Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, August 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ...

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ...

  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ...

ରାଜ୍ୟ
Home ›› ରାଜ୍ୟ ››ଭୁବନେଶ୍ୱରରୁ ସୁନା କିଣୁଛନ୍ତି କି? ସାବଧାନ

ଭୁବନେଶ୍ୱରରୁ ସୁନା କିଣୁଛନ୍ତି କି? ସାବଧାନ

2021-10-17 09:21:32
13948
Share:
Facebook
Twitter
E-Mail
WhatsApp
Telegram
ଭୁବନେଶ୍ୱରରୁ ସୁନା କିଣୁଛନ୍ତି କି? ସାବଧାନ


ଭୁବନେଶ୍ୱର: ସାବଧାନ । ପାର୍ବଣ ଋତୁରେ ଭୁବନେଶ୍ୱରରୁ ସୁନା କିଣୁଛନ୍ତି କି? ହୋଇଯାଆନ୍ତୁ ସାବଧାନ । କାହିଁକି ନା ଭୁବନେଶ୍ୱରରେ ଅସଲି ସୁନା ଦେଖାଇ ନକଲି ସୁନା ବିକ୍ରି ପ୍ଲାନ କରୁଛନ୍ତି ଦୁର୍ବୃତ୍ତ । ଏଭଳି ଠକେଇ ବେଳେ ଛତିଶଗଡର ଦୁଇ ଜଣିଆ ଗ୍ୟାଙ୍ଗକୁ କାବୁ କରିଛି ସହିଦନଗର ଥାନା ପୋଲିସ । ଦୁଇ ଅଭିଯୁକ୍ତ ହେଲେ ଘନଶ୍ୟାମ ସୋଲାଙ୍କି ଓ ମୋହନ ସୋଲାଙ୍କି । ଦୁଇ ଅଭିଯୁକ୍ତ ୫ହଜାର ଟଙ୍କାର ଅସଲି ସୁନା ଦେଖାଇ ୫୦ ଲକ୍ଷ ଟଙ୍କାର‌ ନକଲି ସୁନା ବିକ୍ରି ପାଇ ପ୍ଲାନ କରିଥିଲେ । ଜଦୟଦେବବିହାର ମୋ ବସ ଷ୍ଟାଣ୍ଡରେ ଦୁଇ ଜଣ ଲୋକଙ୍କୁ ସୁନା କିଣାବିକା ନେଇ ମୂଲଚାଲ କରୁଥିଲେ । ଜଣେ ବ୍ୟବସାୟିକୁ ୫୦ଲକ୍ଷର ସୁନା କହି ୧୫ଲକ୍ଷରେ ବିକ୍ରି ପାଇ ପ୍ଲାନ କରିଥିଲେ । ଜୟଦେବ ବିହାର ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଏମାନେ ହାବୁଡରେ ପଡିଯାଇଥିଲେ ।

ପଚରାଉଚରା ବେଳେ ଦୁଇ ଜଣଙ୍କ ସତ ପଦାକୁ ଆସିଛି । ସେମାନଙ୍କଠାରୁ ୫୦ଲକ୍ଷରେ ବିକ୍ରି ପାଇଁ ରଖିଥିବା ନକଲି ସୁନା ଜବତ କରିଛି ପୋଲିସ । ଅଭଯୁକ୍ତ ମାନେ ବିଭିନ୍ନ ବସ ଷ୍ଟପ ଓ ରେଳ ଷ୍ଟେସନରେ ଟାର୍ଗେଟ କରୁଥିଲେ ଲୋକଙ୍କୁ । ପ୍ରଥମେ ଅସଲି ସୁନାର ସାମ୍ପଲ ଦେଇ ପ୍ରଥମେ ଲୋକଙ୍କ ଭରସା ଜିତୁଥିଲେ । ଏପରିକି ସୁନାର‌ ବଜାର‌ ଦାମ ଠାରୁ ଅଧା ଦରରେ ବିକ୍ରି ପାଇ ଉସୁକାଉଥିଲେ । ଲୋକଙ୍କ ସନ୍ଦେହ ହେଲେ ଅସଲି ସୁନା ଦେଖାଇ ଟେଷ୍ଟ ପାଇଁ କହୁଥିଲେ । ପରେ ତାଙ୍କୁ ନକଲି ସୁନା ଦେଇ ଟଙ୍କା ନେଇ ଚମ୍ପଟ ମାରୁଥିଲେ । ଭୁବନେଶ୍ବରରେ ଏଭଳି ତରିକାରେ ଅପରାଧ କରିବା ପୂର୍ବରୁ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି । ତେବେ ଆଗକୁ ଧନତେରସ ଥିବାରୁ ବଜାର ଡିମାଣ୍ଡ ଦେଖି ବିକ୍ରି ପାଇ ପ୍ଲାନ କରୁଥିଲେ ଦୁଇ ଅଭିଯୁକ୍ତ । ରାଜ୍ୟ ବାହରରେ ଏଭଳି ଢଙ୍ଗରେ ଅନେକ ଜାଗାରେ ଲୋକଙ୍କୁ ନକଲି ସୁନା ଦେଖାଇ ଲୁଟ କରିଛନ୍ତି ବୋଲି ପୋଲିସ ସୂଚନା ମିଳିଛି ।

Powered by Froala Editor

Tags Gold

Related articles Odisha News Lens 4.1

  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ
    ଦେଶ-ଦେଶାନ୍ତର

    ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ

    13681
    Aug 13, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15597
    Aug 13, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    13895
    Aug 13, 2026
  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ
    ଦେଶ-ଦେଶାନ୍ତର

    JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ

    15689
    Aug 13, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି
    ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13445
    Aug 13, 2026
  •  ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...

    14149
    Aug 14, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13415
    Aug 14, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15200
    Aug 14, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14000
    Aug 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13415
    Aug 14, 2026
  • ଦେଶ-ଦେଶାନ୍ତର

    ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ

    13681
    Aug 13, 2026
  • ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14000
    Aug 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17028
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17642
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17693
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18092
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14389
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14514
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14352
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15930
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16343
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    13919
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14358
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15261
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14633
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15200
    Aug 14, 2026
  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର

    14149
    Aug 14, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15597
    Aug 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In