି ଆଙ୍ଗ୍ରିଷ୍ଟ, ଗାଇଡୋ ଡବ୍ଲୁ. ଇମ୍ବେନ୍ସଙ୍କୁ ଅର୍ଥନୀତିରେ ମିଳିବ ନୋବେଲ

ଡେଭିଡ଼ କାର୍ଡ, ଜୋସୁଆ ଡି ଆଙ୍ଗ୍ରିଷ୍ଟ, ଗାଇଡୋ ଡବ୍ଲୁ. ଇମ୍ବେନ୍ସଙ୍କୁ ଅର୍ଥନୀତିରେ ମିଳିବ ନୋବେଲ

2021-10-11 18:38:09
13975
Share:
Facebook
Twitter
E-Mail
WhatsApp
Telegram
ଡେଭିଡ଼ କାର୍ଡ, ଜୋସୁଆ ଡି ଆଙ୍ଗ୍ରିଷ୍ଟ, ଗାଇଡୋ ଡବ୍ଲୁ. ଇମ୍ବେନ୍ସଙ୍କୁ ଅର୍ଥନୀତିରେ ମିଳିବ ନୋବେଲ
ଅର୍ଥନୀତିରେ ଡେଭିଡ କାର୍ଡ, ଜୋସୁଆ ଆଙ୍ଗ୍ରିଷ୍ଟ ଓ ଗୁଇଡୋ ଇମ୍ବେନ୍ସଙ୍କୁ ମିଳିବ ନୋବେଲ ପୁରସ୍କାର ।  କାନାଡାରେ ଅର୍ଥନୀତିଜ୍ଞ ଡେଭିଡ କାର୍ଡ, ଆମେରିକାର ଅର୍ଥନୀତିଜ୍ଞ ଜୋସୁଆ ଆଙ୍ଗ୍ରିଷ୍ଟ ଓ ଗୁଇଡୋ ଇମ୍ବେନ୍ସଙ୍କୁ ମିଳିବ ନୋବେଲ ପୁରସ୍କାର । ଏନେଇ ରୟାଲ ସ୍ୱିଡେନ ଏକାଡେମୀ ପକ୍ଷରୁ ଘୋଷଣା କରାଯାଇଛି । ଶ୍ରମ ଅର୍ଥନୀତିରେ ଉଲ୍ଲେଖନୀୟ ଅବଦାନ ସକାଶେ ସେମାନଙ୍କୁ ମିଳିବ ପୁରସ୍କାର ।
ସ୍ୱିଡେନ ଏକାଡେମୀ ଏକ ବିବୃତ୍ତିରେ କହିଛି ଯେ "ଚଳିତ ବର୍ଷ ଡେଭିଡ କାର୍ଡ, ଜୋସୁଆ ଆଙ୍ଗ୍ରିଷ୍ଟ ଓ ଗୁଇଡୋ ଇମ୍ବେନ୍ସ ଆମକୁ ଶ୍ରମ ଅର୍ଥନୀତି ବିଷୟରେ ନୂତନ ଜ୍ଞାନ ପ୍ରଦାନ କରିଛନ୍ତି ଏବଂ ପ୍ରାକୃତିକ ପରୀକ୍ଷଣରୁ କାରଣ ଏବଂ ପ୍ରଭାବ ବିଷୟରେ କ'ଣ ସିଦ୍ଧାନ୍ତ ନିଆଯାଇପାରିବ ତାହା ଦର୍ଶାଇଛନ୍ତି। ସେମାନଙ୍କର ଆଭିମୁଖ୍ୟ ଅନ୍ୟ କ୍ଷେତ୍ରକୁ ବ୍ୟାପିଛି ଏବଂ ପରୀକ୍ଷାମୂଳକ ଅନୁସନ୍ଧାନରେ ବିପ୍ଳବ ଆଣିଛି।"

