Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, September 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ...

  • ସାମରିକ ଘାଟିରେ ବିସ୍ଫୋରଣ; ଚାଲିଗଲା ୧୦ ...

  • ଜଣେ ଉତ୍ସର୍ଗୀକୃତ ଓ ଯତ୍ନଶୀଳ ଶିକ୍ଷକ ...

  • ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ...

  • ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ...

  • ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ...

  • ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ...

  • କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ...

  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ...

  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ...

ରାଜ୍ୟ
Home ›› ରାଜ୍ୟ ››ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି, ମଧ୍ୟାହ୍ନ ଭୋଜନରେ ଯୋଗାଇ ଦିଆଯିବ ଶୁଖିଲା ଖାଦ୍ୟ

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି, ମଧ୍ୟାହ୍ନ ଭୋଜନରେ ଯୋଗାଇ ଦିଆଯିବ ଶୁଖିଲା ଖାଦ୍ୟ

2021-10-19 06:41:01
14061
Share:
Facebook
Twitter
E-Mail
WhatsApp
Telegram
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି, ମଧ୍ୟାହ୍ନ ଭୋଜନରେ ଯୋଗାଇ ଦିଆଯିବ ଶୁଖିଲା ଖାଦ୍ୟ


ଭୁବନେଶ୍ବର: ଆସନ୍ତା ୨୧ରେ ରାଜ୍ୟରେ ଏକାଦଶ ଏବଂ ୨୫ରେ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବ । ସକାଳ ୯ଟାରୁ ୧୨ଟା ୩୦ ଯାଏଁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଠପଢା ହେବ । ତେବେ ଦୀର୍ଘ ୧୮ ମାସ ପରେ ସ୍କୁଲ ଖୋଲୁଥିବାରୁ କିପରି ପିଲାଙ୍କୁ ପାଠ ପଢାଯିବ ସେନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ହୋଇଛି ମାର୍ଗଦର୍ଶିକା ।

