Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ...

  • ବିଲୁପ୍ତପ୍ରାୟ ସ୍ଲୋ ଲୋରିସ୍‌ ଚିହ୍ନଟ, ...

  • ଆଣ୍ଟୋନେଲ ୟୁଏସ୍‌ ଗ୍ରାଁ ପ୍ରି ବିଜେତା

  • ରାହୁଲ ଗାନ୍ଧୀଙ୍କ କାରକେଡ୍ ...

  • ନୂଆ ଡ୍ରାଇଭିଂ ଲାଇସେନ୍ସ କରାଇବାକୁ ...

  • ଆଇନରେ ବଡ଼ ପରିବର୍ତ୍ତନ: ରାସ୍ତାରେ ...

  • 'ମୋଦୀ କା ବାପ ଭି ଜାଏଗା’ ଏମିତି କାହିଁକି ...

  • ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ: ୧୨ବର୍ଷର ...

  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ...

ରାଜ୍ୟ
Home ›› ରାଜ୍ୟ ››ଜୁନରେ ହେବ +୨ ପରୀକ୍ଷା ନିଷ୍ପତ୍ତି

ଜୁନରେ ହେବ +୨ ପରୀକ୍ଷା ନିଷ୍ପତ୍ତି

2021-04-22 06:35:35
15668
Share:
Facebook
Twitter
E-Mail
WhatsApp
Telegram
ଜୁନରେ  ହେବ +୨ ପରୀକ୍ଷା ନିଷ୍ପତ୍ତି

ଭୁବନେଶ୍ୱର: +୨ ପରୀକ୍ଷା ନିଷ୍ପତ୍ତି ଜୁନରେ ହେବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି ।  ଏଥିସହ +୨ ପରୀକ୍ଷାର୍ଥୀ ପାଠପଢାରେ ମନ ଦେବାକୁ ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି ।
ସେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ନିଦେ୍ର୍ଧଶ ଅନୁଯାୟୀ ଜୁନରେ ପରୀକ୍ଷା ନିଷ୍ପତ୍ତି ନିଆଯିବ ।  ଦଶମ ଶ୍ରେଣୀ ପରୀକ୍ଷା ବାତିଲ କରିବାକୁ ସରକାରଙ୍କ ଇଚ୍ଛା ନଥିଲା ।  ଅବସ୍ଥା ଏପରି ହେଲା ଆମେ ପରୀକ୍ଷା କରିବାକୁ ବାଧ୍ୟ ହେଲୁ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି ।

ଆଜି +୨ ପରୀକ୍ଷା ବାତିଲ ଦାବିରେ ଛାତ୍ରଛାତ୍ରୀ ବିକ୍ଷୋଭ ପ୍ରଦର୍ଶନ କରିଥିଲେ  । ଭୁବନେଶ୍ୱର ଲୋୟର ପିଏମଜିରେ +୨ ଛାତ୍ରଛାତ୍ରୀ ବିକ୍ଷୋଭ କରିଥିଲେ  ।

