Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ...

  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ...

  • ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ...

  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ...

  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ...

  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ...

  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି ...

  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ...

ବିଶେଷ
Home ›› ବିଶେଷ ››ସକାଳୁ ସକାଳୁ କେବେ ଖାଆନ୍ତୁ ନାହିଁ ଏହି ଜିନିଷ

ସକାଳୁ ସକାଳୁ କେବେ ଖାଆନ୍ତୁ ନାହିଁ ଏହି ଜିନିଷ

2021-10-12 06:33:17
16314
Share:
Facebook
Twitter
E-Mail
WhatsApp
Telegram
ସକାଳୁ ସକାଳୁ କେବେ ଖାଆନ୍ତୁ ନାହିଁ ଏହି ଜିନିଷ

ଅଧିକାଂଶ ଲୋକେ ଏକ କପ୍ ଗରମ ଚା ବା କଫି ସହିତ ନିଜ ସକାଳର ଶୁଭାରମ୍ଭ କରିଥାନ୍ତି । କିନ୍ତୁ ସବୁବେଳେ ଏମିତି କରିବା ଶରୀର ପ୍ରତି ଆଦୌ ଠିକ୍ ନୁହେଁ । ଏମିତି କରିବା ଦ୍ୱାରା ଆପଣ ରୋଗରେ ପଡିପାରନ୍ତି । ଏକ୍ସପର୍ଟ୍ସଙ୍କ ଅନୁସାରେ କେଉଁ ସମୟରେ ଆପଣ କଣ ଖାଦ୍ୟ ପେୟ ଗ୍ରହଣ କରୁଛନ୍ତି ଏହାର ପ୍ରଭାବ ଆପଣଙ୍କ ଶରୀର ଉପରେ ପଡିଥାଏ । ତେଣୁ ଏଥିପ୍ରତି ସଜାଗ ରହିବା ଉଚିତ୍ ।

ଚା ଓ କଫି

ଯଦି ଆପଣଙ୍କର ଚା ଓ କଫି ପିଇବା ଅଭ୍ୟାସ ଅଛି ତେବେ ପିଅନ୍ତୁ କିନ୍ତୁ ସବୁ ସମୟରେ ନୁହେଁ । ଏହା ଆପଣଙ୍କ ଶରୀର ଉପରେ କୁପ୍ରଭାବ ପକାଇପାରେ ଏବଂ ଆପଣଙ୍କ ସ୍ଲିପ୍ ସାଇକଲ ମଧ୍ୟ ଡିଷ୍ଟର୍ବ ହୋଇପାରେ । ସକାଳେ ଚା ବା କଫି ପିଇଲେ ଆପଣଙ୍କ ମୁଡ୍ ଇମ୍ପ୍ରୁଭ୍ ହୋଇଥାଏ । ଏଥିରେ କୈଫିନର ମାତ୍ରା ଅଧିକ ରହିଥାଏ । ଏହା ମାନସିକ ଏବଂ ଶାରିରୀକ ରୂପେ ଆପଣଙ୍କୁ ଫ୍ରେଶ୍ ରଖିଥାଏ । କିନ୍ତୁ ଏଥିରେ କ୍ଷତି ମଧ୍ୟ ହୋଇଥାଏ ।
ଦୁଗ୍ଧ ଏବଂ ସେଓ ସମ୍ପର୍କରେ ଏକ୍ସପର୍ଟ୍ସମାନେ କୁହନ୍ତି ଯେ ଏହା ଆପଣଙ୍କ ସ୍ୱାସ୍ଥ୍ୟକୁ ବହୁତ ଫାଇଦା ପହଞ୍ଚାଇଥାଏ । କିନ୍ତୁ ଏହାକୁ ସବୁ ସମୟରେ ଖାଇବା ଅନୁଚିତ୍ । ଏହାକୁ ସଠିକ୍ ସମୟରେ ଖାଇଲେ ହିଁ ଏହାର ଫାଇଦା ମିଳିଥାଏ । ସଠିକ୍ ସମୟରେ ଏହାକୁ ଖାଇଲେ ଏଥିରେ ଥିବା ପୋଷକ ତତ୍ୱର ଫାଇଦା ଆପଣଙ୍କୁ ମିଳିଥାଏ ।

