Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, November 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜେପିକୁ ଏମିତି କହି ସମାଲୋଚନା କଲେ ...

  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ...

  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ...

  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ...

  • ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ...

  • ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ

  • ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ...

  • ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ, ୬.୭୮ ...

ବିଶେଷ
Home ›› ବିଶେଷ ››ମଧୁମେହ ରୋଗ ନିୟନ୍ତ୍ରଣ କରେ ଫୁଲକୋବି

ମଧୁମେହ ରୋଗ ନିୟନ୍ତ୍ରଣ କରେ ଫୁଲକୋବି

2021-10-25 04:02:04
16271
Share:
Facebook
Twitter
E-Mail
WhatsApp
Telegram
ମଧୁମେହ ରୋଗ ନିୟନ୍ତ୍ରଣ କରେ ଫୁଲକୋବି


ଫୁଲକୋବି କମ୍ କ୍ୟାଲୋରୀ ଯୁକ୍ତ ଏବଂ ଏଥିରେ ଭିଟାମିନ ଭରପୁର ମାତ୍ରାରେ ରହିଛି। ଶରୀରକୁ ଆବଶ୍ୟକ ଥିବା ସମସ୍ତ ମିନେରାଲ୍ସ ଏବଂ ଭିଟାମିନ ଏଥିରୁ ମିଳିଯାଏ। ଏକ କପ୍ ଫୁଲକୋବିରେ ୭୭ %ଭିଟାମିନ୍ ସି, ୨୦ % ଭିଟାମିନ୍ କେ, ୧୪ % ଫୋଲେଟ୍, ୯ % ପୋଟାସିୟମ୍ ଏବଂ ୮ % ମାଙ୍ଗାନିଜ୍ ଥାଏ। ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ପାଇଁ ଏବଂ ଶରୀରକୁ ସୁସ୍ଥ ରଖିବା ପାଇଁ ଏ ସମସ୍ତ ପୋଷକ ତତ୍ତ୍ୱର ଆବଶ୍ୟକତା ରହିଛି।
ଫୁଲକୋବିରେ ଗ୍ଲୁକୋସିନୋଲେଟସ ଏବଂ ଆଇସୋଥିୟୋସାଇନେଟ ଅଛି। ଉଭୟ ଆଣ୍ଟିଅକ୍ସିଡେଣ୍ଟ କ୍ୟାନସର ଭଳି ମାରାତ୍ମକ କୋଷକୁ ବଢ଼ିବାରେ ରୋକିଥାଏ। ଏକ ଅଧ୍ୟୟନରୁ ଜଣାପଡିଛି ଯେ, ଗ୍ଲୁକୋସିନୋଲେଟ୍ସ ଏବଂ ଆଇସୋଥାଇଓସିଆନେଟ୍ କୋଲନ୍, ଫୁସଫୁସ, ସ୍ତନ ଏବଂ ପ୍ରୋଷ୍ଟେଟ୍ କ୍ୟାନସର ଉପରେ ଫୁଲକୋବି ବେଶ ପ୍ରଭାବ ପକାଇଥାଏ।
ଫୁଲକୋବିରେ ପ୍ରଚୁର ମାତ୍ରାରେ ଫାଇବର ରହିଛି। ଏହା ଶରୀରରେ ସୁସ୍ଥ ବ୍ୟାକ୍ଟେରିଆକୁ ବୃଦ୍ଧି କରିଥାଏ ଏବଂ ହଜମ ଶକ୍ତି ବଢ଼ାଇଥାଏ। ଫୁଲକୋବିରେ ପର୍ୟ୍ୟାପ୍ତ ପରିମାଣର ଫାଇବର ଥିବା ଯୋଗୁଁ କୋଷ୍ଠକାଠିନ୍ୟ, ଡାଇଭର୍ଟିକୁଲାଇଟିସ୍ ଭଳି ସମସ୍ୟା ଦୂର ହୋଇଥାଏ।
ଫୁଲକୋବିରେ ଭିଟାମିନ-ସି ରହିଛି। ଏହା ଶରୀରରେ ଆଣ୍ଟିଅକ୍ସିଡାଣ୍ଟ ରୂପେ କାମ କରେ। ଏହାର ଆଣ୍ଟି-ଇନଫ୍ଲାମେଟୋରୀ ଗୁଣ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିଥାଏ। ଯାହା ଶରୀରକୁ ରୋଗ ବିରୁଦ୍ଧରେ ଲଢ଼ିବାକୁ ସାହାଯ୍ୟ କରେ।
ଫୁଲକୋବି ଓଜନ ହ୍ରାସ କରିବାରେ ମଧ୍ୟ ସହାୟକ ହୁଏ। ଏଥିରେ ବହୁତ କମ୍ ମାତ୍ରାରେ କ୍ୟାଲୋରୀ ଥାଏ, ତେଣୁ ଆପଣ ଏହାକୁ ପ୍ରଚୁର ପରିମାଣରେ ଖାଇପାରିବେ। ଫୁଲକୋବିରେ ଫାଇଭର ଭରପୁର ମାତ୍ରାରେ ଥିବାରୁ ଏହାକୁ ଖାଇବା ପରେ ଶୀଘ୍ର ଭୋକ ଲାଗି ନଥାଏ। ଏଥିରେ ଜଳୀୟ ପଦାଥ ମଧ୍ୟ ପ୍ରଚୁର ମାତ୍ରାରେ ଅଛି, ଯାହା ଓଜନ ହ୍ରାସ କରିବାରେ ପ୍ରଭାବଶାଳୀ ହୋଇଥାଏ।
ମଧୁମେହ ବା ଡାଇବେଟିସ କଣ୍ଟ୍ରୋଲ କରିବା ସହ କିଡନୀ ରୋଗର ଆଶଙ୍କାକୁ କମ କରିଥାଏ ଫୁଲକୋବି । କେବଳ ସେତିକି ନୁହେଁ ଏଥିରେ ଥିବା ଆଣ୍ଟିଅକ୍ସିଡେଣ୍ଟ ଟ୍ୟୁମର ଭଳି ସମସ୍ୟାକୁ ବଢ଼ିବାରେ ରୋକିଥାଏ । ଉଚ୍ଚ ରକ୍ତଚାପକୁ ମଧ୍ୟ ନିନ୍ତ୍ରୟଣ ରଖିଥାଏ।

