Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜୁନ୍ ୪ ସୁଦ୍ଧା କେରଳରେ ପହଞ୍ଚିବ ମୌସୁମୀ ...

  • ବିମାନ ଇନ୍ଧନ ରପ୍ତାନି ଉପରେ ଅସ୍ଥାୟୀ ...

  • ଆନ୍ନାମଲାଇଙ୍କ ବିଜେପିରୁ ଇସ୍ତଫା

  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ...

  • ସୁପ୍ରିମକୋର୍ଟରେ ଶପଥ ନେଲେ ୫ ନୂଆ ...

  • କଳା କୋଟ୍ ସହ ଧଳା ସାର୍ଟ ଲୁକ୍ ପଛର ରାଜ୍ ...

  • ଖୁବଶୀଘ୍ର କେରଳ ଛୁଇଁବ ମୌସୁମୀ

  • ସିବିଏସଇ ୱେବସାଇଟ୍ ଖୋଲୁନି; ବର୍ଷିଲେ ...

  • ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ ...

  • ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ...

ରାଜ୍ୟ
Home ›› ରାଜ୍ୟ ››ମୁଖ୍ୟମନ୍ତ୍ରୀ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ : ଧର୍ମେନ୍ଦ୍ର

ମୁଖ୍ୟମନ୍ତ୍ରୀ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ : ଧର୍ମେନ୍ଦ୍ର

2021-10-21 06:33:45
15367
Share:
Facebook
Twitter
E-Mail
WhatsApp
Telegram
ମୁଖ୍ୟମନ୍ତ୍ରୀ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ : ଧର୍ମେନ୍ଦ୍ର

ଭୁବନେଶ୍ବର: ମମିତା ମେହେର ହତ୍ୟାକାଣ୍ଡକୁ ନେଇ ତେଜୁଛି ରାଜନୀତି । ମହିଳାଙ୍କ ବିରୋଧରେ ଏଭଳି ଜଘନ୍ୟ ଅପରାଧ ରାଜ୍ୟକୁ ସମ୍ପୂର୍ଣ୍ଣ ଦୋହଲାଇଦେଇଛି । ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ସମ୍ପୃକ୍ତି ଅଭିଯୋଗକୁ ନେଇ ବିରୋଧୀ ମଧ୍ୟ ସରକାରଙ୍କୁ ଘେରିବାରେ ଲାଗିଛନ୍ତି । ଏହାରି ମଧ୍ୟରେ ମମିତା ମେହେର ହତ୍ୟାକାଣ୍ଡରେ ମୁହଁ ଖୋଲିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଓଡ଼ିଶାର କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ଭଳି ଉପାନ୍ତ ଅଞ୍ଚଳରେ ସ୍କୁଲର ଶିକ୍ଷୟିତ୍ରୀ ଭାବେ କାର୍ୟ୍ୟରତ ବଲାଙ୍ଗୀର ଝିଅର ଷଡ଼ଯନ୍ତ୍ରପୂର୍ଣ୍ଣ ହତ୍ୟା ଖବର ଶୁଣି ମୁଁ ଚିନ୍ତିତ ଓ ବ୍ୟଥିତ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ସ୍କୁଲର ମାଲିକ ଏହି ନିର୍ମମ ହତ୍ୟାକାଣ୍ଡର ମୁଖ୍ୟ ସୂତ୍ରଧର ବୋଲି ଜଣାପଡ଼ିଛି । ପୀଡ଼ିତାଙ୍କ ପରିବାର ପକ୍ଷରୁ ତାଙ୍କ ବିରୁଦ୍ଧରେ ଯେଉଁ ସବୁ ସଙ୍ଗୀନ ଅଭିଯୋଗ ଅଣାଯାଉଛି, ଏହା ଆହୁରି କଷ୍ଟଦାୟକ । ଏହି ବେସରକାରୀ ଶିକ୍ଷାନୁଷ୍ଠାନ ରାଜ୍ୟ ସରକାରଙ୍କ ପୃଷ୍ଠପୋଷକତାରେ ଚାଲୁଛି ଏବଂ ଓଡ଼ିଶାର ଶାସକ ଦଳର ମନ୍ତ୍ରୀ ଓ ନେତାମାନଙ୍କର ଏହି ଘଟଣାରେ ସମ୍ପୃକ୍ତି ଥିବା ଗଣମାଧ୍ୟମରେ ପ୍ରକାଶ ପାଉଛି । ଏହା ସବୁ ତଥ୍ୟ ସତ୍ୟ ହୋଇଥିଲେ ସାଂଘାତିକ ବୋଲି କହିଛନ୍ତି ଧର୍ମେନ୍ଦ୍ର ।ଓଡ଼ିଶା ଭଳି ରାଜ୍ୟରେ ମହିଳା ବିରୋଧୀ ହିଂସା ଓ ଅତ୍ୟାଚାର କ୍ରମାଗତ ଭାବେ ବୃଦ୍ଧି ପାଇବା ଉଦବେଗଜନକ । ଏହା ଏକ ସାଧାରଣ ଅପରାଧ ନୁହେଁ । ମୁଖ୍ୟମନ୍ତ୍ରୀ ଏହି ସମ୍ବେଦନଶୀଳ ଘଟଣାର ଗୁରୁତ୍ବକୁ ଉପଲବ୍ଧି କରି ତୁରନ୍ତ ଆଇନ ଅନୁସାରେ ଘଟଣାରେ ସମ୍ପୃକ୍ତ ଥିବା ଦୋଷୀଙ୍କ ବିରୁଦ୍ଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି ଦାବି କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