ସ୍କୁଲ ଖୋଲିବା ପୂର୍ବରୁ ଅର୍ଥାତ୍ ୨୪ ତାରିଖ ଭିତରେ ଶିକ୍ଷକ ଓ ବିଦ୍ୟାଳୟ ପରିଚାଳନା ସମିତିର ବୈଠକ ବସିବ । ବିଦ୍ୟାଳୟ ପରିସରକୁ ପରିଷ୍କାର ପରିଚ୍ଛନ୍ନ ରଖାଯିବା ଉପରେ ଗୁରୁତ୍ୱ ଦିଆଯିବ । ସ୍କୁଲ ଖୋଲା ଯିବାର ପୂର୍ବ ଦିନ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଜଣାଇବେ ପ୍ରଧାନ ଶିକ୍ଷକ । ପ୍ରଥମ ଦିନରେ ପାଠ ପଢା ହେବନାହିଁ । କେବଳ ପିଲାଙ୍କ ସହ ଆଲୋଚନା ହେବ । ଶିକ୍ଷକ ଓ ପରିଚାଳନା କମିଟି ଆଲୋଚନା କରିବେ । ୨୭, ୨୮ ଓ ୨୯ ତାରିଖରେ ସ୍ୱତନ୍ତ୍ର ପରୀକ୍ଷା ଜରିଆରେ ଶିକ୍ଷଣ ସ୍ତର ଆକଳନ ହେବ । ମଧ୍ୟାହ୍ନ ଭୋଜନ ବଦଳରେ ଶୁଖିଲା ଖାଦ୍ୟ ଯୋଗାଇ ଦିଆଯିବ। ୧୮ ମାସ ପରେ ବିଦ୍ୟାଳୟ ଖୋଲୁଥିବାରୁ ପିଲାମାନଙ୍କର ଆବେଗିକ ଓ ମାନସିକ ଅବସ୍ଥାକୁ ଦୃଷ୍ଟିରେ ରଖି ଶିକ୍ଷକମାନେ ସେମାନଙ୍କୁ ଉଚିତ୍ ମାର୍ଗଦର୍ଶନ ଦେବେ ଓ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରାଇବେ । ଏଥିପାଇଁ ବିଦ୍ୟାଳୟ ଖୋଲିବାର ପ୍ରଥମ ଦୁଇଦିନ ୨୫ ଓ ୨୬ ତାରିଖରେ ପିଲାମାନଙ୍କ ମଧ୍ୟରେ ଆଲୋଚନା, ତର୍କ ପ୍ରତିଯୋଗୀତା, ସଂଗୀତ ଗାନ, ଚିତ୍ରାଙ୍କନ, ମାଟିକାମ, କୋଭିଡ଼ ସମୟରେ ସମୟ କିପରି ବିତାଇଲ ତା' ଉପରେ ଆଲୋଚନା କରାଯିବ । ସର୍ବୋପରି ବିଦ୍ୟାଳୟରେ ଏକ ଭୟମୁକ୍ତ ବାତାବରଣ ସୃଷ୍ଟି କରିବା ପାଇଁ ଶିକ୍ଷକମାନେ ପ୍ରଚେଷ୍ଟା କରିବେ। ଛାତ୍ରଛାତ୍ରୀମାନଙ୍କ ମନରେ ବିଦ୍ୟାଳୟ ଓ ପାଠପଢ଼ା ପ୍ରତି ଆଗ୍ରହ ସୃଷ୍ଟି କରିବା ଏହି କାର୍ୟ୍ୟକ୍ରମର ଲକ୍ଷ୍ୟ ।ଗତ ୧୮ ମାସ ଧରି ଛାତ୍ରଛାତ୍ରୀ ପାଠପଢ଼ା ଠାରୁ ଦୂରେଇ ରହିଥିବାରୁ ସେମାନଙ୍କର ଶିକ୍ଷଣସ୍ତର ବହୁତ କମିଯାଇଥିବ ବୋଲି ଆଶଙ୍କା କରାଯାଉଛି । ବର୍ତ୍ତମାନ ଅଷ୍ଟମ ଶ୍ରେଣୀରେ ପଢୁଥିବା ପିଲାମାନେ ୭ମ ଶ୍ରେଣୀରେ କିଛି ପଢ଼ିନାହାନ୍ତି । ସେହିପରି ଷଷ୍ଠ ଶ୍ରେଣୀର ପାଠ ଉପରେ ସେମାନଙ୍କର କିଛି ଧାରଣା ରହିଥାଇପାରେ । ଏହାକୁ ଦୃଷ୍ଟିରେ ରଖ୍ ସବୁ ପିଲାଙ୍କ ଶିକ୍ଷଣ ସ୍ତରର ଏକ ଆକଳନ କରାଯିବ । ୨୭ ତାରିଖରେ ଓଡ଼ିଆ, ୨୮ ତାରିଖରେ ଗଣିତ ଓ ୨୯ ତାରିଖରେ ଇଂରାଜୀ ବିଷୟରେ ଅଷ୍ଟମ ଶ୍ରେଣୀର ସମସ୍ତ ଛାତ୍ରଛାତ୍ରୀ ଏହି ଆକଳନରେ ଅଂଶଗ୍ରହଣ କରିବେ । ଏହାର ସମୟ ସୀମା ମାତ୍ର ୧ ଘଣ୍ଟା ରହିବ । ପ୍ରଶ୍ନପତ୍ର ଓସେପା ଓ ଏସ୍.ସି.ଇ.ଆର.ଟି ତରଫରୁ ଯୋଗାଇ ଦିଆଯିବ । ଯେଉଁ ଛାତ୍ରଛାତ୍ରୀମାନେ ବିଦ୍ୟାଳୟକୁ ଆସୁନଥିବେ ପ୍ରଧାନଶିକ୍ଷକ / ଶିକ୍ଷକମାନେ ଛାତ୍ରଛାତ୍ରୀଙ୍କ ଘରକୁ ପ୍ରଶ୍ନପତ୍ର ପଠାଇ ଏହି ଆକଳନ କରାଇବେ । ପ୍ରତ୍ୟେକ ଛାତ୍ରର ଫଳାଫଳ ଲିପିବଦ୍ଧ କରାଯିବ । ପରେ ଏହାର ବିଶ୍ଳେଷଣ ଓ ପରବର୍ତୀ କାର୍ୟ୍ୟାନୁଷ୍ଠାନ ପାଇଁ ପଦକ୍ଷେପ ନିଆଯିବ । ଆକଳନ ସରିବା ପରେ ପ୍ରତି ଛାତ୍ରଛାତ୍ରୀଙ୍କ ପାଇଁ ପ୍ରତିକାରାତ୍ମକ ଶିକ୍ଷା ପ୍ରଧାନଶିକ୍ଷକଙ୍କ ଦ୍ଵାରା କରାଯିବା । ଅଷ୍ଟମ ଶ୍ରେଣୀ ପାଇଁ ଉତ୍‌ଥାନ ପୁସ୍ତିକା ଓଡ଼ିଆ, ଗଣିତ ଓ ଇଂରାଜୀରେ ଦିଆଯାଇଛି ।ଶିକ୍ଷକମାନେ ପ୍ରତ୍ୟେକ ଦିନ ଯେଉଁ ବିଷୟ ପଢ଼ାଇବେ, ତାର ଲେସନ୍ ନୋଟ୍ ତିଆରି କରି ଶ୍ରେଣୀକୁ ଯିବେ । ତଦନୁଯାୟୀ ପାଠ ପଢ଼ାଇବେ ଓ ପିଲାମାନଙ୍କର ଦକ୍ଷତା ମାପିବେ । ଏହାସହ ପ୍ରଧାନ ଶିକ୍ଷକମାନେ ନିଶ୍ଚିତ ଭାବରେ ଶ୍ରେଣୀରେ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇବେ । ଅନ୍ୟ ଶିକ୍ଷକମାନଙ୍କର ପାଠପଢ଼ାକୁ ଶ୍ରେଣୀର ପଛ ବେଞ୍ଚରେ ବସି ପ୍ରଧାନ ଶିକ୍ଷକ ନିରୀକ୍ଷଣ କରିବେ । ତଦନୁଯାୟୀ ସେ ଶିକ୍ଷକଙ୍କୁ ଉଚିତ୍ ମାର୍ଗଦର୍ଶନ ଦେଇପାରିବେ । ପ୍ରତ୍ୟେକ ଦିନ ବିଦ୍ୟାଳୟର ପାଠପଢ଼ା ସମାପ୍ତି ପରେ ପ୍ରଧାନ ଶିକ୍ଷକ ୩୦ ମିନିଟ୍‌ର ଏକ ବୈଠକ ଶିକ୍ଷକମାନଙ୍କ ସହ କରିବେ । ଏହି ବୈଠକରେ ପରଦିନ ପାଇଁ ମଧ୍ୟ ପାଠପଢ଼ାର ଯୋଜନା ତିଆରି କରିବେ ।

