Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, July 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ...

  • ଭାରତ -ପାକିସ୍ତାନ ମ୍ୟାଚ୍ କେବେ ଜାଣନ୍ତୁ ?

  • ନିଟ୍-ୟୁଜି ପେପର ଲିକ୍ ନେଇ ଦେଶବ୍ୟାପୀ ...

  • ଜମ୍ମୁ-କଶ୍ମୀର ବନ୍ୟା ଓ ଭୂସ୍କଳନ ଯୋଗୁଁ ଆଉ ...

  • ରାମ ମନ୍ଦିର ଦାନ ଚୋରି ମାମଲା : ଏଣିକି ...

  • ପ୍ରଥମ ଡେଙ୍ଗୁ ଟିକା QDENGAକୁ ମଞ୍ଜୁରୀ

  • CJP କର୍ମୀ ଓ ଦିଲ୍ଲୀ ପୁଲିସ ମୁହାଁମୁହିଁ, ...

  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ...

  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ...

  • ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମି ...

ରାଜ୍ୟ
Home ›› ରାଜ୍ୟ ››ସରକାରଙ୍କ କୋଭିଡ ପରିଚାଳନାକୁ ନେଇ କଣ କହିଲେ ପୃଥ୍ୱୀରାଜ ଜାଣନ୍ତୁ?

ସରକାରଙ୍କ କୋଭିଡ ପରିଚାଳନାକୁ ନେଇ କଣ କହିଲେ ପୃଥ୍ୱୀରାଜ ଜାଣନ୍ତୁ?

2021-04-21 09:00:33
14500
Share:
Facebook
Twitter
E-Mail
WhatsApp
Telegram
ସରକାରଙ୍କ କୋଭିଡ ପରିଚାଳନାକୁ ନେଇ  କଣ କହିଲେ  ପୃଥ୍ୱୀରାଜ ଜାଣନ୍ତୁ?

ଭୁବନେଶ୍ୱର: ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି ।  ବଢୁଛି କରୋନାର କାୟା ।  ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ  ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି ।  ତେବେ ରାଜ୍ୟ ସରକାରଙ୍କ କୋଭିଡ ପରିଚାଳନାକୁ ନେଇ ବିଜେପି ପକ୍ଷରୁ ସମାଲୋଚନା କରାଯାଇଛି ।  ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ରାଜ୍ୟ ସରକାରଙ୍କୁ ଏନେଇ ଟାର୍ଗେଟ କରିଛନ୍ତି ।

ସେ କହିଛନ୍ତି ଯେ, ରାଜ୍ୟ ସରକାର ପରିସ୍ଥିତିକୁ ଗୁରୁତ୍ୱ ବଦଳରେ ହାଲୁକାଭାବେ ନେଉଛନ୍ତି ।  ସଂକ୍ରମଣ ବଢିଥିବା ଅନ୍ୟ ରାଜ୍ୟରେ ବ୍ୟାପକ ଟେଷ୍ଟିଂ କରାଯାଉଛି ।  ଆମ ରାଜ୍ୟରେ କିନ୍ତୁ ଟେଷ୍ଟିଂ ହାର ବଢୁନି ।  ଟେଷ୍ଟିଂ ବଢୁନଥିବାରୁ ସଂକ୍ରମଣ ଭିତରେ ଭିତରେ ବଢିଚାଲିଛି ।  ରାଜ୍ୟ ସରକାର ଟେଷ୍ଟିଂ ହାର ବ୍ୟାପକ ଏବଂ ବ୍ୟାପ୍ତ କରିବା ଦରକାର ।  ଅକ୍ସିଜେନ ପର୍ଯ୍ୟାପ୍ତ ଅଛି ବୋଲି ସରକାର କହୁଛନ୍ତି ।  ତେବେ କେତେ ଅଛି ସେ ସମ୍ପର୍କରେ ସ୍ପଷ୍ଟ କରିବା ଦରକାର ।  କେନ୍ଦ୍ର ସରକାର ୫୬୭ ଭେଣ୍ଟିଲେଟର ଦେଇଥିଲେ । ତା’ର ଉପଯୋଗ ସ୍ପଷ୍ଟ କରାଯାଉ ବୋଲି  ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି । 

