Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, May 19, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଆଉଜଣେ ପାକିସ୍ତାନୀ ଆଇଏସଆଇ ଗୁପ୍ତଚର ...

ଜିଲ୍ଲା ପରିକ୍ରମା
Home ›› ଜିଲ୍ଲା ପରିକ୍ରମା ››ଛତର ଯାତ୍ରା ସମ୍ପନ୍ନ: ପାରମ୍ପରିକ ବାଦ୍ୟ ଓ ଘୁମୁରାରେ କମ୍ପିଲା ମାଣିକେଶ୍ୱରୀ ପୀଠ

ଛତର ଯାତ୍ରା ସମ୍ପନ୍ନ: ପାରମ୍ପରିକ ବାଦ୍ୟ ଓ ଘୁମୁରାରେ କମ୍ପିଲା ମାଣିକେଶ୍ୱରୀ ପୀଠ

2021-10-14 08:24:15
17818
Share:
Facebook
Twitter
E-Mail
WhatsApp
Telegram
ଛତର ଯାତ୍ରା ସମ୍ପନ୍ନ: ପାରମ୍ପରିକ ବାଦ୍ୟ ଓ ଘୁମୁରାରେ କମ୍ପିଲା ମାଣିକେଶ୍ୱରୀ ପୀଠ

କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା' ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ବୁଧବାର ସଂପନ୍ନ ହୋଇଛି । ନବମୀ ତିଥିରେ ପ୍ରାତଃ ଜେନାଖାଲରେ ଗୁପ୍ତ ପୂଜା ପରେ ସକାଳ ୬ଟା ୪୫ରେ ମାଣିକେଶ୍ୱରୀଙ୍କ ବିଜୟ ଛତର୍‌ ଯାତ୍ରା ପାରମ୍ପରିକ ବାଦ୍ୟ ଓ ଘୁମୁରା ସହ ପ୍ରକମ୍ପିତ ଜୟଧ୍ୱନୀରେ ମନ୍ଦିର ଅଭିମୁଖେ ବାହାରିଥିଲା । ୮ଟା ୪୫ରେ ମନ୍ଦିରରେ ମା'ଙ୍କ ଛତର ପହଞ୍ଚିଥିଲା । ମହାରାଜା ଅନନ୍ତ ପ୍ରତାପ ଦେଓ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରିବା ପରେ ଛତରକୁ ମନ୍ଦିର ଭିତରକୁ ପାଛୋଟି ନେଇଥିଲେ ।

ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ୧୪୪ ଧାରା ସତ୍ତେ୍ୱ ଶାନ୍ତିଶୃଙ୍ଖଳା ସହ ସାମପିତ ହୋଇଥିଲା ଛତର ଯାତ୍ରା । ଏଥର ବି ଛତର ଯାତ୍ରାରେ ଭକ୍ତଙ୍କୁ ବାରଣ କରାଯାଇଥିଲା । ଏହି ଦୃଷ୍ଟିରୁ ମୁଖ୍ୟରାସ୍ତାର ଉଭୟ ପାଶ୍ୱର୍ ରାସ୍ତାରେ ପୁଲିସ୍‌ ବ୍ୟାରିକେଡ୍‌ ରହିଥିଲା । ବ୍ୟାରିକେଡ୍‌ ବାହାରେ ଶହଶହ ଭକ୍ତ ଠୁଳ ହୋଇ ଶାନ୍ତିଶୃଙ୍ଖଳା ସହ ଛତର ଦର୍ଶନ କରିଥିଲେ । ତଥାପି ସହର ବାହାରେ ଥାଇ ମାନସିକଧାରୀମାନେ ବଳି ପକାଇଥିଲେ । ଫଳରେ ରକ୍ତରଞ୍ଜିତ ହୋଇ ଉଠିଥିଲା ସହର ବାହାର ବହୁ ରାସ୍ତା ।

Powered by Froala Editor

Tags jatra

Related articles Odisha News Lens 4.1

  • ଆକାଶ ଆନନ୍ଦ ବିଏସପିର ମୁଖ୍ୟ ରାଷ୍ଟ୍ରୀୟ ସଂଯୋଜକ ନିଯୁକ୍ତ
    ଦେଶ-ଦେଶାନ୍ତର

    ଆକାଶ ଆନନ୍ଦ ବିଏସପିର ମୁଖ୍ୟ ରାଷ୍ଟ୍ରୀୟ ସଂଯୋଜକ ନିଯୁକ୍ତ

    15430
    May 18, 2025
  • ଆତଙ୍କବାଦୀ ଆଡ୍ଡା ଧ୍ୱଂସ କରୁଥିବାର ପୁଣି ଏକ ଭିଡିଓ ଜାରି କଲା ସେନା
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆଡ୍ଡା ଧ୍ୱଂସ କରୁଥିବାର ପୁଣି ଏକ ଭିଡିଓ ଜାରି କଲା ସେନା

    15118
    May 18, 2025
  • ଆଉଜଣେ ପାକିସ୍ତାନୀ ଆଇଏସଆଇ ଗୁପ୍ତଚର ଗିରଫ
    ଦେଶ-ଦେଶାନ୍ତର

    ଆଉଜଣେ ପାକିସ୍ତାନୀ ଆଇଏସଆଇ ଗୁପ୍ତଚର ଗିରଫ

    14518
    May 19, 2025
  •  ପ୍ରୋଟିନରେ ଭରପୁର ଏହି ୫ ଜିନିଷ
    ବିଶେଷ

    ପ୍ରୋଟିନରେ ଭରପୁର ଏହି ୫ ଜିନିଷ

    15170
    May 19, 2025
  • ସୁଖୀ ଦାମ୍ପତ୍ୟ ଜୀବନ ପାଇଁ ଶୟନ କକ୍ଷ ସଜାନ୍ତୁ ଏମିତି.....
    ବିଶେଷ

    ସୁଖୀ ଦାମ୍ପତ୍ୟ ଜୀବନ ପାଇଁ ଶୟନ କକ୍ଷ ସଜାନ୍ତୁ ଏମିତି.....