Powered by Froala Editor

Tags Cauliflower

Related articles Odisha News Lens 4.1

  • ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ

    15520
    Nov 06, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା
    ବାଣିଜ୍ୟ

    ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15106
    Nov 06, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ

    13732
    Nov 05, 2026
  • ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ
    ଦେଶ-ଦେଶାନ୍ତର

    ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ

    15609
    Nov 05, 2026
  • ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା
    ଦେଶ-ଦେଶାନ୍ତର

    ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା

    13976
    Nov 05, 2026
  • ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ,  ୬.୭୮ କୋଟି ଜବତ
    ଦେଶ-ଦେଶାନ୍ତର

    ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ, ୬.୭୮ କୋଟି ଜବତ

    15213
    Nov 05, 2026
  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ ...
    ଦେଶ-ଦେଶାନ୍ତର

    ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ ...

    14137
    Nov 05, 2026
  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା
    ଦେଶ-ଦେଶାନ୍ତର

    ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା

    13609
    Nov 06, 2026
  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...
    ଦେଶ-ଦେଶାନ୍ତର

    ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...

    14676
    Nov 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ

    15609
    Nov 05, 2026
  • ଦେଶ-ଦେଶାନ୍ତର

    ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ, ୬.୭୮ କୋଟି ଜବତ

    15213
    Nov 05, 2026
  • ଦେଶ-ଦେଶାନ୍ତର

    ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ

    15520
    Nov 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17256
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17957
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17899
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18319
    Sep 06, 2023

ବିଶେଷ

  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    13964
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14872
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15851
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    15031
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16222
    Oct 26, 2026

ବାଣିଜ୍ୟ

ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

ସିଡନୀ :  ସିଡନୀରେ ୪୦୦ରୁ ଅଧିକ ଓଡ଼ିଆ ସମ୍ପ୍ରଦାୟର ସଦସ୍ୟ ଏକତ୍ରିତ ହୋଇ ଦଶହରାକୁ ସ୍ୱାଗତ କରିଥିଲେ ଏବଂ ଫୁଲ ବଉଳ ବେଣୀ ପାଳନ କରିଥିଲେ। ଏହା ଓରିଓଜ୍ ର ଦ୍ୱିବାର୍ଷିକ ସାଂସ୍କୃତିକ ଉତ୍ସବ, ଯାହା ଭବିଷ୍ୟତ ପ ...

  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14000
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14084
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14416
    Nov 01, 2026
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

    15859
    Oct 31, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ କୌଣସି କଟକଣା ନାହିଁ: ଇରାନ

    14137
    Nov 05, 2026
  • ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ

    15609
    Nov 05, 2026
  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା

    13609
    Nov 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In