ପ୍ରକାଶ ଯେ,  ସିବିଏସଇ ଓ ସିଆଇଏସସିଇ ବୋର୍ଡ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ବାତିଲ ପରେ  ଓଡ଼ିଶା ସରକାର ଗତକାଲି ମାଟ୍ରିକ ପରୀକ୍ଷାକୁ ବାତିଲ କରିଦେଇଥିଲେ ।   ଛାତ୍ରଛାତ୍ରୀଙ୍କ ସ୍ୱାର୍ଥ ଓ  ସୁରକ୍ଷାକୁ ଦୃଷ୍ଟିରେ ରଖି ମାଟ୍ରିକ ପରୀକ୍ଷାକୁ ବାତିଲ କରିଥିଲେ ।  
ପୂର୍ବରୁ ମେ ୩ ତାରିଖରେ ହେବାକୁ ଥିବା ମାଟ୍ରିକ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟରୁ ଜାରି ହୋଇଥିବା ପ୍ରେସ ବାର୍ତାରେ କୁହାଯାଇଥିଲା କରୋନା ସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସମ୍ପର୍କରେ ନିଷ୍ପତି ନିଆଯିବ । ରାଜ୍ୟରେ ଫେବୃୟାରୀରେ ମାଟ୍ରିକ ପରୀକ୍ଷା ହେଉଥିବା ବେଳେ ଏହାକୁ ମେ ୩ ତାରିଖକୁ ଘୁଂଚା ଯାଇଥିଲା । ପରୀକ୍ଷା ସ୍ଥଗିତ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ସତ୍ୱେ ରାଜ୍ୟରେ ୬ ଲକ୍ଷ ୧୯ ହଜାର ମାଟ୍ରିକ ପରୀକ୍ଷାର୍ଥୀଙ୍କ ଭବିଷ୍ୟତକୁ ନେଇ ଅନିଶ୍ଚତତା ଦେଖାଦେଇଥିଲା । କାରଣ ପରୀକ୍ଷା ହେବ ନା ନାହିଁ ସେନେଇ ଦ୍ୱନ୍ଦ୍ୱରେ ଥିଲେ ଛାତ୍ରଛତ୍ରୀ ।  ଗତକାଲି  ନବୀନ ନିବାସ ସମ୍ମୁଖରେ ଏବେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପହଞ୍ଚିଥିଲେ ।    ପରୀକ୍ଷା ଦ୍ୱନ୍ଦ୍ୱ ଦୂର କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ  ଗୁହାରି କରିବା ପାଇଁ ଛାତ୍ରଛାତ୍ରୀ ପହଞ୍ଚିଥିଲେ ।    ବର୍ତ୍ତମାନ ସ୍ଥିତିକୁ ଦେଖି ପରୀକ୍ଷା ବାତିଲ  ଘୋଷଣା କରିବାକୁ ଦାବି କରିଥିଲେ ।    ଛାତ୍ରଛାତ୍ରୀମାନେ ଗଣଶିକ୍ଷାମନ୍ତ୍ରୀଙ୍କୁ ବି ଭେଟି ଅନୁରୂପ ଦାବି କରିଥିଲେ ।    କରୋନା ସମୟରେ ପରୀକ୍ଷା ହେବ କି ନାହିଁ । ଯଦି ହେବ ତେବେ ଅନଲାଇନରେ ହେବ କି ଅଫଲାଇନରେ ହେବ ସେ ସମ୍ପର୍କିତ ଦ୍ୱନ୍ଦ୍ୱ ଦୂର କରିବା ପାଇଁ ଛାତ୍ରଛାତ୍ରୀ ଦାବି କରିଥିଲେ ।   ପରେ  ଓଡ଼ିଶା ସରକାର ଗତକାଲି ମାଟ୍ରିକ ପରୀକ୍ଷାକୁ ବାତିଲ କରିଦେଇଥିଲେ ।

 

Powered by Froala Editor

Tags + 2 EXAM

Related articles Odisha News Lens 4.1

  • ବିଲୁପ୍ତପ୍ରାୟ ସ୍ଲୋ ଲୋରିସ୍‌ ଚିହ୍ନଟ, ୧୯୩୦ ଦଶକରୁ ଗାଏବ ହୋଇଯାଇଥିଲେ
    ଦେଶ-ଦେଶାନ୍ତର

    ବିଲୁପ୍ତପ୍ରାୟ ସ୍ଲୋ ଲୋରିସ୍‌ ଚିହ୍ନଟ, ୧୯୩୦ ଦଶକରୁ ଗାଏବ ହୋଇଯାଇଥିଲେ

    15290
    Oct 26, 2026
  • ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ: ୧୨ବର୍ଷର ଯାତ୍ରାକୁ ‘ତୀର୍ଥଯାତ୍ରା’ ବୋଲି ଅଭିହିତ ...
    ଦେଶ-ଦେଶାନ୍ତର

    ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ: ୧୨ବର୍ଷର ଯାତ୍ରାକୁ ‘ତୀର୍ଥଯାତ୍ରା’ ବୋଲି ଅଭିହିତ ...

    14136
    Oct 26, 2026
  • ରାହୁଲ ଗାନ୍ଧୀଙ୍କ କାରକେଡ୍ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀଙ୍କ କାରକେଡ୍ ଦୁର୍ଘଟଣାଗ୍ରସ୍ତ

    15239
    Oct 26, 2026
  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା
    ବାଣିଜ୍ୟ

    ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    15516
    Oct 26, 2026
  • 'ମୋଦୀ କା ବାପ ଭି ଜାଏଗା’ ଏମିତି କାହିଁକି କହିଲେ ଖାର୍ଗେ ଜାଣନ୍ତୁ......
    ଦେଶ-ଦେଶାନ୍ତର

    'ମୋଦୀ କା ବାପ ଭି ଜାଏଗା’ ଏମିତି କାହିଁକି କହିଲେ ଖାର୍ଗେ ଜାଣନ୍ତୁ......

