Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, February 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ...

  • ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ...

  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ...

  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ...

  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ...

  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ...

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ...

Home ›› ››ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରାଗଲା - ଧର୍ମେନ୍ଦ୍ର ପ୍ରଧାନ

ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରାଗଲା - ଧର୍ମେନ୍ଦ୍ର ପ୍ରଧାନ

2021-10-13 11:20:06
14460
Share:
Facebook
Twitter
E-Mail
WhatsApp
Telegram
ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରାଗଲା - ଧର୍ମେନ୍ଦ୍ର ପ୍ରଧାନ

- ୟୁଜିସି ଅଧିନିୟମ ୧୯୫୬, ଧାରା ୧୨(ବି) ଅନୁସାରେ ଏହି ବିଶ୍ୱବିଦ୍ୟାଳୟ ଖୁବ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ


- ଓଡ଼ିଶାର ଆଇନ ଶିକ୍ଷାର ମାନ ବଢ଼ାଇବ ଓ ବିଦ୍ୟାର୍ଥୀଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବ 


ନୂଆଦିଲ୍ଲୀ/ଭୁବନେଶ୍ୱର – କଟକ ସ୍ଥିତ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ୟୁନିଭରସିଟି ଗ୍ରାଂଟ କମିସନ (ୟୁଜିସି) ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରିଛି ବୋଲି ଟ୍ୱିଟ୍ କରି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି ।


ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ କଟକ ସ୍ଥିତ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ୟୁଜିସି ଅଧିନିୟମ ୧୯୫୬, ଧାରା ୨(ଏଫ୍‌) ଅନୁଯାୟୀ ୟୁନିଭରସିଟି ଗ୍ରାଂଟ୍ କମିସନ (ୟୁଜିସି) ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରିଛି । ୟୁଜିସି ଅଧିନିୟମ୧୯୫୬, ଧାରା ୧୨(ବି) ଅନୁସାରେ ଏହି ବିଶ୍ୱବିଦ୍ୟାଳୟ ଖୁବ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ ।


ଏହା ନିଶ୍ଚିତ ଭାବରେ ଓଡ଼ିଶାର ଆଇନ ବିଦ୍ୟାର୍ଥୀଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟିସମ୍ପନ୍ନ ଜାତୀୟ ଶିକ୍ଷା ନୀତି ଅନୁସାରେ ଛାତ୍ରଛାତ୍ରୀଙ୍କୁ ନୂଆ ପରିଚୟ ଦେବ ଏବଂ ରାଜ୍ୟରେ ଆଇନ ଶିକ୍ଷାର ମାନ ବଢ଼ାଇବ ବୋଲି ଆଶା କରୁଛି । ଜାତୀୟ ଶିକ୍ଷା ନୀତି ଅନୁସାରେ କେନ୍ଦ୍ର ସରକାର ଉଚ୍ଚ ଶିକ୍ଷା ଦୃଶ୍ୟପଟ୍ଟରେ ପରିବର୍ତନ ଆଣିବା ପାଇଁ ପ୍ରତିଶ୍ରୁତି ବଦ୍ଧ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି । 

Powered by Froala Editor

Tags dharmendra pradhan , madhusudhan law college

Related articles Odisha News Lens 4.1

  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ
    ଦେଶ-ଦେଶାନ୍ତର

    ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ

    13422
    Feb 24, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍
    ବିଶେଷ

    ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15366
    Feb 23, 2026
  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ

    14294
    Feb 24, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ
    ବାଣିଜ୍ୟ

    ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15126
    Feb 23, 2026
  •  ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି
    ଦେଶ-ଦେଶାନ୍ତର

    ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି

    13389
    Feb 24, 2026
  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ

    14990
    Feb 24, 2026
  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍
    ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15247
    Feb 24, 2026
  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14631
    Feb 23, 2026
  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍
    ଦେଶ-ଦେଶାନ୍ତର

    ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    15065
    Feb 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି

    13389
    Feb 24, 2026
  • ଦେଶ-ଦେଶାନ୍ତର

    ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ

    13422
    Feb 24, 2026
  • ବାଣିଜ୍ୟ

    ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15126
    Feb 23, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17350
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17419
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17761
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16237
    Apr 03, 2021

ବିଶେଷ

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15366
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16090
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14489
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15257
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15973
    Feb 17, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15113
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14964
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14476
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16087
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15126
    Feb 23, 2026
  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14631
    Feb 23, 2026
  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    15065
    Feb 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In