ପ୍ରାୟତଃ ଦିନରେ ଗୋଟିଏ ସେଓ ଏବଂ ରାତିରେ ଶୋଇବା ପୂର୍ବରୁ ଦୁଗ୍ଧ ପିଇବା ପାଇଁ ପରାମର୍ଶ ଦିଆଯାଏ । ଏହାର କାରଣ ସକାଳେ ସକାଳେ ସେଓ ଖାଇଲେ ଆପଣଙ୍କ ମେଟାବୋଲିଜିମ୍ ଉତ୍ତମ ରହିଥାଏ ଏବଂ ଏହା ଆପଣଙ୍କ Bowel Movement ଠିକ୍ ରଖିଥାଏ ।  ସେହିଭଳି ଦୁଗ୍ଧ ପିଇବାର ସଠିକ୍ ସମୟ ରାତିରେ । ଏଥିରେ Tryptophan ଓ Amino acid  ରହିଥାଏ । ଯାହା କି ସ୍ଲିପ୍ କ୍ୱାଲିଟିକୁ ଉତ୍ତମ କରିଥାଏ । ଏକ୍ସପର୍ଟସ କୁହନ୍ତି ଯେ ଆପଣ ଚା କିମ୍ବା କଫି ପିଇବା ବଦଳରେ ସବୁଦିନ ସକାଳେ ଏବଂ ରାତିରେ ଦୁଗ୍ଧ ଗ୍ଲାସ ପିଇବା ଉଚିତ୍ । 

Powered by Froala Editor

Tags Food

Related articles Odisha News Lens 4.1

  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା

    13538
    Oct 04, 2026
  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ
    ଜିଲ୍ଲା ପରିକ୍ରମା

    ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ

    15072
    Oct 04, 2026
  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ...
    ଦେଶ-ଦେଶାନ୍ତର

    ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ...

    14127
    Oct 04, 2026
  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ  ନିଖୋଜ
    ଦେଶ-ଦେଶାନ୍ତର

    ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ ନିଖୋଜ

    14732
    Oct 04, 2026
  •  କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ
    ବାଣିଜ୍ୟ

    କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14125
    Oct 04, 2026
  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ...
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ...

    13381
    Oct 04, 2026
  • ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ଡାକ୍ତରଖାନାରେ ଭେଟିଲେ ୟୁଏଇର ଉପ ...
    ଦେଶ-ଦେଶାନ୍ତର

    ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ଡାକ୍ତରଖାନାରେ ଭେଟିଲେ ୟୁଏଇର ଉପ ...

    15344
    Oct 04, 2026
  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15227
    Oct 03, 2026
  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ

    13646
    Oct 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା

    13538
    Oct 04, 2026
  • ବାଣିଜ୍ୟ

    କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14125
    Oct 04, 2026
  • ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ଶୁଭେନ୍ଦୁ ଅଧିକାରୀ

    13381
    Oct 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17150
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17841
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17804
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18219
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15429
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14101
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15839
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15406
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14779
    Sep 18, 2026

ବାଣିଜ୍ୟ

କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

ପ୍ରାକୃତିକ ତେଲ ତ୍ବଚା ଏବଂ ବାଳ ନିମନ୍ତେ ଅତ୍ୟନ୍ତ ଲାଭଦାୟକ ହୋଇଥାଏ। ନଡ଼ିଆ ତେଲ,ବାଦାମ ତେଲ,ଅଲିଭ ତେଲର ଫାଇଦା ବିଷୟରେ ତ ଆପଣ ଜାଣିଥିବେ କିନ୍ତୁ ଆପଣ କ’ଣ କେବେ ଅଣ୍ଡା ତେଲ ଟ୍ରାଇ କରିଛନ୍ତି? ଆସନ୍ତୁ ଜାଣିବା ଅଣ୍ଡା ତେଲ କିପରି ଭାବରେ ଆମ ବାଳ ପାଇଁ ଲାଭଦାୟକ ହୋଇଥାଏ।

ଅଣ୍ଡା ତେଲ ଅଣ୍ଡାର କେଶର ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    13799
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15385
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15049
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14400
    Sep 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14125
    Oct 04, 2026
  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତନ୍ୟାହୁ

    14127
    Oct 04, 2026
  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା

    13538
    Oct 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In