Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ...

  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ...

  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ...

  • ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ...

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ...

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ...

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟରେ ୪୪୩ କୋଭିଡ୍ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ୪୪୩ କୋଭିଡ୍ ପଜିଟିଭ୍ ଚିହ୍ନଟ

2021-10-17 07:07:33
15770
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟରେ ୪୪୩ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୫୦୭୭ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୮ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୮୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୫ ଜଣ ପଜିଟିଭ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୭ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୪୩ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୦ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ ପୁଲ୍‌ରୁ ୫୮ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୫୦୭୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୯୯୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୧୭୪୨ଜଣ ସୁସ୍ଥ ହୋଇଛନ୍ତି ।

Powered by Froala Editor

Tags Corona

Related articles Odisha News Lens 4.1

  •  ପୁଣି  ବୃଦ୍ଧି ହେଲା CNG ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14789
    May 30, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ
    ବିଶେଷ

    ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14671
    May 31, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15280
    May 30, 2026
  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ
    ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13617
    May 30, 2026
  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    15608
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....
    ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14787
    May 30, 2026
  • ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ; ଫାଇନାଲରେ ଦମଦାର ...
    ଖେଳ ଖବର

    ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ; ଫାଇନାଲରେ ଦମଦାର ...

    14554
    May 31, 2026
  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    14024
    May 31, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14317
    May 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14317
    May 30, 2026
  • ଦେଶ-ଦେଶାନ୍ତର

    ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    14024
    May 31, 2026
  • ଦେଶ-ଦେଶାନ୍ତର

    ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫

    13967
    May 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16898
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17518
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17567
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17955
    Sep 06, 2023

ବିଶେଷ

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14671
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14787
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14505
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15361
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14943
    May 26, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15442
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15187
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15670
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14009
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14789
    May 30, 2026
  • ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ; ଫାଇନାଲରେ ଦମଦାର ବିଜୟ

    14554
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14787
    May 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In