Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ

  • ଆତଙ୍କବାଦୀ ଆକ୍ରମଣରେ ୬ ମୃତ

  • ମୋଦିଙ୍କ 'ମନ କି ବାତ' କାର୍ଯ୍ୟକ୍ରମ: କଣ ...

  • ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ...

  • ଉତ୍ତର-ପୂର୍ବ ଜାପାନରେ ଭୂକମ୍ପ, ସୁନାମୀ ...

  • ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ...

  • ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ...

  • କରାଚିରେ ଅର୍ଦ୍ଧସାମରିକ ମୁଖ୍ୟାଳୟରେ ...

  • ହୃଦୟ ଜିତୁଛି ଇଥା ଟିଜର

  • ଘରକୁ ଥଣ୍ଡା ରଖନ୍ତୁ ଏମିତି

Home ›› ››ଜୁନରେ ହେବ +୨ ପରୀକ୍ଷା ନିଷ୍ପତ୍ତି

ଜୁନରେ ହେବ +୨ ପରୀକ୍ଷା ନିଷ୍ପତ୍ତି

2021-04-22 06:35:35
15611
Share:
Facebook
Twitter
E-Mail
WhatsApp
Telegram
ଜୁନରେ  ହେବ +୨ ପରୀକ୍ଷା ନିଷ୍ପତ୍ତି

ଭୁବନେଶ୍ୱର: +୨ ପରୀକ୍ଷା ନିଷ୍ପତ୍ତି ଜୁନରେ ହେବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି ।  ଏଥିସହ +୨ ପରୀକ୍ଷାର୍ଥୀ ପାଠପଢାରେ ମନ ଦେବାକୁ ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି ।
ସେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ନିଦେ୍ର୍ଧଶ ଅନୁଯାୟୀ ଜୁନରେ ପରୀକ୍ଷା ନିଷ୍ପତ୍ତି ନିଆଯିବ ।  ଦଶମ ଶ୍ରେଣୀ ପରୀକ୍ଷା ବାତିଲ କରିବାକୁ ସରକାରଙ୍କ ଇଚ୍ଛା ନଥିଲା ।  ଅବସ୍ଥା ଏପରି ହେଲା ଆମେ ପରୀକ୍ଷା କରିବାକୁ ବାଧ୍ୟ ହେଲୁ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି ।

ଆଜି +୨ ପରୀକ୍ଷା ବାତିଲ ଦାବିରେ ଛାତ୍ରଛାତ୍ରୀ ବିକ୍ଷୋଭ ପ୍ରଦର୍ଶନ କରିଥିଲେ  । ଭୁବନେଶ୍ୱର ଲୋୟର ପିଏମଜିରେ +୨ ଛାତ୍ରଛାତ୍ରୀ ବିକ୍ଷୋଭ କରିଥିଲେ  ।

ପ୍ରକାଶ ଯେ,  ସିବିଏସଇ ଓ ସିଆଇଏସସିଇ ବୋର୍ଡ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ବାତିଲ ପରେ  ଓଡ଼ିଶା ସରକାର ଗତକାଲି ମାଟ୍ରିକ ପରୀକ୍ଷାକୁ ବାତିଲ କରିଦେଇଥିଲେ ।   ଛାତ୍ରଛାତ୍ରୀଙ୍କ ସ୍ୱାର୍ଥ ଓ  ସୁରକ୍ଷାକୁ ଦୃଷ୍ଟିରେ ରଖି ମାଟ୍ରିକ ପରୀକ୍ଷାକୁ ବାତିଲ କରିଥିଲେ ।  
ପୂର୍ବରୁ ମେ ୩ ତାରିଖରେ ହେବାକୁ ଥିବା ମାଟ୍ରିକ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟରୁ ଜାରି ହୋଇଥିବା ପ୍ରେସ ବାର୍ତାରେ କୁହାଯାଇଥିଲା କରୋନା ସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସମ୍ପର୍କରେ ନିଷ୍ପତି ନିଆଯିବ । ରାଜ୍ୟରେ ଫେବୃୟାରୀରେ ମାଟ୍ରିକ ପରୀକ୍ଷା ହେଉଥିବା ବେଳେ ଏହାକୁ ମେ ୩ ତାରିଖକୁ ଘୁଂଚା ଯାଇଥିଲା । ପରୀକ୍ଷା ସ୍ଥଗିତ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ସତ୍ୱେ ରାଜ୍ୟରେ ୬ ଲକ୍ଷ ୧୯ ହଜାର ମାଟ୍ରିକ ପରୀକ୍ଷାର୍ଥୀଙ୍କ ଭବିଷ୍ୟତକୁ ନେଇ ଅନିଶ୍ଚତତା ଦେଖାଦେଇଥିଲା । କାରଣ ପରୀକ୍ଷା ହେବ ନା ନାହିଁ ସେନେଇ ଦ୍ୱନ୍ଦ୍ୱରେ ଥିଲେ ଛାତ୍ରଛତ୍ରୀ ।  ଗତକାଲି  ନବୀନ ନିବାସ ସମ୍ମୁଖରେ ଏବେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପହଞ୍ଚିଥିଲେ ।    ପରୀକ୍ଷା ଦ୍ୱନ୍ଦ୍ୱ ଦୂର କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ  ଗୁହାରି କରିବା ପାଇଁ ଛାତ୍ରଛାତ୍ରୀ ପହଞ୍ଚିଥିଲେ ।    ବର୍ତ୍ତମାନ ସ୍ଥିତିକୁ ଦେଖି ପରୀକ୍ଷା ବାତିଲ  ଘୋଷଣା କରିବାକୁ ଦାବି କରିଥିଲେ ।    ଛାତ୍ରଛାତ୍ରୀମାନେ ଗଣଶିକ୍ଷାମନ୍ତ୍ରୀଙ୍କୁ ବି ଭେଟି ଅନୁରୂପ ଦାବି କରିଥିଲେ ।    କରୋନା ସମୟରେ ପରୀକ୍ଷା ହେବ କି ନାହିଁ । ଯଦି ହେବ ତେବେ ଅନଲାଇନରେ ହେବ କି ଅଫଲାଇନରେ ହେବ ସେ ସମ୍ପର୍କିତ ଦ୍ୱନ୍ଦ୍ୱ ଦୂର କରିବା ପାଇଁ ଛାତ୍ରଛାତ୍ରୀ ଦାବି କରିଥିଲେ ।   ପରେ  ଓଡ଼ିଶା ସରକାର ଗତକାଲି ମାଟ୍ରିକ ପରୀକ୍ଷାକୁ ବାତିଲ କରିଦେଇଥିଲେ ।

