Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ...

  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ...

  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ...

  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ...

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ...

  • ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, ...

  • ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ...

  • ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି ...

Home ›› ››ଚେନ୍ନାଇ ସୁପର କିଂଗ୍ସ; ଆଇପିଏଲ୍ ଚାମ୍ପିୟନ

ଚେନ୍ନାଇ ସୁପର କିଂଗ୍ସ; ଆଇପିଏଲ୍ ଚାମ୍ପିୟନ

2021-10-16 06:20:53
14561
Share:
Facebook
Twitter
E-Mail
WhatsApp
Telegram
ଚେନ୍ନାଇ ସୁପର କିଂଗ୍ସ; ଆଇପିଏଲ୍ ଚାମ୍ପିୟନ

ଦୁବାଇ:  ପୁଣି ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରିଛି ଧୋନୀଙ୍କ ଚେନ୍ନାଇ ସୁପର କିଂ। ଗୋଟିଏ ବର୍ଷ ତଳେ ଅର୍ଥାତ ଆଇପିଏଲ ୨୦୨୦ରେ ଅତ୍ୟନ୍ତ ନୈରାଶଜନକ ପ୍ରଦର୍ଶନ କରି ପଏ ତାଲିକାର ସର୍ବନିମ୍ନ ସ୍ଥାନରେ ଥିଲା ଚେନ୍ନାଇ ସୁପରକିଙ୍ଗ୍ସ। ଏପରିକି ପ୍ରଥମ ଦଳ ଭାବେ ଗତ ସିଜିନରେ ପ୍ଲେଅଫ୍‌ରୁ ବାଦ୍ ପଡିଥିଲା ଚେନ୍ନାଇ। ଦଳର ବରିଷ୍ଠ ଖେଳାଳିଙ୍କୁ ନେଇ ମଧ୍ୟ ପ୍ରଶ୍ନ ଉଠିଥିଲା। ହେଲେ ଆଇପିଏଲ ୨୦୨୧ରେ ସେହି ସମାନ ଖେଳାଳି ସବୁ ଭୁଲ୍ ପ୍ରମାଣିତ କରିଛନ୍ତି। ପୁଣି ଥରେ ଆଇପିଏଲରେ ବିଜୟ ବାନା ଉଡାଇଛି ଚେନ୍ନାଇ ସୁପରକିଙ୍ଗ୍ସ। ଆଜି ଦୁବାଇର ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଇଥିବା ଫାଇନାଲ୍‌ ମୁକାବିଲାରେ ଚେନ୍ନାଇ କୋଲକାତାଙ୍କୁ ୨୭ ରନରେ ପରାସ୍ତ କରି ଆଇପିଏଲ ୨୦୨୧ ଚାମ୍ପିଅନ ହୋଇଛି। ଏଥିସହ ଧୋନୀଙ୍କ ନେତୃତ୍ଵରେ ଚେନ୍ନାଇ ଚତୁର୍ଥ ଟାଇଟଲ୍ ଜିତିବାରେ ସଫଳ ହୋଇଛି। ଏହା ପୂର୍ବରୁ ଦଳ ଶେଷ ଥର ୨୦୧୮ରେ ସନରାଇଜର୍ସ ହାଇଦ୍ରାବାଦକୁ ୮ ଓ୍ଵିକେଟ୍‌ରେ ହରାଇ ତୃତୀୟ ଥର ଆଇପିଏଲ ବିଜେତା ହୋଇଥିଲା। ଅନ୍ୟପଟେ ତୃତୀୟ ଥର ଫାପଇନାଲ୍‌ ପହଞ୍ଚିଥିବା କୋଲକାତାର ତୃତୀୟ ଆଇପିଏଲ ଟାଇଟଲ୍ ଜିତିବା ସ୍ଵପ୍ନ ଧୂଳିସାତ ହୋଇଛି। ଚେନ୍ନାଇ ପୂର୍ବରୁ ୨୦୧୦, ୨୦୧୧ ଆଇପିଏଲରେ ଟାଇଟଲ୍ ହାସଲ କରିଥିଲା।