    14194
    Oct 26, 2026
  • ନୂଆ ଡ୍ରାଇଭିଂ ଲାଇସେନ୍ସ କରାଇବାକୁ ଚାହୁଁଥିଲେ, ଜାଣି ରଖନ୍ତୁ ଏହିସବୁ ନିୟମ....
    ଦେଶ-ଦେଶାନ୍ତର

    ନୂଆ ଡ୍ରାଇଭିଂ ଲାଇସେନ୍ସ କରାଇବାକୁ ଚାହୁଁଥିଲେ, ଜାଣି ରଖନ୍ତୁ ଏହିସବୁ ନିୟମ....

    15426
    Oct 26, 2026
  • କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ  ସ୍ତନ କର୍କଟ ସଚେତନତା ମାସ ...
    ବାଣିଜ୍ୟ

    କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ...

    14587
    Oct 26, 2026
  • ଆଇନରେ ବଡ଼ ପରିବର୍ତ୍ତନ: ରାସ୍ତାରେ ଭଙ୍ଗାରୁଜା କଲେ, ମାତାପିତା ନିଜ ପକେଟରୁ କରିବେ ...
    ଦେଶ-ଦେଶାନ୍ତର

    ଆଇନରେ ବଡ଼ ପରିବର୍ତ୍ତନ: ରାସ୍ତାରେ ଭଙ୍ଗାରୁଜା କଲେ, ମାତାପିତା ନିଜ ପକେଟରୁ କରିବେ ...

    15179
    Oct 26, 2026
  • ଆଣ୍ଟୋନେଲ ୟୁଏସ୍‌ ଗ୍ରାଁ ପ୍ରି ବିଜେତା
    ଖେଳ ଖବର

    ଆଣ୍ଟୋନେଲ ୟୁଏସ୍‌ ଗ୍ରାଁ ପ୍ରି ବିଜେତା

    13972
    Oct 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀଙ୍କ କାରକେଡ୍ ଦୁର୍ଘଟଣାଗ୍ରସ୍ତ

    15239
    Oct 26, 2026
  • ବିଶେଷ

    ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    15552
    Oct 26, 2026
  • ଦେଶ-ଦେଶାନ୍ତର

    'ମୋଦୀ କା ବାପ ଭି ଜାଏଗା’ ଏମିତି କାହିଁକି କହିଲେ ଖାର୍ଗେ ଜାଣନ୍ତୁ......

    14194
    Oct 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17220
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17914
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17860
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18282
    Sep 06, 2023

ବିଶେଷ

  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    15552
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14723
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15576
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15736
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15105
    Oct 18, 2026

ବାଣିଜ୍ୟ

କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

ଭୁବନେଶ୍ୱରର ଅଗ୍ରଣୀ ଡାଏଗ୍ନୋଷ୍ଟିକ ସେଣ୍ଟର ୨୦୨୬ ନଭେମ୍ବର ୧୫ ପର୍ଯ୍ୟନ୍ତ ସୋନୋମାମ୍ମୋଗ୍ରାଫି ଉପରେ ଫ୍ଲାଟ୍ ୧୫% ରିହାତି ଘୋଷଣା କଲା

ଭୁବନେଶ୍ୱର : ଭୁବନେଶ୍ୱର ଟଙ୍କପାଣି ରୋଡରେ କିଓରବେ ଦ୍ଵାରା ପ ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    15516
    Oct 26, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14137
    Oct 25, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15118
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14812
    Oct 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • 'ମୋଦୀ କା ବାପ ଭି ଜାଏଗା’ ଏମିତି କାହିଁକି କହିଲେ ଖାର୍ଗେ ଜାଣନ୍ତୁ......

    14194
    Oct 26, 2026
  • ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ: ୧୨ବର୍ଷର ଯାତ୍ରାକୁ ‘ତୀର୍ଥଯାତ୍ରା’ ବୋଲି ଅଭିହିତ କଲେ ମୋଦୀ

    14136
    Oct 26, 2026
  • ରାହୁଲ ଗାନ୍ଧୀଙ୍କ କାରକେଡ୍ ଦୁର୍ଘଟଣାଗ୍ରସ୍ତ

    15239
    Oct 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In