Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 12, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏୟାର ଇଣ୍ଡିଆ ଦୁର୍ଘଟଣାଗ୍ରସ୍ତ ବିମାନରେ ...

  • ଭାଇରାଲ ହେବାରେ ଲାଗିଛି ରାଜା ...

  • ଅହମ୍ମଦାବାଦରେ ଏୟାର ଇଣ୍ଡିଆର ...

  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

  • ଭାରି ଲାଭକାରୀ ଭୃସଙ୍ଗପତ୍ର

  • ଇନ୍ଦୋର ବିମାନବନ୍ଦରରେ ଅଭିଯୁକ୍ତଙ୍କୁ ...

  • ଆତଙ୍କବାଦୀଙ୍କ ଟାର୍ଗେଟରେ ଆମେରିକା, ଏହି ...

  • ରାଜା ରଘୁବଂଶୀ ହତ୍ୟା ମାମଲା: ସୋନମ୍‌ଙ୍କୁ ...

  • ଇଦ୍ ପାଳନ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ...

  • ୪ ଘଣ୍ଟା ChatGPT ଡାଉନ୍

ମନୋରଞ୍ଜନ
Home ›› ମନୋରଞ୍ଜନ ››ପରଲୋକରେ ମିନୁ ମୁମତାଜ

ପରଲୋକରେ ମିନୁ ମୁମତାଜ

2021-10-23 08:38:32
14504
Share:
Facebook
Twitter
E-Mail
WhatsApp
Telegram
ପରଲୋକରେ ମିନୁ ମୁମତାଜ

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ମିନୁ ମୁମତାଜଙ୍କ ପରଲୋକ  ଘଟିଛି । ୭୯ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଏନେଇ ତାଙ୍କ ଭାଇ ଅନୱର ଅଲ୍ଲୀ ସୂଚନା ଦେଇଛନ୍ତି । ଏହି ଖବର ପାଇବା ପରେ ଅନେକ କଳାକାର ଶୋକ ପ୍ରକାଶ କରିଛନ୍ତି । କିଛି ଜଣ ସୋସିଆଲ୍ ମିଡିଆରେ ଫଟୋ ସେୟାର କରିବା ସହିତ ଆତ୍ମାର ସଦ୍‌ଗତି କାମନା କରିଥିବା ଦେଖିବାକୁ ମିଳିଛି । ଆଉ କିଛି କଳାକାର ମିନୁଙ୍କ ସହିତ ଥିବା ପୁରୁଣା ସ୍ମୃତି ବଖାଣି ଆର୍‌ପିଆଇ ବୋଲି ଲେଖିଛନ୍ତି ।

ମିନୁ ୨୬ ଏପ୍ରିଲ ୧୯୪୨ରେ ଜନ୍ମଗ୍ରହଣ କରିଥିଲେ । ଭେଟେରାନ ହାସ୍ୟ ଅଭିନେତା ମେହମୁଦ ଅଲ୍ଲୀଙ୍କ ଭଉଣୀ ଥିଲେ ମିନୁ । ସେ ୧୯୫୦ ଏବଂ ୧୯୬୦ ଦଶକରେ ଅନେକ ଫିଲ୍ମରେ ଅଭିନୟ କରିଥିଲେ । ମୁମତାଜ ଫିଲ୍ମ ‘ଘର ଘର ମେଁ ଦିୱାଲୀ’ରେ ଡେବ୍ୟୁ କରିଥିଲେ। ଏହି ଫିଲ୍ମଟି ୧୯୫୫ ମସିହାରେ ମୁକ୍ତିଲାଭ କରିଥିଲା । ଏଥିସହ କାଗଜ କା ଫୁଲ, ଚନ୍ଦୱି କା ଚାନ୍ଦ, ସାହେବ ବିବି ଔର ଗୁଲାମ, ତାଜମହଲ, ଘୁଙ୍ଗଟ, ଇନସାନ ଜାଗ ଉଠା, ଘର ବାସାକେ ଦେଖୋ, ଗଜଲ ଭଳି ଅନକେ ହିଟ୍‌ ଫିଲ୍ମରେ ସେ ଅଭିନୟ କରିଛନ୍ତି । ୧୯୬୩ରେ ନିର୍ଦ୍ଦେଶକ ଏସ୍‌ ଅଲ୍ଲୀ ଅକବରଙ୍କୁ ବିବାହ କରିଥିଲେ । ଏହାପରଠାରୁ ସେ ବଲିଉଡ ଠାରୁ ଦୂରେଇ ଯାଇଥିଲେ । ଦୀର୍ଘ ଦିନ ଧରି ସେ କାନାଡାରେ ରହୁଥିଲେ । ତାଙ୍କର ତିନି ଜଣ ଝିଅ ଥିବା ବେଳେ ଜଣେ ପୁଅ ଅଛନ୍ତି ।

