Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ...

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ...

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ...

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ ...

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ...

  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ...

  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ...

  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ...

  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ...

  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ ...

Home ›› ››ବିଶ୍ୱସ୍ତରୀୟ ଅଗ୍ରଣୀ କ୍ରୀଡା ପରିଧାନ ପ୍ରସ୍ତୁତକାରୀ ଆଡିଡାସ୍‍ର ବ୍ରାଣ୍ଡ୍‍ ଆମ୍ବାସାଡର ହେଲେ ସୁପରଷ୍ଟାର ତଥା ଯୁବ ଆଇକନ ଦୀପିକା ପାଦୁକୋନେ

ବିଶ୍ୱସ୍ତରୀୟ ଅଗ୍ରଣୀ କ୍ରୀଡା ପରିଧାନ ପ୍ରସ୍ତୁତକାରୀ ଆଡିଡାସ୍‍ର ବ୍ରାଣ୍ଡ୍‍ ଆମ୍ବାସାଡର ହେଲେ ସୁପରଷ୍ଟାର ତଥା ଯୁବ ଆଇକନ ଦୀପିକା ପାଦୁକୋନେ

2021-10-21 10:09:55
26534
Share:
Facebook
Twitter
E-Mail
WhatsApp
Telegram
ବିଶ୍ୱସ୍ତରୀୟ ଅଗ୍ରଣୀ କ୍ରୀଡା ପରିଧାନ ପ୍ରସ୍ତୁତକାରୀ ଆଡିଡାସ୍‍ର ବ୍ରାଣ୍ଡ୍‍ ଆମ୍ବାସାଡର ହେଲେ ସୁପରଷ୍ଟାର ତଥା ଯୁବ ଆଇକନ ଦୀପିକା ପାଦୁକୋନେ

ନୂଆଦିଲ୍ଲୀ: ବିଶ୍ୱସ୍ତରୀୟ ଅଗ୍ରଣୀ କ୍ରୀଡା ପରିଧାନ ପ୍ରସ୍ତୁତକାରୀ କମ୍ପାନୀ ଆଡିଡାସ୍‍, ବିଶ୍ୱସ୍ତରରେ ସୁନାମ ଅର୍ଜନ କରିଥିବା ସୁପରଷ୍ଟାର ତଥା ଯୁବ ଆଇକନ ଦୀପିକା ପାଦୁକୋନେଙ୍କୁ ନିଜର ବ୍ରାଣ୍ଡ୍‍ ଆମ୍ବାସାଡର ଭାବରେ ଚୁକ୍ତିବଦ୍ଧ କରାଇଛି । ଉଭୟ ଶାରୀରିକ ଏବଂ ମାନସିକ ସୁସ୍ଥତା ନିମନ୍ତେ ଉଭୟଙ୍କର ସମାନ ପ୍ରତିବଦ୍ଧତା ଉପରେ ପାଦୁକୋନେ ଆଡିଡାସ୍‍ ସହିତ ନିବିଡ ଭାବରେ ମିଶି କାର୍ଯ୍ୟ କରିବେ ।


କ୍ରୀଡା ତାଙ୍କ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇଥିବାରୁ ପାଦୁକୋନେ ଉପଯୁକ୍ତ ସାମର୍ଥ୍ୟ ଓ ମଜଭୁତପଣର ପ୍ରତୀକ ହୋଇଛନ୍ତି, ଯାହା ଅନ୍ୟମାନଙ୍କ ଠାରେ ପରିଲକ୍ଷିତ ହେଉନାହିଁ ଏବଂ ତାହାସହିତ ସେ ସାରା ବିଶ୍ୱରେ କୋଟି କୋଟି ଲୋକଙ୍କୁ ଏଥିପାଇଁ ଉତ୍ସାହିତ କରୁଛନ୍ତି । ଉଭୟ ପାଦୁକୋନେ ଏବଂ ଆଡିଡାସ୍‍ ସମାନ ମୂଲ୍ୟବୋଧ ବହନ କରୁଥିବାରୁ ସମ୍ମିଳିତ ଭାବରେ ସେମାନେ ଏକ ଶକ୍ତିଶାଳୀ ସହଭାଗିତା ସୃଷ୍ଟି କରିପାରିବେ ।


‘ଅସମ୍ଭବ କିଛି ନୁହେଁ’ ବୋଲି ବ୍ରାଣ୍ଡ୍‍ର ଭାବଧାରାକୁ ଆଗେଇ ନେଇ ଏହି ସହଭାଗିତା ସମସ୍ତ ପ୍ରତିବନ୍ଧକ ଦୂର କରିବା ଏବଂ ଅସୀମିତ ସମ୍ଭାବନାର ସୁଯୋଗ ନେବା କ୍ଷେତ୍ରରେ ଏକ ଉଦାହରଣ ହେବ ଏବଂ ଏହା ଉଭୟ ସାମ୍ପ୍ରତିକ ଏବଂ ଭବିଷ୍ୟତ ପିଢିଗୁଡିକୁ ପ୍ରେରଣା ଯୋଗାଇବ ।


ସମଗ୍ର ବିଶ୍ୱରେ ଆଡିଡାସ୍‍ର ଶକ୍ତିଶାଳୀ ମହିଳା କ୍ରୀଡାବିତ୍‍ ଓ ସହଯୋଗୀଙ୍କ ତାଲିକାରେ ପାଦୁକୋନେ ସାମିଲ ହେଉଥିବାବେଳେ ଆଡିଡାସ୍‍ ପ୍ରେରଣାଦାୟୀ ବ୍ୟକ୍ତିତ୍ୱଙ୍କ ଜରିଆରେ ମହିଳାଙ୍କ ପାଇଁ କ୍ରୀଡାର ଗଣତାନ୍ତ୍ରିକିକରଣ ଏବଂ ବିବିଧକରଣ କରିବା ଉପରେ ନିଜର ଲକ୍ଷ୍ୟକୁ ଅଧିକ ମଜଭୁତ କରୁଛି ।


