Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ

  • ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ...

  • ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ...

  • ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ...

  • ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

  • ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ ...

  • ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ...

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ ...

  • ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ...

  • ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ...

Home ›› ››କୋଭାକ୍ସିନ ସମ୍ପର୍କରେ ଏକ ବଡ଼ ସୂଚନା ବିଷୟରେ ଜାଣନ୍ତୁ

କୋଭାକ୍ସିନ ସମ୍ପର୍କରେ ଏକ ବଡ଼ ସୂଚନା ବିଷୟରେ ଜାଣନ୍ତୁ

2021-04-21 08:51:30
13931
Share:
Facebook
Twitter
E-Mail
WhatsApp
Telegram
କୋଭାକ୍ସିନ ସମ୍ପର୍କରେ ଏକ ବଡ଼ ସୂଚନା ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ:ଯେତିକି ସମୟ ଗଡୁଛି, ସଂକ୍ରମିତ ତାଲିକା ସେତିକି ଲମ୍ବୁଛି । କରୋନା ମାନଚିତ୍ରର ରଙ୍ଗ ଧୀରେ ଧୀରେ ବଦଳିବାରେ ଲାଗିଛି । ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି ।  ବଢୁଛି କରୋନାର କାୟା ।  ସ୍ଥିତି ହେଉଛି ବେକାବୁ । ଦେଶରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ  ଗୋଟିଏ ରାଜ୍ୟରେ ପ୍ରବେଶ କରିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି ।  ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି ।  ତାହା ହେଲା   କୋରନା ଟିକା କୋଭାକ୍ସିନ ସମ୍ପର୍କରେ ଆଇସିଏମଆର ପକ୍ଷରୁ ଏକ ବଡ଼ ସୂଚନା ଦିଆଯାଇଛି ।  କୋଭିଡର ନୂଆ ଭ୍ୟାରିଏଣ୍ଟ ପ୍ରତି କୋଭାକ୍ସିନ ଅଧିକ ଫଳପ୍ରଦ ବୋଲି ଆଇସିଏମଆର ପକ୍ଷରୁ କୁହାଯାଇଛି । ବ୍ରିଟେନ ଷ୍ଟ୍ରେନ ଓ ବ୍ରାଜିଲ ଷ୍ଟ୍ରେନ ନଷ୍ଟ କରିବାରେ କୋଭାକ୍ସିନ ସମର୍ଥ  । ଡବଲ ମୁ୍ୟଟାଣ୍ଟକୁ ନଷ୍ଟ କରିବାରେ କୋଭାକ୍ସିନ ବେଶୀ ସମର୍ଥ ।  ଗବେଷଣାରୁ କୋଭାକ୍ସିନ କରୋନାର ଡବଲ ମୁ୍ୟଟାଣ୍ଟକୁ ମାତ ଦେବାରେ ଅଧିକ ସମର୍ଥ ବୋଲି ଆଇସିଏମଆର ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟପଟେ କୋଭିସିଲଟ ଟିକା ପାଇଁ ଦର ଧାର୍ୟ୍ୟ କରିଛି ସେରମ ଇନଷ୍ଟିଚୁ୍ୟଟ।  ରାଜ୍ୟ ସରକାରଙ୍କ ପାଇଁ ଟିକା ଡୋଜ ପିଛା ଦର ୪୦୦ ଟଙ୍କା ଧାର୍ୟ୍ୟ ହୋଇଛି । ସେହିପରି  ଘରୋଇ ହସ୍ପିଟାଲ ପାଇଁ ଟିକା ଡୋଜ ୬୦୦ ଟଙ୍କା ଧାର୍ୟ୍ୟ କରାଯାଇଛି । ଟିକା ଦର ନେଇ ସେରମ ସିଇଓ ଅଦର ପୁନାୱାଲା ପକ୍ଷରୁ ସୂଚନା ଦିଆଯାଇଛି । 

ପ୍ରକାଶ ଯେ, ଟିକାକରଣକୁ ଗତିଶୀଳ କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ ନିୟମ କରାଯାଇଛି ।  ରାଜ୍ୟ ସରକାର ଓ ଘରୋଇ ହସ୍ପିଟାଲକୁ ଟିକା ଦେବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି ।  ଟିକ ଉପôାଦକ ରାଜ୍ୟ ଓ ଘରୋଇ ହସ୍ପିଟାଲକୁ ୫୦ ପ୍ରତିଶତ ଦେଇପାରିବେ ।  ମେ ୧ରୁ ୧୮ ବର୍ଷରୁ ଅଧିକ ବ୍ୟକ୍ତି ଟିକା ନେଇପାରିବେ ବୋଲି ପୂର୍ବରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି । 



Powered by Froala Editor

Tags corona vaccine

Related articles Odisha News Lens 4.1

  • ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ଆକ୍ରମଣ, ୮ ମୃତ
    ଦେଶ-ଦେଶାନ୍ତର

    ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ଆକ୍ରମଣ, ୮ ମୃତ

    13442
    Jun 10, 2026
  • ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ଉତ୍ତୀର୍ଣ୍ଣ
    ଦେଶ-ଦେଶାନ୍ତର

    ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ଉତ୍ତୀର୍ଣ୍ଣ

    15118
    Jun 09, 2026
  • ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ
    ଦେଶ-ଦେଶାନ୍ତର

    ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ

    14276
    Jun 09, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....
    ବିଶେଷ

    ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13384
    Jun 10, 2026
  • ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ
    ଦେଶ-ଦେଶାନ୍ତର

    ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ

    14758
    Jun 10, 2026
  • ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ପରମାଣୁ ଯୁଦ୍ଧାସ୍ତ୍ରକୁ ଆଇଏନଏସ୍‌ ...
    ଦେଶ-ଦେଶାନ୍ତର

    ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ପରମାଣୁ ଯୁଦ୍ଧାସ୍ତ୍ରକୁ ଆଇଏନଏସ୍‌ ...

    14812
    Jun 10, 2026
  • ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ କୋହଲିଙ୍କ ସ୍ଥାନ ପ୍ରଥମ
    ମନୋରଞ୍ଜନ

    ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ କୋହଲିଙ୍କ ସ୍ଥାନ ପ୍ରଥମ

    13366
    Jun 10, 2026
  • ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି
    ଦେଶ-ଦେଶାନ୍ତର

    ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

    13755
    Jun 10, 2026
  • ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'
    ମନୋରଞ୍ଜନ

    ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'

    14439
    Jun 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ଉତ୍ତୀର୍ଣ୍ଣ

    15118
    Jun 09, 2026
  • ମନୋରଞ୍ଜନ

    ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ପ୍ରଥମ ଝଲକ

    14516
    Jun 10, 2026
  • ଦେଶ-ଦେଶାନ୍ତର

    ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ

    14276
    Jun 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16917
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17536
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17582
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17974
    Sep 06, 2023

ବିଶେଷ

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13384
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15277
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14147
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14042
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14970
    Jun 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15458
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15201
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15687
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14027
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13384
    Jun 10, 2026
  • ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'

    14439
    Jun 10, 2026
  • ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ପ୍ରଥମ ଝଲକ

    14516
    Jun 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In