ଅନ୍ୟପଟେ ଡିଏମଇଟି ସିବିକେ ମହାନ୍ତିକହିଛନ୍ତି ଯେ, କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତି ରହିଛନ୍ତି ।  ଗତ ପିକ୍ ସମୟ ଅପେକ୍ଷା ଏବେ ପର୍ଯ୍ୟାପ୍ତ ଅକ୍ସିଜେନ ଷ୍ଟକ ରଖାଯାଇଛି ।  ବେଡ ଓ ଆଇସିୟୁ ମଧ୍ୟ ପର୍ଯ୍ୟାପ୍ତ ଅଛି । ୭୧ କୋଭିିଡ ହସ୍ପିଟାଲରୁ ୩୧ଟି ଚାଲିଛି ।  ୨୬ ପ୍ରତିଶତ ବେଡ, ୧୪.୧୮% ଆଇସିୟୁ ଓ ୧୦ ପ୍ରତିଶତ ଭେଣ୍ଟିଲେଟର ବ୍ୟବହୃତ ହୋଇଛି । ଏପ୍ରିଲ ଶେଷ କିମ୍ବା ମେ’ ପ୍ରଥମ ସପ୍ତାହରେ କରୋନା ପିକରେ ରହିବ ବୋଲି   ଡିଏମଇଟି ସିବିକେ ମହାନ୍ତି କହିଛନ୍ତି ।

 ପ୍ରକାଶ ଯେ, ରାଜ୍ୟରେ କରୋନା ସ୍ଥିତି ଅତ୍ୟନ୍ତ ସାଂଘାତିକ ହେବାରେ ଲାଗିଛି  । ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୮୫୧ ଜଣ କରୋନା ଚିହ୍ନଟ ହୋଇଛନ୍ତି  । ସେମାନଙ୍କ ମଧ୍ୟରୁ କ୍ୱାରେଂଟାଇନରେ ୨୮୧୪ ଥିବାବେଳେ ସ୍ଥାନୀୟ ସଂସ୍ପର୍ଶରେ ଆସି ୨୦୩୭ ଜଣ ଆକ୍ରାନ୍ତ ହୋଇଛନ୍ତି  ।



Powered by Froala Editor

Tags prithviraj harichandan

Related articles Odisha News Lens 4.1

  • ନିଟ୍-ୟୁଜି ପେପର ଲିକ୍ ନେଇ ଦେଶବ୍ୟାପୀ ଉତ୍ତେଜନା ମଧ୍ୟରେ ମୋଦୀଙ୍କ ଗୁରୁତ୍ୱପୂର୍ଣ୍ଣ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପେପର ଲିକ୍ ନେଇ ଦେଶବ୍ୟାପୀ ଉତ୍ତେଜନା ମଧ୍ୟରେ ମୋଦୀଙ୍କ ଗୁରୁତ୍ୱପୂର୍ଣ୍ଣ ...

    14981
    Jul 21, 2026
  • ପ୍ରଥମ ଡେଙ୍ଗୁ ଟିକା QDENGAକୁ ମଞ୍ଜୁରୀ
    ଦେଶ-ଦେଶାନ୍ତର

    ପ୍ରଥମ ଡେଙ୍ଗୁ ଟିକା QDENGAକୁ ମଞ୍ଜୁରୀ

    15466
    Jul 21, 2026
  • ରାମ ମନ୍ଦିର ଦାନ ଚୋରି ମାମଲା : ଏଣିକି ୱବେ୍‌ସାଇଟ୍‌ରେ ଅପଲୋଡ୍‌ ହେବ ମାସିକ ଅଡିଟ୍‌ ...
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ଚୋରି ମାମଲା : ଏଣିକି ୱବେ୍‌ସାଇଟ୍‌ରେ ଅପଲୋଡ୍‌ ହେବ ମାସିକ ଅଡିଟ୍‌ ...