Powered by Froala Editor

Tags Minu_Mumtaz

Related articles Odisha News Lens 4.1

  • ଏୟାର ଇଣ୍ଡିଆ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିଲେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଏୟାର ଇଣ୍ଡିଆ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିଲେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ

    13541
    Jun 12, 2025
  • ଭାଇରାଲ ହେବାରେ ଲାଗିଛି ରାଜା ରଘୁବଂଶୀଙ୍କ ଶେଷ ଇନଷ୍ଟାଗ୍ରାମ ପୋଷ୍ଟ
    ଦେଶ-ଦେଶାନ୍ତର

    ଭାଇରାଲ ହେବାରେ ଲାଗିଛି ରାଜା ରଘୁବଂଶୀଙ୍କ ଶେଷ ଇନଷ୍ଟାଗ୍ରାମ ପୋଷ୍ଟ

    14607
    Jun 12, 2025
  • ଇନ୍ଦୋର ବିମାନବନ୍ଦରରେ ଅଭିଯୁକ୍ତଙ୍କୁ ଚାପୁଡା ମାରିଲେ ଯାତ୍ରୀ
    ଦେଶ-ଦେଶାନ୍ତର

    ଇନ୍ଦୋର ବିମାନବନ୍ଦରରେ ଅଭିଯୁକ୍ତଙ୍କୁ ଚାପୁଡା ମାରିଲେ ଯାତ୍ରୀ

    14054
    Jun 11, 2025
  •  ରାଜା ରଘୁବଂଶୀ ହତ୍ୟା ମାମଲା: ସୋନମ୍‌ଙ୍କୁ ଦିଦି ଡାକୁଥିଲା ରାଜ
    ଦେଶ-ଦେଶାନ୍ତର

    ରାଜା ରଘୁବଂଶୀ ହତ୍ୟା ମାମଲା: ସୋନମ୍‌ଙ୍କୁ ଦିଦି ଡାକୁଥିଲା ରାଜ

    14027
    Jun 11, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...
    ବିଶେଷ

    ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    14926
    Jun 11, 2025
  • ୪ ଘଣ୍ଟା  ChatGPT ଡାଉନ୍
    ଦେଶ-ଦେଶାନ୍ତର

    ୪ ଘଣ୍ଟା ChatGPT ଡାଉନ୍

    13866
    Jun 10, 2025
  • ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ

    14294
    Jun 12, 2025
  • ଇଦ୍ ପାଳନ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ସନା
    ମନୋରଞ୍ଜନ

    ଇଦ୍ ପାଳନ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ସନା

    15737
    Jun 10, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର
    ବିଶେଷ

    ଭାରି ଲାଭକାରୀ ଭୃସଙ୍ଗପତ୍ର

    14457
    Jun 11, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାଜା ରଘୁବଂଶୀ ହତ୍ୟା ମାମଲା: ସୋନମ୍‌ଙ୍କୁ ଦିଦି ଡାକୁଥିଲା ରାଜ

    14027
    Jun 11, 2025
  • ବିଶେଷ

    ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    14926
    Jun 11, 2025
  • ଦେଶ-ଦେଶାନ୍ତର

    ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ

    14294
    Jun 12, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16656
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16957
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15484
    Apr 03, 2021

ବିଶେଷ

  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    14927
    Jun 11, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    14457
    Jun 11, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    13984
    Jun 10, 2025
  • ଏହିସବୁ ସମସ୍ୟା ପାଇଁ ଲେମ୍ବୁ ପାଣି

    15405
    Jun 10, 2025
  • ଆଖି ପାଇଁ ସପୁରୀ ରସ

    16104
    Jun 08, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15699
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16324
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14028
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14822
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇଦ୍ ପାଳନ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ସନା

    15737
    Jun 10, 2025
  • ଏୟାର ଇଣ୍ଡିଆ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିଲେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ

    13541
    Jun 12, 2025
  • ୪ ଘଣ୍ଟା ChatGPT ଡାଉନ୍

    13866
    Jun 10, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In