Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, April 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୁଇଚକିଆ ପେଟ୍ରୋଲ ଯାନ ଉପରେ ଲାଗିବ ରୋକ୍

  • ପଶ୍ଚିମବଙ୍ଗରେ ଏକ ବଡ଼ ରାଜନୈତିକ ...

  • ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ...

  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ...

  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ...

  • ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ...

  • ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ...

  • ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର

  • ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ...

  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ...

Home ›› ›› କିନ୍ନରଙ୍କଠାରୁ ମାଙ୍ଗନ୍ତୁ ଏହି ଜିନିଷ, ବଦଳେଇଦେବ ଆପଣଙ୍କ ଭାଗ୍ୟ

କିନ୍ନରଙ୍କଠାରୁ ମାଙ୍ଗନ୍ତୁ ଏହି ଜିନିଷ, ବଦଳେଇଦେବ ଆପଣଙ୍କ ଭାଗ୍ୟ

2021-04-22 05:55:03
15741
Share:
Facebook
Twitter
E-Mail
WhatsApp
Telegram
 କିନ୍ନରଙ୍କଠାରୁ ମାଙ୍ଗନ୍ତୁ ଏହି ଜିନିଷ, ବଦଳେଇଦେବ ଆପଣଙ୍କ ଭାଗ୍ୟ

ଦୁନିଆଁର ସବୁ ଲୋକ ଚାହିଁଥାନ୍ତି କି ଆମେ ମହଙ୍ଗା ଗାଡ଼ିରେ ବୁଲିବା, ନିଜର ଘର ଥାଉ ଆଉ ଏବଂ ନିଜେ ଧନୀ ହୋଇଥାଏ। ଯଦି ଆପଣ ବି ଏହି ତାଳିକାରେ ସାମିଲ ହେବାକୁ ଚାହୁଁଛନ୍ତି ତେବେ ଆପଣଙ୍କ ଘରକୁ ଆସୁଥିବା କିନ୍ନରଙ୍କଠାରୁ ମାଙ୍ଗନ୍ତୁ ଏହି ଜିନିଷକୁ। କିନ୍ନର ଘରକୁ ନ ଆସିଲେ ବି ବାହାରେ ସେମାନଙ୍କଠାରୁ ଏହି ଜିନିଷକୁ ମାଗି ପାରିବେ। ଆଉ ଯଦି କିନ୍ନରଙ୍କୁ ନମାଗିବା ପୂର୍ବରୁ ସେମାନେ ଦେଇ ଦିଅନ୍ତି ତେବେ ଆପଣ ଖୁବ୍ ଜଲଦୀ କୋଟିପତି ହୋଇପାରିବେ। ତେବେ ଆସନ୍ତୁ ଜାଣିବା ସେହି ଜିଷିଷ ସମ୍ପର୍କରେ.


ଲକ୍ଷ୍ମୀ ପୂଜାରେ ବ୍ୟବହାର ହେଉଥିବା ଚାଉଳ-  କୁହାଯାଏ କି ଲକ୍ଷ୍ମୀ ପୂଜାରେ ଚାଉଳ ବ୍ୟବହାର କରାଯାଏ। ଚାଉଳ ଶୁକ୍ରଗ୍ରହ ସହିତ ସମ୍ବନ୍ଧିତ ଏକ ଶସ୍ୟ। ଏହି କାରଣରୁ ଚାଉଳକୁ ପୁଜା ପାଠରେ ବ୍ୟବହାର କରାଯାଏ। କୁହାଯାଏ କି ସେହି ଚାଉଳ ଲକ୍ଷ୍ମୀ ପୂଜାରେ ବ୍ୟବହୃତ ହୋଇଥିଲେ ତାହାକୁ ବିଶେଷ ମାନାଯାଇଥାଏ। ପୂଜା ହୋଇଥିବା ସେହି ଚାଉଳରୁ ୨୧ଟି ଚାଉଳ ଦାନାକୁ ଆଣି ଏକ କାଗଜ ପୁଡ଼ିଆରେ ରଖି ପର୍ସ ଭିତରେ ରଖନ୍ତୁ। ଏହା କଲେ ଧନ ବୃଦ୍ଧି ହୋଇଥାଏ।


