Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ...

  • ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ...

  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ...

  • ସୋସିଆଲ ମିଡିଆ ବ୍ୟବହାର ପାଇଁ ...

  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ...

  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ...

  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ...

  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ରାୟପୁର ରେଳ ଷ୍ଟେସନ୍‌ରେ ବିସ୍ଫୋରଣ: ୬ ଯବାନ ଆହତ

ରାୟପୁର ରେଳ ଷ୍ଟେସନ୍‌ରେ ବିସ୍ଫୋରଣ: ୬ ଯବାନ ଆହତ

2021-10-16 06:42:46
14159
Share:
Facebook
Twitter
E-Mail
WhatsApp
Telegram
ରାୟପୁର ରେଳ ଷ୍ଟେସନ୍‌ରେ ବିସ୍ଫୋରଣ: ୬ ଯବାନ ଆହତ

ରାୟପୁର: ଛତିଶଗଡ଼ର ରାୟପୁର ରେଳ ଷ୍ଟେସନ୍‌ରେ ଘଟିଛି ଅଘଟଣ । ଦୁଇ ନମ୍ବର ପ୍ଲାଟ୍‌ଫର୍ମରେ ବିସ୍ଫୋରଣ ହୋଇଛି । ଏଥିରେ ୬ ଜଣ ସିଆର୍‌ପିଏଫ୍ ଯବାନ ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ ସେମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେଠାରେ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି ।
ସକାଳ ପ୍ରାୟ ସାଢ଼େ ୬ଟା ବେଳେ ବିସ୍ଫୋରଣ ହୋଇଥିଲା । ସିଆର୍‌ପିଏଫ୍ ୧୨୨ ବାଟାଲିଅନ୍‌ର ଯବାନମାନେ ଏକ ସ୍ୱତନ୍ତ୍ର ଟ୍ରେନ୍ ଯୋଗେ ଜମ୍ମୁ ଯାଉଥିଲେ । ଟ୍ରେନ୍‌ଟି ରାୟପୁର ଷ୍ଟେସନ୍‌ରେ ପହଞ୍ଚିବା ପରେ ଯବାନମାନେ ବିସ୍ଫୋରଣ ସାମଗ୍ରୀ ଗୋଟିଏ ବଗିରୁ ଅନ୍ୟ ବଗିକୁ ସ୍ଥାନାନ୍ତର ବେଳେ ଗୋଟିଏ ବାକ୍ସ ଚଟାଣରେ ଖସି ପଡ଼ିଥିଲା । ଯାହାକି ବିସ୍ଫୋରଣର ମୂଳ କାରଣ ବୋଲି କୁହାଯାଉଛି । ତେବେ ବିସ୍ଫୋରଣ ପରେ ସ୍ଥାନୀୟ ଲୋକେ ଭୟଭୀତ ହୋଇ ଯାଇଥିଲେ । ତୁରନ୍ତ ଆର୍‌ପିଏଫ୍ ଯବାନମାନେ ପହଞ୍ଚି ଅନୁସନ୍ଧାନ କରିବା ସହିତ ଆହତଙ୍କୁ ଉଦ୍ଧାର କରିଥିଲେ ।
ଏହି ଅଘଟଣ ପରେ ରେଲୱେର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଥିଲେ । ତୁରନ୍ତ ଏହାର ତଦନ୍ତ କରି ରିପୋର୍ଟ ପ୍ରଦାନ କରିବାକୁ କୁହାଯାଇଛି ।

Powered by Froala Editor

Tags BLAST

Related articles Odisha News Lens 4.1

  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14256
    Mar 26, 2026
  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା
    ଦେଶ-ଦେଶାନ୍ତର

    ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

    13943
    Mar 26, 2026
  • ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ସୀତାରମଣ, କହିଲେ ଏହା....
    ଦେଶ-ଦେଶାନ୍ତର

    ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ସୀତାରମଣ, କହିଲେ ଏହା....

    13966
    Mar 27, 2026
  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା
    ଦେଶ-ଦେଶାନ୍ତର

    ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା

    15136
    Mar 26, 2026
  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ
    ଦେଶ-ଦେଶାନ୍ତର

    ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ

    13578
    Mar 27, 2026
  • ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି
    ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15061
    Mar 26, 2026
  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ
    ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14444
    Mar 27, 2026
  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ
    ଦେଶ-ଦେଶାନ୍ତର

    ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ

    14248
    Mar 26, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା
    ବିଶେଷ

    ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14690
    Mar 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14256
    Mar 26, 2026
  • ଦେଶ-ଦେଶାନ୍ତର

    ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା

    15136
    Mar 26, 2026
  • ଦେଶ-ଦେଶାନ୍ତର

    ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ସୀତାରମଣ, କହିଲେ ଏହା....

    13966
    Mar 27, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17386
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17450
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17798
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16270
    Apr 03, 2021

ବିଶେଷ

  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14690
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15130
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14994
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13977
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15128
    Mar 20, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15020
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15528
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13828
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14268
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ସୀତାରମଣ, କହିଲେ ଏହା....

    13966
    Mar 27, 2026
  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14444
    Mar 27, 2026
  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14256
    Mar 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In