    14876
    Jul 21, 2026
  • ଜମ୍ମୁ-କଶ୍ମୀର ବନ୍ୟା ଓ ଭୂସ୍କଳନ ଯୋଗୁଁ ଆଉ ୧୨ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀର ବନ୍ୟା ଓ ଭୂସ୍କଳନ ଯୋଗୁଁ ଆଉ ୧୨ ଜଣଙ୍କ ମୃତ୍ୟୁ

    15565
    Jul 21, 2026
  • ଭାରତ -ପାକିସ୍ତାନ ମ୍ୟାଚ୍ କେବେ ଜାଣନ୍ତୁ ?
    ଦେଶ-ଦେଶାନ୍ତର

    ଭାରତ -ପାକିସ୍ତାନ ମ୍ୟାଚ୍ କେବେ ଜାଣନ୍ତୁ ?

    15518
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ...
    ବାଣିଜ୍ୟ

    ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ...

    13635
    Jul 20, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ...

    14823
    Jul 21, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା
    ବିଶେଷ

    କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    15628
    Jul 21, 2026
  • CJP କର୍ମୀ ଓ ଦିଲ୍ଲୀ ପୁଲିସ ମୁହାଁମୁହିଁ, ଦିଲ୍ଲୀ ପୁଲିସ ପକ୍ଷରୁ ମାମଲା ରୁଜୁ
    ଦେଶ-ଦେଶାନ୍ତର

    CJP କର୍ମୀ ଓ ଦିଲ୍ଲୀ ପୁଲିସ ମୁହାଁମୁହିଁ, ଦିଲ୍ଲୀ ପୁଲିସ ପକ୍ଷରୁ ମାମଲା ରୁଜୁ

    14101
    Jul 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମି ଅଧିବେଶନ

    14299
    Jul 20, 2026
  • ଦେଶ-ଦେଶାନ୍ତର

    ନିଟ୍-ୟୁଜି ପେପର ଲିକ୍ ନେଇ ଦେଶବ୍ୟାପୀ ଉତ୍ତେଜନା ମଧ୍ୟରେ ମୋଦୀଙ୍କ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି

    14981
    Jul 21, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    14823
    Jul 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16989
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17596
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17648
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18052
    Sep 06, 2023

ବିଶେଷ

  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    15628
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14132
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14412
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14755
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    15042
    Jul 10, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ, ପ୍ରକଳ୍ପ ସହଯୋଗ ମାଧ୍ୟମରେ ଅନ୍ତର୍ଭୁତ ଗୋଷ୍ଠୀ ବିକାଶକୁ ଆଗେଇ ନେଉଛି, ଯାହା ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ସମ୍ପ୍ରଦାୟର ପ ...

  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13635
    Jul 20, 2026
  • ‘ଆଶୀର୍ବାଦ’ ବିଶ୍ୱକର୍ମା ମହାରଣାମାନଙ୍କୁ ଗୁଣାତ୍ମକ ପରମ୍ପରା ଅଭିଯାନ ଜରିଆରେ ଅଭିବାଦନ ଜଣାଇଲା

    14097
    Jul 19, 2026
  • ଆଶୀର୍ବାଦର “ଆୟୋଡିନ ର ତିଳକ” ଅଭିଯାନ ପୁରୀ ରଥ ଯାତ୍ରାରେ ଦର୍ଶନ, ଅନ୍ନ, ସେବାକୁ ପୁନଃ ଚିତ୍ରିତ କରୁଛି

    13919
    Jul 18, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

    14176
    Jul 16, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • CJP କର୍ମୀ ଓ ଦିଲ୍ଲୀ ପୁଲିସ ମୁହାଁମୁହିଁ, ଦିଲ୍ଲୀ ପୁଲିସ ପକ୍ଷରୁ ମାମଲା ରୁଜୁ

    14101
    Jul 21, 2026
  • ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମି ଅଧିବେଶନ

    14299
    Jul 20, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13635
    Jul 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In