Powered by Froala Editor

Tags Sop for school

Related articles Odisha News Lens 4.1

  • ଜଣେ ଉତ୍ସର୍ଗୀକୃତ ଓ ଯତ୍ନଶୀଳ ଶିକ୍ଷକ ପ୍ରତ୍ୟେକ ଛାତ୍ରଙ୍କ ଅନନ୍ୟ ପ୍ରତିଭା ଓ ...
    ଦେଶ-ଦେଶାନ୍ତର

    ଜଣେ ଉତ୍ସର୍ଗୀକୃତ ଓ ଯତ୍ନଶୀଳ ଶିକ୍ଷକ ପ୍ରତ୍ୟେକ ଛାତ୍ରଙ୍କ ଅନନ୍ୟ ପ୍ରତିଭା ଓ ...

    13771
    Sep 05, 2026
  • ସାମରିକ ଘାଟିରେ ବିସ୍ଫୋରଣ;  ଚାଲିଗଲା ୧୦ ଜୀବନ
    ଦେଶ-ଦେଶାନ୍ତର

    ସାମରିକ ଘାଟିରେ ବିସ୍ଫୋରଣ; ଚାଲିଗଲା ୧୦ ଜୀବନ

    13652
    Sep 05, 2026
  • ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାଣି
    ଦେଶ-ଦେଶାନ୍ତର

    ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାଣି

    14521
    Sep 05, 2026
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13717
    Sep 04, 2026
  • ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮  ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ

    14401
    Sep 05, 2026
  • କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ପାଉଛନ୍ତି ଚୀନର ଏହି ବ୍ୟକ୍ତି
    ଦେଶ-ଦେଶାନ୍ତର

    କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ପାଉଛନ୍ତି ଚୀନର ଏହି ବ୍ୟକ୍ତି

    13643
    Sep 05, 2026
  • ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’
    ଦେଶ-ଦେଶାନ୍ତର

    ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’

    15675
    Sep 05, 2026
  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ
    ଦେଶ-ଦେଶାନ୍ତର

    ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    14114
    Sep 04, 2026
  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ
    ଦେଶ-ଦେଶାନ୍ତର

    ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ

    15234
    Sep 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    14114
    Sep 04, 2026
  • ଦେଶ-ଦେଶାନ୍ତର

    ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ଖାଇବାକୁ ସତର୍କ କଲେ ବିଶେଷଜ୍ଞ

    15541
    Sep 05, 2026
  • ଦେଶ-ଦେଶାନ୍ତର

    କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ପାଉଛନ୍ତି ଚୀନର ଏହି ବ୍ୟକ୍ତି

    13643
    Sep 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17076
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17735
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17744
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18147
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13738
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14541
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14847
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14799
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14135
    Aug 26, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    14041
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14571
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15456
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14805
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’

    15675
    Sep 05, 2026
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13717
    Sep 04, 2026
  • ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ଖାଇବାକୁ ସତର୍କ କଲେ ବିଶେଷଜ୍ଞ

    15541
    Sep 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In