Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ...

  • ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

  • ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

  • ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ

  • ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ...

  • ‘ଜୀବନ୍ୟାସ’ ପୁରସ୍କୃତ

  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ...

  • ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ ...

  • କମିଲା ସୁନା ଏବଂ ରୂପା ଦର

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ...

ରାଜ୍ୟ
Home ›› ରାଜ୍ୟ ››ବିଶିଷ୍ଟ ଶିଳ୍ପପତି କମଳଜିତ ସିଂହଙ୍କ ପରଲୋକ

ବିଶିଷ୍ଟ ଶିଳ୍ପପତି କମଳଜିତ ସିଂହଙ୍କ ପରଲୋକ

2021-10-15 16:24:37
14059
Share:
Facebook
Twitter
E-Mail
WhatsApp
Telegram
ବିଶିଷ୍ଟ ଶିଳ୍ପପତି କମଳଜିତ ସିଂହଙ୍କ ପରଲୋକ

ବିଶିଷ୍ଟ ଶିଳ୍ପପତି ତଥା କେଜେଏସ ଗ୍ରୁପର ଅଧ୍ୟକ୍ଷ କମଳଜିତ ସିଂହଙ୍କ ଅକ୍ଟୋବର ୧୫ ତାରିଖ ଶୁକ୍ରବାର ପରଲୋକ ହୋଇଯାଇଛି। ଭାରାତୀୟ ଖଣି ଓ ଲୌହ ଶିଳ୍ପ ଉଦ୍ୟୋଗ କ୍ଷେତ୍ରରେ ଶ୍ରୀ ସିଂହ ଜଣେ ପ୍ରମୁଖ ଓ ଜଣାଶୁଣା ବ୍ୟକ୍ତିତ୍ଵ ଥିଲେ। ଜୀବନରେ ବହୁ ସଂଗ୍ରାମ ଓ ସଂଘର୍ଷ କରି ନିଜସ୍ୱ ପ୍ରୟାସରେ କେଜେଏସ ଗ୍ରୁପ ପ୍ରତିଷ୍ଠା କରିବା ସହ ସେ ଏହାର ଅଧ୍ୟକ୍ଷ ମଧ୍ୟ ହୋଇଥିଲେ। ନିଜର ଇଚ୍ଛାଶକ୍ତି ଓ ତାଙ୍କର ଆନ୍ତରିକ ଉଦ୍ୟମ ଯୋଗୁଁ ସେ ଜଣେ ବୈପ୍ଳବିକ ବ୍ୟକ୍ତିତ୍ଵ ଭାବରେ ସମଗ୍ର ଦେଶରେ ନା କମେଇ ପାରିଥିଲେ। ଓଡିଶାର କେନ୍ଦୁଝର ଜିଲ୍ଲା ବଡବିଲଠାରେ ନିଜର କାର୍ଯ୍ୟ ଆରମ୍ଭ କରିଥିଲେ। ଦୀର୍ଘ ୫ ଦଶନ୍ଧି ଧରି ସେ ଦେଶର ବିଭିନ୍ନ ସ୍ଥାନରେ ଲୁହ, ସିମେଣ୍ଟ, କଂକ୍ରିଟ, ନିର୍ମାଣ, ରିଅଲ ଇଷ୍ଟେଟ, ଭିତ୍ତିଭୂମି ନିର୍ମାଣ ଓ ପ୍ରଯୁକ୍ତି କ୍ଷେତ୍ରରେ ତାଙ୍କର ବ୍ଯବସାୟିକ ପରାକାଷ୍ଠା ପ୍ରତିପାଦିତ କରିପାରିଥିଲେ। ତାଙ୍କ ମୃତ୍ୟୁରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ବ୍ୟକ୍ତ କରିଛନ୍ତି।

Powered by Froala Editor

Tags Kamaljeet singh

Related articles Odisha News Lens 4.1

  • ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ
    ଦେଶ-ଦେଶାନ୍ତର

    ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ

    14326
    Mar 14, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ
    ବିଶେଷ

    ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13921
    Mar 14, 2026
  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ
    ଦେଶ-ଦେଶାନ୍ତର

    ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ

    13665
    Mar 14, 2026
  • ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...
    ମନୋରଞ୍ଜନ

    ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

    13761
    Mar 14, 2026
  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ
    ଦେଶ-ଦେଶାନ୍ତର

    ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ

    14523
    Mar 14, 2026
  • ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍
    ଦେଶ-ଦେଶାନ୍ତର

    ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

    15549
    Mar 14, 2026
  • କମିଲା ସୁନା ଏବଂ ରୂପା ଦର
    ଦେଶ-ଦେଶାନ୍ତର

    କମିଲା ସୁନା ଏବଂ ରୂପା ଦର

    15058
    Mar 14, 2026
  • ‘ଜୀବନ୍ୟାସ’ ପୁରସ୍କୃତ
    ମନୋରଞ୍ଜନ

    ‘ଜୀବନ୍ୟାସ’ ପୁରସ୍କୃତ

    13737
    Mar 14, 2026
  • ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ଗୃହମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ଗୃହମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

    13493
    Mar 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ

    13665
    Mar 14, 2026
  • ବିଶେଷ

    ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13921
    Mar 14, 2026
  • ଦେଶ-ଦେଶାନ୍ତର

    ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା କିଛି ଏମିତି....

    15468
    Mar 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17372
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17436
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17782
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16254
    Apr 03, 2021

ବିଶେଷ

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13921
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13905
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14481
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15097
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14852
    Mar 07, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15681
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15143
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14992
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14503
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ

    13665
    Mar 14, 2026
  • ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

    15549
    Mar 14, 2026
  • ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

    13761
    Mar 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In