    14559
    May 19, 2025
  • ପାକିସ୍ତାନକୁ ସମର୍ଥନ କରି ଆର୍ଥିକ କ୍ଷତି ସହୁଛି ତୁର୍କୀ
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ସମର୍ଥନ କରି ଆର୍ଥିକ କ୍ଷତି ସହୁଛି ତୁର୍କୀ

    14849
    May 19, 2025
  • ଅପରେସନ ସିନ୍ଦୂର ବିରୋଧରେ ଆପତ୍ତିଜନକ ମନ୍ତବ୍ୟ : ପ୍ରଫେସରଙ୍କୁ ଜେରା କରିବ ବୋଲି ...
    ଦେଶ-ଦେଶାନ୍ତର

    ଅପରେସନ ସିନ୍ଦୂର ବିରୋଧରେ ଆପତ୍ତିଜନକ ମନ୍ତବ୍ୟ : ପ୍ରଫେସରଙ୍କୁ ଜେରା କରିବ ବୋଲି ...

    15494
    May 18, 2025
  • ଲସ୍କର-ଏ-ତୈବା କମାଣ୍ଡର ସୈଫୁଲ୍ଲା ଖାଲିଦ୍ ନିହତ
    ଦେଶ-ଦେଶାନ୍ତର

    ଲସ୍କର-ଏ-ତୈବା କମାଣ୍ଡର ସୈଫୁଲ୍ଲା ଖାଲିଦ୍ ନିହତ

    15650
    May 18, 2025
  • ଭୂମିକମ୍ପ: ଥରିଲା ଆଫଗାନିସ୍ତାନ
    ଦେଶ-ଦେଶାନ୍ତର

    ଭୂମିକମ୍ପ: ଥରିଲା ଆଫଗାନିସ୍ତାନ

    14544
    May 19, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ସୁଖୀ ଦାମ୍ପତ୍ୟ ଜୀବନ ପାଇଁ ଶୟନ କକ୍ଷ ସଜାନ୍ତୁ ଏମିତି.....

    14559
    May 19, 2025
  • ଦେଶ-ଦେଶାନ୍ତର

    କାରଖାନାରେ ଭୀଷଣ ଅଗ୍ନିକାଣ୍ଡ, ୮ ମୃତ

    15170
    May 19, 2025
  • ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆଡ୍ଡା ଧ୍ୱଂସ କରୁଥିବାର ପୁଣି ଏକ ଭିଡିଓ ଜାରି କଲା ସେନା

    15118
    May 18, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16605
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16896
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15442
    Apr 03, 2021

ବିଶେଷ

  • ପ୍ରୋଟିନରେ ଭରପୁର ଏହି ୫ ଜିନିଷ

    15170
    May 19, 2025
  • ସୁଖୀ ଦାମ୍ପତ୍ୟ ଜୀବନ ପାଇଁ ଶୟନ କକ୍ଷ ସଜାନ୍ତୁ ଏମିତି.....

    14559
    May 19, 2025
  • ଆପଲ ସାଇଡରର ଆଶ୍ଚର୍ଯୟଜନକ ଲାଭ ବିଷୟରେ ଜାଣନ୍ତୁ.....

    14168
    May 18, 2025
  • ଧନଠାରୁ ଅଧିକ ମୂଲ୍ୟବାନ ପ୍ରେମ

    15676
    May 18, 2025
  • ଏହି ଘରୋଇ ଉପାୟ କଲେ କେଶ ହେବ ମୂଳରୁ ହେବ କଳା

    14039
    May 16, 2025

ବାଣିଜ୍ୟ

ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

ଭୁବନେଶ୍ୱର: ପବିତ୍ର ଅକ୍ଷୟ ତୃତୀୟାର ଉତ୍ସାହ ଉଦ୍ଦୀପନାକୁ ପାଳନ କରିବା ପାଇଁ ଓଡ଼ିଶାର ସର୍ବପୁରାତନ ଏବଂ ସବୁଠାରୁ ବିଶ୍ୱସନୀୟ ଜୁଏଲର ଖିମଜୀ ଜୁଏଲର୍ସ ଏହାର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା ସେଲ୍ ଆରମ୍ଭ ସମ୍ପର୍କରେ ...

  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16269
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    13982
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14776
    Jan 28, 2025
  • ହଟସନ୍ ଆଗ୍ରୋ ହାତକୁ ଗଲା ‘ମିଲ୍କ ମନ୍ତ୍ର’

    15302
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାକିସ୍ତାନକୁ ସମର୍ଥନ କରି ଆର୍ଥିକ କ୍ଷତି ସହୁଛି ତୁର୍କୀ

    14849
    May 19, 2025
  • ଆତଙ୍କବାଦୀ ଆଡ୍ଡା ଧ୍ୱଂସ କରୁଥିବାର ପୁଣି ଏକ ଭିଡିଓ ଜାରି କଲା ସେନା

    15118
    May 18, 2025
  • ଆଉଜଣେ ପାକିସ୍ତାନୀ ଆଇଏସଆଇ ଗୁପ୍ତଚର ଗିରଫ

    14518
    May 19, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In