Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ...

  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ...

  • ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ...

  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ...

  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ...

  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ...

  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି ...

  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ...

ବିଶେଷ
Home ›› ବିଶେଷ ››ନଖ କାମୁଡିବା ହୋଇପାରେ ରୋଗର ଲକ୍ଷଣ

ନଖ କାମୁଡିବା ହୋଇପାରେ ରୋଗର ଲକ୍ଷଣ

2021-04-21 07:04:21
13859
Share:
Facebook
Twitter
E-Mail
WhatsApp
Telegram
ନଖ କାମୁଡିବା ହୋଇପାରେ ରୋଗର ଲକ୍ଷଣ

ଅନେକ ଲୋକ ଅଭ୍ୟାସ ବଶତଃ ନିଜ ନଖକୁ ଦାନ୍ତରେ କାମୁଡି ଥାଆନ୍ତି । କେତେ ଜଣ ଏହା ଏକ କୁ ଅଭ୍ୟାସ ଭାବି ଅଣଦେଖା କରିଥାଆନ୍ତି । ଅନେକ ଚେଷ୍ଟା କଲେ ଏହି କୁ ଅଭ୍ୟାସକୁ ଛାଡି ହୁଏ । ଆପଣ ମାନନ୍ତୁ କି ନ ମାନନ୍ତୁ ଏହା ଏଖ ରୋଗ ଲକ୍ଷଣ ।ଏହା ଏକ ଖରାପ ଅଭ୍ୟାସ । ଏହା ଉପରେ ବିଜୟ ପାଇଭା ବହୁ କଷ୍ଟ ।

ମାନସିକ ଚାପ ଯୋଗୁଁ ଅଧିକାଂଶ ଲୋକ ନଖ କାମୁଡୁଥିବା କଥା କୁହାଯାଇଛି । ଏମାନଙ୍କ ବ୍ୟବହାର ବିଷୟରେ ଆମେରିକାର ଗେବଷକମାନେ ଗବେଷଣା କରିଥିଲା । ବିଶେଷ ଭାବେ ଏମାନଙ୍କ ବ୍ୟବହାରକୁ ଅନୁଧ୍ୟାନ କରାଯାଇଥିଲା । ଯେଉଁମାନେ ନଖ କାମୁଡନ୍ତି ସେମାନେ କାର୍ୟ୍ୟକୁ ଅଧିକ ଭଲ ଭାବେ ସମାପନ କରିବା ପାଇଁ ଚେଷ୍ଟା କରିଥାଆନ୍ତି ।

ଏଥିପାଇଁ ଅଧିକ ଚିନ୍ତା କରିବାର ଆବଶ୍ୟକ ନାହିଁ । ମାନସିକ ଚାପକୁ କମ୍‌ କରି ଏହି ସବୁ କାର୍ୟ୍ୟ କରିବା ଆବଶ୍ୟକ ବୋଲି ସେମାନେ କହିଛନ୍ତି । ଆମେରିକାନ୍‌ ସାଇକ୍ରାଟିକ୍‌ ଆସୋସିଏସନ୍‌ ଅନୁସାରେ ଆପଣ ନଖ କାମୁଡିଥିଲେ ଆପଣ ଏକ ପ୍ରକାର ମାନସିକ ଚାପ ବଶବର୍ତ୍ତୀ ହୋଇଯାଆନ୍ତି । ମାତ୍ର କେତକ ଲୋକଙ୍କର ଏହା ଏକ ପ୍ରକାର ଅଭ୍ୟାସରେ ପରିଣତ ହୋଇଯାଇଥାଏ । ନଖ କାମୁଡିବା ବା ଚୋବାଇବା ଭଲ ଲକ୍ଷଣ ନୁହେଁ ବୋଲି ଏହି ଗବେଷଣାରେ କୁହାଯାଇଛି । କୌଣସି ପ୍ରକାରର ଚାପ କିମ୍ବା ଖରାପ ଅଭ୍ୟାସ ହେଲେ ମଧ୍ୟ କେତକ ଲୋକ ନଖ କାମୁଡିବା ଅଭ୍ୟାସରେ ପଡି ଥଆନ୍ତି । ଏହାକୁ ତୁରନ୍ତ ତ୍ୟାଗ କରିବା ଉଚିତ୍‌ ବୋଲି କୁହାଯାଇଛି।

Powered by Froala Editor

Tags NAIL BITING

Related articles Odisha News Lens 4.1

  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...
    ଦେଶ-ଦେଶାନ୍ତର

    ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

    14662
    Oct 03, 2026
  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ...
    ଦେଶ-ଦେଶାନ୍ତର

    ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ...

    14182
    Oct 04, 2026
  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15279
    Oct 03, 2026
  •  କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ
    ବାଣିଜ୍ୟ

    କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14172
    Oct 04, 2026
  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ...
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ...

    13434
    Oct 04, 2026
  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା

    13591
    Oct 04, 2026
  • ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ଡାକ୍ତରଖାନାରେ ଭେଟିଲେ ୟୁଏଇର ଉପ ...
    ଦେଶ-ଦେଶାନ୍ତର

    ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ଡାକ୍ତରଖାନାରେ ଭେଟିଲେ ୟୁଏଇର ଉପ ...

    15398
    Oct 04, 2026
  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ  ନିଖୋଜ
    ଦେଶ-ଦେଶାନ୍ତର

    ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ ନିଖୋଜ

    14784
    Oct 04, 2026
  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ
    ଜିଲ୍ଲା ପରିକ୍ରମା

    ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ

    15119
    Oct 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

    14662
    Oct 03, 2026
  • ବାଣିଜ୍ୟ

    କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14172
    Oct 04, 2026
  • ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ଶୁଭେନ୍ଦୁ ଅଧିକାରୀ

    13434
    Oct 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17151
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17842
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17805
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18220
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15436
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14109
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15846
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15413
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14787
    Sep 18, 2026

ବାଣିଜ୍ୟ

କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

ପ୍ରାକୃତିକ ତେଲ ତ୍ବଚା ଏବଂ ବାଳ ନିମନ୍ତେ ଅତ୍ୟନ୍ତ ଲାଭଦାୟକ ହୋଇଥାଏ। ନଡ଼ିଆ ତେଲ,ବାଦାମ ତେଲ,ଅଲିଭ ତେଲର ଫାଇଦା ବିଷୟରେ ତ ଆପଣ ଜାଣିଥିବେ କିନ୍ତୁ ଆପଣ କ’ଣ କେବେ ଅଣ୍ଡା ତେଲ ଟ୍ରାଇ କରିଛନ୍ତି? ଆସନ୍ତୁ ଜାଣିବା ଅଣ୍ଡା ତେଲ କିପରି ଭାବରେ ଆମ ବାଳ ପାଇଁ ଲାଭଦାୟକ ହୋଇଥାଏ।

ଅଣ୍ଡା ତେଲ ଅଣ୍ଡାର କେଶର ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    13846
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15386
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15050
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14401
    Sep 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ଡାକ୍ତରଖାନାରେ ଭେଟିଲେ ୟୁଏଇର ଉପ ପ୍ରଧାନମନ୍ତ୍ରୀ

    15398
    Oct 04, 2026
  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା

    13591
    Oct 04, 2026
  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

    14662
    Oct 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In