Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ...

  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ...

  • କମିଲା ସୁନା ଦର, କେତେ ଜାଣନ୍ତୁ ?

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ...

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ...

  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ...

  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ...

  • ସୁନା ଦରରେ ବଡ଼ ଧରଣର ହ୍ରାସ

  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

  • କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ, ୪ ...

ରାଜ୍ୟ
Home ›› ରାଜ୍ୟ ››ବିଜେପିକୁ ଝଟକା, ଦଳ ଛାଡିଲେ ବରୀ ବିଧାୟକ ପ୍ରାର୍ଥୀ ବିଶ୍ବ ରଞ୍ଜନ ମଲ୍ଲିକ

ବିଜେପିକୁ ଝଟକା, ଦଳ ଛାଡିଲେ ବରୀ ବିଧାୟକ ପ୍ରାର୍ଥୀ ବିଶ୍ବ ରଞ୍ଜନ ମଲ୍ଲିକ

2021-10-21 06:28:10
13848
Share:
Facebook
Twitter
E-Mail
WhatsApp
Telegram
ବିଜେପିକୁ ଝଟକା, ଦଳ ଛାଡିଲେ ବରୀ ବିଧାୟକ ପ୍ରାର୍ଥୀ ବିଶ୍ବ ରଞ୍ଜନ ମଲ୍ଲିକ


ଯାଜପୁର: ଯାଜପୁରରେ ବିଜେପିକୁ ଲାଗିଲା ବିଶ୍ବରଞ୍ଜନ ଝଟକା । ଦଳ ଛାଡିଲେ ବରୀ ବିଧାୟକ ପ୍ରାର୍ଥୀ ବିଶ୍ବ ରଞ୍ଜନ ମଲ୍ଲିକ । ଏହା ସହ କିଛି ନେତା ଓ ସମର୍ଥକ ମଧ୍ୟ ଦଳ ଛାଡିଛନ୍ତି । ବିଶ୍ବ ରଞ୍ଜନ ଓ ଦଳ ଛାଡିଥିବା ଅନ୍ୟ ନେତା ମାନେ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ପାଖକୁ ଇସ୍ତଫା ପତ୍ର ପଠାଇଛନ୍ତି ।
ବିଶ୍ବ ରଞ୍ଜନ ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ଏକ ମେଗା ରାଲି ଆୟୋଜନ କରି ପଦ୍ମ ଧରିଥିଲେ । ସେହି ମିଶ୍ରଣ ପର୍ବରେ ଖୋଦ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ । ଏହାସହ ୨୦୧୯ ସାଧାରଣ ନିର୍ବାଚନରେ ବିଶ୍ବ ବିଜେପି ବିଧାୟକ ପ୍ରାର୍ଥୀ ଭାବେ ବରୀ ଆସନରୁ ପ୍ରତିଦ୍ବନ୍ଦିତା କରି ପରାସ୍ତ ହୋଇଥିଲେ । ନିର୍ବାଚନରେ ପରାଜୟ ସତ୍ବେ ଦକ୍ଷତା ଓ ଲୋକପ୍ରିୟତା ଦେଖି ଦଳ ତାଙ୍କୁ ରାଜ୍ୟ କାର୍ୟ୍ୟକାରୀଣିରେ ସ୍ଥାନ ଦେଇଥିଲା । କିନ୍ତୁ ବିଶ୍ବ ଆଉ ବେଶି ଦିନ ପଦ୍ମ ଶିବିରରେ ରହିପାରିଲେ ନାହିଁ ।ଗତ କିଛି ଦିନ ଧରି ଭୁବନେଶ୍ବରରୁ ଯାଜପୁର ପର୍ୟ୍ୟନ୍ତ ବିଶ୍ବ ରଞ୍ଜନଙ୍କୁ ନେଇ ଚର୍ଚ୍ଚା ହେଉଥିଲା । ଯାହା ଆଜି ବାସ୍ତବ ରୂପ ନେଇଛି । ତେବେ ସେ ଖୁବ ଶୀଘ୍ର ତଥା ଆସନ୍ତା ସପ୍ତାହ ଶେଷ ବେଳକୁ ବିଜେଡିରେ ସାମିଲ ହେବେ ବୋଲି ଚର୍ଚ୍ଚା ଜୋର ଧରିଛି ।ଅନ୍ୟପଟେ ବିଶ୍ବ ରଞ୍ଜନଙ୍କ ସହ ବରୀ ବ୍ଲକ ଅଧକ୍ଷା ସୁବାସିନୀ ଶର୍ମା, ଉପାଧକ୍ଷ ରମେଶ ଭଞ୍ଜ ଓ ୨୪ ନମ୍ବର ଜିଲା ପରିଷଦ ସଦସ୍ୟା ରଞ୍ଜିତା ସାମଲ ପ୍ରମୁଖ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି।

Powered by Froala Editor

Tags Biswaranjan mallick

Related articles Odisha News Lens 4.1

  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା
    ମନୋରଞ୍ଜନ

    ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13640
    Sep 03, 2026
  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା
    ଦେଶ-ଦେଶାନ୍ତର

    ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15497
    Sep 03, 2026
  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର
    ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    13760
    Sep 03, 2026
  • କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ,  ୪ ଜଣଙ୍କୁ ନିଲମ୍ବିତ କଲେ ବ୍ୟାଙ୍କ ...
    ଦେଶ-ଦେଶାନ୍ତର

    କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ, ୪ ଜଣଙ୍କୁ ନିଲମ୍ବିତ କଲେ ବ୍ୟାଙ୍କ ...

    14887
    Sep 03, 2026
  • କମିଲା ସୁନା ଦର, କେତେ ଜାଣନ୍ତୁ ?
    ଦେଶ-ଦେଶାନ୍ତର

    କମିଲା ସୁନା ଦର, କେତେ ଜାଣନ୍ତୁ ?

    15339
    Sep 03, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ...
    ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ...

    14471
    Sep 03, 2026
  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ
    ଦେଶ-ଦେଶାନ୍ତର

    ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15251
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍
    ବାଣିଜ୍ୟ

    ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    14995
    Sep 03, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...
    ବାଣିଜ୍ୟ

    ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...

    13564
    Sep 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15497
    Sep 03, 2026
  • ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ...

    14471
    Sep 03, 2026
  • ବାଣିଜ୍ୟ

    ସୁନା ଦରରେ ବଡ଼ ଧରଣର ହ୍ରାସ

    14107
    Sep 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17069
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17712
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17737
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18137
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13377
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14472
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14779
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14733
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14071
    Aug 26, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13564
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14107
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    14995
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14512
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14471
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14107
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    14995
    Sep 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In