Powered by Froala Editor

Tags Mamita meher case

Related articles Odisha News Lens 4.1

  • ସିବିଏସଇ ୱେବସାଇଟ୍  ଖୋଲୁନି; ବର୍ଷିଲେ ଛାତ୍ରଛାତ୍ରୀ
    ଦେଶ-ଦେଶାନ୍ତର

    ସିବିଏସଇ ୱେବସାଇଟ୍ ଖୋଲୁନି; ବର୍ଷିଲେ ଛାତ୍ରଛାତ୍ରୀ

    14111
    Jun 02, 2026
  •  ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟ

    14413
    Jun 01, 2026
  • ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବିସ୍ତାର, ୩୫ ଜଣ ନୂତନ ମନ୍ତ୍ରୀ ...
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବିସ୍ତାର, ୩୫ ଜଣ ନୂତନ ମନ୍ତ୍ରୀ ...

    14301
    Jun 01, 2026
  • ଜୁନ୍ ୪ ସୁଦ୍ଧା କେରଳରେ ପହଞ୍ଚିବ ମୌସୁମୀ ବାୟୁ
    ଦେଶ-ଦେଶାନ୍ତର

    ଜୁନ୍ ୪ ସୁଦ୍ଧା କେରଳରେ ପହଞ୍ଚିବ ମୌସୁମୀ ବାୟୁ

    13348
    Jun 02, 2026
  • ଆନ୍ନାମଲାଇଙ୍କ ବିଜେପିରୁ ଇସ୍ତଫା
    ଦେଶ-ଦେଶାନ୍ତର

    ଆନ୍ନାମଲାଇଙ୍କ ବିଜେପିରୁ ଇସ୍ତଫା

    14068
    Jun 02, 2026
  • କଳା କୋଟ୍ ସହ ଧଳା ସାର୍ଟ ଲୁକ୍ ପଛର ରାଜ୍ କହିଲେ ଥାଲାପତି
    ଦେଶ-ଦେଶାନ୍ତର

    କଳା କୋଟ୍ ସହ ଧଳା ସାର୍ଟ ଲୁକ୍ ପଛର ରାଜ୍ କହିଲେ ଥାଲାପତି

    15572
    Jun 02, 2026
  • ଖୁବଶୀଘ୍ର କେରଳ ଛୁଇଁବ ମୌସୁମୀ
    ଦେଶ-ଦେଶାନ୍ତର

    ଖୁବଶୀଘ୍ର କେରଳ ଛୁଇଁବ ମୌସୁମୀ

    14236
    Jun 02, 2026
  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...
    ବିଶେଷ

    ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14312
    Jun 02, 2026
  • ବିମାନ ଇନ୍ଧନ ରପ୍ତାନି ଉପରେ ଅସ୍ଥାୟୀ ନିଷେଧ ଘୋଷଣା କଲେ ପୁଟିନ୍
    ଦେଶ-ଦେଶାନ୍ତର

    ବିମାନ ଇନ୍ଧନ ରପ୍ତାନି ଉପରେ ଅସ୍ଥାୟୀ ନିଷେଧ ଘୋଷଣା କଲେ ପୁଟିନ୍

    15526
    Jun 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କଳା କୋଟ୍ ସହ ଧଳା ସାର୍ଟ ଲୁକ୍ ପଛର ରାଜ୍ କହିଲେ ଥାଲାପତି

    15572
    Jun 02, 2026
  • ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବିସ୍ତାର, ୩୫ ଜଣ ନୂତନ ମନ୍ତ୍ରୀ ନେଲେ ଶପଥ

    14301
    Jun 01, 2026
  • ଦେଶ-ଦେଶାନ୍ତର

    ସିବିଏସଇ ୱେବସାଇଟ୍ ଖୋଲୁନି; ବର୍ଷିଲେ ଛାତ୍ରଛାତ୍ରୀ

    14111
    Jun 02, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16899
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17519
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17569
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17956
    Sep 06, 2023

ବିଶେଷ

  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14312
    Jun 02, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    15083
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    15194
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14844
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15411
    May 27, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15445
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15191
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15673
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14013
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କଳା କୋଟ୍ ସହ ଧଳା ସାର୍ଟ ଲୁକ୍ ପଛର ରାଜ୍ କହିଲେ ଥାଲାପତି

    15572
    Jun 02, 2026
  • ଖୁବଶୀଘ୍ର କେରଳ ଛୁଇଁବ ମୌସୁମୀ

    14236
    Jun 02, 2026
  • ସୁପ୍ରିମକୋର୍ଟରେ ଶପଥ ନେଲେ ୫ ନୂଆ ବିଚାରପତି

    14647
    Jun 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In