ବର୍ଷା ଓ ବଜ୍ରପାତ ସତର୍କତା
ଭୁବନେଶ୍ୱର: ଝଡବର୍ଷା ଓ ବଜ୍ରପାତ ନେଇ ୧୨ ଜିଲ୍ଲାକୁ ୩ ଘଣ୍ଟା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର, ଢେ଼ଙ୍କାନାଳ, ସୁନ୍ଦରଗଡ, କେନ୍ଦ୍ୁଝର, ଅନୁଗୁଳ, ମୟୂରଭଞ୍ଜ, ବାଲେଶ୍ୱରକାମ ନଥିଲେ ଘରୁ ନବାହାରିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।
Powered by Froala Editor