 

Powered by Froala Editor

Tags + 2 EXAM

Related articles Odisha News Lens 4.1

  • ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ଭୂକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ଭୂକମ୍ପ ଝଟକା

    14925
    Jun 28, 2026
  • ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ସଲମାନ
    ମନୋରଞ୍ଜନ

    ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ସଲମାନ

    14011
    Jun 28, 2026
  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ

    13806
    Jun 28, 2026
  • ହୃଦୟ ଜିତୁଛି ଇଥା ଟିଜର
    ମନୋରଞ୍ଜନ

    ହୃଦୟ ଜିତୁଛି ଇଥା ଟିଜର

    13776
    Jun 28, 2026
  • ମୋଦିଙ୍କ 'ମନ କି ବାତ' କାର୍ଯ୍ୟକ୍ରମ: କଣ କହିଲେ ମୋଦୀ ଜାଣନ୍ତୁ
    ଦେଶ-ଦେଶାନ୍ତର

    ମୋଦିଙ୍କ 'ମନ କି ବାତ' କାର୍ଯ୍ୟକ୍ରମ: କଣ କହିଲେ ମୋଦୀ ଜାଣନ୍ତୁ

    15009
    Jun 28, 2026
  • ଉତ୍ତର-ପୂର୍ବ ଜାପାନରେ ଭୂକମ୍ପ, ସୁନାମୀ ଚେତାବନୀ ନାହିଁ
    ଦେଶ-ଦେଶାନ୍ତର

    ଉତ୍ତର-ପୂର୍ବ ଜାପାନରେ ଭୂକମ୍ପ, ସୁନାମୀ ଚେତାବନୀ ନାହିଁ

    13568
    Jun 28, 2026
  • ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ଯୋଜନା, ଅଭିଯୁକ୍ତ ଗିରଫ
    ଦେଶ-ଦେଶାନ୍ତର

    ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ଯୋଜନା, ଅଭିଯୁକ୍ତ ଗିରଫ

    14205
    Jun 28, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି
    ବିଶେଷ

    ଘରକୁ ଥଣ୍ଡା ରଖନ୍ତୁ ଏମିତି

    13836
    Jun 28, 2026
  • କରାଚିରେ ଅର୍ଦ୍ଧସାମରିକ ମୁଖ୍ୟାଳୟରେ ଆତଙ୍କବାଦୀ ଆକ୍ରମଣ
    ଦେଶ-ଦେଶାନ୍ତର

    କରାଚିରେ ଅର୍ଦ୍ଧସାମରିକ ମୁଖ୍ୟାଳୟରେ ଆତଙ୍କବାଦୀ ଆକ୍ରମଣ

    14999
    Jun 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ହୃଦୟ ଜିତୁଛି ଇଥା ଟିଜର

    13776
    Jun 28, 2026
  • ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ୬ ମୃତ

    14106
    Jun 28, 2026
  • ଦେଶ-ଦେଶାନ୍ତର

    ମୋଦିଙ୍କ 'ମନ କି ବାତ' କାର୍ଯ୍ୟକ୍ରମ: କଣ କହିଲେ ମୋଦୀ ଜାଣନ୍ତୁ

    15009
    Jun 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16956
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17567
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17617
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18014
    Sep 06, 2023

ବିଶେଷ

  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    13836
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15663
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15636
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15284
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15112
    Jun 21, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13791
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14888
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15501
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15257
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆତଙ୍କବାଦୀ ଆକ୍ରମଣରେ ୬ ମୃତ

    14106
    Jun 28, 2026
  • ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ଯୋଜନା, ଅଭିଯୁକ୍ତ ଗିରଫ

    14205
    Jun 28, 2026
  • ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ଭୂକମ୍ପ ଝଟକା

    14925
    Jun 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In