Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ...

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ...

  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ...

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ...

  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଜେଲରେ ବିସ୍କୁଟ ଖାଉଛନ୍ତି ଆର୍ୟନ

ଜେଲରେ ବିସ୍କୁଟ ଖାଉଛନ୍ତି ଆର୍ୟନ

2021-10-14 07:33:12
15495
Share:
Facebook
Twitter
E-Mail
WhatsApp
Telegram
ଜେଲରେ ବିସ୍କୁଟ ଖାଉଛନ୍ତି ଆର୍ୟନ

 ମୁମ୍ବାଇ: ମୁମ୍ବାଇ କୋର୍ଡିଲିଆ ଜାହାଜରେ ଡ୍ରଗସ ପାର୍ଟି ମାମଲାରେ ଗିରଫ ହୋଇଥିବା ବଲିଉଡ଼ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ୟନ ଖାନ ୫ ଦିନ ହେବ ଆର୍ଥର ରୋଡ ଜେଲରେ ଅଛନ୍ତି । ମୁମ୍ବାଇର ମନ୍ନତ ମହଲରେ ସୌଖୀନ ଜୀବନ ବିତାଉଥିବା ଆର୍ୟନ ଜେଲ ମଧ୍ୟରେ ବନ୍ଦୀ ଜୀବନକୁ ସହଜରେ ଗ୍ରହଣ କରିପାରୁନାହାନ୍ତି । ଜେଲ ମଧ୍ୟକୁ ଯିବା ଦିନଠାରୁ ସେ କେବଳ ବିସ୍କୁଟ ଖାଉଛନ୍ତି । ଜେଲ କର୍ତ୍ତୃପକ୍ଷ ଦେଉଥିବା ଖାଦ୍ୟ ସେ ଗ୍ରହଣ କରୁନାହାନ୍ତି । ଖାଦ୍ୟ ଖାଇବାକୁ ତାଙ୍କର ଇଚ୍ଛା ନଥିବା କହୁଛନ୍ତି । ସେ କେବଳ ଜେଲ କ୍ୟାଣ୍ଟିନରେ ବିକ୍ରି ହେଉଥିବା ପାରଲେଜୀ ବିସ୍କୁଟ ଖାଉଛନ୍ତି ଏବଂ ଜେଲରେ ପ୍ରବେଶ କରିବା ପୂର୍ବରୁ ସାଙ୍ଗରେ ଧରି ଯାଇଥିବା ମିନେରାଲ ପାଣି ବୋତଲ ପିଉଛନ୍ତି । ଜେଲକୁ ସେ ୧୨ଟି ମିନେରାଲ ପାଣି ବୋତଲ ଧରି ଯାଇଥିଲେ । ଏବେ ସେଥିରୁ ମାତ୍ର ୩ଟି ବଳକା ଅଛି । ଜେଲ ନିୟମ ଅନୁଯାୟୀ, ଆର୍ୟନ ଜେଲରେ ପ୍ରବେଶ ପୂର୍ବରୁ ୨୫୦୦ ଟଙ୍କା ନେଇଯାଇଥିଲେ । ଏହି ଟଙ୍କାରେ ସେ କ୍ୟାଣ୍ଟିନରୁ ବିସ୍କୁଟ କିଣୁଛନ୍ତି । ସେ ରହୁଥିବା ଜେଲ କକ୍ଷ ସହ ଜେଲ କ୍ୟାଣ୍ଟିନ ଲାଗି ରହିଛି । ଏଣୁ ସେ କ୍ୟାଣ୍ଟିନରୁ ନିଜ ପାଇଁ ବିସ୍କୁଟ ଆଣୁଛନ୍ତି । ଆର୍ୟନ ଜେଲ ଯିବା ଦିନଠାରୁ ଗାଧୋଇ ନାହାନ୍ତି । ଜେଲ ଭିତରେ ସେ କାହା ସହ କଥାବାର୍ତ୍ତା କରୁନାହାନ୍ତି କେବଳ ଯିଏ ଯାହା ପଚାରୁଛି ତାର ଉତ୍ତର ଦେଇଥିବା ଜେଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।

Powered by Froala Editor

Tags Aryan khan

Related articles Odisha News Lens 4.1

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13805
    Aug 14, 2026
  •  ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌
    ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    14008
    Aug 15, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14389
    Aug 14, 2026
  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14119
    Aug 16, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ
    ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13303
    Aug 16, 2026
  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି
    ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    14745
    Aug 16, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା
    ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14457
    Aug 16, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...
    ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...

    15422
    Aug 15, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14364
    Aug 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13303
    Aug 16, 2026
  • ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    14008
    Aug 15, 2026
  • ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13805
    Aug 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17032
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17649
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17699
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18098
    Sep 06, 2023

ବିଶେଷ

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13303
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14768
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14561
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14399
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15978
    Aug 05, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14240
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14362
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15266
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14638
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15582
    Aug 14, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

    15422
    Aug 15, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14389
    Aug 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In