Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୫୨୬ କିଲୋଗ୍ରାମ ହେରୋଇନ ଓ ...

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ...

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ ...

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ...

  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ...

  • ଭାରତରେ ‘Apple Pay’ ପ୍ରବେଶ

  • ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ...

  • ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ...

  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ ...

ରାଜନୀତି
Home ›› ରାଜନୀତି ››ଯୁବ କଂଗ୍ରେସ କାର୍ଯ୍ୟାଳୟ ଭଙ୍ଗରୁଜା ଘଟଣାରେ ପିସିସି ପକ୍ଷରୁ ତ୍ୱରିତ ପଦକ୍ଷେପ

ଯୁବ କଂଗ୍ରେସ କାର୍ଯ୍ୟାଳୟ ଭଙ୍ଗରୁଜା ଘଟଣାରେ ପିସିସି ପକ୍ଷରୁ ତ୍ୱରିତ ପଦକ୍ଷେପ

2021-10-14 06:59:44
15835
Share:
Facebook
Twitter
E-Mail
WhatsApp
Telegram
ଯୁବ କଂଗ୍ରେସ କାର୍ଯ୍ୟାଳୟ ଭଙ୍ଗରୁଜା ଘଟଣାରେ ପିସିସି ପକ୍ଷରୁ ତ୍ୱରିତ ପଦକ୍ଷେପ

ଭୁବନେଶ୍ୱର  - ପ୍ରଦେଶ ଯୁବ କଂଗ୍ରେସ କାର୍ଯ୍ୟାଳୟ ଭଙ୍ଗାରୁଜା ଘଟଣାରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ତ୍ୱରିତ ପଦକ୍ଷେପ ଗ୍ରହଣ କରିଛନ୍ତି । ଏଭଳି କାର୍ଯ୍ୟକୁ ବରଦାସ୍ତ କରାଯିବ ନାହିଁ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି । ଏହି ଘଟଣାରେ ଦାୟୀତ୍ୱରେ ଅବହେଳା ଯୋଗୁଁ ରାତ୍ର ଜଗୁଆଳି (ୱାଚମ୍ୟାନ) ଙ୍କୁ ନିଲମ୍ବନ କରାଯାଇଅଛି । ଅପରପକ୍ଷେ ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବା ପାଇଁ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ପଟ୍ଟନାୟକ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କମିଟି ସଭାପତି ଶ୍ରୀ ବିଶ୍ୱଜିତ ଦାଶଙ୍କୁ ଦାୟୀତ୍ୱ ଦେଇଛନ୍ତି । ଶ୍ରୀ ଦାଶ ଖୁବଶୀଘ୍ର ଏକ ପୂର୍ଣ୍ଣାଙ୍ଗ ରିପୋର୍ଟ ପ୍ରଦେଶ କଂଗ୍ରେସ କମିଟିକୁ ପ୍ରଦାନ କରିବାପାଇଁ କୁହାଯାଇଛି । ଏହି ରିପୋର୍ଟ ପାଇବାପରେ ପରବର୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଉପସଭାପତି ଶ୍ରୀ ଯଜେ୍ଞଶ୍ୱର ବାବୁ ପ୍ରେସ ଇସ୍ତାହାର ମାଧ୍ୟମରେ ଜଣାଇଛନ୍ତି ।

Powered by Froala Editor

Tags inc , congress ,

Related articles Odisha News Lens 4.1

  • ଭାରତରେ  ‘Apple Pay’ ପ୍ରବେଶ
    ବାଣିଜ୍ୟ

    ଭାରତରେ ‘Apple Pay’ ପ୍ରବେଶ

    14522
    Sep 30, 2026
  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା
    ଅପରାଧ

    ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15258
    Sep 30, 2026
  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି
    ଦେଶ-ଦେଶାନ୍ତର

    ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି

    14373
    Sep 30, 2026
  • ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?
    ଦେଶ-ଦେଶାନ୍ତର

    ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?

    15643
    Sep 30, 2026
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର
    ଦେଶ-ଦେଶାନ୍ତର

    ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14534
    Sep 29, 2026
  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ
    ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    14924
    Sep 30, 2026
  • ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ଗୋଲ୍ଡି ବ୍ରାର ସାମିଲ
    ଅପରାଧ

    ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ଗୋଲ୍ଡି ବ୍ରାର ସାମିଲ

    13585
    Sep 30, 2026
  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ
    ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14875
    Sep 30, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    14965
    Sep 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14534
    Sep 29, 2026
  • ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14875
    Sep 30, 2026
  • ଅପରାଧ

    ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15258
    Sep 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17138
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17827
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17793
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18208
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15073
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13999
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15738
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15304
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14680
    Sep 18, 2026

ବାଣିଜ୍ୟ

ଭାରତରେ ‘Apple Pay’ ପ୍ରବେଶ

ପ୍ରାୟ ୧୨ ବର୍ଷର ଦୀର୍ଘ ଅପେକ୍ଷା ପରେ ଭାରତୀୟ ବଜାରରେ ‘ଆପଲ୍ ପେ’ ପ୍ରବେଶ କରିଛି । ଏହି ସେବା ଆସିବା ପରେ ଏବେ ଦେଶର ଆଇଫୋନ୍, ଆଇପ୍ୟାଡ୍ ଏବଂ ଆପଲ୍ ୱାଚ୍ ୟୁଜର୍ସମାନେ ଅତି ସହଜରେ ଡିଜିଟାଲ୍ ପେମେଣ୍ଟ କରିପାରିବେ । ବର୍ତ୍ତମାନ ପାଇଁ ଏହା କେବଳ ଏକ୍ସିସ୍ ବ୍ୟାଙ୍କର ଭିସା ଏବଂ ମାଷ୍ଟରକାର୍ଡ କ୍ରେଡିଟ୍ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14318
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14337
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15952
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14434
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?

    15643
    Sep 30, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    14965
    Sep 30, 2026
  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14875
    Sep 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In