Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହା ଛାତ୍ର ଆନ୍ଦୋଳନ ନୁହେଁ, ବରଂ ଦେଶରେ ...

  • ପ୍ରଶ୍ନପତ୍ର ପ୍ରଘଟ ଘଟଣା: କଠୋର ଦଣ୍ଡ ଦେବା ...

  • ଭାରତୀୟ ନୌସେନାରେ ସାମିଲ ହେଲା ...

  • ପୁରା ମୌସୁମୀ ଅଧିବେଶନରୁ ନିଲମ୍ବିତ ହେଲେ ...

  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ...

  • ୧୬ ବର୍ଷ ପରେ ଭାରତ ଫେରିବେ ଲଲିତ୍ ମୋଦୀ

  • ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ

  • ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ...

  • ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ...

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଏମିତି ବୟାନ ଦେଇ ଚର୍ଚ୍ଚାରେ ଶିକ୍ଷାମନ୍ତ୍ରୀ

ଏମିତି ବୟାନ ଦେଇ ଚର୍ଚ୍ଚାରେ ଶିକ୍ଷାମନ୍ତ୍ରୀ

2021-10-13 07:20:21
13901
Share:
Facebook
Twitter
E-Mail
WhatsApp
Telegram
ଏମିତି ବୟାନ ଦେଇ ଚର୍ଚ୍ଚାରେ ଶିକ୍ଷାମନ୍ତ୍ରୀ


ଜୟପୁର: କର୍ଣ୍ଣାଟକର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ପରେ ଏବେ ରାଜସ୍ଥାନର ଶିକ୍ଷାମନ୍ତ୍ରୀ ମହିଳାମାନଙ୍କ ଉପରେ ବିବାଦୀୟ ବୟାନ ଦେଇଛନ୍ତି । ଭାରତରେ ମହିଳାମାନେ ପିଲା ଜନ୍ମ କରିବାକୁ ଏବଂ ବାପାମାଆଙ୍କୁ ପାଖରେ ରଖିବାକୁ ଆଗ୍ରହୀ ନଥିବା କହିବାର ଦୁଇ ଦିନ ପରେ ରାଜସ୍ଥାନର ଶିକ୍ଷାମନ୍ତ୍ରୀ ଗୋବିନ୍ଦ ସିଂହ ଦୋତସ୍ରା ଆଉ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି । ଗତକାଲି ଜୟପୁରଠାରେ ଅନ୍ତର୍ଜାତୀୟ ବାଳିକା ଦିବସ ପାଳନ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜସ୍ଥାନ ଶିକ୍ଷାମନ୍ତ୍ରୀ କହିଛନ୍ତି ଯେଉଁ ବିଦ୍ୟାଳୟରେ ମହିଳା କର୍ମଚାରୀ ବା ଶିକ୍ଷୟିତ୍ରୀମାନେ ଅଧିକ ରହିଛନ୍ତି ସେଠାରେ ବେଶି ଝଗଡ଼ା ହେଉଛି । ବିଭିନ୍ନ କାରଣ ପାଇଁ ଶିକ୍ଷୟିତ୍ରୀମାନଙ୍କ ମଧ୍ୟରେ ଝଗଡ଼ା ହେଉଛି । ଯଦି ମହିଳା କର୍ମଚାରୀମାନେ ଏହି ଛୋଟ ଛୋଟ ଭୁଲକୁ ସୁଧାରି ପାରିବେ ତା’ହେଲେ ସେମାନେ ପୁରୁଷମାନଙ୍କ ତୁଳନାରେ ସବୁବେଳେ ଆଗରେ ରହିବେ ବୋଲି ଦୋତସ୍ରା କହିଛନ୍ତି । ରାଜସ୍ଥାନ ସରକାର ସବୁବେଳେ ମହିଳାମାନଙ୍କ ସୁରକ୍ଷା ଏବଂ ସୁବିଧାକୁ ଧ୍ୟାନ ଦେଇ ଆସିଛନ୍ତି । ସେମାନଙ୍କୁ ଭଲ ସ୍ଥାନରେ ନିଯୁକ୍ତି ଦେଇଛନ୍ତି । ଅଧିକାଂଶ ଶିକ୍ଷୟିତ୍ରୀ ସହରରେ କିମ୍ବା ସହର ନିକଟବର୍ତ୍ତୀ ଅଞ୍ଚଳରେ ନିଯୁକ୍ତ ଅଛନ୍ତି । ଚାକିରିଠାରୁ ଆରମ୍ଭ କରି ପଦୋନ୍ନତି କ୍ଷେତ୍ରରେ ମଧ୍ୟ ସେମାନଙ୍କୁ ଅଗ୍ରାଧିକାର ଦିଆଯାଉଛି ବୋଲି ମନ୍ତ୍ରୀ କହିଛନ୍ତି ।

Powered by Froala Editor

Tags Education minister

Related articles Odisha News Lens 4.1

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା
    ବାଣିଜ୍ୟ

    ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15772
    Jul 22, 2026
  • ପ୍ରଶ୍ନପତ୍ର ପ୍ରଘଟ ଘଟଣା: କଠୋର ଦଣ୍ଡ ଦେବା ପାଇଁ ସରକାରଙ୍କ ଫାଷ୍ଟ-ଟ୍ରାକ୍ କୋର୍ଟ ...
    ଦେଶ-ଦେଶାନ୍ତର

    ପ୍ରଶ୍ନପତ୍ର ପ୍ରଘଟ ଘଟଣା: କଠୋର ଦଣ୍ଡ ଦେବା ପାଇଁ ସରକାରଙ୍କ ଫାଷ୍ଟ-ଟ୍ରାକ୍ କୋର୍ଟ ...

