Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ...

  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ...

  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ...

  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ...

  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ...

  • କମିଲା ସୁନା ଦର, କେତେ ଜାଣନ୍ତୁ ?

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ...

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ...

  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ...

  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ...

ରାଜ୍ୟ
Home ›› ରାଜ୍ୟ ››ମୁଁ ବିଜେଡିରେ ମିଶିବି: ପ୍ରଦୀପ

ମୁଁ ବିଜେଡିରେ ମିଶିବି: ପ୍ରଦୀପ

2021-10-24 08:54:48
14296
Share:
Facebook
Twitter
E-Mail
WhatsApp
Telegram
ମୁଁ ବିଜେଡିରେ ମିଶିବି: ପ୍ରଦୀପ

ଭୁବନେଶ୍ୱର: ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ ଗତ ଦୁଇ ଦିନ ତଳୁ  କଂଗ୍ରେସରୁ ଇସ୍ତଫା ଦେଇଥିଲେ ।  ଏଆଇସିସି ସଭାପତି ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖି ସେ ଇସ୍ତଫା ଦେଇଥିଲେ ।  ଦଳରେ ଜନସେବାର ସୁଯୋଗ   ସେ ଦୁଃଖ ଓ କଷ୍ଟର ସହ କଂଗ୍ରେସରୁ ଇସ୍ତଫା ଦେଇଥିଲେ ।

ତେବେ ଆଜି ଶ୍ରୀ ମାଝୀ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି । ନବରଙ୍ଗପୁରରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ମାଝୀ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି । ଆଉ  ଯାହା ଅନୁମାନ କରାଯାଉଥିଲା ସତ ହେଲା । ଏହି ସାମ୍ବାଦିକ ସମ୍ମିଳନୀରେ ସେ ଏକ ବଡ଼ ଘୋଷଣା କରିଛନ୍ତି ।  ସେ ବିଜେଡିରେ ମିଶିବେ ବୋଲି ଘୋଷଣା କରିଛନ୍ତି । ଫଳରେ ପ୍ରଦୀପ ବିଜେଡିରେ ମିଶିବା ପାଇଁ କଂଗ୍ରେସ ଛାଡ଼ିଥିବା ନେଇ ଚର୍ଚ୍ଚା ହେଉଥିଲା ସେଥିରେ ଖୋଦ ପ୍ରଦୀପ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ।  ଚର୍ଚ୍ଚାକୁ ସତରେ ପରିଣତ କରିଛନ୍ତି ପ୍ରଦୀବ ।  ଖୁବ ଶୀଘ୍ର ସେ ବିଜେଡିରେ ସାମିଲ ହେବେ ବୋଲି ଆଜି ଘୋଷଣା କରିଛନ୍ତି । କଂଗ୍ରେସରେ ରହି ଅବିଭକ୍ତ କୋରାପୁଟର ବିକାଶ କରି ହେବ ନାହିଁ। ଆଗାମୀ ଦିନରେ କଂଗ୍ରେସ ରାଜ୍ୟରେ ସରକାର ଗଠନ କରିପାରିବ କି ନାହିଁ, ସେ ନେଇ ମଧ୍ୟ ସନ୍ଦେହ ରହିଛି ବୋଲି ସେ କହିଛନ୍ତି।

ଏହି ଅବସରରେ ଶ୍ରୀ ମାଝୀ ମୁଖ୍ୟମନ୍ତ୍ରୀଙ୍କୁ ଭୂରି ଭୂରି ପ୍ରଶଂସା କରିଛନ୍ତି । ବିଜେଡି ରାଜ୍ୟରେ ସ୍ଥିର ସରକାର ଦେବାରେ ସଫଳ ହୋଇଛି । ମୋ ସହ ବହୁ କଂଗ୍ରେସ କର୍ମୀ ବିଜେଡିରେ ମିଶି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାତ ମୁଠାକୁ ଟାଣ କରିବୁ । ବର୍ତ୍ତମାନ କଂଗ୍ରେସ ସହ ପାଦ ମିଶାଇ ଚାଲିବା ସମ୍ଭବ ନୁହେଁ ।  ବିଜେଡି ପ୍ରତି ନିର୍ବାଚନରେ ସଂଖ୍ୟା ବୃଦ୍ଧି କରି ଦେଶରେ ଇତିହାସ କରିଛି ।  ତେଣୁ ଅଭିଭକ୍ତ କୋରାପୁଟ ତଥା ସ୍ଥାନୀୟ ଅଞ୍ଚଳର ବିକାଶ ପାଇଁ ବିଜେଡିରେ ସାମିଲ ହେବୁ ବୋଲି ଶ୍ରୀ ମାଝୀ କହିଛନ୍ତି । 

ସବୁଠୁ ବଡ଼ କଥା ହେଲା ଯେ, ନିଜେ କଂଗ୍ରେସ ଛାଡ଼ି ବିଜେଡିରେ ସାମିଲ ହେବାକୁ ଯାଉଥିବା ପ୍ରଦୀପ ମାଝୀ ଅନ୍ୟ କଂଗ୍ରେସ ନେତା ଓ କର୍ମୀଙ୍କୁ ବି ସାମିଲ ହେବାକୁ ଆହ୍ୱାନ ଦେଇଛନ୍ତି । ସେ କହିଛନ୍ତି ଯେ, ଏହି ଅଞ୍ଚଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଶ୍ରୁତିବଦ୍ଧ ।  ଅବିଭକ୍ତ କୋରାପୁଟ ଜିଲ୍ଲାବାସୀ ସେହି ସ୍ରୋତରେ ସାମିଲ ହୁଅନ୍ତୁ ।

Powered by Froala Editor

Tags Pradeep majhi

Related articles Odisha News Lens 4.1

  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ
    ଦେଶ-ଦେଶାନ୍ତର

    ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    13808
    Sep 04, 2026
  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ
    ଦେଶ-ଦେଶାନ୍ତର

    ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15485
    Sep 03, 2026
  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା
    ଦେଶ-ଦେଶାନ୍ତର

    ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15724
    Sep 03, 2026
  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା
    ମନୋରଞ୍ଜନ

    ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13864
    Sep 03, 2026
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13417
    Sep 04, 2026
  • କମିଲା ସୁନା ଦର, କେତେ ଜାଣନ୍ତୁ ?
    ଦେଶ-ଦେଶାନ୍ତର

    କମିଲା ସୁନା ଦର, କେତେ ଜାଣନ୍ତୁ ?

    15577
    Sep 03, 2026
  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ

    14837
    Sep 04, 2026
  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର
    ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    14000
    Sep 03, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...
    ବାଣିଜ୍ୟ

    ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...

    13773
    Sep 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13773
    Sep 03, 2026
  • ଦେଶ-ଦେଶାନ୍ତର

    ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15485
    Sep 03, 2026
  • ମନୋରଞ୍ଜନ

    ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13864
    Sep 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17074
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17722
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17741
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18141
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13606
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14505
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14809
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14763
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14099
    Aug 26, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13773
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14308
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15193
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14711
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    13808
    Sep 04, 2026
  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ

    14837
    Sep 04, 2026
  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15724
    Sep 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In