ଏ ସମ୍ପର୍କରେ ପ୍ରକାଶ କରି ଦୀପିକା ପାଦୁକୋନେ କହିଛନ୍ତି, “ଜଣେ କ୍ରୀଡାବିତ ଭାବେ ଏବଂ କ୍ରୀଡାରେ ଅଂଶଗ୍ରହଣ କରିବା ମୋ ବ୍ୟକ୍ତିତ୍ୱକୁ ଏକ ନିର୍ଦ୍ଦିଷ୍ଟ ରୂପ ଦେବାରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଛି ଏବଂ ଆଜି ମୁଁ ଯାହା ହୋଇଛି, ସେହି ବ୍ୟକ୍ତି ଭାବରେ ମୋତେ ଗଢିତୋଳିବାରେ ସହାୟକ ହୋଇଛି । ଏହା ମୋତେ ଏଭଳି ମୂଲ୍ୟବୋଧ ଶିକ୍ଷା ଦେଇଛି ଯାହା ଜୀବନର ଅନ୍ୟ କୌଣସି ଅଭିଜ୍ଞତାରୁ ମିଳିପାରିନଥାନ୍ତା । ସଂପ୍ରତି ଉଭୟ ଶାରୀରିକ ଏବଂ ମାନସିକ ସୁସ୍ଥତା ମୋ ଜୀବନଚର୍ଯ୍ୟାର ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି । ବିଶ୍ୱର ସର୍ବାଧିକ ଆଇକନିକ ବ୍ରାଣ୍ଡ୍‍ ଆଡିଡାସ୍‍ ସହିତ ସହଭାଗିତା କରି ମୁଁ ଅତ୍ୟନ୍ତ ଗର୍ବିତ ଏବଂ ଆନନ୍ଦିତ ।”


ବ୍ରାଣ୍ଡ୍‍ ଆଡିଡାସ୍‍ ଇଣ୍ଡିଆର ସିନିୟର ଡାଇରେକ୍ଟର ସୁନିଲ ଗୁପ୍ତା କହିଛନ୍ତି, “ଜଣେ ବିଶ୍ୱସ୍ତରୀୟ ଯୁବ ଚେହେରା ଏବଂ ମାନସିକ ସୁସ୍ଥତା ତଥା ବ୍ୟକ୍ତିଗତ ଉନ୍ନତି ଆଣିବାରେ ଚମ୍ପିଆନ ଦୀପିକା କ୍ରୀଡା ଓ ଗତିଶୀଳତା ଜରିଆରେ ସକାରାତ୍ମକ ପରିବର୍ତ୍ତନ ଆଣିବାକୁ ଆମ ବ୍ରାଣ୍ଡ୍‍ର ଲକ୍ଷ୍ୟ ସହିତ ଚମତ୍କାର ଭାବରେ ଖାପ ଖାଉଛନ୍ତି । ଆଡିଡାସ୍‍ ପରିବାର ସହିତ ଦୀପିକା ଯୋଗଦେବା ନେଇ ଆମେ ଉଲ୍ଲସିତ ଏବଂ ସମ୍ମିଳିତ ଭାବରେ ଆମେ ଅଧିକରୁ ଅଧିକ ମହିଳା ଯେଭଳି ସେମାନଙ୍କ ଠାରେ ରହିଥିବା ସମ୍ଭାବନାକୁ ଦେଖିପାରିବେ ଏବଂ ତାହା ସାକାର କରିବେ, ସେଥିପାଇଁ ସେମାନଙ୍କୁ ପ୍ରେରଣା ଦେବାକୁ ଆମେ ଆଶା କରୁଛୁ ।” ଆଡିଡାସ୍‍ ନିଜ ପରିବାର ମଧ୍ୟକୁ ଦୀପିକାଙ୍କୁ ସ୍ୱାଗତ କରି ଅତ୍ୟନ୍ତ ଆନନ୍ଦ ଅନୁଭବ କରୁଛି! 


Powered by Froala Editor

Tags deepikaa padukone , addidas

Related articles Odisha News Lens 4.1

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14472
    Jul 08, 2026
  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...
    ଦେଶ-ଦେଶାନ୍ତର

    ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...

    14126
    Jul 08, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା
    ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15250
    Jul 08, 2026
  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା
    ଦେଶ-ଦେଶାନ୍ତର

    କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14453
    Jul 08, 2026
  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13494
    Jul 08, 2026
  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...

    15130
    Jul 07, 2026
  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14586
    Jul 07, 2026
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ
    ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13656
    Jul 07, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି
    ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15560
    Jul 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13656
    Jul 07, 2026
  • ଦେଶ-ଦେଶାନ୍ତର

    ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    13821
    Jul 07, 2026
  • ଦେଶ-ଦେଶାନ୍ତର

    କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14453
    Jul 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17582
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17636
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18035
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15235
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15568
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15374
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15239
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14663
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15838
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15708
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13814
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14926
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ଆଦିପୂର୍ଣ୍ଣ’ ପଦକ

    15130
    Jul 07, 2026
  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ସଚିବଙ୍କୁ କାରଣ ଦର୍ଶାଅ ନୋଟିସ

    14126
    Jul 08, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15250
    Jul 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In