    14031
    Jul 23, 2026
  •  ଭାରତୀୟ ନୌସେନାରେ ସାମିଲ ହେଲା ଯୁଦ୍ଧଜାହାଜ ଆଇଏନ୍‌ଏସ୍‌ ମାଲଭାନ୍
    ଦେଶ-ଦେଶାନ୍ତର

    ଭାରତୀୟ ନୌସେନାରେ ସାମିଲ ହେଲା ଯୁଦ୍ଧଜାହାଜ ଆଇଏନ୍‌ଏସ୍‌ ମାଲଭାନ୍

    13661
    Jul 23, 2026
  • ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ଲିକ୍‌ : ରାହୁଲ ଗାନ୍ଧୀ
    ଦେଶ-ଦେଶାନ୍ତର

    ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ଲିକ୍‌ : ରାହୁଲ ଗାନ୍ଧୀ

    15740
    Jul 23, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ...

    15484
    Jul 23, 2026
  • ୧୬ ବର୍ଷ ପରେ ଭାରତ ଫେରିବେ ଲଲିତ୍ ମୋଦୀ
    ଦେଶ-ଦେଶାନ୍ତର

    ୧୬ ବର୍ଷ ପରେ ଭାରତ ଫେରିବେ ଲଲିତ୍ ମୋଦୀ

    15243
    Jul 23, 2026
  • ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ
    ଦେଶ-ଦେଶାନ୍ତର

    ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ

    15586
    Jul 23, 2026
  • ପୁରା ମୌସୁମୀ ଅଧିବେଶନରୁ ନିଲମ୍ବିତ ହେଲେ କଲ୍ୟାଣ ବାନାର୍ଜୀ
    ଦେଶ-ଦେଶାନ୍ତର

    ପୁରା ମୌସୁମୀ ଅଧିବେଶନରୁ ନିଲମ୍ବିତ ହେଲେ କଲ୍ୟାଣ ବାନାର୍ଜୀ

    15566
    Jul 23, 2026
  • ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ଆଇନଗତ କାର୍ଯ୍ୟାନୁଷ୍ଠାନ
    ଦେଶ-ଦେଶାନ୍ତର

    ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ଆଇନଗତ କାର୍ଯ୍ୟାନୁଷ୍ଠାନ

    14990
    Jul 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ରାଜନୀତି

    ଏହା ଛାତ୍ର ଆନ୍ଦୋଳନ ନୁହେଁ, ବରଂ ଦେଶରେ ଅରାଜକତା ସୃଷ୍ଟି କରିବାର ଆନ୍ଦୋଳନ : ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ

    15309
    Jul 24, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15484
    Jul 23, 2026
  • ଦେଶ-ଦେଶାନ୍ତର

    ୧୬ ବର୍ଷ ପରେ ଭାରତ ଫେରିବେ ଲଲିତ୍ ମୋଦୀ

    15243
    Jul 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16994
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17601
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17654
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18055
    Sep 06, 2023

ବିଶେଷ

  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15237
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    15964
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14214
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14491
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14832
    Jul 12, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ କୋଇଲା ଖଣି, ସୁନ୍ଦରଗଡ ଜିଲ୍ଲାର ବାଲିଶଙ୍କରା ବ୍ଲକର ୧୮୦ ରୁ ଅଧିକ ଯକ୍ଷ୍ମା (ଟିବି) ରୋଗୀଙ୍କ ପାଇଁ ପୁଷ୍ଟିକର ସହାୟତା, ପରାମର୍ଶ ଏବ ...

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15772
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15289
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13891
    Jul 20, 2026
  • ‘ଆଶୀର୍ବାଦ’ ବିଶ୍ୱକର୍ମା ମହାରଣାମାନଙ୍କୁ ଗୁଣାତ୍ମକ ପରମ୍ପରା ଅଭିଯାନ ଜରିଆରେ ଅଭିବାଦନ ଜଣାଇଲା

    14107
    Jul 19, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୬ ବର୍ଷ ପରେ ଭାରତ ଫେରିବେ ଲଲିତ୍ ମୋଦୀ

    15243
    Jul 23, 2026
  • ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ଲିକ୍‌ : ରାହୁଲ ଗାନ୍ଧୀ

    15740
    Jul 23, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15484
    Jul 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In