ପ୍ରଥମେ ବ୍ୟାଟିଂ କରି ଚେନ୍ନାଇ ସୁପରକିଙ୍ଗ୍ସ ଫାଫ ଡୁପ୍ଲେସିସ୍‌ଙ୍କ ୮୬ ରନ ବଳରେ ନିର୍ଦ୍ଧାରିତ ଓଭରରେ ୩ ଓ୍ଵିକେଟ୍ ହରାଇ ୧୯୨ ରନ କରିଥିଲା। ଅନ୍ୟମାନଙ୍କ ମଧ୍ୟରେ ଋତୁରାଜ ଗାଏକଓ୍ଵାଡ ୩୨, ରବିନ ଉଥପ୍ପା ୩୧ ଏବଂ ମୋଇନ ଅଲ୍ଲୀ ଅପରାଜିତ ୩୭ ରନ କରିଥିଲେ। ଏହାର ଜବାବରେ କୋଲକାତା ଦୁଇ ଓପନର ଶୁଭମାନ ଗିଲ୍‌(୫୧) ଓ ଭେଙ୍କଟେଶ ଆୟର(୫୦)ଙ୍କ ଅର୍ଦ୍ଧଶତକ ସତ୍ତ୍ଵେ ଶୋଚନୀୟ ପରାଜୟ ଭୋଗିଛି। ଏକଦା ୧୦.୪ ଓଭରରେ ୯୧ ରନ କରିଥିବା କୋଲକାତା ଓପନରଙ୍କ ଆଉଟ୍ ପରେ ବ୍ୟାଟିଂ ବିପର୍ୟ୍ୟୟ ଭୋଗି ନିର୍ଦ୍ଧାରିତ ଓଭରରେ ୯ ଓ୍ଵିକେଟ୍ ହରାଇ ୧୬୫ ରନ କରିବାକୁ ସକ୍ଷମ ହୋଇଛି।

୧୯୩ ରନର ବିଶାଳ ଲକ୍ଷ୍ୟ ପିଛା କରିଥିବା କୋଲକାତାକୁ ଦୁଇ ଓପନର ଶୁଭମାନ ଗିଲ୍ ଓ ଭେଙ୍କଟେଶ ଆୟର ସେହି ଅନୁସାରେ ଆରମ୍ଭ ଦେଇଥିଲେ। ଦୁଇ ବ୍ୟାଟସମ୍ୟାନ ବିସ୍ଫୋରକ ବ୍ୟାଟିଂ କରି ୧୦.୪ ଓଭରରେ ୯୧ ରନ କରି ଦଳ ବିଜୟର ମୂଳଦୁଆ ପକାଇଥିଲେ। ଭେଙ୍କଟେଶ ଆୟର ୩୨ ବଲ୍‌ରୁ ୫ ଚୌକା ଓ ୩ ଛକା ସହ ୫୦ ରନ କରି ଆଉଟ୍ ହୋଇଥିଲେ। ଶାର୍ଦ୍ଦୁଳ ଠାକୁର ଓପନିଂ ଯୋଡି ଭାଙ୍ଗିଥିଲେ। ଏହା ପରେ କେକେଆର ବ୍ୟାଟିଂ ବିପର୍ୟ୍ୟୟ ଭୋଗିଥିଲା। ଶୁଭମାନ ଗିଲ୍‌ ୪୩ ବଲ୍‌ରୁ ୬ ଚୌକା ସହ ୫୧ ରନ କରି ଆଉଟ୍ ହୋଇଥିଲେ। ଦୁଇ ଓପନରଙ୍କ ପରେ ନିମ୍ନ କ୍ରମରେ ଶିବମ ମାଭି ଓ ଲୋକି ଫର୍ଗ୍ୟୁସନଙ୍କୁ ବାଦ୍ ଦେଲେ ଆଉ କୌଣସି ବ୍ୟାଟସମ୍ୟାନ ଦୁଇ ଅଙ୍କ ଛୁଇଁ ପାରିନଥିଲେ। ମଧ୍ୟକ୍ରମ ବ୍ୟାଟସମ୍ୟାନଙ୍କ ବିଫଳତା କାରଣରୁ କୋଲକାତା ନାଇଟ୍ ରାଇଡର୍ସ ୧୫୦ ରନ ମଧ୍ୟ କରି ପାରିନାହିଁ। ଏକଦା ୯୧ ରନରେ ଗୋଟିଏ ଓ୍ଵିକେଟ୍ ହରାଇଥିବା କୋଲକାତା ମାତ୍ର ୪୦ ରନରେ ୭ ଓ୍ଵିକେଟ୍ ହରାଇ ୧୪୦ ରନ କରିବାକୁ ସକ୍ଷମ ହୋଇଛି। ଶେଷ ଆଡକୁ ଶିବମ ମାଭି ୨୦ ରନ କରିଥିଲେ। ଲୋକି ଫର୍ଗ୍ୟୁସନ ୧୮ ରନ କରି ଅପରାଜିତ ଥିଲେ। ଏଥି ସହ କୋଲକାତା ୨୭ ରନରେ ହାରିବା ସହ ତୃତୀୟ ଟାଇଟଲ୍ ଜିତିବାର ସ୍ଵପ୍ନ ଧୂଳିସାତ ହୋଇଛି।