ଅଶ୍ବତ୍ଥ ପତ୍ର- କୁହାଯାଏ କି ଅଶ୍ବତ୍ଥ ଗଛର ପତ୍ରକୁ ଗଙ୍ଗାଜଳରେ ଧୋଇ ପବିତ୍ର କରିବା ଦରକାର। ତାପରେ ସେଥିରେ କେସରରେ ‘ଶ୍ରୀ’ ଲେଖିକି ନିଜ ପର୍ସରେ ରଖନ୍ତୁ। ଏମିତି ଜାଗାରେ ରଖନ୍ତୁ ଯେମିତି କାହା ନଜର ପଡ଼ିବ ନାହିଁ। ଏହା କରିବା ଦ୍ବାରା ଧନ ଆସି ଥାଏ।


ଟଙ୍କା/ପଇସା– କୁହାଯାଏ କିନ୍ନରଙ୍କୁ କରାଯାଉଥିବା ଦାନ ମହାପୂଣ୍ୟ ଅଟେ। କେବଳ ଏତିକି ନୁହେଁ ସେମାନେ ଦେଉଥିବା ଆଶୀର୍ବାଦ ବିଭିନ୍ନ ପ୍ରକାର ଅସୁବିଧା ତଥା ଚିନ୍ତାରୁ ମୁକ୍ତି ଦେଇଥାଏ। ଯଦି ଆପଣଙ୍କୁ ଟଙ୍କା ସମ୍ବନ୍ଧିତ କିଛି ଅସୁବିଧା ଅଛି ତେବେ ଯେକୈାଣସି କିନ୍ନରଙ୍କ ଠାରୁ ଏକ ପଇସା  ମାଗିକି ନିଅନ୍ତୁ। ଏହି ପଇସାକୁ ଆଲମିରା, ପର୍ସ କିମ୍ବା ବାକ୍ସ ଭିତରେ ରଖନ୍ତୁ। ଏହା ଦ୍ବାରା ଅନେକ ଲାଭ ମିଳିଥାଏ।

Powered by Froala Editor

Tags KINNER

Related articles Odisha News Lens 4.1

  • ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ଭୂମିକମ୍ପ ଅନୁଭୂତ

    15354
    Apr 11, 2026
  • ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ
    ଦେଶ-ଦେଶାନ୍ତର

    ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ

    15530
    Apr 10, 2026
  • ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା
    ମନୋରଞ୍ଜନ

    ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା

    15342
    Apr 10, 2026
  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା

    15444
    Apr 10, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....
    ବିଶେଷ

    ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14231
    Apr 11, 2026
  • ଦୁଇଚକିଆ ପେଟ୍ରୋଲ ଯାନ ଉପରେ ଲାଗିବ ରୋକ୍
    ଦେଶ-ଦେଶାନ୍ତର

    ଦୁଇଚକିଆ ପେଟ୍ରୋଲ ଯାନ ଉପରେ ଲାଗିବ ରୋକ୍

    15277
    Apr 11, 2026
  • ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ
    ଦେଶ-ଦେଶାନ୍ତର

    ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ

    14554
    Apr 10, 2026
  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ
    ଦେଶ-ଦେଶାନ୍ତର

    ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ

    14924
    Apr 10, 2026
  • ପଶ୍ଚିମବଙ୍ଗରେ ଏକ ବଡ଼ ରାଜନୈତିକ ମୁକାବିଲା ହେବାକୁ ଯାଉଛି: ମୋଦୀ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ଏକ ବଡ଼ ରାଜନୈତିକ ମୁକାବିଲା ହେବାକୁ ଯାଉଛି: ମୋଦୀ

    14507
    Apr 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ

    14924
    Apr 10, 2026
  • ଦେଶ-ଦେଶାନ୍ତର

    ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ଭୂମିକମ୍ପ ଅନୁଭୂତ

    15354
    Apr 11, 2026
  • ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ଏକ ବଡ଼ ରାଜନୈତିକ ମୁକାବିଲା ହେବାକୁ ଯାଉଛି: ମୋଦୀ

    14507
    Apr 11, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17411
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17468
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17821
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16297
    Apr 03, 2021

ବିଶେଷ

  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14231
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15478
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14334
    Apr 08, 2026
  • ଆଳୁ ରସ କରିବ ତ୍ଵଚାକୁ ଗୋରା

    14593
    Apr 07, 2026
  • ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ

    15753
    Apr 06, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15323
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15053
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15557
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13854
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ

    14924
    Apr 10, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14231
    Apr 11, 2026
  • ଦୁଇଚକିଆ ପେଟ୍ରୋଲ ଯାନ ଉପରେ ଲାଗିବ ରୋକ୍

    15277
    Apr 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In