ଅର୍ଥନୈତିକ ବିଜ୍ଞାନରେ ନୋବେଲ ପୁରସ୍କାର ରୟାଲ ସ୍ୱିଡେନ ଏକାଡେମୀ ଅଫ ସାଇନ୍ସ ଷ୍ଟକହୋମ ଦ୍ୱାରା ପ୍ରଦାନ କରାଯାଉଛି। ନୋବେଲ ଫାଉଣ୍ଡେସନକୁ ୧୯୬୮ ମସିହାରେ ବ୍ୟାଙ୍କର ୩୦୦ତମ ବାର୍ଷିକୀରେ ସେଭେରିଜ୍ ରିକ୍ସବ୍ୟାଙ୍କରୁ ଏକ ଦାନ ଗ୍ରହଣ କରିଥିଲା । ଏହି ପୁରସ୍କାର ସେହି ଦାନ ଉପରେ ଆଧାରିତ। ଚଳିତ ବର୍ଷ  ଏହି ୩ ଜଣ ଅର୍ଥନୀତିଜ୍ଞ ମିଳିତ ଭାବେ ନୋବେଲ ପୁରସ୍କାର ପାଇବେ।


Powered by Froala Editor

Tags nobel

Related articles Odisha News Lens 4.1

  • ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବିମାନ ଦୁର୍ଘଟଣାଗ୍ରସ୍ତ: ୬୬ ଯବାନଙ୍କ ମୃତ୍ୟୁ

    14623
    Mar 24, 2026
  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ
    ଦେଶ-ଦେଶାନ୍ତର

    ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ

    14742
    Mar 23, 2026
  • ପୁଣି କମିଲା ସୁନା ଦର, ଜାଣନ୍ତୁ କେତେ ?
    ଦେଶ-ଦେଶାନ୍ତର

    ପୁଣି କମିଲା ସୁନା ଦର, ଜାଣନ୍ତୁ କେତେ ?

    15140
    Mar 24, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....
    ବିଶେଷ

    କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14672
    Mar 23, 2026
  • ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ କଲେ ବାଦଶାହ
    ମନୋରଞ୍ଜନ

    ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ କଲେ ବାଦଶାହ

    13808
    Mar 24, 2026
  • ଯୁଦ୍ଧର ପ୍ରଭାବକୁ ହ୍ରାସ କରିବା ପାଇଁ ପ୍ରୟାସ କରାଯାଉଛି: ମୋଦୀ
    ଦେଶ-ଦେଶାନ୍ତର

    ଯୁଦ୍ଧର ପ୍ରଭାବକୁ ହ୍ରାସ କରିବା ପାଇଁ ପ୍ରୟାସ କରାଯାଉଛି: ମୋଦୀ

    13808
    Mar 24, 2026
  • ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା
    ମନୋରଞ୍ଜନ

    ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

    13800
    Mar 24, 2026
  • ୧୩ ବର୍ଷର ସଂଘର୍ଷ ପରେ ଆଖି ବୁଜିଲେ ହରିଶ
    ଦେଶ-ଦେଶାନ୍ତର

    ୧୩ ବର୍ଷର ସଂଘର୍ଷ ପରେ ଆଖି ବୁଜିଲେ ହରିଶ

    15328
    Mar 24, 2026
  • ଧର୍ମ ପରିବର୍ତ୍ତନ କଲେ କରିପାରିବନି ଏହି ଅଭିଯୋଗ
    ଦେଶ-ଦେଶାନ୍ତର

    ଧର୍ମ ପରିବର୍ତ୍ତନ କଲେ କରିପାରିବନି ଏହି ଅଭିଯୋଗ

    13343
    Mar 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14672
    Mar 23, 2026
  • ମନୋରଞ୍ଜନ

    ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

    13800
    Mar 24, 2026
  • ଦେଶ-ଦେଶାନ୍ତର

    ୨୩,୦୦୦ରୁ ତଳକୁ ଖସିଲା ନିଫ୍ଟି

    14608
    Mar 23, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17383
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17448
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17794
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16267
    Apr 03, 2021

ବିଶେଷ

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14672
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13874
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15066
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15614
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15524
    Mar 18, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15013
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15523
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13819
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14263
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14672
    Mar 23, 2026
  • ଇରାନ କେବଳ ଇସ୍ରାଏଲ ପାଇଁ ବିପଦ ନୁହେଁ ବରଂ ଏହା ସମଗ୍ର ବିଶ୍ବ ପାଇଁ ବିପଦ: ନେତାନ୍ୟାହୁ

    14742
    Mar 23, 2026
  • ୧୩ ବର୍ଷର ସଂଘର୍ଷ ପରେ ଆଖି ବୁଜିଲେ ହରିଶ

    15328
    Mar 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In