ଚେନ୍ନାଇ ପକ୍ଷରୁ ଶାର୍ଦ୍ଦୁଳ ଠାକୁର ୨୧ ରନ ଦେଇ ୩ଟି ଓ୍ଵିକେଟ୍ ନେଇଛନ୍ତି। ଜୋସ ହେଜେଲଉଡ ୨, ରବୀନ୍ଦ୍ର ଜାଡେଜା ୨ ଏବଂ ଦୀପକ ଚହର ଓ ଡ୍ଵେନ ବ୍ରାଭୋ ଗୋଟିଏ ଲେଖାଏଁ ଓ୍ଵିକେଟ୍ ନେଇଛନ୍ତି।

Powered by Froala Editor

Tags Ipl

Related articles Odisha News Lens 4.1

  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    15519
    May 07, 2026
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା

    14044
    May 07, 2026
  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...
    ଦେଶ-ଦେଶାନ୍ତର

    ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...

    13585
    May 07, 2026
  • ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ...
    ଦେଶ-ଦେଶାନ୍ତର

    ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ...

    15156
    May 07, 2026
  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌
    ଜିଲ୍ଲା ପରିକ୍ରମା

    ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌

    15406
    May 07, 2026
  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ...
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ...

    13713
    May 07, 2026
  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ
    ଦେଶ-ଦେଶାନ୍ତର

    ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15267
    May 07, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା
    ବିଶେଷ

    ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13839
    May 07, 2026
  • ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା
    ଦେଶ-ଦେଶାନ୍ତର

    ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା

    15385
    May 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13839
    May 07, 2026
  • ମନୋରଞ୍ଜନ

    ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, କହିଲେ ଆମେ ଭଲ ବନ୍ଧୁ

    15503
    May 07, 2026
  • ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ଉଡାଇଦେବାକୁ ଧମକ

    13713
    May 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17460
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17510
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17867
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16342
    Apr 03, 2021

ବିଶେଷ

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13839
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15011
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15104
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13895
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14120
    May 01, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15383
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15119
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15616
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13933
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ଉଡାଇଦେବାକୁ ଧମକ

    13713
    May 07, 2026
  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌

    15406
    May 07, 2026
  • ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ରାଜ୍ୟପାଳ

    15156
    May 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In